Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପୋଷା ପ୍ରାଣୀଙ୍କ ଯତ୍ନ ପାଇଁ ସୋଆ ଆଇଭିଏସ୍‌ଏଏଚ୍‌ରେ ଖୋଲିଲା ସ୍ପା ଏବଂ ଗ୍ରୁମିଂ ସେଣ୍ଟର

ଭୁବନେଶ୍ୱର: ଘରେ ରହୁଥିବା ପୋଷା ପ୍ରାଣୀଙ୍କ ଉପଯୁକ୍ତ ଯତ୍ନ ଏବଂ ସ୍ୱାସ୍ଥ୍ୟ ପରିଚାଳନା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ ହଜ୍‌ବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌)ରେ ଖୋଲିଛି ସ୍ପା ଏବଂ ଗ୍ରୁମିଂ ସେଣ୍ଟର ।…

IED Spotted On Highway: କାଶ୍ମୀରରେ ଏକ ବଡ଼ ଷଡ଼ଯନ୍ତ୍ର ପଣ୍ଡ;ରାଜପଥରେ ମିଳିଲା ସନ୍ଦିଗ୍ଧ ଆଇଇଡି…ନଷ୍ଟ କଲେ…

ଶ୍ରୀନଗର:ଜମ୍ମୁ-କାଶ୍ମୀରରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ କରାଯାଇଛି। ଶନିବାର ଦିନ ଶ୍ରୀନଗର-ବାରାମୁଲ୍ଲା ରାଜପଥର ଉତ୍ତର କାଶ୍ମୀରର ସୋପୋର ଅଞ୍ଚଳରେ ଏକ ଇମ୍ପ୍ରୋଭାଇଜଡ୍ ଏକ୍ସପ୍ଲୋସଭ୍ ଡିଭାଇସ୍ (ଆଇଇଡି) ପାଇବା ପରେ ଆତଙ୍କ ସୃଷ୍ଟି ହୋଇଥିଲା। ଏହା ପରେ ସୁରକ୍ଷାକର୍ମୀମାନେ…

ଏନସିସି ସାଧାରଣତନ୍ତ୍ର ଦିବସ ଶିବିରରେ ଭାଗନେବେ ଓଡ଼ିଶାର ୧୨୭ ଜଣ କ୍ୟାଡେଟ୍

ଭୁବନେଶ୍ୱର: ନୂଆଦିଲ୍ଲୀରେ ୨୭ ଡିସେମ୍ବର ଆଜି ଠାରୁ ଆସନ୍ତା ଜାନୁଆରୀ ୨୯ ପର୍ଯ୍ୟନ୍ତ ଏନସିସି ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ଶିବିରରେ ଯୋଗଦେବା ପାଇଁ ଓଡ଼ିଶାର ସର୍ବମୋଟ ୧୨୭ଜଣ କ୍ୟାଡେଟ୍ ଚୟନ ହୋଇଛନ୍ତି । ଓଡ଼ିଶା ଏନସିସିର ପ୍ରାୟ ୬୪ ହଜାର କ୍ୟାଡେଟ୍‌ଙ୍କ ମଧ୍ୟରୁ…

Year Ender 2025: ବଲିଉଡ ପାଇଁ ସ୍ୱତନ୍ତ୍ର ବର୍ଷ, ୨୦୧୬ର ଫ୍ଲପ୍ ଫିଲ୍ମ ୨୦୨୫ରେ ହେଲା ସୁପରହିଟ୍

ମୁମ୍ବାଇ: ୨୦୨୫ ବର୍ଷ ବଲିଉଡ ପାଇଁ ଏକ ସ୍ୱତନ୍ତ୍ର ବର୍ଷ ହୋଇଛି। ଏହି ବର୍ଷ ଅନେକ ପୁରୁଣା ଫିଲ୍ମ ପୁନଃ ମୁକ୍ତିଲାଭ କରିଥିଲା, ଯାହା ଭଲ ଇନକମ୍ ହାସଲ କରିଥିଲା। ୨୦୨୫ ବର୍ଷ ବଲିଉଡ ଏବଂ ଭାରତୀୟ ସିନେମା ପାଇଁ ଏକ ଉଲ୍ଲେଖନୀୟ ବର୍ଷ ଥିଲା। ନୂତନ ଫିଲ୍ମଗୁଡ଼ିକ ନିଜକୁ ପ୍ରତିଷ୍ଠିତ କରିବାକୁ…

Teacher misbehaves: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ୧୧ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ଅଭିଯୁକ୍ତ ଶିକ୍ଷକ ଜଣକ ଗିରଫ ହୋଇଛନ୍ତି । ଗିରଫ ଶିକ୍ଷକ ଜଣକ ହେଲେ ମନୋରଞ୍ଜନ ମାଝୀ । ସ୍ଥାନୀୟ ଶିକ୍ଷକ ଜଣକ ମିଠେଇ ଖାଇବାକୁ…

ଛାତ୍ରଛାତ୍ରୀମାନେ ହିଁ ବିକଶିତ ଭାରତର ସୁତ୍ରଧର- ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ମଇଦାନକେଲ ସ୍ଥିତ ପ୍ରଗତି ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସେ କହିଛନ୍ତି ଯେ, ଶିକ୍ଷା ହେଉଛି ମାନବ ସଭ୍ୟତାର ବିକାଶର ପ୍ରଥମ ପାହାଚ । ଏହି ପାହାଚ ଚଢ଼ି ଭାରତ…

Sandhya Theatre Stampede Case: ସଂଧ୍ୟା ଥିଏଟର ଦଳାଚକଟା ମାମଲା: ଅଲ୍ଲୁ ଅର୍ଜୁନଙ୍କ ବିରୋଧରେ ଚାର୍ଜସିଟ୍‌

ହାଇଦ୍ରାବାଦ: ସଂଧ୍ୟା ଥିଏଟର ଦଳାଚକଟା ମାମଲାରେ ଚାର୍ଜସିଟ୍‌। ଶହେ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ହାଇଦ୍ରାବାଦ ପୋଲିସ। ଚାର୍ଜସିଟ୍‌ରେ ଅଛି ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ। ୧୧ ନମ୍ବର ଅଭିଯୁକ୍ତ ଭାବେ ଚାର୍ଜସିଟ୍‌ରେ ଅଛି ଅଲ୍ଲୁ ଅର୍ଜୁନଙ୍କ ନାଁ ଅଲ୍ଲୁ…

ଶିକାରୀ ଫାଶରେ ଫସିଲା କଲରାପତରିଆ ବାଘ…୭ ଦିନ ପରେ ଉଦ୍ଧାର

ନୂଆପଡ଼ା: ଶିକାରୀ ଫାଶରେ ଫସିଯାଇଥିଲା କଲରାପତରିଆ । ଏବେ ୭ ଦିନ ପରେ ଉଦ୍ଧାର କଲା ବନ ବିଭାଗ । ଓଡ଼ିଶା-ଛତିଶଗଡ ସୀମାନ୍ତବର୍ତ୍ତୀ ଗାରିଆବନ୍ଧ ଜିଲ୍ଲା ଉଦନ୍ତୀ ସୀତାନଦୀ ଜଙ୍ଗଲ ଭିତରେ ଥିବା ତୌରଙ୍ଗା ବଫର ଜୋନର କୋକୋଡ଼ି ଗାଁରେ ଏହି ଘଟଣା ଘଟିଛି । ଖବରମୁତାବକ, ଶିକାରୀ ବାଇକ୍ ର କ୍ଲଚ୍…

ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ ଦାବି: ଗଠନ ହେଲା କମିଟି

ଭୁବନେଶ୍ୱର: ରାଜ୍ୟର ସାଧାରଣ ଲୋକଙ୍କ ହିତକୁ ଦୃଷ୍ଟିରେ ରଖି ଓ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ, ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ (OMSA) ଦ୍ୱାରା କରାଯାଇଥିବା ବିଭିନ୍ନ ଦାବିଗୁଡ଼ିକର ଅନୁଧ୍ୟାନ…

G-RAM-G ଆଇନ ପ୍ରତିବାଦରେ ସାରା ଦେଶରେ ବିକ୍ଷୋଭ କରିବ କଂଗ୍ରେସ

ନୂଆଦିଲ୍ଲୀ: ମନରେଗା ଆଇନ ଉଚ୍ଛେଦକୁ ବିରୋଧ କରିବ କଂଗ୍ରେସ । ଏନେଇ ସାରା ଦେଶରେ ବିକ୍ଷୋଭ କରିବ ଜାତୀୟ କଂଗ୍ରେସ । ସଡ଼କ ଠାରୁ ଆରମ୍ଭ କରି ସଂସଦ ପର୍ଯ୍ୟନ୍ତ ବିକ୍ଷୋଭ କରାଯିବ । ଆଜି ଦିଲ୍ଲୀରେ ବସିଥିବା କାର୍ଯ୍ୟକାରିଣୀ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଜି-ରାମ-ଜି…