Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆହୁରି ସହଜ ହେବ ସ୍ବାସ୍ଥ୍ୟସେବା; ୧୫୦ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସ୍ୱାସ୍ଥ୍ୟ ସେବାରେ ଯୋଡି ହେଲା ଆଉ ଏକ ନୂତନ ଅଧ୍ୟାୟ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିୟମ ଠାରେ ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି । ସୂଚନାଯୋଗ୍ୟଯେ, ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ…

Violence against Hindus: ଦିଲ୍ଲୀରେ ବାଂଲାଦେଶ ହାଇକମିଶନ ବାହାରେ ପ୍ରତିବାଦ, ହିନ୍ଦୁ ଯୁବକଙ୍କ ହତ୍ୟା…

ନୂଆଦିଲ୍ଲୀ:ବିଶ୍ୱ ହିନ୍ଦୁ ପରିଷଦ ଏବଂ ଅନ୍ୟାନ୍ୟ ହିନ୍ଦୁ ସଂଗଠନଗୁଡ଼ିକ ଆଜି ଦିଲ୍ଲୀସ୍ଥିତ ବାଂଲାଦେଶ ହାଇକମିଶନ ସମ୍ମୁଖରେ ଏକ ଦୃଢ଼ ପ୍ରତିବାଦ କରୁଛନ୍ତି। ସୂଚନାଥାଉକି, ଉସମାନ ହାଦିଙ୍କ ହତ୍ୟା ବିରୋଧରେ ବାଂଲାଦେଶରେ ପ୍ରତିବାଦ ସମୟରେ ଦୀପୁ ଚନ୍ଦ୍ର ଦାସ ନାମକ ଜଣେ ହିନ୍ଦୁ ଯୁବକଙ୍କୁ…

ଆର୍ସଲରମିତ୍ତଲ ନିପ୍ପନ ଷ୍ଟିଲ ଇଣ୍ଡିଆ ପକ୍ଷରୁ ୧୪୩ ଛାତ୍ରୀଙ୍କୁ ବେଟି ପଢ଼ାଓ ସ୍କଲାରସିପ୍ ପ୍ରଦାନ

ପାରାଦୀପ: ଆର୍ସଲରମିତ୍ତଲ ନିପ୍ପନ ଷ୍ଟିଲ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ପକ୍ଷରୁ ପାରାଦୀପର ଦକ୍ଷ ଏକାଡେମୀରେ ଆୟୋଜିତ ଏକ ଉତ୍ସବରେ ୧୪୩ ଜଣ ମେଧାବୀ ଛାତ୍ରୀଙ୍କୁ 'ବେଟି ପଢ଼ାଓ ସ୍କଲାରସିପ୍' ପ୍ରଦାନ କରାଯାଇଛି । କମ୍ପାନୀର ପ୍ରମୁଖ ସିଏସଆର ପଦକ୍ଷେପର ଏକ ଅଂଶ ଭାବରେ, ଆର୍ଥିକ ଅନଗ୍ରସର…

ବ୍ଲୁବାର୍ଡ ସାଟେଲାଇଟ୍ କ’ଣ? ଇସ୍ରୋର ଏହି ଉପଗ୍ରହ ଉପରେ ସାରା ବିଶ୍ୱର ନଜର

ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ଆସନ୍ତାକାଲି ବୁଧବାର ଦିନ ବ୍ଲୁବର୍ଡ ବ୍ଲକ ୨ ଉପଗ୍ରହ ଉତକ୍ଷେପଣ କରିବାର କାର୍ଯ୍ୟକ୍ରମ ରଖିଛି। ଏହାକୁ ଶ୍ରୀହରିକୋଟାର ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ସକାଳ ୮:୫୪ ରେ ଲଞ୍ଚ ଯାନ ମାର୍କ-III M6 (LVM3-M6) ମିଶନର ଅଂଶ ଭାବରେ ଉତକ୍ଷେପଣ…

pucc: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ଇନ୍ଧନ ମନା;ଜାନୁଆରୀ ୧ରୁ ନିୟମ କଡ଼ାକଡି ପାଳନ

ଭୁବନେଶ୍ବର:ଜାନୁଆରୀ ୧ରୁ କଡ଼ାକଡ଼ି ହେବ ପେଟ୍ରୋଲ ପମ୍ପରେ ଗାଡ଼ିର ପ୍ରଦୂଷଣ ଯାଞ୍ଚ ନିୟମ । ନୂଆବର୍ଷଠୁ ପ୍ରଦୂଷଣ ପ୍ରମାଣପତ୍ର (pucc )ନଥିଲେ ମିଳିବନି ପେଟ୍ରୋଲ୍ କି ଡିଜେଲ୍ । ପରିବହନରେ ପରିବେଶ ସୁରକ୍ଷାକୁ ମଧ୍ୟ ସରକାର ପ୍ରାଧାନ୍ୟ ଦେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ‘ବୈଧ ପ୍ରଦୂଷଣ…

ପୋଲିସ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ: ବିହାରରୁ ଆଉ ଜଣେ ଦଲାଲ ଗିରଫ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଏସ୍ଆଇ ପରୀକ୍ଷା ଜାଲିଆତି ଘଟଣାରେ ସିବିଆଇ ଆଉ ଜଣେ ଦଲାଲକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବିହାରର ଅମିତ୍ ଭରତୀ। ଗତକାଲି ସିବିଆଇ ଅମିତକୁ ଗିରଫ କରିଥିଲା। ସୋମବାର କୋର୍ଟ ଚାଲାଣ କରାଯାଇଥିଲା। ଏହି ଜାଲିଆତି ଘଟଣାରେ ସିବିଆଇ ଗତ ୧୯ ତାରିଖରେ…

Indian students in Bangladesh: ବାଂଲାରେ ପଢୁଥିବା ଭାରତୀୟଙ୍କ ସୁରକ୍ଷା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ମୋଦୀଙ୍କୁ…

ନୂଆଦିଲ୍ଲୀ: ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, କିଛି ଭାରତୀୟ ଡାକ୍ତରୀ ଛାତ୍ରଛାତ୍ରୀ ଏବେ ବି ସେଠାରେ ଫସି ରହିଛନ୍ତି । ତେବେ ଏହି ପରିସ୍ଥିତିରେ ଅଲ୍ ଇଣ୍ଡିଆ ମେଡିକାଲ୍ ଷ୍ଟୁଡେଣ୍ଟସ୍ ଆସୋସିଏସନ୍ (AIMSA) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଚିଠି ଲେଖି ବାଂଲାଦେଶରେ ଫସି…

Thar vehicles: ଜଙ୍ଗଲ ବିଭାଗର ‘ଥାର୍‌’ କିଣା ଓ ମୋଡିଫିକେସନ୍‌ର ହେବ ସ୍ୱତନ୍ତ୍ର ଅଡିଟ୍

ଭୁବନେଶ୍ବର: ଜଙ୍ଗଲ ବିଭାଗର 'ଥାର୍‌' କିଣା ଓ ମୋଡିଫିକେସନ୍‌ର ହେବ ସ୍ୱତନ୍ତ୍ର ଅଡିଟ୍ ପାଇଁ ଆକଉଣ୍ଟାଣ୍ଟ ଜେନେରାଲଙ୍କୁ ଜଙ୍ଗଲ ବିଭାଗର ଅତିରିକ୍ତ ସଚିବ ଚିଠି ଲେଖିଛନ୍ତି । ୨୦୨୪-୨୫ ଆର୍ଥିକ ବର୍ଷରେ ଗାଡ଼ି କିଣାକୁ ନେଇ ହେବ ଅଡିଟ୍ । ପିସିସିଏଫ୍ ବନ୍ୟପ୍ରାଣୀ ଅଫିସ୍‌ରେ ସ୍ବତନ୍ତ୍ର…

Excise Raid: ନୂଆବର୍ଷ ପୂର୍ବରୁ ସ୍ବତନ୍ତ୍ର ଚଢ଼ାଉ; ୨ ଦିନରେ ୧ କୋଟି ୬୪ ଲକ୍ଷ ଟଙ୍କାର ମାଦକ ଦ୍ରବ୍ୟ ଜବତ

ଭୁବନେଶ୍ବର: ନୂଆବର୍ଷ ପୂର୍ବରୁ ରାଜ୍ୟବ୍ୟାପୀ ଅବକାରୀ ବିଭାଗର ସ୍ବତନ୍ତ୍ର ଚଢ଼ାଉ । ଡିସେମ୍ବର ୨୦ ତାରିଖରୁ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ଅବକାରୀ ଚଢ଼ାଉ ଅଭିଯାନର ପ୍ରଥମ ଦୁଇ ଦିନରେ ପ୍ରାୟ ୧କୋଟି ୬୪ ଲକ୍ଷ ଟଙ୍କା ମୂଲ୍ୟର ଅବୈଧ ମାଦକ ଦ୍ରବ୍ୟ ତଥା ବେଆଇନ ସାମଗ୍ରୀ ଜବତ କରାଯାଇଛି।…

୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ବିଜ୍ଞପ୍ତି

ଭୁବନେଶ୍ବର: ୧୪ ଜିଲ୍ଲାରେ ୨୪ ନୂଆ NAC ନେଇ ପ୍ରକାଶ ପାଇଲା ତାଲିକା। ରାଜ୍ୟ ସରକାର ସୋମବାର ଦିନ ଏନେଇ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ସେହିପରି ପାଞ୍ଚଟି ନୂତନ ମ୍ୟୁନିସିପାଲିଟି ସୃଷ୍ଟି ସମ୍ପର୍କରେ ଡ୍ରାଫ୍ଟ ବିଜ୍ଞପ୍ତି ମଧ୍ୟ ଜାରି କରାଯାଇଛି। ଅଗଷ୍ଟ ୩୧ ତାରିଖରେ ସ୍ୱାୟତ୍ତଶାସନ…