Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା: ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌

ଭୁବନେଶ୍ୱର: ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌। ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଶୁକ୍ରବାର ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟର ୪ ସହର ଯଥା ପୁରୀ, ପାରାଦୀପ, ଭୁବନେଶ୍ୱର ଏବଂ କଟକ କମନ ଇକୋନୋମିକ୍‌ ଜୋନ୍‌ରେ ପରିଣତ ହେବ। ୨୦୨୭ ସୁଦ୍ଧା ଏହି ସହରଗୁଡ଼ିକୁ କମନ…

CM Odisha: ନବରଙ୍ଗପୁରକୁ ୪୪୬ କୋଟି ପ୍ରକଳ୍ପର ଭେଟି; ମେଡିକାଲ କଲେଜର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଜଗତର ନାଥ ତେଣୁ ତାଙ୍କ ଦର୍ଶନ ପାଇଁ କୌଣସି ବାଧା ରହିବା ଉଚିତ ନୁହେଁ। ପ୍ରତିଟି ଓଡିଆ ଯେପରି ଜୀବନରେ ଅନ୍ତତଃ ଥରେ ସମ୍ମାନର ସହ ମହାପ୍ରଭୁଙ୍କ ଦର୍ଶନ ପାଇବେ, ଏହି ଚିନ୍ତାଧାରା ରଖି ଆମ ସରକାର ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ…

FIH Men’s Pro League: ପ୍ରୋଲିଗ୍‌ରେ ଭାରତୀୟ ଦଳର କ୍ରମାଗତ ୨ୟ ପରାଜୟ; ଆସନ୍ତାକାଲି ପୁଣି ବେଲଜିୟମକୁ…

ରାଉରକେଲା:ଘରୋଇ ଗ୍ରାଉଣ୍ଡରେ ପୁଣି ହାରିଲା ଭାରତ । ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ( Birsa Munda Hockey Stadium)ଠାରେ ଆୟୋଜିତ FIH ପୁରୁଷ ପ୍ରୋ ଲିଗ୍ 2025-26ରେ ଭାରତୀୟ ଦଳ କ୍ରମାଗତ ଦ୍ବିତୀୟ ଥର ପରାସ୍ତ ହୋଇଛି । ଗତ ବୁଧବାର ଦିନ ପ୍ରୋ ଲିଗ୍ ରେ ଭାରତ ନିଜର ପ୍ରଥମ…

ଲୋକନାଥଙ୍କ ଏହି ନୀତି ବର୍ଷରେ ଥରେ ଆସେ

ପୁରୀ: ପୁରୀର ପ୍ରସିଦ୍ଧ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ ହୋଇଛି । ବର୍ଷର ଏହି ଗୋଟିଏ ଦିନରେ କେବଳ ଭକ୍ତମାନେ ମନ୍ଦିର ଭିତରକୁ ଯାଇ ଗମ୍ଭିରାରେ ପ୍ରଭୁଙ୍କୁ ଦର୍ଶନ କରିଥାନ୍ତି । ଭାରତବର୍ଷର କୌଣସି ଶୈବପୀଠ କିମ୍ବା ମନ୍ଦିରରେ ପଙ୍କୋଦ୍ଧାରର…

Shri Jagannath Darshan Scheme: ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ

ଗଞ୍ଜାମ: ଆରମ୍ଭ ହେଲା ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା । ଆଜି ଗଞ୍ଜାମ ଜିଲ୍ଲା ଛତ୍ରପୁରଠାରେ ଏହାର ଶୁଭାରମ୍ଭ କରାଯାଇଛି । ମୁଖ୍ୟମନ୍ତ୍ରୀ ଶୁକ୍ରବାର ନବରଙ୍ଗପୁରରୁ ଏହାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଛତ୍ରପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ଦୁଇଟି ବସ୍‌ ରେ ୭୪ ଜଣ ଶ୍ରଦ୍ଧାଳୁ ପୁରୀ…

ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚଳିତ ବର୍ଷ ଆଗୁଆ ନାମଲେଖା

ଭୁବନେଶ୍ୱର: ଚଳିତ ବର୍ଷ ସ୍ନାତକ, ସ୍ନାତକୋତ୍ତର ନାମଲେଖା ଆଗୁଆ ହେବ । ଜୁଲାଇ ମାସ ଦ୍ୱିତୀୟ ସପ୍ତାହରୁ ଶିକ୍ଷାଦାନ ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ଯୋଜନା ପ୍ରସ୍ତୁତ କରିଛି । ଏହାକୁ ଦୃଷ୍ଟିରେ ରଖି ସ୍ନାତକୋତ୍ତର ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା (ସିପିଇଟି)କୁ ଆଗୁଆ କରାଯିବ…

Odisha Contractors Protest: ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘର ରାଜ୍ୟବ୍ୟାପୀ ଆନ୍ଦୋଳନ

ଭୁବନେଶ୍ବର: ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘର ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ । ଫେବୃଆରୀ ୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ ଚେତାବନୀ ଦେଇଛି ଠିକାଦାର ସଂଘ । ପ୍ରେସମିଟ୍‌ରେ ମିଳିତ ମଞ୍ଚ ଓଡ଼ିଶା ଠିକାଦାର ମହାସଂଘ ଏହି ଚେତାବନୀ ଦେଇଛି । ରାଜଧାନୀ…

New PMO at ‘Seva Teerth’: ୮୦ ବର୍ଷ ପରେ ଭାରତର ଶକ୍ତି ବ୍ୟବସ୍ଥାରେ ପରିବର୍ତ୍ତନ, ଏଣିକି ‘ସେବା…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର 'ସେବା ତୀର୍ଥ' କୋଠା ସମ୍ମିଶ୍ରଣ ଉଦଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (PMO), ଜାତୀୟ ସୁରକ୍ଷା ପରିଷଦ ସଚିବାଳୟ (NSCS), ଏବଂ କ୍ୟାବିନେଟ ସଚିବାଳୟକୁ ବର୍ତ୍ତମାନ ଏହି କମ୍ପ୍ଲେକ୍ସକୁ ସ୍ଥାନାନ୍ତରିତ କରାଯାଇଛି।…

Maoist Posters: ରାୟଗଡ଼ାରେ କେବିକେ ଡିଭିଜନ୍ ପକ୍ଷରୁ ଲାଗିଲା ମାଓ ପୋଷ୍ଟର

ରାୟଗଡା: ପୁଣି ରାୟଗଡାରେ ଲାଗିଲା ମାଓ ପୋଷ୍ଟର । କିଛି ଦିନ ପୂର୍ବେ ମାଓ ଶୂନ୍ୟ ଅଞ୍ଚଳ ଘୋଷଣା ହୋଇଥିବାବେଳେ, ଆଜି କେବିକେ ଡିଭିଜନ୍ ପକ୍ଷରୁ ରାୟଗଡ଼ା ସହର ନିକଟରେ ପୋଷ୍ଟର ଲଗାଇ ତାଙ୍କ ସ୍ଥିତି ଜାହିର କରିଛନ୍ତି ମାଓବାଦୀ ମାନେ । ମାଓନେତା ମେଘ ଜାନି, ଡମ୍ବୁରୁ ମାଝୀଙ୍କ ନାଁରେ ପୋଷ୍ଟର…

ପାରାଦୀପ ହେବ ବ୍ଲୁ ଫ୍ଲାଗ ବିଚ୍: ସମୀକ୍ଷା କଲେ ମୁଖ୍ୟ ସଚିବ

ପାରାଦୀପ: ପାରାଦୀପ ହେବ ବ୍ଲୁ ଫ୍ଲାଗ୍ ବିଚ୍। ପର୍ଯ୍ୟଟନ କ୍ଷେତ୍ରରେ ସୃଷ୍ଟି କରିବ ନୂଆ ଅଧ୍ୟାୟ। ଏହା ସହିତ ପାରାଦୀପକୁ ବିଭିନ୍ନ କ୍ଷେତ୍ରରେ କିପରି ବିକାଶ କରାଯାଇପାରିବ ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ ହୋଇଛି ସମସ୍ତ ପ୍ରୟାସ। ପାରାଦୀପରେ ଆଜି ସକାଳୁ ମୁଖ୍ଯ ଶାସନ ସଚିବ ଅନୁ ଗର୍ଗ…