Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

“ଓଡ଼ିଶାର ସର୍ବବୃହତ ଆଉଟଲାଇନ୍ ମାନଚିତ୍ର” ସୃଷ୍ଟି କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ କଲା ସରକାରୀ…

ଭୁବନେଶ୍ବର: "ଓଡ଼ିଶାର ସର୍ବବୃହତ ଆଉଟଲାଇନ୍ ମ୍ୟାପ୍" ତିଆରି କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ଏକ ସମ୍ମାନଜନକ ସ୍ଥାନ ହାସଲ କରିଛି ଓଡ଼ିଶାର ଭୁବନେଶ୍ୱରସ୍ଥିତ ସରକାରୀ ପଲିଟେକ୍ନିକ୍ । ଏହି ଉଲ୍ଲେଖନୀୟ ସଫଳତା ପ୍ରତିଷ୍ଠାନର ସ୍ଥାୟୀତ୍ୱ, ନବସୃଜନ ଏବଂ ବୈଷୟିକ ଉତ୍କର୍ଷତା ପ୍ରତି…

ବିପ୍ଳବୀ ଧରଣୀ ଧରଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ ମୁଖ୍ୟମନ୍ତ୍ରୀ, କହିଲେ କଥା ଦେଇ, କଥା ରଖିଲି…

କେନ୍ଦୁଝର: ଶୁକ୍ରବାର କେନ୍ଦୁଝରରେ ବିପ୍ଳବୀ ଧରଣୀ ଧରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦୁଝର ସହରରର ପ୍ରବେଶ ଦ୍ବାର ନେକେଡା ଘରଠାରେ ବିପ୍ଳବୀ ଧରଣୀଧର ଭୂୟାଁଙ୍କ ପୂର୍ଣ୍ଣବୟାବ ପ୍ରତିମୂର୍ତ୍ତି ଉନ୍ମୋଚନ ଅବସରରେ ଏକ ସ୍ବତନ୍ତ୍ର ଉତ୍ସବ ଆୟୋଜିତ…

ଧାନ ଇନପୁଟ୍ ସହାୟତା ଚାଷୀଙ୍କ ମନୋବଳ ବଢ଼ାଇଛି, ଚାଷ ପ୍ରତି ଆଗ୍ରହ ବଢ଼ିଛି-ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଶୁକ୍ରବାର କେନ୍ଦୁଝର ସ୍ଥିତ ପଳାସପଙ୍ଗ ଲ୍ୟାମ୍ପସ‌ରେ ଧାନ ସଂଗ୍ରହର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଆୟୋଜିତ ଚାଷୀ ସମାବେଶରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ, ଓଡ଼ିଶା…

ବିଆଇପିଏଫ୍ ପକ୍ଷରୁ ପ୍ରଫେସର୍ ଘନଶ୍ୟାମ ଦାଶ ଛାତ୍ରବୃତ୍ତି ୨୦୨୫-୨୬ ର ବିଜେତା ସମ୍ମାନିତ

ଭୁବନେଶ୍ୱର: ବଂଶୀଧର ଏବଂ ଇଲା ପଣ୍ଡା ଫାଉଣ୍ଡେସନ୍ (ବିଆଇପିଏଫ୍) ପକ୍ଷରୁ ଆଜି ପ୍ରିତିଷ୍ଠିତ 'ପ୍ରଫେସର ଘନଶ୍ୟାମ ଦାଶ ସ୍କଲାର୍ଶିପ ଫର୍ ହାଇୟର ଏଜୁକେସନ୍ (ପିଜିଡିଏସ୍) ବିଜେତାଙ୍କୁ ସମ୍ମାନିତ କରାଯାଇଛି । ୨୦୨୫-୨୦୨୬ ଶିକ୍ଷାବର୍ଷରେ, ୪ ଜଣ ଡାକ୍ତରୀ ପାଠ ପଢ଼ୁଥିବା ପ୍ରାପ୍ତକର୍ତ୍ତା…

Maoist Free: ମାର୍ଚ୍ଚ ସୁଦ୍ଧା ମାଓମୁକ୍ତ ହେବ ଓଡ଼ିଶା: ଏଡିଜି

କନ୍ଧମାଳ:ଫୁଲବାଣୀରେ ଆଣ୍ଟି ନକ୍ସଲ ଅପରେସନର ସମୀକ୍ଷା କରିଛନ୍ତି ADG । ସମୀକ୍ଷା ପରେ ADG ସଞ୍ଜୀବ ପଣ୍ଡାଙ୍କ ପ୍ରେସମିଟ୍ କରିଛନ୍ତି । କନ୍ଧମାଳ ଏନକାଉଣ୍ଟରରେ ସାମିଲ ସୁରକ୍ଷାକର୍ମୀଙ୍କୁ ପ୍ରଶଂସା କରିଥିଲେ ଏଡିଜି । ଏବେବି ଅପରେସନ ଜାରି ରହିଛି ଓ ଅଧିକ ଟିମ୍ ସାମିଲ୍ କରାଯାଇଛି ବୋଲି…

Sitakund: ପିକନିକ୍ ପାଲଟିଲା ଶେଷ ଯାତ୍ରା;ସୀତାକୁଣ୍ଡରେ ବୁଡ଼ିଗଲେ ୨ ଭାଇ

ବାରିପଦା: ପିକନିକ ହେଲା କାଳ । ଶିମିଳିପାଳ ପାଦଦେଶ ସୀତାକୁଣ୍ଡ ଜଳପ୍ରାପତ(sitakunda Waterfall Near  Similipal)ରେ ବୁଡ଼ିଗଲେ ଦୁଇ ଭାଇ । ତେବେ ପିକନିକ୍ ସମୟରେ ସୀତାକୁଣ୍ଡ ଜଳପ୍ରପାତରେ ଗାଧୋଇବା ବେଳେ ପାଦ ଖସିଯିବା କାରଣରୁ ଦୁଇଜଣ ପାଣିରେ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି ।…

ପ୍ରୀତିସ୍ମିତା ଭୋଇ ଓ କାଳୁ ଚରଣ ଚୌଧୁରୀ ପାଇବେ ‘ଓସ୍‌ଜା’ ପୁରସ୍କାର

ଭୁବନେଶ୍ୱର : ପ୍ରତିଭାସମ୍ପନ୍ନ ଯୁବ ଭାରୋତ୍ତୋଳିକା ପ୍ରୀତିସ୍ମିତା ଭୋଇ ଏବଂ ମହାନ ହକି ପ୍ରଶିକ୍ଷକ କାଳୁଚରଣ ଚୌଧୁରୀଙ୍କୁ ମିଳିବ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍‍ଜା)ର ବାର୍ଷିକ ପୁରସ୍କାର। ପ୍ରୀତିସ୍ମିତାଙ୍କୁ ୨୦୨୫ ମସିହାର ଶ୍ରେଷ୍ଠ ଓଡ଼ିଶା ଖେଳାଳି ଏବଂ କାଳୁଚରଣ…

କୋଟିପତି ଫରେଷ୍ଟର ନିରଞ୍ଜନଙ୍କର ସମ୍ପତ୍ତି ଦେଖି ଟେରା ଭିଜିଲାନ୍ସ ବିଭାଗ, ୭ଟି ମୂଲ୍ୟବାନ ପ୍ଲଟ୍ ସହ…

କୋରାପୁଟ: କୋରାପୁଟ ସେମିଳିଗୁଡ଼ା କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ଚାଲିଛି ଚଢ଼ାଉ । ଭୁବନେଶ୍ବର ଝାରପଡ଼ା ସ୍ଥିତ ଘରେ ଚଢ଼ାଉ ବେଳେ ପୁଳା ପୁଳା ଟଙ୍କା ସହ ବିଦେଶୀ ଟଙ୍କା ଓ ସୁନା ଅଳଙ୍କାର ସହ ଭୁବନେଶ୍ବରରେ ୨ଟି ବହୁତଳ କୋଠା ଠାବ…

Mahodadhi Alati Annual Festival: ମହୋଦଧି ଆଳତୀ ବାର୍ଷିକ ମହୋତ୍ସବ ଏହି ଦିନ ପାଳନ ହେବ; ଯୋଗ ଦେବେ ପୁରୀ…

ପୁରୀ: ପ୍ରତିବର୍ଷ ଭଳି ଚଳିତ ବର୍ଷ ବିଂଶତମ ତୀର୍ଥରାଜ ଶ୍ରୀ ମହୋଦଧି ନିତ୍ୟ ସନ୍ଧ୍ୟା ଆଳତୀ କାର୍ଯ୍ୟକ୍ରମର ବାର୍ଷିକ ଉତ୍ସବ ପୌଷ ପୂର୍ଣ୍ଣିମା ଅବସରରେ ଇଂରାଜୀ ତିଥି ଅନୁଯାୟୀ ତା ୦୩.୦୧.୨୦୨୬ ଶନିବାର ଦିନ ସ୍ବର୍ଗଦ୍ବାର ସମ୍ମୁଖ ସମୁଦ୍ର ବେଳାଭୂମିରେ ଅନୁଷ୍ଠିତ ହେବ । ଏହି…

CEC Gyanesh Kumar: କାଲିଠୁ ୩ ଦିନିଆ ଓଡିଶା ଗସ୍ତରେ ଆସିବେ ଭାରତର ମୁଖ୍ୟ ନିର୍ବାଚନ କମିସନର

ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାରତର ମୁଖ୍ୟ ନିର୍ବାଚନ କମିସନର (ସିଇସି) ଜ୍ଞାନେଶ କୁମାର । ଡିସେମ୍ବର ୨୭ ରୁ ଡିସେମ୍ବର ୨୯ ପର୍ଯ୍ୟନ୍ତ ସେ ଓଡିଶା ଗସ୍ତରେ ଆସିବେ । କାର୍ଯ୍ୟସୂଚୀ ଅନୁଯାୟୀ, ୨୭ ତାରିଖରେ ସେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ ।…