Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

India offers condolences: ଇରାନ ସୁପ୍ରିମ ଲିଡର ଖାମେନେଇଙ୍କ ମୃତ୍ୟୁରେ ଭାରତର ଶୋକ;ଶୋକ ପୁସ୍ତକରେ ସ୍ବାକ୍ଷର କଲେ…

ନୂଆଦିଲ୍ଲୀ : ଖାମେନେଇଙ୍କ ମୃତ୍ୟୁରେ ଭାରତ ଶୋକ ପ୍ରକାଶ କରିଛି। ଭାରତ ସରକାରଙ୍କ ପକ୍ଷରୁ ବୈଦେଶିକ ସଚିବ ବିକ୍ରମ ମିଶ୍ର ଦିଲ୍ଲୀସ୍ଥିତ ଇରାନ ଦୂତାବାସକୁ ଯାଇ ଶୋକ ପୁସ୍ତକରେ (Condolence Book) ସ୍ୱାକ୍ଷର କରିଛନ୍ତି ଏବଂ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପ୍ରତି…

Rajyasabha Election: ନାମାଙ୍କନ ଭରିଲେ ଦିଲ୍ଲୀପ ରାୟ, କହିଲେ ୨୦୦୨ ପରି ଏଥର ବି ଜିତିବି…

ଭୁବନେଶ୍ଵର: ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ । ସେହିପରି ରାଜ୍ୟସଭା ପାଇଁ ଆଜି ବିଜେପି ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଜେପିରୁ ମନମୋହନ ସାମଲ ଏବଂ ସୁଜିତ୍ କୁମାର ନାମାଙ୍କନ ଦାଖଲ କରିଛନ୍ତି ।…

ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ମାମଲା; ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ

କଟକ: ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ମାମଲା । ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କରିଛନ୍ତି ଓଡିଶା ହାଇକୋର୍ଟ । ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ଡଃ ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ ମଞ୍ଜୁର ହୋଇଛି ।…

ସନ୍ଦେହଜନକ ଭାବେ ଭଡ଼ା ଘରୁ ସିଆରପିଏଫ୍ ଯବାନଙ୍କ ମୃତଦେହ ଉଦ୍ଧାର

କଟକ: କଟକ ସ୍ଥିତ ଭଡ଼ା ଘରୁ ସିଆରପିଏଫ୍ ଜବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ହାବିଲଦାର ଦୀତିକୃଷ୍ଣ ପଣ୍ଡା । ସେ ଝାଡ଼ଖଣ୍ଡରେ କାର୍ଯ୍ୟରତ ଥିଲେ । ହେଲେ ଗତ କିଛି ଦିନ ହେବ ଛୁଟିରେ ସେ ଘରକୁ ଆସିଥିଲେ । ପାରିବାରିକ ବିବାଦକୁ କେନ୍ଦ୍ର କରି ଏଭଳି ଅଘଟଣ ଘଟିଥିବା ସନ୍ଦେହ…

ନାମାଙ୍କନ ଦାଖଲ ପୂର୍ବରୁ ବିଜୁ ବାବୁଙ୍କୁ ନେଇ ସାମ୍ନାକୁ ଆସିଲା ଦିଲ୍ଲୀପ ରାୟଙ୍କ ଭାବବିହ୍ବଳ ଲେଖା

ଭୁବନେଶ୍ୱର: ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ବରିଷ୍ଠ ନେତା ଦିଲ୍ଲୀପ ରାୟଙ୍କ ନାମ ଘୋଷଣା କରାଯାଇଛି । ଆଜି ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବା ପୂର୍ବରୁ ସେ ଏକ ଭାବବିହ୍ୱଳ ଲେଖା ପୋଷ୍ଟ କରିଛନ୍ତି । ସେ ନିଜ ସହ ବିଜୁ ବାବୁଙ୍କର ଏକ ପୁରୁଣା ଫଟୋ ମଧ୍ୟ ସେୟାର…

Banakalagi niti:ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

ପୁରୀ:ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥି ଅବସରରେ ଏହି ଗୁପ୍ତ ନୀତି ସମ୍ପାଦନ କରାଯିବ। ଏଥିପାଇଁ ଆଜି ସନ୍ଧ୍ୟାରେ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।…

CM Nitish Kumar Files Nomination: ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ବିହାର ମୁଖ୍ୟମନ୍ତ୍ରୀ, ସାଥିରେ ଥିଲେ…

ପାଟନା: ବିହାରର ମୁଖ୍ୟମନ୍ତ୍ରୀ ରାଜ୍ୟସଭା ପାଇଁ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ସେ ବିଧାନସଭାରେ ତାଙ୍କର ନାମାଙ୍କନ ଦାଖଲ କରିଥିଲେ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ସଭାପତି ନୀତିନ ନବୀନ ଏବଂ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ଏହା ସହିତ…

RajyaSabha Elections: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର;ଏକାଠି ବସିଲେ ନବୀନ ଓ ଭକ୍ତ

ଭୁବନେଶ୍ଵର:ଆଜି ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା । ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ମିଶ୍ର ୩ ସେଟର ନାମାଙ୍କନ ଦାଖଲ କରିଛନ୍ତି ଓ କମନ୍ କ୍ୟାଣ୍ଡେଟ୍ ପ୍ରାର୍ଥୀ ଭାବେ ଦତ୍ତେଶ୍ବର ହୋତା ନାମାଙ୍କନ ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ସମୟରେ…

ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର: ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହୋଇଛନ୍ତି। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ। ହୃଦରୋଗ ସମସ୍ୟା ପାଇଁ…

ଇସ୍ରାଏଲର ‘କିଲ୍ ଲିଷ୍ଟ’ରେ ରହିଛି ଏମାନଙ୍କ ନାଁ

ନୂଆଦିଲ୍ଲୀ: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଏବେ ଏକ ଭୟଙ୍କର ମୋଡ଼ ନେଇଛି । ଇସ୍ରାଏଲ ଏବେ ଇରାନର ପରବର୍ତ୍ତୀ 'ସୁପ୍ରିମ ଲିଡର'ଙ୍କ ପାଇଁ ଜାରି କରିଛି ଏକ ଖୋଲା 'କିଲ୍ ଲିଷ୍ଟ' । ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କାଟ୍‌ଜ୍ ଏକ ବଡ଼ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ,…