Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Bomb Threats: ସମ୍ବଲପୁର କୋର୍ଟକୁ ବୋମା ଧମକ, ପୋଲିସର ତଦନ୍ତ ଆରମ୍ଭ

ସମ୍ବଲପୁର: କିଛି ଦିନ ବ୍ୟବଧାନ ପରେ ପୁଣି କୋର୍ଟକୁ ବୋମା ଧମକ ମିଳିଛି । ସମ୍ବଲପୁର ଜିଲ୍ଲା ଦୌରାଜଜ୍ କୋର୍ଟକୁ ବୋମା ଧମକ ମିଳିଥିବା ଖବର ରହିଛି । ବୋମା ଧମକ ମିଳିବା ପରେ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରୁଛି ପୋଲିସ । ଏହାସହ ବମ୍ ସ୍କ୍ବାଡର୍ ମଧ୍ୟ ପହଞ୍ଚି ବିଭିନ୍ନ ସ୍ଥାନରେ ଯାଞ୍ଚ…

‘Naxal-Free’ Districts: ଏବେ ବଲାଙ୍ଗୀର ଓ ବରଗଡ଼ ‘ନକ୍ସଲ ମୁକ୍ତ’

ଭୁବନେଶ୍ବର:ଓଡିଶା ପୋଲିସକୁ ଆଜି ଐତିହାସିକ ସଫଳତା ମିଳିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ବଲାଙ୍ଗୀର ଓ ବରଗଡ ଜିଲ୍ଲାକୁ ନକ୍ସଲ ମୁକ୍ତ ଜିଲ୍ଲା ଭାବେ ଘୋଷଣା କରିଛନ୍ତି । ଆଜି ଛତିଶଗଡ଼ର ମହାସମୁନ୍ଦ ଜିଲ୍ଲାରେ ୧୫ ଜଣ ମାଓବାଦୀ ଅସ୍ତ୍ର ତ୍ୟାଗ କରି ସମାଜର ମୁଖ୍ୟ…

ବିଜୟୀ ସ୍କ୍ରିପ୍ଟ ଲେଖିଲେ ସଞ୍ଜୁ ସାମସନ: ଭାରତ-ଇଂଲଣ୍ଡ ସେମିଫାଇନାଲ

କୋଲକାତା: ସଞ୍ଜୁ ସାମସନଙ୍କ ସ୍ମରଣୀୟ ଇନିଂସ ବଳରେ ଭାରତ ୫ ୱିକେଟରେ ୱେଷ୍ଟଇଣ୍ଡିଜକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି । ୱେଷ୍ଟଇଣ୍ଡିଜ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୪ ୱିକେଟ ବିନିମୟରେ ୧୯୫ ରନ କରିଥିଲା । ରୋଷ୍ଠନ ଚେଜ ୪୦ ଓ ଜାସନ ହୋଲ୍ଡର ଅପରାଜିତ ୩୭ ରନ କରିଥିଲେ । ଯଶପ୍ରୀତ…

Protests over Khamenei’s killing: ଖାମେନିଙ୍କ ମୃତ୍ୟୁକୁ ନେଇ ତୀବ୍ର ପ୍ରତିବାଦ; ସ୍କୁଲ -କଲେଜ ୨ଦିନ ପାଇଁ…

ଶ୍ରୀନଗର: ଆମେରିକା ଏବଂ ଇସ୍ରାଏଲୀ ସେନାର ମିଳିତ ଆକ୍ରମଣରେ ଖାମେନିଙ୍କ ମୃତ୍ୟୁ ହୋଇଛି । ଏହି ଖବର ସିଆ ମୁସଲମାନମାନଙ୍କ ମଧ୍ୟରେ ବ୍ୟାପକ ଅସନ୍ତୋଷ ସୃଷ୍ଟି କରିଛି, ଯାହା ଫଳରେ ଶ୍ରୀନଗର ସମେତ ଜମ୍ମୁ ଏବଂ କାଶ୍ମୀରର ଅନେକ ଅଞ୍ଚଳରେ ପ୍ରତିବାଦ ପ୍ରଦର୍ଶନ କରାଯାଇଛି। ଏହାପରେ ଜମ୍ମୁ ଏବଂ…

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଜାରି: ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ କଲା ସିବିଏସଇ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଜାରି ରହିଛି । ଇସ୍ରାଏଲ୍ ଓ ଆମେରିକା ଇରାନ ଉପରେ ଯେତେକି ଆକ୍ରମଣ କରୁଛନ୍ତି ଇରାନ ବି ଆମେରିକାକୁ ଟାର୍ଗେଟ୍ କରି ଏହାର ସାମରିକ ଘାଟି ଉପରେ ଆକ୍ରମଣ ଜାରି ରଖିଛି । ଫଳରେ ଇରାନ ସହିତ କତାର, ୟୁଏଇ, ବାହାରିନ, ସାଇପ୍ରସ, ଇରାକ ଲେବାନନ ଭଳି ଦେଶ ଯୁଦ୍ଧର…

Indian Flights Cancelled: ମଧ୍ୟପ୍ରାଚ୍ୟରେ ଯୁଦ୍ଧ କାରଣରୁ ୩୫୦ଟି ଭାରତୀୟ ବିମାନ ବାତିଲ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଜାରି ରହିଛି । ଯାହା ଏବେ ଭାରତୀୟ ଯାତ୍ରୀଙ୍କ ପକେଟ ଏବଂ ଯାତ୍ରା ଯୋଜନାକୁ ସିଧାସଳଖ ପ୍ରଭାବିତ କରୁଛି । ରବିବାର, ୧ ମାର୍ଚ୍ଚରେ, ଭାରତୀୟ ବିମାନ କମ୍ପାନୀଗୁଡ଼ିକର ୩୫୦ ରୁ ଅଧିକ ବିମାନ ବାତିଲ କରାଯାଇଛି । ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ…

US Israel Iran Attack: ପ୍ରଧାନମନ୍ତ୍ରୀ ଡକାଇଲେ CCS ବୈଠକ; ଭାରତୀୟ ନାଗରିକଙ୍କ ସୁରକ୍ଷା ସହ ରଣନୈତିକ ପ୍ରସ୍ତୁତି…

ନୂଆଦିଲ୍ଲୀ:ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଭାରତ ଆଲର୍ଟରେ ରହିଛି । ଉଚ୍ଚସ୍ତରୀୟ ସୂତ୍ର ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଦୁଇ ଦିନିଆ ଗସ୍ତ ସମାପ୍ତ କରି ଆଜି ରାତିରେ ଦିଲ୍ଲୀ ଫେରିବା ମାତ୍ରେ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି (CCS)ର ଏକ…

ଓମାନ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ; ଜାହାଜରେ ଥିଲେ ୧୫ ଜଣ ଭାରତୀୟ ଓ ୫ ଇରାନ ନାଗରିକ

ନୂଆଦିଲ୍ଲୀ: ଇସ୍ରାଏଲ ଓ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁଁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗିରହିଛି । ଏହି ସମୟ ମଧ୍ୟରେ ଓମାନ୍‌ ଉପକୂଳରେ ଏକ ତୈଳ ଟ୍ୟାଙ୍କର ଉପରେ ମିସାଇଲ୍‌ ମାଡ଼ ହୋଇଛି । ଏଥିରେ ୧୫ ଜଣ ଭାରତୀୟ କ୍ରିଉ ସଦସ୍ୟ ଥିଲେ । ସେମାନଙ୍କ ମଧ୍ୟରୁ ୪ ଜଣ କ୍ରିଉ ସଦସ୍ୟ…

Pakistan Violence Protest: ଖମେନେଇଙ୍କ ମୃତ୍ୟୁ ପରେ ପାକିସ୍ତାନରେ ବ୍ୟାପକ ହିଂସା; ୧୨ ମୃତ, ୩୦ରୁ ଅଧିକ ଆହତ

ଇସଲାମବାଦ: ଆମେରିକା ଏବଂ ଇସ୍ରାଏଲ ମିଳିତ ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତା ଖମେନେଇଙ୍କ ମୃତ୍ୟୁ ହୋଇଛି । ଇରାନ ସମର୍ଥନରେ ବାହାରି ପାକିସ୍ତାନର କରାଚୀରେ ଉପଦ୍ରବକାରୀମାନେ ଆମେରିକା ଦୂତାବାସ କାର୍ଯ୍ୟାଳୟରେ ଭଙ୍ଗାରୁଜା କରିବା ସହ ନିଆଁ ଲଗାଇ ଦେଇଛନ୍ତି । ହିଂସାତ୍ମକ ସଂଘର୍ଷବେଳେ…

Maoists Surrender: ଆତ୍ମସମର୍ପଣ କଲେ ୧୫ ଜଣ ହାର୍ଡକୋର ମାଓବାଦୀ

ମାଲକାନଗିରି: ଭୁଷୁଡୁଛି ଲାଲଗଡ । ପୁଣି ଆଜି ଆତ୍ମସମର୍ପଣ କଲେ ୧୫ ହାର୍ଡକୋର ମାଓବାଦୀ । ମାଲକାନଗିରି ସୀମାନ୍ତ ଛତିଶଗଡ଼ର ମହାସମୁଦ ବାଲୁଦା ଥାନାରେ ଏହି ମାଓବାଦୀମାନେ ଆତ୍ମସମର୍ପଣ କରିଛନ୍ତି । ଏମାନେ ସମସ୍ତେ ବଲାଙ୍ଗିର, ବରଗଡ଼, ମହାସମୁନ୍ଦ ଡିଭିଜନ କମିଟିର ବୋଲି ଜଣାପଡିଛି ।…