Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Khandagiri Magha Mela: ଆରମ୍ଭ ହେଲା ଐତିହାସିକ ଖଣ୍ଡଗିରି ମାଘମେଳା, ସୁରକ୍ଷା ବଳୟରେ ସମଗ୍ର ଅଞ୍ଚଳ…

ଭୁବନେଶ୍ବର: ଆରମ୍ଭ ହେଲା ବିଶ୍ଵପ୍ରସିଦ୍ଧ ଖଣ୍ଡଗିରି ମାଘସପ୍ତମୀ ମେଳା । ସାଧୁସନ୍ତଙ୍କ ମନ୍ତ୍ରୋଚାରଣ ସାଙ୍ଗକୁ ପୂଜାପାଠରେ ମୁଖରିତ ହେବ ଖଣ୍ଡଗିରି ପାଦଦେଶ । ସାଧୁସନ୍ଥଙ୍କ ଆଗମନ ସହ ତପୋଭୂମି ଖଣ୍ଡଗିରିରେ ଜନସମାଗମ ଦେଖିବାକୁ ମିଳିଛି । ବିଶ୍ବାସ ଅନୁସାରେ ଖଣ୍ଡଗିରିରେ ଏହି ମହାଯଜ୍ଞର…

ମାଘ ସପ୍ତମୀ: ଚନ୍ଦ୍ରଭାଗାରେ ବୁଡ ପକାଇଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ

କୋଣାର୍କ: ଆଜି ପବିତ୍ର ମାଘ ସପ୍ତମୀ । ଏହି ଅବସରରେ ବଡି ଭୋରୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇଛନ୍ତି । ଚନ୍ଦ୍ରଭାଗାରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଗତକାଲି ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲେ ।…

ନୀତି ଆୟୋଗର ଉପାଧ୍ୟକ୍ଷଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ବୈଠକ;ଓଡ଼ିଶାର ସାମଗ୍ରିକ ବିକାଶ ନେଇ ଆଲୋଚନା

ଭୁବନେଶ୍ୱର: ନୀତି ଆୟୋଗର ଉପାଧ୍ୟକ୍ଷ ଶ୍ରୀ ସୁମନ କୁମାର ବେରୀ ଆଜି ଲୋକ ସେବା ଭବନରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂ, ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗର ସଚିବଙ୍କ ସହ ଏକ ବୈଠକରେ ଯୋଗ ଦେଇ…

Explosives recovered: ନକ୍ସଲଙ୍କ ବଡ ଷଡଯନ୍ତ୍ର ପଣ୍ଡ; ୧୬ଟି ଆଇଇଡି ସହ ବିପୁଳ ପରିମାଣର ବିସ୍ଫୋରକ ଜବତ

ରାୟପୁର:ନକ୍ସଲ ପ୍ରଭାବିତ ବିଜାପୁରରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ବନ୍ଦେପାରା ଏବଂ ନୀଲମାଡାଗୁ ମଝିରେ ଥିବା ଜଙ୍ଗଲରେ ଏକ ସର୍ଚ୍ଚ ଅପରେସନ କରାଯାଇ ନକ୍ସଲମାନଙ୍କ ଏକ ଭୟଙ୍କର ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି । ନକ୍ସଲମାନେ ମଦେଡ ପୋଲିସ ଷ୍ଟେସନ ଅଞ୍ଚଳରେ ଏହି…

BJD: ବିଜେପି ଶାସନରେ ସାଇବର ଅପରାଧ ଓ ଫେକ୍ ନ୍ୟୁଜରେ ବୃଦ୍ଧି ଘଟିଛି: ବିଜେଡି

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଆସିବା ପରେ ସାଇବର ଅପରାଧ, ଫେକ୍ ନ୍ୟୁଜ୍ ଓ ନକଲି ସୋସିଆଲ୍ ମିଡିଆ ଆକାଉଣ୍ଟର ବୃଦ୍ଧି ନେଇ ବିଜୁ ଜନତା ଦଳ ଗଭୀର ଚିନ୍ତା ପ୍ରକଟ କରିଛି । ଏପରି ମାମଲାରେ ଏଫଆଇଆର୍ ରେଜିଷ୍ଟ୍ରେସନ୍ ଓ ଠିକ୍ ତଦନ୍ତ ପ୍ରତି ପୋଲିସ ପ୍ରଶାସନର ଉଦାସୀନ ଭାବ ଯୋଗୁଁ ସାଇବର…

ଆମ ବସ୍ ଭଙ୍ଗାରୁଜା ଘଟଣା; ଦୁଇ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଆମ ବସ୍ ଭଙ୍ଗାରୁଜା ଘଟଣାରେ ଗିରଫ ହେଲେ ଦୁଇ ଜଣ । ଶୁକ୍ରବାର ଅଶୋକ ନଗରରେ ଏକ ବାଇକୁ ଆମ ବସ ଧକ୍କା ଦେଇଥିଲା । ବସ୍ ଧକ୍କାରେ ବାଇକ ଚାଳକ ଆହାତ ହୋଇଥିଲେ । ଏହାପରେ ଆରମ୍ଭ ହୋଇଥିଲା ତୁମୁଳ କାଣ୍ଡ । ଏହି ସମୟରେ ପଛକୁ ପଛ ଆସୁଥିବା ଚାରୋଟି ଆମ ବସକୁ ଭାଙ୍ଗିଦେଇଥିଲେ…

Tragic landslide in Indonesia: ଭୟଙ୍କର ଭୂସ୍ଖଳନ: ୨୧ ଜଣଙ୍କର ମୃତ୍ୟୁ, ୮୦ରୁ ଅଧିକ ନିଖୋଜ

ନୂଆଦିଲ୍ଲୀ:ଇଣ୍ଡୋନେସିଆର ଜାଭା ଦ୍ୱୀପରେ ଏକ ବଡ଼ ଧରଣର ଭୂସ୍ଖଳନ ଘଟିଛି । ମୃତ୍ୟୁ ସଂଖ୍ୟା ୨୧ ରେ ପହଞ୍ଚିଛି। ଇଣ୍ଡୋନେସିଆର ବିପର୍ଯ୍ୟୟ ପରିଚାଳନା ସଂସ୍ଥା ଶନିବାର ଏକ ବିବୃତ୍ତିରେ କହିଛି ଯେ ଇଣ୍ଡୋନେସିଆର ପଶ୍ଚିମ ଜାଭା ପ୍ରଦେଶରେ ଭୂମିସ୍ଖଳନ ହୋଇଛି । ୮୨ ଜଣ ନିଖୋଜ ଥିବା ବେଳେ ମୃତ୍ୟୁ…

ଏକ ଆବାସିକ କୋଠାରେ ଗୁଳି ଚଳାଇବା ଅଭିଯୋଗରେ ଅଭିନେତା କମଲ ଆର ଖାନ ଗିରଫ

ମୁମ୍ବାଇ: ଗିରଫ ହେଲେ ବିବାଦୀୟ ଅଭିନେତା ତଥା ଫିଲ୍ମ ସମାଲୋଚକ କମଲ ଆର ଖାନ । ମୁମ୍ବାଇର ଅନ୍ଧେରିର ଓଶିୱାରାରେ ଏକ ଆବାସିକ କୋଠାରେ ଚାରି ରାଉଣ୍ଡ ଗୁଳି ଚଳାଇବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଛି । ପୋଲିସ ଘଟଣାରେ ବ୍ୟବହୃତ ଲାଇସେନ୍ସପ୍ରାପ୍ତ ବନ୍ଧୁକକୁ ଜବତ କରିଛି । ଜାନୁଆରୀ…

ବିଜେପି ସମର୍ଥିତ ସରପଞ୍ଚ ସମିତି ସଭ୍ୟଙ୍କୁ ମନମୋହନ ଦେଲେ ଟାସ୍କ, ୬ ମାସ ଭିତରେ ଅଧୁରା କାମ ସାର…

ଭୁବନେଶ୍ୱର: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପଞ୍ଚାୟତ ନିର୍ବାଚନକୁ ନେଇ ବଡ ସୂଚନା ଦେଇଛନ୍ତି । ମନମୋହନ କହିଛନ୍ତି ଯେ, ପଞ୍ଚାୟତ ନିର୍ବାଚନ ୬ ମାସ ପରେ ଘୋଷଣା ହେବ । ଜନଗଣନା ପାଇଁ ଆଗୁଆ ନିର୍ବାଚନ ହେବାର ସମ୍ଭାବନା ରହିଛି । ଜନଗଣନା ପାଇଁ ନିର୍ଦ୍ଧାରିତ ସମୟରୁ ୨ରୁ ୩ ମାସ…

Keonjhar bank robbery case: କେନ୍ଦୁଝର ବ୍ୟାଙ୍କ ଲୁଟ୍‌ ଘଟଣାରେ ଦୁଇ ଅଭିଯୁକ୍ତ ଝାଡ଼ଖଣ୍ଡରୁ ଗିରଫ

ରାଞ୍ଚି: ବ୍ୟାଙ୍କ୍ ଅଫ୍ ମହାରାଷ୍ଟ୍ରରୁ ଲୁଟ୍ ଘଟଣାରେ ୨ଲୁଟେରାଙ୍କୁ ବାନ୍ଧିଲା ପୋଲିସ । କେନ୍ଦୁଝର ଜିଲ୍ଲା ବଡ଼ବିଲ କଳିଙ୍ଗ ମୁଖ୍ୟ ରାସ୍ତାରେ ଥିବା ବ୍ୟାଙ୍କ୍ ଅଫ୍ ମହାରାଷ୍ଟ୍ରରୁ ଲୁଟ୍ ଘଟଣାରେ ୨ଲୁଟେରାଙ୍କୁ ଗିରଫ କରିଛି ପୋଲିସ । ଏଥିସହ ଲୁଟ୍ ରେ ବ୍ୟବହାର ହୋଇଥିବା ଗାଡ଼ିକୁ ଜବତ…