Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଭୁବନେଶ୍ୱରରୁ କଟକ ଚଳାଚଳ କରିବ ନମୋ ଟ୍ରେନ; ମେଟ୍ରୋ ପ୍ରକଳ୍ପକୁ ନେଇ ରେଳମନ୍ତ୍ରୀ କହିଲେ…

ଭୁବନେଶ୍ବର: କଟକରୁ ଭୁବନେଶ୍ୱର ଏବଂ ଭୁବନେଶ୍ୱରରୁ କଟକ ମଧ୍ୟରେ ପ୍ରତି ଅଧ ଘଣ୍ଟାରେ ନମୋ ଟ୍ରେନ ଚଳାଚଳ କରିବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭାରେ ଏହି ସୂଚନା ଦେଇଛନ୍ତି। ଏହି ଟ୍ରେନ ଚଳାଚଳ ହେଲେ ଦୁଇ ସହର ମଧ୍ୟରେ ଦିନକୁ ଯାତାୟାତ କରୁଥିବା ହଜାର ହଜାର ଯାତ୍ରୀଙ୍କୁ ବଡ଼…

Growing Passion for Cricket: ମହିଳା କ୍ରିକେଟର କ୍ରେଜ୍ ଆକାଶଛୁଆଁ

ନୂଆଦିଲ୍ଲୀ:ଦେଶରେ ଏବେ ମହିଳା କ୍ରିକେଟ୍ ର କ୍ରେଜ୍ ଆକାଶଛୁଆଁ । କେବଳ ଷ୍ଟାଡିୟମରେ ଭିଡ଼ ନୁହେଁ, ବରଂ ପଡ଼ିଆରେ ବ୍ୟାଟ୍-ବଲ୍ ଧରି ଓହ୍ଲାଉଥିବା ଝିଅମାନଙ୍କ ସଂଖ୍ୟା ଏବେ ଦ୍ୱିଗୁଣିତ ହୋଇଛି। ଏକ ସର୍ଭେ ଅନୁସାରେ, ଦେଶରେ ମହିଳା କ୍ରିକେଟରଙ୍କ ସଂଖ୍ୟାରେ ଅଭୂତପୂର୍ବ ବୃଦ୍ଧି ଘଟିଛି। ୨୦୨୦…

ପ୍ରାପ୍ତବୟସ୍କ ଝିଅ ସ୍ବାଧୀନ ଭାବେ ବଞ୍ଚି ରହିବାର ନିଷ୍ପତ୍ତି ନିଜେ ନେଇପାରିବେ: ହାଇକୋର୍ଟ

କଟକ: ଜଣେ ପ୍ରାପ୍ତବୟସ୍କ ଝିଅ ନିଜ ଇଚ୍ଛାରେ ଯେଉଁଠିବି ରହିପାରିବ । ଯଦି ସେ ସ୍ବାଧୀନ ଭାବେ ବଞ୍ଚି ରହିବାକୁ ନିଷ୍ପତ୍ତି ନିଅନ୍ତି ତେବେ ତାଙ୍କୁ ଏଥିରେ କେହି ବାଧା ଦେଇ ପାରିବେ ନାହିଁ । ଏପରି ଝିଅଙ୍କୁ ଶ୍ଵଶୁରଘର ବା ବାପା-ମା’ଙ୍କ ପାଖରେ ରହିବାକୁ ବାଧ୍ୟ କରିବା ଭଳି ଆଇନରେ ବ୍ୟବସ୍ଥା…

Puri Municipality: ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରାରେ ବଡ଼ଦାଣ୍ଡରେ ରନ୍ଧାଖାଦ୍ୟ ମନା..

ପୁରୀ: ୨୦୨୬ ରଥଯାତ୍ରା ପାଇଁ ପୁରୀ ମ୍ୟୁନିସିପାଲିଟିର ଡ୍ରାଫ୍ଟ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହୋଇଛି । ଚଳିତ ବର୍ଷ ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରା ସମୟରେ ବଡ଼ଦାଣ୍ଡରେ ରନ୍ଧା ଖାଦ୍ୟ ନ ବାଣ୍ଟିବାକୁ ନିଆଯାଇଛି ନିଷ୍ପତ୍ତି । ଫଳରେ ବଡ଼ଦାଣ୍ଡରେ ଅଇଁଠା ପତ୍ର, ପାଣି ବୋତଲ ପଡ଼ିବନି। ବଡ଼ଦାଣ୍ଡ…

West Asia Conflict: ୫ଭାରତୀୟଙ୍କ ମୃତ୍ୟୁ, ଜଣେ ଏବେ ବି ନିଖୋଜ:ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହି ବିବାଦ ଭାରତକୁ ମଧ୍ୟ ପ୍ରଭାବିତ କରୁଛି। ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷରେ ପାଞ୍ଚ ଜଣ ଭାରତୀୟ ନାଗରିକଙ୍କ ମୃତ୍ୟୁ ଘଟିଛି ଏବଂ ଜଣେ ଭାରତୀୟ ନିଖୋଜ ଅଛନ୍ତି। ବୈଦେଶିକ ମନ୍ତ୍ରଣାଳୟର…

ନବୀନଙ୍କ ଆରୋପ ‘ଘୋଡା ବେପାର କରୁଛି ବିଜେପି’, କଡା ଉତ୍ତର ରଖିଲେ ଜୟନାରାୟଣ

ଭୁବନେଶ୍ବର: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ । ଏହି ରାଜ୍ୟସଭା ନିର୍ବାଚନକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ମୁହାଁମୁହିଁ ହୋଇଛନ୍ତି । ଘୋଡା ବେପାରକୁ ନେଇ ପରସ୍ପରକୁ ଆକ୍ଷେପ କରିଛନ୍ତି । ରାଜ୍ୟସଭାରେ ବିଜେପି…

ରାଜ୍ୟରେ ଯଦି କଂଗ୍ରେସର ସ୍ଥିତି ଏପରି ହୋଇଛି ସେଥିପାଇଁ କେବଳ ବିଜେଡି ଦାୟୀ: ସୋଫିଆ

କଟକ: ରାଜ୍ୟସଭା ନିର୍ବାଚନ ଆଗରୁ ଖୋଲା ଅସନ୍ତୋଷ ଝାଡିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ୍ । ବିଜେଡି ସହ ବୁଝାମଣାକୁ ନେଇ ବିଷୋଦଗାର କରିଛନ୍ତି ସେ । ରାଜ୍ୟସଭା ପାଇଁ ପ୍ରାର୍ଥୀ ଚୟନ ପୂର୍ବରୁ କାହାସହ ଆଲୋଚନା ହୋଇନି । ବିଧାୟକମାନଙ୍କ ସହ ଆଲୋଚନା ହୋଇଥିଲେ ଭଲ ହୋଇଥାନ୍ତା ।…

ଗତକାଲି ୨ ଝିଅଙ୍କୁ କୂଅରେ ଫିଙ୍ଗି ହତ୍ୟା କରିଥିଲା ମାଆ: ଆଜି ଝୁଲନ୍ତା ଅବସ୍ଥାରେ ମାଆର ମୃତଦେହ ଉଦ୍ଧାର

ସମ୍ବଲପୁର: ଶୁକ୍ରବାର ସମ୍ବଲପୁର ଜିଲ୍ଲାରେ ଜଣେ ମହିଳା ତାଙ୍କ ଦୁଇ ନାବାଳିକା ଝିଅଙ୍କୁ ଏକ କୂଅରେ ଫିଙ୍ଗି ହତ୍ୟା କରିଥିବା ଖବର ସାମ୍ନାକୁ ଆସିଥିଲା । ଏବେ ଏହି ଘଟଣାରେ ଉକ୍ତ ହତ୍ୟାକାରିଣୀ ମାଆ ଆତ୍ମହତ୍ୟା କରିଥିବା ଜଣାପଡିଛି । ଆଜି ଝୁଲନ୍ତା ଅବସ୍ଥାରେ ମାଆର ମୃତଦେହ ମିଳିଛି ।…

ଡ଼ ମାୟାଧର ମାନସିଂହଙ୍କୁ ଉପେକ୍ଷା ଓ ନନ୍ଦଳାକୁ ଅବହେଳା କରିବା ସରକାରଙ୍କ ହୀନମନ୍ୟତା: ବିଜେଡି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ଓଡ଼ିଶାର ୨୫ ଜଣ ବରପୁତ୍ରଙ୍କ ଗ୍ରାମକୁ ଐତିହ୍ୟ ଗ୍ରାମ ଭାବରେ ଘୋଷଣା କରିଛନ୍ତି । ଅଥଚ ଏ ତାଲିକାରେ କବି ପଦ୍ମଶ୍ରୀ ଡ. ମାୟାଧର ମାନସିଂହଙ୍କ ଗାଁ ନନ୍ଦଳା ଗ୍ରାମ ନାହିଁ । ସରକାରଙ୍କ ଏହି ବୈମାତୃକ ମନୋଭାବକୁ କଡ଼ା ସମାଲୋଚନା କରିଛନ୍ତି ବିଜୁ…

Surcharge: ୧୩୦୦ ଟଙ୍କା ପର୍ଯ୍ୟନ୍ତ ମହଙ୍ଗା ହେବ ଏହି ବିମାନ ଟିକେଟ୍

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧ ପରିସ୍ଥିତି ଯୋଗୁଁ, ଅନ୍ତର୍ଜାତୀୟ ବଜାରରେ ବିମାନ ଇନ୍ଧନ (ATF)ର ମୂଲ୍ୟ ହଠାତ୍ ଆକାଶଛୁଆଁ ହୋଇଛି। ବିମାନ କମ୍ପାନୀଗୁଡ଼ିକ ଏବେ ଏହି ଅତିରିକ୍ତ ଖର୍ଚ୍ଚ ସିଧାସଳଖ ସାଧାରଣ ଯାତ୍ରୀଙ୍କ ଉପରେ ଲଦି ଦେଉଛନ୍ତି। ଦେଶର ପ୍ରମୁଖ…