Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ

କନ୍ଧମାଳ:କିଛିଦିନର ନୀରବତା ପରେ କନ୍ଧମାଳ ଜିଲ୍ଲାରେ ମାଓ ଗତିବିଧି ଦେଖାଦେଇଛି ।ଶୁକ୍ରବାର କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ସୂଚନା ରହିଛି । ଜଙ୍ଗଲରେ କମ୍ବିଂ ଅପରେସନ ସମୟରେ ପୋଲିସ ଓ ମାଓବାଦୀ…

୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ

ଭୁବନେଶ୍ୱର: ଗତ ୧୬ ମାସ ମଧ୍ୟରେ ଓଡ଼ିଶାର ଦୁଇଟି ସରକାରୀ କଲେଜରୁ ରାଗିଂର ଆଠଟି ଅଭିଯୋଗ ଆସିଥିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଶୁକ୍ରବାର ଦିନ ବିଧାନସଭାରେ ସୂଚନା ଦେଇଛନ୍ତି। ତେବେ ଭୁବନେଶ୍ୱରର ବିଜେବି ସ୍ୱୟଂଶାସିତ କଲେଜ ଏବଂ ରାଉରକେଲାର ସରକାରୀ ସ୍ୱୟଂଶାସିତ…

Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ:ସୁପ୍ରିମକୋର୍ଟଙ୍କ ଗୁରୁତ୍ଵପୂର୍ଣ୍ଣ ଟିପ୍ପଣୀ । ଶୁକ୍ରବାର ଦିନ ସୁପ୍ରିମକୋର୍ଟ କେରଳ ସମବାୟ ବ୍ୟାଙ୍କଗୁଡ଼ିକ ଦ୍ୱାରା ମନ୍ଦିର ପାଣ୍ଠି ସମ୍ପର୍କରେ ଦାୟର ଏକ ଆବେଦନର ଶୁଣାଣି କରି ଏକ ଗୁରୁତ୍ଵପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ମନ୍ଦିର ପାଣ୍ଠି…

ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଏକ ମିଳିତ ପ୍ରେସ ବ୍ରିଫିଂ କରିଥିଲେ। ଏହି ଅବସରରେ ସେ କହିଛନ୍ତି ଯେ ରୁଷ ଭାରତର ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ର କୁଡାନକୁଲମ ଉପରେ ମିଳିତ ଭାବରେ କାମ କରୁଛି। ତାମିଲନାଡୁର ପରମାଣୁ…

ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଏବଂ ଶେଷ ଦିନ। ଏହି ସମୟରେ, କଂଗ୍ରେସ ସାଂସଦ ଶଶି ଥରୁର ଏକ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି, "ମୋତେ ବୈଦେଶିକ ବ୍ୟାପାର କମିଟିର ଅଧ୍ୟକ୍ଷ ଭାବରେ ନିମନ୍ତ୍ରଣ କରାଯାଇଛି, ଏବଂ ମୁଁ ଯିବି।…

ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର

କୋଲକାତା: ପଶ୍ଚିମବଙ୍ଗ ମୁର୍ଶିଦାବାଦ ଜିଲ୍ଲାର ଭରତପୁର ବିଧାୟକ ହୁମାୟୁଁ କବୀର ଘୋଷଣା କରିଛନ୍ତି ଯେ ସେ ଡିସେମ୍ବର ୬ ତାରିଖରେ ମୁର୍ଶିଦାବାଦର ବେଲଡାଙ୍ଗାରେ ବାବରୀ ମସଜିଦ ଆକୃତିର ଏକ ମସଜିଦର ଶିଳାନ୍ୟାସ କରିବେ। ତାଙ୍କ ବିରୁଦ୍ଧରେ କୋଲକାତା ହାଇକୋର୍ଟରେ ଏକ ଆବେଦନ ଦାଖଲ କରାଯାଇଥିଲା,…

ଇଣ୍ଡିଗୋ ସଙ୍କଟ; ତଦନ୍ତ କମିଟି ଗଠନ କଲା DGCA

ନୂଆଦିଲ୍ଲୀ: ଇଣ୍ଡିଗୋ ସଙ୍କଟକୁ ନେଇ ଭାରତ ସରକାର ଏକ ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଯାତ୍ରୀଙ୍କ ଅସୁବିଧାକୁ କମ କରିବା ପାଇଁ ସରକାର ଏକ ୨୪x୭ ନିୟନ୍ତ୍ରଣ କକ୍ଷ ମଧ୍ୟ ପ୍ରତିଷ୍ଠା କରିଛନ୍ତି। ଏହା ବ୍ୟତୀତ କେନ୍ଦ୍ର ସରକାର ଇଣ୍ଡିଗୋକୁ ନୂଆ ଉଡ଼ାଣ ଡ୍ୟୁଟି ସମୟ ସୀମାରୁ…

ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍‌ ଲିଭ୍

ବେଙ୍ଗାଲୁରୁ: କର୍ଣ୍ଣାଟକରେ ଲାଗୁ ହେଲା ମହିଳା କର୍ମଚାରୀଙ୍କୁ ମାସକୁ ଗୋଟିଏ ପିରିୟଡ୍ ଲିଭ୍‌ ଆଦେଶ। ଅର୍ଥାତ୍ ସେମାନଙ୍କୁ ବର୍ଷକୁ ୧୨ଟି ପିରିୟଡ୍ ଲିଭ୍ ମିଳିବ। ୧୮-୫୨ ବର୍ଷୀୟ ସମସ୍ତ ମହିଳା କର୍ମଚାରୀ ଏହାଦ୍ୱାରା ଉପକୃତ ହେବେ। ରାଜ୍ୟ ସରକାର ଅକ୍ଟୋବର ୯ ତାରିଖରେ ମେନ୍ ଷ୍ଟ୍ରୁଆଲ୍ ଲିଭ୍…

ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ

ଭୁବନେଶ୍ୱର: ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ବିନା ମୁରବିରେ ଚାଲିଛି ସ୍କୁଲ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକ୍ରେ ପଦବୀ ଖାଲି ପଡିଛି। ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେହିଭଳି ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାର ୭…

Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି

ଭୁବନେଶ୍ବର:  ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର…