Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଭୋଟରଙ୍କୁ ଧମକଚମକ, ଭାଇରାଲ୍ ଭିଡିଓ ଦେଖି ତଦନ୍ତ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଖେଇ ଆସୁଥିବା ବେଳେ ରାଜ୍ୟରେ ରାଜନୈତିକ ହିଂସା ଏବଂ ମତଦାତାଙ୍କୁ ଧମକଚମକ ଦେବାର ଘଟଣା ବୃଦ୍ଧି ପାଉଛି। ଡାଇମଣ୍ଡ ହାର୍ବର ବିଧାନସଭା ନିର୍ବାଚନମଣ୍ଡଳୀରେ ବାଇକ୍ ଆରୋହୀ ଦୁର୍ବୃତ୍ତମାନେ ସ୍ଥାନୀୟ ଲୋକଙ୍କୁ…

ହରଭଜନ ସିଂଙ୍କ ସୁରକ୍ଷା ହଟାଇଲେ ପଞ୍ଜାବ ସରକାର…ଏବେ ରହିବେ ସିଆରପିଏଫ ସୁରକ୍ଷାରେ

ଚଣ୍ଡିଗଡ଼: ଆମ ଆଦମୀ ପାର୍ଟି (ଆପ୍) ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି ପୂର୍ବତନ କ୍ରିକେଟର ତଥା ରାଜ୍ୟ ସଭା ସାଂସଦ ହରଭଜନ ସିଂ । ଏହାପରେ ହରଭଜନଙ୍କ ସୁରକ୍ଷା ବ୍ୟବସ୍ଥାକୁ ପଞ୍ଜାବ ସରକାର ପ୍ରତ୍ୟାହାର କରି ନେଇଛନ୍ତି । ରବିବାର ହରଭଜନଙ୍କ ବାସଭବନରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କୁ…

ଦିଲ୍ଲୀ ବିମାନବନ୍ଦରରେ ସ୍ୱିସ୍ ଏୟାର ବିମାନ ଇଞ୍ଜିନରେ ଲାଗିଲା ନିଆଁ, ୬ ଯାତ୍ରୀ ଆହତ

ନୂଆଦିଲ୍ଲୀ: ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତୀୟ ବିମାନବନ୍ଦରରେ ସ୍ୱିସ୍ ଏୟାରଲାଇନ୍ସର ଏକ ବିମାନ ଉଡ଼ାଣ ଭରିବା ପୂର୍ବରୁ ଏହାର ଇଞ୍ଜିନରେ ନିଆଁ ଲାଗିଯିବା ଫଳରେ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା । ଏଥିରେ ୬ ଜଣ ଯାତ୍ରୀ ଆହତ ହୋଇଛନ୍ତି, ଯେଉଁମାନଙ୍କୁ ଚିକିତ୍ସା ପାଇଁ…

ରୁମ୍‌ମେଟ୍ ନଥିବାର ଫାଇଦା ଉଠାଇଲା ଗ୍ରୋସରୀ ଦୋକାନୀ: ହଷ୍ଟେଲ୍ ଭିତରେ ପଶି ଏମବିଏ ଛାତ୍ରୀଙ୍କ ସହ ଦୁଷ୍କର୍ମ

ଭୁବନେଶ୍ୱର: ରାଜଧାନୀରେ ପୁଣି ଏକ ଲଜ୍ଜାଜନକ ତଥା ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଭୁବନେଶ୍ୱର ଉପକଣ୍ଠ ଇନଫୋଭ୍ୟାଲି ଥାନା ଅନ୍ତର୍ଗତ ଗଙ୍ଗପଡ଼ା ଅଞ୍ଚଳରେ ଏକ ଲେଡିଜ୍ ହଷ୍ଟେଲ ଭିତରେ ପଶି ଜଣେ ବାହାର ରାଜ୍ୟର ଏମବିଏ ଛାତ୍ରୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ସମ୍ବେଦନଶୀଳ…

ଶାହାଙ୍କ ପଶ୍ଚିମବଙ୍ଗରୁ ଅନୁପ୍ରବେଶକାରୀଙ୍କୁ ବାହାର କରିବା ମନ୍ତବ୍ୟ ଉପରେ କଡା ଜବାବ ରଖିଲେ ମମତା

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାର ବେଳେ ବଡ ଘୋଷଣା କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ସେ କହିଛନ୍ତି ଯେ, ମେ ୫ ତାରିଖ ପରେ ଆମେ ପୁରା ପଶ୍ଚିମବଙ୍ଗରୁ ଜଣ ଜଣ କରି ସବୁ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ବାହାର କରିବୁ । ଏହି ଅନୁପ୍ରବେଶକାରୀମାନେ ଆମ ଯୁବକମାନଙ୍କ…

Panchayat Election: ଗାଁ ମୁହାଁ ବିଜେପି ସରକାର: ଯୋଜନାର ସଫଳତା ଓ ସାଂଗଠନିକ ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଶାସକ ଦଳ ଭାରତୀୟ ଜନତା ପାର୍ଟି ନିଜର ପ୍ରସ୍ତୁତିକୁ ବର୍ତ୍ତମାନଠାରୁ ହିଁ ଜୋରଦାର କରିଛି। ତୃଣମୂଳ ସ୍ତରରେ ଦଳୀୟ ସଂଗଠନକୁ ଅଧିକ ସୁଦୃଢ଼ କରିବା ଏବଂ ସରକାରୀ ଯୋଜନାର ସଫଳ ରୂପାୟନର ସିଧାସଳଖ ସମୀକ୍ଷା ପାଇଁ ଦଳ ପକ୍ଷରୁ…

Sudhir Patra Murder Case: ବ୍ରହ୍ମପୁର ସୁଧୀର ପାତ୍ର ହତ୍ୟା ମାମଲା: ଖୋଲିବ ଗୁମର, କ୍ରାଇମ୍ ସିନ୍ ରିକ୍ରିଏସନ୍…

ବ୍ରହ୍ମପୁର: ସହରର ବହୁଚର୍ଚ୍ଚିତ ଜମି ବ୍ୟବସାୟୀ ସୁଧୀର ପାତ୍ରଙ୍କ ଅପହରଣ ଓ ନୃଶଂସ ହତ୍ୟାକାଣ୍ଡ ମାମଲାରେ ପୋଲିସ ନିଜର ତଦନ୍ତକୁ ଜୋରଦାର କରିଛି। ଏହି ହାଇପ୍ରୋଫାଇଲ୍ ମାମଲାର ଚେର କେତେ ଦୂର ଲମ୍ବିଛି ଏବଂ ଏହା ପଛରେ ଥିବା ବୃହତ୍ତର ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ କରିବା ପାଇଁ ବ୍ରହ୍ମପୁର…

ଖୁସିର ମାହୋଲରେ ପଡ଼ିଲା କାନ୍ଦବୋବାଳି: ସୁବର୍ଣ୍ଣପୁରରେ ଦୁର୍ଘଟଣାଗ୍ରସ୍ତ ହେଲା ବରଯାତ୍ରୀ ବସ୍

ସୁବର୍ଣ୍ଣପୁର: ବିବାହ ଉତ୍ସବର ଖୁସି ଓ ଉଲ୍ଲାସ ଭିତରେ ରବିବାର ଭୋର ସମୟରେ ଘଟିଯାଇଛି ଏକ ବଡ଼ ଦୁର୍ଘଟଣା। ସୁବର୍ଣ୍ଣପୁର (ସୋନପୁର) ଜିଲ୍ଲାରେ ବରଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ହଠାତ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୋଟ ୧୨ ଜଣ ଯାତ୍ରୀ ଆହତ…

ବସରେ ଶକ୍ତିଶାଳୀ ବିସ୍ଫୋରଣ; ୧୩ ମୃତ, ୩୮ରୁ ଅଧିକ ଆହତ

ବୋଗୋଟା: କଲମ୍ବିଆର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଏକ ବସରେ ଭୟଙ୍କର ବିସ୍ଫୋରଣ ହୋଇଛି । ଯେଉଁଥିରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅତି କମରେ ୩୮ ଜଣ ଆହତ ହୋଇଥିବା ଜଣାପଡ଼ିଛି । ସେନା ମୁଖ୍ୟ ସ୍ପଷ୍ଟ ଭାବରେ ଏହି ଆକ୍ରମଣକୁ ‘ଆତଙ୍କବାଦୀ ଆକ୍ରମଣ’ ବୋଲି କହିଛନ୍ତି । କଲମ୍ବିଆନ୍…

ରାଜଧାନୀରେ ବେଧଡ଼କ ଚାଲିଛି ବେଆଇନ ରେଭ୍ ପାର୍ଟି: ସ୍କାନରରେ ଭୁବନେଶ୍ୱର ଉପକଣ୍ଠର ରିସର୍ଟ

ଭୁବନେଶ୍ୱର: ସ୍ମାର୍ଟସିଟି ଭୁବନେଶ୍ୱର ଏବଂ ଏହାର ଉପକଣ୍ଠ ଅଞ୍ଚଳରେ ଏବେ ବେଆଇନ ରେଭ୍ ପାର୍ଟିର ଆସର ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି। ପ୍ରଶାସନର ବିନା ଅନୁମତିରେ ରାତି ଅଧିଆ ନାଚଗୀତ ସାଙ୍ଗକୁ ବେଧଡ଼କ ଭାବେ ଚାଲିଛି ନିଶାର କାରବାର। ଏହି କ୍ରମରେ ଭୁବନେଶ୍ୱର ଉପକଣ୍ଠରେ ଥିବା ଏକ ନାମୀ…