Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

SCB ICUରେ କେମିତି ଘଟିଲା ଅଗ୍ନିକାଣ୍ଡ? ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ

କଟକ: କଟକ ବଡ ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ। ନିଆଁ ଯଦିଓ ସମ୍ପୂର୍ଣ୍ଣ ଆୟତ୍ତକୁ ଆସି ସାରିଛି, କିନ୍ତୁ ରୋଗୀଙ୍କର ସ୍ୱାସ୍ଥ୍ୟ ଅବସ୍ଥା କେମିତି ଅଛି ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳୁନି। SCB ମେଡିକାଲ ଟ୍ରମା କେୟାର ICUରେ କେମିତି ଘଟିଲା ଅଗ୍ନିକାଣ୍ଡ?…

SCB ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା

କଟକ: ଏସସିବି ମେଡିକାଲ କଲେଜ ହସ୍ପିଟାଲର ଟ୍ରମା କେୟାର ଆଇସିୟୁରେ ଆଜି ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଭୟଙ୍କର ଅଗ୍ନିକାଣ୍ଡରେ ୧୦ରୁ ଅଧିକ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ସୂଚନା ମିଳିଛି। ସେପଟେ ଏହି ଘଟଣାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କଲେ…

ଏସସିବି ମେଡିକାଲର ଟ୍ରମା କେୟାର ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ: ୮ରୁ ଅଧିକ ମୃତ୍ୟୁ, ଗୁରୁତର ରୋଗୀମାନଙ୍କ ଅବସ୍ଥା…

କଟକ, ମାର୍ଚ୍ଚ ୧୬: ଏସସିବି ମେଡିକାଲ କଲେଜ ହସ୍ପିଟାଲର ଟ୍ରମା କେୟାର ଆଇସିୟୁରେ ଆଜି ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୮ରୁ ଅଧିକ ରୋଗୀଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି, ଯଦିଓ ସଠିକ୍ ସଂଖ୍ୟା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଅଗ୍ନିକାଣ୍ଡ ପରେ ଆଇସିୟୁର…

BJDରୁ ନିଲମ୍ବିତ ୨ ବିଧାୟକଙ୍କୁ ନୋଟିସ୍;ପାର୍ଟି ବାହାରେ ଭୋଟ୍ ଦେଲେ…

ଭୁବନେଶ୍ବର: ରବିବାର ବିଜେଡିରୁ ନିଲମ୍ବିତ ୨ ବିଧାୟକଙ୍କୁ ନୋଟିସ ଜାରି କରାଯାଇଛି। ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଏବଂ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ନୋଟିସ ଜାରି କରି ଦଳର ନିଷ୍ପତ୍ତି ଅନୁସାରେ ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଦଳ ସୁପ୍ରିମୋ।…

Pak based smugglers: ଅସ୍ତ୍ରଶସ୍ତ୍ର ଏବଂ ଡ୍ରଗ୍ସ ଚୋରାଚାଲାଣ ଗ୍ୟାଙ୍ଗର ପର୍ଦ୍ଦାଫାସ; ରହିଛି ପାକ୍ ଲିଙ୍କ,୬…

ନୂଆଦିଲ୍ଲୀ:ପଞ୍ଜାବର ଅମୃତସରରେ କମିଶନରେଟ୍ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ସେମାନେ ସୀମାପାର ଅସ୍ତ୍ରଶସ୍ତ୍ର ଏବଂ ଡ୍ରଗ୍ସ ଚୋରା ଚାଲାଣ ମଡ୍ୟୁଲର ପର୍ଦ୍ଦାଫାଶ କରିଛନ୍ତି। ଏହି ଅପରେସନରେ ପୋଲିସ ଛଅ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପିସ୍ତଲ, ଗୁଳି ଏବଂ ବିପୁଳ…

BJD: ୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ବର:ଦୁଇ ବିଧାୟକଙ୍କୁ ସୋ କଜ ନୋଟିସ । ବାଲିଗୁଡା ବିଧାୟକ ଚକ୍ରମଣୀ କହଁର ଓ ଜୟଦେବ ବିଧାୟକ ନବକିଶୋର ମଲ୍ଲିକଙ୍କ ନାଁରେ କାରଣ ଦର୍ଶାଅ ନୋଟିସ ଜାରି । ସୋ କଜ୍‌ ନୋଟିସ୍‌ କଲେ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ୍‌ । ଦଳୀୟ ହ୍ବିପ ସତ୍ତ୍ବେ ନବୀନ ନିବାସରେ ଗତ ତିନିଦିନ ଧରି…

ଦାଶରଥୀ ଗମାଙ୍ଗଙ୍କ ସଭ୍ୟପଦ ରଦ୍ଦ ଚେତାବନୀ, ସକାଳ ୯ଟା ସୁଦ୍ଧା ଯୋଗାଯୋଗ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ରାତି ପାହିଲେ ରାଜ୍ୟସଭା ନିର୍ବାଚନ । ହେଲେ ଏହା ପୂର୍ବରୁ ଦାଶରଥୀ ଗମାଙ୍ଗ ଧରା ଛୁଆଁ ଦେଉନଥିବାରୁ ତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି କଂଗ୍ରେସ । କିନ୍ତୁ ସେ ହାଜର ନହେବାରୁ ତାଙ୍କୁ ନୂଆ ଡେଡ୍ଲାଇନ୍ ଦେଇଛି ଦଳ । ସୋମବାର ସକାଳ ୯ଟା ସୁଦ୍ଧା ଯୋଗାଯୋଗ କରିବାକୁ…

ବାଲି ମାଫିଆଙ୍କୁ ବଡ ଝଟକା; ୮ଟି ବାଲି ବୋଝେଇ ହାଇୱା ଜବତ

ବରଗଡ଼: ବାଲି ମାଫିଆଙ୍କ ବଡ଼ ଝଟକା । ବରଗଡ ଜିଲ୍ଲାରେ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ୮ଟି ବାଲି ବୋଝେଇ ହାଇୱାକୁ ଜବତ କରାଯାଇଛି । ଚଢ଼ାଉରେ ୭ଟି ହାଇୱାର କୌଣସି ଆଇନଗତ କାଗଜ ପତ୍ର ନଥିବାରୁ ଅତାବିରା ଥାନାରେ ଅଟକ ରଖାଯାଇଛି । ଗତକାଲି ରାତି ପ୍ରାୟ ୮ଟାରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Fake Police Arrested: ନକଲି ପୋଲିସ ସାଜି ଲୋକଙ୍କୁ କରୁଥିଲା ଆତଙ୍କିତ, ବାନ୍ଧିଲା ଅସଲି ପୋଲିସ

ବରଗଡ଼: ନକଲି ପୋଲିସକୁ ଗିରଫ କଲା ଅସଲି ପୋଲିସ । ଏଭଳି ଘଟଣା ଦେଖିବାକୁ ମିଳିଛି ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ । ଗିରଫ ନକଲି ପୋଲିସର ପରିଚୟ ବିକ୍ରମ ବେହେରା (୩୩) ବୋଲି ଜଣା ପଡିଛି । ତାର ଘର ବରଗଡ ଟାଉନ ଥାନା ଅଧିନ ଘୁଲିପାଲିରେ ।…

ପାରାଦୀପକୁ ଦେଶର ଏକ ବୃହତ୍ ଅର୍ଥନୈତିକ ଅଞ୍ଚଳରେ ପରିଣତ କରାଯିବ: ମୁଖ୍ୟମନ୍ତ୍ରୀ

ପାରାଦୀପ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାରାଦୀପରେ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ ବୃହତ୍ ଶିଳ୍ପ ପ୍ରତିଷ୍ଠା ସଂପର୍କରେ ଏକ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ଆଗାମୀ ଦିନରେ ପାରାଦୀପ ଭାରତର ଏକ ବଡ ଇକୋନୋମିକ ଜୋନ ହେବାକୁ ଯାଉଛି ବୋଲି ମତ ଦେଇ ଏହି ଅଞ୍ଚଳରେ ସ୍ଥାପିତ…