Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଦିଲ୍ଲୀ ପରେଡ୍‌କୁ ଗଲେ ନବରଙ୍ଗପୁର ମହାବିଦ୍ୟାଳୟର ୬ ଛାତ୍ର

ନବରଙ୍ଗପୁର: ଦିଲ୍ଲୀରେ ଆସନ୍ତା ସାଧାରଣତନ୍ତ୍ର ଦିବସ (ଆରଡି) ପରେଡ୍ ପାଇଁ ମନୋନୀତ ହୋଇଛନ୍ତି ନବରଙ୍ଗପୁର କଲେଜର ୬ଜଣ ଛାତ୍ର। ସେମାନେ ହେଲେ ଯୁକ୍ତ ୩ ପଦାର୍ଥ ବିଜ୍ଞାନ ଛାତ୍ର ତଥା କମ୍ପାନି କ୍ୱାର୍ଟରମାଷ୍ଟର ସର୍ଜେଣ୍ଟ ଆଦର୍ଶ ପ୍ରତ୍ୟୁଷ କର୍କରା, ଯୁକ୍ତ ୩ ରାଜନୀତି ବିଜ୍ଞାନ ଛାତ୍ର ଓ…

PUCC:ଏପ୍ରିଲ ପହିଲା ଯାଏଁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ

ଭୁବନେଶ୍ବର: ଗାଡ଼ିଚାଳକଙ୍କ ପାଇଁ ଆସିଲା ଆଶ୍ବସ୍ତି ଖବର । ବାଣିଜ୍ୟ ଓ ପରିବହନର ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ଏପ୍ରିଲ ପହିଲା ପର୍ଯ୍ୟନ୍ତ ପ୍ରଦୂଷଣ ‎ନ ଥିଲେ ଜରିମାନା ନ ଲଗାଇବାକୁ ରାଜ୍ୟ ପରିବହନ…

Steel Plant: ଓଡ଼ିଶାରେ ୭ ପ୍ରମୁଖ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ;୧୪ ହଜାରରୁ ଉର୍ଦ୍ଧ୍ବ ନିଯୁକ୍ତି ସୁଯୋଗ

ଭୁବନେଶ୍ବର: ମୋହନ ଚରଣ ମାଝୀ ଆଜି ଉଚ୍ଚସ୍ତରୀୟ କ୍ଲିୟରାନ୍ସ ପ୍ରାଧିକରଣ (HLCA)ର ୪୩ତମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଉଚ୍ଚସ୍ତରୀୟ କ୍ଲିୟରାନ୍ସ ପ୍ରାଧିକରଣ (HLCA) ର ଏହି ବୈଠକରେ ୫୫, ୭୮୩ କୋଟି ଟଙ୍କାର ମୋଟ ନିବେଶ ସହିତ ୭ଟି ପ୍ରମୁଖ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି, ଯାହା…

ଥାଇଲ୍ୟାଣ୍ଡ ଫେରନ୍ତାଙ୍କ ଠାରୁ ଲୁଟ୍ କରି ବନ୍ଧା ହେଲେ କ୍ୟାବ୍‌ ଡ୍ରାଇଭର; ଏପରି କରିଥିଲେ ଲୁଟ୍ ପ୍ଲାନ୍…

ଭୁବନେଶ୍ବର:ବନ୍ଧା ହେଲେ କ୍ୟାବ୍‌ ଡ୍ରାଇଭର । ଥାଇଲ୍ୟାଣ୍ଡ ଫେରନ୍ତାଙ୍କ ଠାରୁ ଲୁଟ୍ କରି ବନ୍ଧା ହେଲେ କ୍ୟାବ୍‌ ଡ୍ରାଇଭର । ଚନ୍ଦ୍ରଶେଖରପୁର ଥାନା ପୋଲିସ ଡ୍ରାଇଭରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନାଗେଶ୍ବର ପରମାଣିକ । ଘର କୁଆଁପାଲି ମାହାଙ୍ଗା ଅଞ୍ଚଳର । ଏଥିସହ ଲୁଟ୍…

Jaundice In Khordha: ଏଥିପାଇଁ ନବୋଦୟ ସ୍କୁଲରେ ବ୍ୟାପିଲା ଜଣ୍ଡିସ୍‌;ଆସିଲା ଜିଲ୍ଲା ଜନସ୍ବାସ୍ଥ୍ୟ ବିଭାଗର ରିପୋର୍ଟ

ଭୁବନେଶ୍ୱର: ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ସ୍ଥିତି ଅଣାୟତ୍ତ ପରେ ପିଲାମାନଙ୍କୁ ଘରକୁ ନେଇଯାଇଛନ୍ତି ଅଭିଭାବକ । ତେବେ ଏହି ଜଣ୍ଡିସ୍‌ର କାରଣ ଜଣା ପଡିଛି । ସ୍କୁଲ ପରିସର ୨ଟି ସ୍ଥାନର ପାଣି ନମୁନା ପଜିଟିଭ ଆସିଛି । ଗୋଟିଏ ରୋଷେଇ ଘର ଏବଂ ଅନ୍ୟଟି ଓଭର ହେଡ୍‌ ଟାଙ୍କି ପାଣି ।…

pollution certificate: ‘ସାର୍ଟିଫିକେଟ ନାହିଁ ତ ତେଲ ନାହିଁ,ଏହି ନିଷ୍ପତ୍ତି ପ୍ରତ୍ୟାହାର ନକଲେ ଆନ୍ଦୋଳନକୁ…

ଭୁବନେଶ୍ୱର: ରାଜ୍ୟରେ ଯାନବାହାନର ପଲ୍ୟୁସନ ସାର୍ଟିଫିକେଟକୁ ନେଇ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି, ଯାହାକୁ ନେଇ ସମଗ୍ର ରାଜ୍ୟବାସୀ ଦହଗଞ୍ଜର ଶିକାର ହେଉଛନ୍ତି । ଏହାକୁ ତୁରନ୍ତ ପ୍ରତ୍ୟାହାର ଦାବିରେ ଆଜି ବିଜୁ ଯୁବ ଓ ଛାତ୍ର ଜନତା ଦଳ ଭୁବନେଶ୍ୱରର ଆରଟିଓ-୧ ଅଫିସ ସମ୍ମୁଖରେ ଏକ…

Odisha receive bomb threat: ବୋମା ଧମକର ବିଧିବଦ୍ଧ ତଦନ୍ତ ଦାବି କଲା ହାଇକୋର୍ଟ ବାର ଆସୋସିଏସନ

କଟକ:ହାଇକୋର୍ଟ ବାର ଆସୋସିଏସନ ବୋମା ଧମକର ବିଧିବଦ୍ଧ ତଦନ୍ତ ଦାବି କରିଛନ୍ତି । ଯେଉଁମାନେ ଏପରି ହୀନ କାର୍ଯ୍ୟରେ ସମ୍ପୃକ୍ତ ତାଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ବାର୍ ତରଫରୁ ଦାବି ହୋଇଛି । ଜଜ, ଓକିଲ ଏବଂ ମହକିଲଙ୍କ ସୁରକ୍ଷାକୁ ନଜରରେ ରଖି କିଛି ବଳିଷ୍ଠ ପଦକ୍ଷେପ ନିଆଯାଉ…

ବାୟୁ ପ୍ରଦୂଷଣ ନେଇ ଧର୍ମେନ୍ଦ୍ରଙ୍କ ଚିନ୍ତା ପ୍ରକଟ;ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ହସ୍ତକ୍ଷେପ ଲୋଡିଲେ

ଭୁବନେଶ୍ୱର: ବଢୁଥିବା ବାୟୁ ପ୍ରଦୂଷଣ ନେଇ ଚିନ୍ତା ପ୍ରକଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୁଳ-ତାଳଚେର ଶିଳ୍ପାଞ୍ଚଳରେ ବଢୁଥିବା ମାତ୍ରାଧିକ ବାୟୁ ପ୍ରଦୂଷଣ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ପରିବେଶ…

ସବୁଠାରୁ ବଡ଼ ପ୍ରତିରକ୍ଷା ଚୁକ୍ତି ଖୁବ୍ ଶୀଘ୍ର ହେବ ଚୂଡ଼ାନ୍ତ; ଜର୍ମାନୀ ଭାରତକୁ ଦେବ ୬ଟି ଘାତକ ବୁଡ଼ାଜାହାଜ

ନୂଆଦିଲ୍ଲୀ: ଭାରତର ତିନି ସଶସ୍ତ୍ର ବାହିନୀ ପ୍ରତିରକ୍ଷା କ୍ଷେତ୍ରରେ ନିରନ୍ତର ସୁଦୃଢ଼ ​​ହେଉଛନ୍ତି । ଏହି ପରିପ୍ରେକ୍ଷୀରେ, ଭାରତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ଜର୍ମାନ ପ୍ରତିରକ୍ଷା ମନ୍ତ୍ରଣାଳୟ ମଧ୍ୟରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଚୁକ୍ତି ସ୍ୱାକ୍ଷରିତ ହେବାକୁ ଯାଉଛି । ଜର୍ମାନ…

କନ୍ୟା ବିବାହ ଯୋଜନାରେ ଉତ୍କଳିକାରୁ କିଣା ହେବ ବିବାହ ଉପହାର ଓ ସାମଗ୍ରୀ

ଭୁବନେଶ୍ବର: ଉତ୍କଳିକା ଏବଂ ମହିଳା ଓ ଶିଶୁ ବିକାଶ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ଏହି MOU ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଝିଅମାନଙ୍କୁ ଶାଢୀ, ଚୁଡ଼ି, ପାଉଁଜି ଭଳି ବ୍ୟବହାର ସାମଗ୍ରୀ ଦିଆଯିବ।…