Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ନୂତନ ‘EPF ଯୋଜନା ୨୦୨୬’ ଘୋଷଣା; ଡିସେମ୍ବର ୨୮ ପର୍ଯ୍ୟନ୍ତ ମିଳିବ ଛାଡ଼ ସୁବିଧା

ନୂଆଦିଲ୍ଲୀ: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) ପକ୍ଷରୁ ନୂତନ 'EPF ଯୋଜନା ୨୦୨୬' (EPF Scheme, 2026) ଅଧୀନରେ ଏକ ସ୍ୱତନ୍ତ୍ର ପରିବର୍ତ୍ତନଶୀଳ ପଦକ୍ଷେପ ଭାବେ 'AMNESTY, 2026' (କ୍ଷମା ଛାଡ ବ୍ୟବସ୍ଥା) ପ୍ରଚଳନ କରାଯାଇଛି। ଏହି ନିୟମ ୨୯ ଜୁନ୍ ୨୦୨୬ ରୁ ଲାଗୁ ହୋଇଛି ଏବଂ…

Senior Citizen Pilgrimage Scheme: ମାଗଣା ତୀର୍ଥଯାତ୍ରା ଟ୍ରେନ୍‌ରେ ଗଲେ ୭୭୫ ଜଣ;ଆର୍ଥିକ ଦୁର୍ବଳ ବରିଷ୍ଠ ନାଗରିକ…

ଭୁବନେଶ୍ୱର:ଭୁବନେଶ୍ୱର ନ୍ୟୁ ରେଳ ଷ୍ଟେସନରୁ ଆଜି ୭୭୫ ଜଣ ବରିଷ୍ଠ ନାଗରିକ ବାରଣାସୀ ଓ ଅଯୋଧ୍ୟା ତୀର୍ଥ ଯାତ୍ରାରେ ଗଲେ । ଭୁବନେଶ୍ୱର ପଟିଆ ନିୟୁ ରେଳ ଷ୍ଟେସନରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଛନ୍ତି । ଯାତ୍ରା ଆରମ୍ଭ ବେଳେ ପର୍ଯ୍ୟଟନ ମନ୍ତ୍ରୀ…

AI Crocodile in Jaypore:ନଦୀରେ ଏଆଇ କୁମ୍ଭୀର !ବନ୍ଧା ହେଲେ ୨ ଭାଇ

ଜୟପୁର:କୋରାପୁଟ ଜିଲ୍ଲା ଜୟପୁର ନିକଟସ୍ଥ ଜୟନ୍ତଗିରିର ବଡ଼ପଡ଼ା ନଦୀରେ ୧୦ ଫୁଟିଆ କୁମ୍ଭୀର । ଏହି ଭାଇରାଲ ଘଟଣାର ପର୍ଦ୍ଦାଫାସ କରିଛି ବନ ବିଭାଗ। ନଦୀରେ କୌଣସି କୁମ୍ଭୀର ନାହିଁ, ବରଂ ଏହା ଏକ ଏଆଇ ପ୍ରସ୍ତୁତ ନକଲି ଫଟୋ ବୋଲି ବନ ବିଭାଗ ସ୍ପଷ୍ଟ କରିଛି। ଏହି ମିଥ୍ୟା ଫଟୋ ଜରିଆରେ ଲୋକଙ୍କ…

ଅଯୋଧ୍ୟା ରାମ ମନ୍ଦିର ନୂଆ CEO ହେବେ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରା

ନୂଆଦିଲ୍ଲୀ : ବୁଧବାର ଦିନ ଅଯୋଧ୍ୟାରେ ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବରେ ଏୟାର ମାର୍ଶାଲ ଜିତେନ୍ଦ୍ର ମିଶ୍ରଙ୍କୁ ନିଯୁକ୍ତ କରାଯାଇଛି। ଅଯୋଧ୍ୟା ରାମ ମନ୍ଦିର ନୂଆ CEO ହେବେ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରା।…

ଗମ୍ଭୀର, ଅଗରକର ଓ ଲକ୍ଷ୍ମଣଙ୍କୁ ବିସିସିଆଇର ଡାକରା

ମୁମ୍ବାଇ: ଭାରତୀୟ କ୍ରିକେଟ ଦଳର ଇଂଲଣ୍ଡ ଓ ଆୟରଲ୍ୟାଣ୍ଡ ଗସ୍ତରେ ହୋଇଥିବା ନିରାଶାଜନକ ପ୍ରଦର୍ଶନକୁ ନେଇ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଦଳର ଶୋଚନୀୟ ପରାଜୟ, ଖେଳାଳିଙ୍କ ଫିଟନେସ ସମସ୍ୟା ଏବଂ ଆଗାମୀ ସିରିଜର ରଣନୀତି ଉପରେ ପ୍ଲାନ୍ ଆଉଟ୍ କରିବା ପାଇଁ…

ବାଙ୍କୀରେ ଡେଙ୍ଗୁ ଆତଙ୍କ, ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା!

କଟକ: ଚିନ୍ତା ବଢାଇଲାଣି ଡେଙ୍ଗୁ। ବାଙ୍କୀ ଢସଂର ଓ ଡମପଡ଼ାରେ ୩ ଡେଙ୍ଗୁ ରୋଗୀ ଚିହ୍ନଟ ହେବା ପରେ ଏବେ ଉକ୍ତ ଅଞ୍ଚଳରେ ଡେଙ୍ଗୁ ଆତଙ୍କ ଖେଳିଯାଇଛି। ତେବେ ଆକ୍ରାନ୍ତଙ୍କ ମଧ୍ୟରୁ ଦୁଇ ଜଣ ସୁସ୍ଥ ହୋଇ ଘରକୁ ଫେରୁଥିବାବେଳେ ଆଉ ଜଣେ ଚିକିତ୍ସିତ ହେଉଛନ୍ତି। ଏନେଇ ସୂଚନା ଦେଲେ ବାଙ୍କୀ ଉପଖଣ୍ଡ…

Odisha DGP: ଡିଜିପି ଚୟନ ମାମଲା:ସୁପ୍ରିମକୋର୍ଟରେ ଶୁଣାଣି ସେପ୍ଟେମ୍ବର ୭କୁ ଘୁଞ୍ଚିଲା

ଭୁବନେଶ୍ବର:ରାଜ୍ୟରେ ସ୍ଥାୟୀ ଡିଜିପି ଚୟନ ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗକୁ ନେଇ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣିକୁ ଆସନ୍ତା ୭ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଆସନ୍ତା ୭ ତାରିଖରେ ଏହି ମାମଲାର ଶୁଣାଣି କରିବେ ।…

ଶେଷ ହେଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ ଆଜି ପାଇଁ ଶେଷ ହୋଇଛି। ୧୭ ତମ ଦିବସରେ ଗଣତିମଣତି କାର୍ଯ୍ୟ ଶେଷ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ପ୍ରତିକ୍ରିୟା ରଖିଛନ୍ତି। ୧୧ ଟା ୧୫ ରୁ ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆରମ୍ଭ ହୋଇ ୭ ଟା ୩୮ ପର୍ଯ୍ୟନ୍ତ…

ନେପାଳ ବନ୍ୟା ବିଭୀଷିକା; ମୃତ୍ୟୁ ସଂଖ୍ୟା ୧୧୨୭କୁ ବୃଦ୍ଧି, ୪୮୦୦ ଏବେବି ନିଖୋଜ

କାଠମାଣ୍ଡୁ: ପଡ଼ୋଶୀ ନେପାଳରେ ସମ୍ପ୍ରତି ଘଟିଥିବା ଭୟଙ୍କର ପ୍ରାକୃତିକ ବିପର୍ଯ୍ୟୟ ତାଣ୍ଡବ ସୃଷ୍ଟି କରିଛି। ନେପାଳ ପୋଲିସର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଏହି ହୃଦୟବିଦାରକ ଘଟଣାରେ ମୃତ୍ୟୁ ସଂଖ୍ୟା ୧,୧୨୭ରେ ପହଞ୍ଚିଛି। ବିପର୍ଯ୍ୟୟର ଗୋଟିଏ ସପ୍ତାହ ପରେ ମଧ୍ୟ ସୁରକ୍ଷା ବାହିନୀ ଏବଂ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା:କମିଲା ପିୟୁସିସି ଫାଇନ୍, ଆସିଲା ନୂଆ ନିୟମ

ଭୁବନେଶ୍ୱର: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର। ରାଜ୍ୟ ସରକାର କରିଛନ୍ତି ବଡ଼ ଘୋଷଣା। ରାଜ୍ୟରେ କମିଲା PUCC ଫାଇନ୍। ଜାରି ହେଲା ନୂଆ ନିୟମ। ପୂର୍ବରୁ ପିୟୁସିସି ନଥିଲେ ସର୍ବାଧିକ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ୍ ଆଦାୟ ହେଉଥିଲା। ୨୦୧୯ରୁ ଏହି ୧୦ ହଜାର ଟଙ୍କାର ଜରିମାନା ବ୍ୟବସ୍ଥା…