Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଚୌଦ୍ବାର ଜେଲରୁ ଫେରାର୍‌ ଦ୍ବିତୀୟ କଏଦୀ ଗିରଫ

କଟକ: ଚୌଦ୍ବାର ଜେଲରୁ ଫେରାର୍‌ ଦ୍ବିତୀୟ କଏଦୀ ଗିରଫ। ବିହାରର ରାଜା ସାହାଣୀ ଋଷିକେଶରୁ ଗିରଫ କରିଛି ପୋଲିସ। ଋଷିକେଶରୁ ଗିରଫ କଲା କମିଶନରେଟ୍ ପୋଲିସର ସ୍ବତନ୍ତ୍ର ଟିମ୍। ପୂର୍ବରୁ ମଧୁକାନ୍ତ ରାଣାକୁ ବୃନ୍ଦାବନରୁ ଗିରଫ କରିଥିଲା ପୋଲିସ। ଦଶହରାରେ ମଧୁକାନ୍ତ ଓ ରାଜା ପାଚେରୀ ଡେଇଁ ଫେରାର୍…

ସେୟାର୍‌ ବଜାର୍‌ ଖୋଲୁ ଖୋଲୁ ତଳକୁ ଖସିଲା ସେନସେକ୍ସ ଓ ନିଫ୍ଟି

ନୂଆଦିଲ୍ଲୀ: ଗୁରୁବାର ଦିନ ଭାରତୀୟ ସେୟାର୍‌ ବଜାର୍‌ ଖୋଲୁ ଖୋଲୁ ତଳକୁ ଖସିଲା ସେନସେକ୍ସ ଓ ନିଫ୍ଟି। ପ୍ରାରମ୍ଭିକ ମିନିଟ୍ ମଧ୍ୟରେ ଏହି ହ୍ରାସ ଆହୁରି ଗଭୀର ହୋଇଗଲା। ସେନସେକ୍ସ ୧୩୬୪.୬୭ ପଏଣ୍ଟ ହ୍ରାସ ପାଇ ୭୧,୭୬୯.୬୫ରେ ଚାଲିଲା କାରବାର। ସେହିପରି ନିଫ୍ଟି ୪୧୭.୬୦ ପଏଣ୍ଟ ହ୍ରାସ ପାଇ…

ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ, ପେଟ୍ରୋଲ ପମ୍ପରେ PUCC ଅନିବାର୍ଯ୍ୟ

କଟକ : ଆଜିଠାରୁ ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ । ପିୟୁସିସି ନଥିଲେ ଟୋଲଗେଟରେ ଇ-ଡିଟେକସନ ବ୍ୟବସ୍ଥାରେ କଟିବ ଚାଲାଣ। ରାଜ୍ୟ ସରକାର ଏପ୍ରିଲ ୧ ପର୍ଯ୍ୟନ୍ତ ପିୟୁସିସିକୁ କୋହଳ କରିଥିଲେ। କିନ୍ତୁ ୨ ତାରିଖରୁ ଅର୍ଥାତ ଆଜିଠାରୁ ଜୋରାଦାର ହେବ ଯାଞ୍ଚ। ପରିବହନ…

ଆଜି ସରିବ ମାଟ୍ରିକ ଖାତାଦେଖା, ମେ’ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଫଳ

କଟକ: ଆଜି ସରିବ ମାଟ୍ରିକ୍ ସବଜେକ୍ଟିଭ୍ ପରୀକ୍ଷାର ଉତ୍ତର ଖାତା ଦେଖା। ମାର୍ଚ୍ଚ ୧୯ରୁ ଏହି ମୂଲ୍ୟାୟନ ପ୍ରକ୍ରିୟା ରାଜ୍ୟର ୩୦ଟି ଯାକ ଜିଲ୍ଲାର ୫୦ଟି ମୂଲ୍ୟାୟନ କେନ୍ଦ୍ରରେ ଚାଲିଆସୁଛି। ମେ’ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଫଳ। ମୂଲ୍ୟାୟନ ପାଇଁ ବିଭିନ୍ନ ବିଷୟର ପ୍ରାୟ ୧୫ ହଜାର…

ମହାରାଷ୍ଟ୍ରର ଭୟଙ୍କର ଦୁର୍ଘଟଣା, ୮ ମହିଳା ମୃତ

ମୁମ୍ବାଇ: ମହାରାଷ୍ଟ୍ରର ଜାଲନା ଜିଲ୍ଲାରେ ବୁଧବାର ବିଳମ୍ବିତ ସନ୍ଧ୍ୟାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନାଗପୁର-ମୁମ୍ବାଇ ଏକ୍ସପ୍ରେସୱେରେ ଏକ ଟ୍ରକ୍ ଏବଂ ଏକ ଅଟୋ ଧକ୍କାରେ ଆଠ ଜଣ ମହିଳା ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଜାଲନାର କଦଭାଞ୍ଚି ଅଞ୍ଚଳରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ପ୍ରାରମ୍ଭିକ…

ଆର୍ଟେମିସ୍-୨ ଚନ୍ଦ୍ର ମିଶନ୍ ଲଞ୍ଚ କଲା ନାସା

ଫ୍ଲୋରିଡା: ନାସା ଆଜି ଆର୍ଟେମିସ୍ -୨ ଚନ୍ଦ୍ର ମିଶନ୍ ସଫଳତାର ସହ ଉତକ୍ଷେପଣ କରିଛି। ବିଶାଳ SLS ରକେଟ୍ ଫ୍ଲୋରିଡାର କେନେଡି ସ୍ପେସ୍ ସେଣ୍ଟରରୁ ସକାଳ ୩ଟା ୫୪ରେ ଉତକ୍ଷେପଣ କରାଯାଇଛି। ଏହା ୫୪ ବର୍ଷ ମଧ୍ୟରେ ଚନ୍ଦ୍ରକୁ ମଣିଷକୁ ନେଇଯିବା ପାଇଁ ପ୍ରଥମ ମାନବ ମିଶନ। ଏହି ଉତକ୍ଷେପଣ…

Chandigarh blast:ବିଜେପି କାର୍ଯ୍ୟାଳୟ ବାହାରେ ଗ୍ରେନେଡ୍ ଆକ୍ରମଣ; କେନ୍ଦ୍ରୀୟ ଏଜେନ୍ସିର ତଦନ୍ତ ଆରମ୍ଭ

ନୂଆଦିଲ୍ଲୀ: ବୁଧବାର ସନ୍ଧ୍ୟା ପ୍ରାୟ ୫ଟାରେ ଚଣ୍ଡିଗଡ଼ରେ ବିଜେପିର ପଞ୍ଜାବ କାର୍ଯ୍ୟାଳୟ ବାହାରେ ଘଟିଥିବା ଶକ୍ତିଶାଳୀ ବିସ୍ଫୋରଣ ସୁରକ୍ଷା ବ୍ୟବସ୍ଥା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ପ୍ରାରମ୍ଭିକ ତଦନ୍ତରୁ ଆକ୍ରମଣରେ ଗ୍ରେନେଡ୍ ଭଳି ବିସ୍ଫୋରକ ସାମଗ୍ରୀ ବ୍ୟବହାର ହୋଇଥିବା ଜଣାପଡିଛି।…

ECoR:ପୁଣି ଦେଶର ଏକ ନମ୍ବର ରେଳ ଜୋନ୍ ହେଲା ପୂର୍ବ ତଟ ରେଳପଥ; ସର୍ବାଧିକ ୨୮୬.୩ ନିୟୁତ ଟନ୍ ପଣ୍ୟ ପରିବହନ

ଭୁବନେଶ୍ୱର:ପୂର୍ବତଟ ରେଳପଥ ପୁଣି ଥରେ ଭାରତୀୟ ରେଳବାଇର ପ୍ରମୁଖ ପଣ୍ୟ ପରିବହନକାରୀ ଜୋନ୍ ଭାବେ ନିଜର ସ୍ଥାନକୁ ସୁଦୃଢ଼ କରିଛି। ୨୦୨୫–୨୬ ଆର୍ଥିକ ବର୍ଷରେ ଏହା ୨୮୬.୩ ନିୟୁତ ଟନ୍‌ର ସର୍ବକାଳୀନ ସର୍ବାଧିକ ପଣ୍ୟ ପରିବହନ ହାସଲ କରିଛି। ପୂର୍ବବର୍ଷ ୨୦୨୪–୨୫ ଆର୍ଥିକ ବର୍ଷରେ ୨୫୯.୨୫ ନିୟୁତ…

Odia Pakhya:ଏପ୍ରିଲ ୪ରେ ଆୟୋଜିତ ହେବ ଖଡ଼ିଛୁଆଁ ସହ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପାଳନ କରାଯାଉଛି ଓଡ଼ିଆ ପକ୍ଷ। ଏପ୍ରିଲ ୨ ଓ ୩ ତାରିଖରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ "ଆମ ପୋଷାକ ଆମ ପରିଚୟ"- ପାରମ୍ପରିକ ପୋଷାକ ପରିଧାନ…

Make in India: ଟେକ୍ ଟ୍ରାନ୍ସଫର ଚୁକ୍ତି ଅନୁଯାୟୀ ଇସ୍ରାଏଲ ଭାରତକୁ ଦେଲା ପ୍ରଥମ ହାଲୁକା ମେସିନ୍ ଗନ୍ ; ଜାଣନ୍ତୁ…

ନୂଆଦିଲ୍ଲୀ: ଇସ୍ରାଏଲୀ ଅସ୍ତ୍ରଶସ୍ତ୍ର କମ୍ପାନୀ ଇସ୍ରାଏଲ ୱେପନ୍ସ ଇଣ୍ଡଷ୍ଟ୍ରିଜ୍ (IWI) ଭାରତକୁ ହାଲୁକା ମେସିନ୍ ଗନ୍ (LMGs) ର ପ୍ରଥମ ବ୍ୟାଚ୍ ପ୍ରଦାନ କରିଛି । ମେକ୍ ଇନ୍ ଇଣ୍ଡିଆ ପଦକ୍ଷେପ ଅଧୀନରେ ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ସହିତ ଏହି ଚୁକ୍ତି କରାଯାଇଛି। ଇସ୍ରାଏଲ୍ ୱେପନ୍ସ…