Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା: ୧୧୫ ପୌରସଂସ୍ଥାକୁ ନୋଟିସ୍

ଭୁବନେଶ୍ୱର: ରାଜ୍ୟରେ ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା ନିୟମକୁ ଅଧିକ କଡ଼ାକଡ଼ି କରିବାକୁ ପଦକ୍ଷେପ ନେଇଛି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ। ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା ସହ ଜଡ଼ିତ ନିୟମର ଅନୁପାଳନ ଓ କମନ୍ ଏକ୍ସଟେଣ୍ଡେଡ୍ ପ୍ରୋଡ୍ୟୁସର୍ ରେସପନ୍ସିବିଲିଟି (ଇପିଆର୍) ପୋର୍ଟାଲରେ…

MMDRକୁ ନେଇ ଗର୍ଜିଲା ବିଜେଡି: ସରକାରଙ୍କ ଆଭିମୁଖ୍ୟ ଓ ପଦକ୍ଷେପକୁ ନେଇ ପ୍ରଶ୍ନ ଉଠାଇଲେ ସୁଜାତା, ଜବାବ ରଖିଲା ବିଜେପି

ଭୁବନେଶ୍ୱର: ଖଣି ଓ ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ସଂଶୋଧନ) ସମ୍ପର୍କରେ ବିରୋଧୀ ଦଳ ପୁଣି ଥରେ ଗର୍ଜିଛନ୍ତି। ଏହି ପ୍ରସଙ୍ଗରେ ସରକାରଙ୍କ ଆଭିମୁଖ୍ୟ ଓ ପଦକ୍ଷେପକୁ ନେଇ ବିଜେଡି ନେତ୍ରୀ ସୁଜାତା ରାଉତ ପ୍ରଶ୍ନ ଉଠାଇଛନ୍ତି। ଲୋକଙ୍କ ସ୍ୱାର୍ଥ ଓ ରାଜ୍ୟର ହିତକୁ ଗୁରୁତ୍ୱ ଦେଇ ସରକାର…

୨୭ ତାରିଖ ରବିବାର ଖୋଲା ରହିବ ସମସ୍ତ ବ୍ୟାଙ୍କ, ୨୮ରୁ ୩ ଦିନିଆ ଧର୍ମଘଟ

ନୂଆଦିଲ୍ଲୀ: ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତୀ। ଆସନ୍ତା ୨୭ ତାରିଖ ରବିବାର ଖୋଲା ରହିବ ସମସ୍ତ ବ୍ୟାଙ୍କ। ସୋମବାର ୨୮ ତାରିଖରୁ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ହେବ। ଗ୍ରାହକଙ୍କ ସୁବିଧା ଏବଂ ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟକୁ ଦୃଷ୍ଟିରେ ରଖି ରବିବାର ବ୍ୟାଙ୍କ ଖୋଲା ରଖିବାକୁ…

Impact of deep depression in Gajapati: ବର୍ଷା ବିତ୍ପାତ:ଭାଙ୍ଗିଲା ଘର,ଏହି ଜିଲ୍ଲାରେ ୩,୧୭୦ ଜଣଙ୍କୁ ବାତ୍ୟା…

ମୋହନା: ଆଜି ରାତିରେ ସ୍ଥଳଭାଗ ଅତିକ୍ରମ କରିବ ଗଭୀର ଅବପାତ ।  ଏହାର ପ୍ରଭାବ ଗଜପତି ଜିଲ୍ଲାରେ ଗତକାଲି ଠାରୁ ଦେଖିବାକୁ ମିଳିଛି । ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଓଡ୍ରାଫ ଟିମ୍‌ ପ୍ରସ୍ତୁତ ରହିଥିବା ଜିଲ୍ଲାପାଳ କହିଛନ୍ତି । ଓଡ୍ରାଫ୍‌ର ମୋଟ ୩୫ ଜଣିଆ ଟିମ୍‌କୁ ୩ଟି ଭାଗରେ…

SIRକୁ ନେଇ ନିର୍ବାଚନ କମିଳଶନରେ ମତଭେଦ: ବଡ଼ ଖଣ୍ଡପୀଠକୁ ନିଷ୍ପତ୍ତି ନେବା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ବୁଧବାର ସୁପ୍ରିମକୋର୍ଟ ନିର୍ବାଚନ କମିଶନରଙ୍କ ନିଯୁକ୍ତି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ନିଷ୍ପତ୍ତିରେ ଦୁଇ ଜଣ ବିଚାରପତି ଭିନ୍ନ ମତ ଦେଇଥିଲେ। ନିର୍ବାଚନ କମିଶନରଙ୍କ ନିଯୁକ୍ତି ଉପରେ ଏବେ ଏକ ବଡ଼ ଖଣ୍ଡପୀଠ ନିଷ୍ପତ୍ତି ନେବେ। ଜଷ୍ଟିସ୍ ଦତ୍ତ ଏବଂ ଜଷ୍ଟିସ୍…

ଅଶାନ୍ତ ସମୁଦ୍ର; ପାରାଦୀପ ବନ୍ଦରରେ ଆଶ୍ରୟ ନେଲା ଆନ୍ଧ୍ରର ୨୮ ମାଛଧରା ଟ୍ରଲର

ପାରାଦୀପ: ଗଭୀର ଅବପାତ ଯୋଗୁଁ ସମୁଦ୍ର ଅଶାନ୍ତ ରହିଛି। ଯାହା ଫଳରେ ଆନ୍ଧ୍ରପ୍ରଦେଶର ୨୪୮ ଜଣ ମତ୍ସ୍ୟଜୀବୀଙ୍କୁ ନେଇ ଆସିଥିବା ୨୮ଟି ଟ୍ରଲର୍ ଜଗତସିଂହପୁର ଜିଲ୍ଲାର ପାରାଦୀପ ବନ୍ଦରରେ ଆଶ୍ରୟ ନେଇଛନ୍ତି। ସୂଚନା ଅନୁଯାୟୀ, ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ମତ୍ସ୍ୟଜୀବୀ ଏବଂ ସେମାନଙ୍କ…

Mirabai Chanu Wins Silver Medal:ମୀରାବାଇ ରୌପ୍ୟ ପଦକ ଜିତି ରଚିଲେ ଇତିହାସ; ୨୮ ବର୍ଷ ପରେ ଏସୀୟ କ୍ରୀଡ଼ାରେ…

ନୂଆଦିଲ୍ଲୀ:୨୮ ବର୍ଷର ଅପେକ୍ଷାର ଅନ୍ତ । ଭାରତର ଷ୍ଟାର୍ ଭାରଉତ୍ତୋଳନକାରୀ ମୀରାବାଇ ଚାନୁ ୨୦୨୬ ଏସିଆନ ଗେମ୍ସରେ ମହିଳା ୪୯ କିଗ୍ରା ବର୍ଗରେ ରୌପ୍ୟ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ଏସିଆନ ଗେମ୍ସରେ ମୀରାବାଇଙ୍କର ଏହା ପ୍ରଥମ ପଦକ ଅଟେ। ଏହା ସହିତ ଭାରତକୁ ଭାରଉତ୍ତୋଳନରେ ୨୮ ବର୍ଷ…

ଆସିଲା ନୂଆ ନିୟମ; ଏଣିକି ଜାଣିପାରିବେ ଆପଣଙ୍କ ଟୁଥପେଷ୍ଟ, ସାବୁନ ଓ ସାମ୍ପୁ ନିରାମିଷ କି ଆମିଷ…

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଟୁଥପେଷ୍ଟ, ସାବୁନ, ସାମ୍ପୁ, ପ୍ରସାଧନ ସାମଗ୍ରୀ ଏବଂ ଅନ୍ୟାନ୍ୟ ପ୍ରସାଧନ ସାମଗ୍ରୀର ପ୍ୟାକେଟରେ ସବୁଜ କିମ୍ବା ଲାଲ/ମାଟିଆ ବିନ୍ଦୁ ଲଗାଇବା ବାଧ୍ୟତାମୂଳକ କରିଛନ୍ତି। ନିରାମିଷ ଉପାଦାନ ଥିବା ଉତ୍ପାଦଗୁଡ଼ିକୁ ସବୁଜ ବିନ୍ଦୁ ସହିତ ଲେବଲ୍ କରାଯିବ। ଯେତେବେଳେ…

ବିଧାନସଭାରେ ପ୍ରବଳ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଚାଲିଥିବା ଅଧିବେଶନର ଦ୍ୱିତୀୟ ଦିନରେ ବ୍ୟାପକ ହଟ୍ଟଗୋଳ ଦେଖିବାକୁ ମିଳିଛି। ଯାହା ଫଳରେ ଗୃହର କାର୍ଯ୍ୟ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା ଏବଂ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଅଧ୍ୟକ୍ଷତାରେ…

ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା…

ଭୁବନେଶ୍ୱର: ଆଗାମୀ ତିନି ଘଣ୍ଟା ମଧ୍ୟରେ ଓଡ଼ିଶାର ପ୍ରାୟ ୧୦ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD) ବୁଧବାର ସକାଳେ ଏକ ସତର୍କ ସୂଚନା ଜାରି କରିଛି। ଏହି ପାଣିପାଗ ସୂଚନା ଅନୁଯାୟୀ ଭୁବନେଶ୍ୱର ଓ କଟକ ସହର ମଧ୍ୟ…