Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Trump threatens: ମଙ୍ଗଳବାର ପାୱାର ପ୍ଲାଣ୍ଟ ଧ୍ୱଂସ ହୋଇଯିବ… ଇରାନ ହୋର୍ମୁଜ୍ ଯଦି ନ ଖୋଲେ;ଇରାନକୁ…

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନକୁ କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ହୋର୍ମୁଜ୍ ପ୍ରଣାଳୀ ଖୋଲିବନି, ତେବେ ମଙ୍ଗଳବାରଠାରୁ ତା'ର ବିଦ୍ୟୁତ୍ ପ୍ଲାଣ୍ଟ ଏବଂ ସେତୁ ଉପରେ ଆକ୍ରମଣ କରାଯିବ। ଟ୍ରମ୍ପ ଏହି ଦିନଟିକୁ ପାୱାର ପ୍ଲାଣ୍ଟ ଡେ…

Lightning Strike:ରାଜ୍ୟରେ ବଜ୍ରପାତ ନେଲା ୩ଜୀବନ, ଅନେକ ଆହତ

ଭୁବନେଶ୍ବର:ରାଜ୍ୟର କିଛି ଜିଲ୍ଲାରେ ରବିବାର ଦିନ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ଝଡ଼ତୋଫାନ ହେବା ସହ ପ୍ରବଳ ବଜ୍ରପାତ ଓ ବର୍ଷା ହୋଇଯାଇଛି। ଫଳରେ ବିଭିନ୍ନ ସ୍ଥାନରୁ ବଜ୍ରପାତରେ ମୃତ୍ୟୁ ଖବର ଆସିଛି । ପୁଅ ବାହାଘର ପାଇଁ ଭାବି ବୋହୂ ତଥା ସମୁଦିଙ୍କ ଘରକୁ ଲଗ୍ନପତ୍ର ଦେବାକୁ…

ଶିକ୍ଷା ବ୍ୟବସ୍ଥାର ଅବ୍ୟବସ୍ଥା ମଧ୍ୟରେ ନୂଆ ନୀତି; ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ନେଇ ଚିନ୍ତା ବୃଦ୍ଧି..

ଭୁବନେଶ୍ୱର: ରାଜ୍ୟରେ ନୂତନ ଶିକ୍ଷା ବର୍ଷ ଆରମ୍ଭ ହୋଇଥିବା ସତ୍ତ୍ୱେ ଏବେ ପର୍ଯ୍ୟନ୍ତ ଅନେକ ସ୍କୁଲରେ ଛାତ୍ରଛାତ୍ରୀମାନେ ପାଠ୍ୟପୁସ୍ତକ ପାଇ ପାରିନାହାନ୍ତି । ବହି ଅଭାବ ଯୋଗୁ ଶିକ୍ଷା ଆରମ୍ଭରେ ଗୁରୁତର ବିଘ୍ନ ସୃଷ୍ଟି ହୋଇଛି ଏବଂ ଶିକ୍ଷକମାନେ ପାଠ ପଢ଼ାଇବାରେ ଅସୁବିଧା ଭୋଗୁଥିବା ଅଭିଯୋଗ…

Revenue Service: ହ୍ବାଟସଆପରେ ହେବ ରାଜସ୍ୱ ସେବା ସମ୍ପର୍କିତ ଅଭିଯୋଗ ଗ୍ରହଣ

ଭୁବନେଶ୍ୱର: ଲୋକସେବା ଭବନଠାରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗୀୟ କାର୍ଯ୍ୟ ସହ ଆମ ସାଥୀ ଚାଟ୍ ବଟ୍ ର ଉପଯୋଗିତା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ହ୍ବାଟସଆପ୍…

Palasa- Ichchapuram: ଭାରତୀୟ ରେଳବାଇର ସ୍ପଷ୍ଟୀକରଣ;ପ୍ରଭାବିତ ହେବନାହିଁ ପୂର୍ବତଟ ରେଳବାଇର ରାଜସ୍ବ ଆୟ

ଭୁବନେଶ୍ବର : ନବ ଗଠିତ ଦକ୍ଷିଣ ତଟ ଜୋନରେ କେତେକ ଷ୍ଟେସନ ସାମିଲ ନେଇ ଯେଉଁ ଚିନ୍ତା ପ୍ରକଟ କରାଯାଉଛି ଭାରତୀୟ ରେଳବାଇ ଆଜି ତାହା ଉପରେ ସ୍ପଷ୍ଟୀକରଣ ରଖିଛି । ରେଳବାଇ ପକ୍ଷରୁ କୁହାଯାଇଛି ଯେ ପଲାସା-ଇଚ୍ଛାପୁରମ୍ ସେକ୍ସନ (୫୦ କିଲୋମିଟର) ରେ ୭ଟି ଷ୍ଟେସନ ଯଥା ପଲାସା, ସୁମାଦେବୀ,…

ବେଙ୍ଗାଲୁରୁ-ଦିଲ୍ଲୀ ଇଣ୍ଡିଗୋ ବିମାନରେ ବୋମା ଧମକ…

ବେଙ୍ଗାଲୁରୁ: ଶନିବାର ସନ୍ଧ୍ୟାରେ ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରେ ଦିଲ୍ଲୀ ଅଭିମୁଖେ ଯାଉଥିବା ଏକ ଇଣ୍ଡିଗୋ ବିମାନରେ ବୋମା ଧମକ ମିଳିଛି । ଏହି ଖବର ପ୍ରଚାର ପରେ ଆତଙ୍କ ଖେଳିଯାଇଥିଲା । ବିମାନକୁ ତୁରନ୍ତ ଖାଲି କରାଯାଇଥିଲା । ସନ୍ଧ୍ୟା ପ୍ରାୟ ୭ଟା ସମୟରେ…

ବିପୁଳ ପରିମାଣର କଫ୍ ସିରଫକୁ ଚାଲାଣ ବେଳେ ଜବତ, ୨ ଅଟକ

ସୋନପୁର: ଥମୁନି ଚୋରା କଫ ସିରଫ ବେପାର । ଆଜି ପୁଣି ସୋନପୁରରୁ ଜବତ ହେଲା ପେଟି ପେଟି କଫ୍ ସିରପ୍ । ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖିଛି ପୋଲିସ । ଜିଲ୍ଲାର ବ୍ଲକ୍ ଛକରୁ ଏସବୁକୁ ଜବତ କରାଯାଇଛି । ରବିବାର ସୋନପୁର ପୋଲିସ ବିପୁଳ ପରିମାଣର କଫ୍ ସିରପକୁ ଚାଲାଣ ବେଳେ ଜବତ କରିଛି ।…

Bengali actor Rahul death:ବଙ୍ଗୀୟ ଅଭିନେତା ରାହୁଲଙ୍କ ମୃତ୍ୟୁ ମାମଲା; ପତ୍ନୀ ୫ ଜଣଙ୍କ ବିରୋଧରେ ଏତଲା ଦେଲେ

ବାଲେଶ୍ୱର:ମାର୍ଚ୍ଚ ୨୯ ତାରିଖରେ ତାଳସାରୀ ବେଳାଭୂମିରେ ବଙ୍ଗାଳି ଟେଲି ଫିଲ୍ମ ସୁଟିଂ ବେଳେ ଅଭିନେତା ରାହୁଲ ବାନାର୍ଜୀଙ୍କ ସମୁଦ୍ରରେ ବୁଡି ମୃତ୍ୟୁ ହୋଇଥିଲା । ଘଟଣାକୁ ୬ ଦିନ ବିତିବାକୁ ବସିଥିବା ବେଳେ ଶନିବାର ବିଳମ୍ବିତ ରାତିରେ ତାଳସାରୀ ସାମୁଦ୍ରିକ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି…

Fuel crunch amid Iran war:ନେପାଳରେ ପେଟ୍ରୋଲିୟମ ଅଭାବ; ସରକାର ପ୍ରତି ସପ୍ତାହରେ ୨ ଦିନ ଛୁଟି କଲେ ଘୋଷଣା

କାଠମାଣ୍ଡୁ: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ବିଶ୍ୱର ପ୍ରତ୍ୟେକ ଦେଶରେ ଇନ୍ଧନ ସଙ୍କଟ ସୃଷ୍ଟି କରିଛି। ନେପାଳରେ ମଧ୍ୟ ଏହାର ପ୍ରଭାବ ପକାଇଛି। ପଡ଼ୋଶୀ ନେପାଳରେ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବ ହେତୁ, ବାଲେନ ଶାହ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏହି ସଙ୍କଟର ସମାଧାନ…

ସମସ୍ତ ଘରୋଇ ସ୍କୁଲ ସରକାରୀ ନିୟମ ମାନିବା ଅତ୍ୟନ୍ତ ଆବଶ୍ୟକ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ସ୍କୁଲ ଗୁଡ଼ିକରେ ନିଜସ୍ୱ ପ୍ରକାଶନୀ ବହି ବିକ୍ରି କରି ଅଭିଭାବକଙ୍କୁ ଶୋଷଣ କରିବା ଘଟଣାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର । ଘରୋଇ ସ୍କୁଲ ଗୁଡିକ ଭିନ୍ନ ଭିନ୍ନ ପବ୍ଲିକେସନ୍ ପୁସ୍ତକ ପଢ଼ାଯାଉଥିବା ନେଇ ଗଣଶିକ୍ଷା ମନ୍ତ୍ରୀ ଚେତାବନୀ ଦେଇଛନ୍ତି । ଘରୋଇ ସ୍କୁଲ୍…