Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ନରସଂହାର ମାମଲାରେ ଶେଖ୍ ହାସିନା ଦୋଷୀ ସାବ୍ୟସ୍ତ, ହିଂସା ଭିଆଇଲେ ତୁରନ୍ତ ଗୁଳି କରିବାକୁ ନିର୍ଦ୍ଦେଶ

ଢାକା: ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା ଦୋଷୀ ସାବ୍ୟସ୍ତ। ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ କଲେ ବାଂଲାଦେଶ କୋର୍ଟ। ବିକ୍ଷୋଭକାରୀଙ୍କୁ ହତ୍ୟା ନେଇ ହୋଇଥିଲା ମାମଲା। ରାଜଧାନୀ ଢ଼ାକା ସମେତ ସମଗ୍ର ବାଂଲାଦେଶରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ବ୍ୟାପକ ସୁରକ୍ଷା…

ବ୍ରହ୍ମପୁରରୁ ଗଡିଲା ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଟ୍ରେନ୍, ଶୁଭାରମ୍ଭ କଲେ ଉପ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର : ବ୍ରହ୍ମପୁରରୁ ଗଡ଼ିଲା ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଟ୍ରେନ୍। ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ବ୍ରହ୍ମପୁର ରେଳ ଷ୍ଟେସନରୁ ଉତ୍ତରପ୍ରଦେଶର ଓଁକାରେଶ୍ଵର ଓ ଉଜ୍ଜୟିନୀ ଅଭିମୁଖେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀଙ୍କୁ ନେଇ ସ୍ଵତନ୍ତ୍ର…

Bomb Threat: ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସମେତ ଏହି ୪ ଅଭିନେତାଙ୍କୁ ମିଳିଲା ବୋମା ଧମକ…

ଚେନ୍ନାଇ: ତାମିଲନାଡୁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ରିପୋର୍ଟ ଅନୁସାରେ, ରବିବାର ରାତିରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଏବଂ ଅଭିନେତା ଅଜିତ କୁମାର, ଅରବିନ୍ଦ ସ୍ୱାମୀ ଏବଂ ଖୁସବୁଙ୍କ ଘରକୁ ବୋମା ଧମକ ଦିଆଯାଇଛି । ଏହି ଘଟଣା ଜଣାପଡ଼ିବା ମାତ୍ରେ ଆତଙ୍କ…

ଲୋକଙ୍କୁ ସରକାରୀ ସୁବିଧା ଯୋଗାଇଦେବାକୁ ୩ କିମି ପାହାଡ ଚଢିଲେ ବିଡିଓ

ନବରଙ୍ଗପୁର: ଦୁର୍ଗମ ଅଞ୍ଚଳବାସିନ୍ଦାଙ୍କୁ ସରକାରୀ ସୁବିଧା ଯୋଗାଇ ଦେବାକୁ ୩ କିଲୋମିଟର ପାହାଡ଼ ଚଢ଼ି ଚର୍ଚ୍ଚାରେ କୋରାପୁଟ ଜିଲା ନନ୍ଦାହାଣ୍ଡି ଗୋଷ୍ଠୀ ଉନ୍ନୟନ ଅଧିକାରୀ କ୍ଷୀରୋଦ ଚନ୍ଦ୍ର ସାହୁ । ନନ୍ଦାହାଣ୍ଡି ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ଦୁର୍ଗମ ଅଞ୍ଚଳରେ ରହିଛି ଫୁଟଘର ଗାଁ । ଏଠାରେ…

Bus-Tanker collision in Saudi: ଜଳିଗଲା ବସ୍ :୪୨ ଭାରତୀୟ ତୀର୍ଥଯାତ୍ରୀ ଜୀବନ୍ତ ଦଗ୍ଧ, ହେଲ୍ପଲାଇନ୍ ନମ୍ବର ଜାରି

ନୂଆଦିଲ୍ଲୀ:ସାଉଦି ଆରବରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ସଡକ ଦୁର୍ଘଟଣାରେ ୪୨ ଜଣ ଭାରତୀୟ ତୀର୍ଥଯାତ୍ରୀ ଜୀବନ୍ତ ଦଗ୍ଧ। । ମୃତକଙ୍କ ମଧ୍ୟରୁ ଅଧିକାଂଶ ହାଇଦ୍ରାବାଦର। ମକ୍କାରୁ ମଦିନା ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍ ଏକ ଡିଜେଲ ଟ୍ୟାଙ୍କର ସହିତ ଧକ୍କା ହେବା ଫଳରେ…

India-Qatar Ties Deepen: ବୈଦେଶିକ ମନ୍ତ୍ରୀ ଜୟଶଙ୍କର କତର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ; ଦ୍ୱିପାକ୍ଷିକ ସମ୍ପର୍କର…

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର (EAM Jaishankar)ରବିବାର ଦିନ ଦୋହାରେ କତର ପ୍ରଧାନମନ୍ତ୍ରୀ ମହମ୍ମଦ ବିନ୍ ଅବଦୁଲରହମାନ ବିନ୍ ଜାସିମ ଅଲ୍ ଥାନିଙ୍କୁ ଭେଟିଛନ୍ତି । ଏହି ସମୟରେ ଉଭୟ ନେତା ବାଣିଜ୍ୟ ଏବଂ ଶକ୍ତି ଭଳି କ୍ଷେତ୍ର ସମେତ ରଣନୈତିକ ସହଭାଗୀର ବିଭିନ୍ନ ଦିଗ ଉପରେ…

Earthquake: ଲଦାଖ ଏବଂ ଚୀନରେ ଶକ୍ତିଶାଳୀ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା…

ଲେହ: ଭୂକମ୍ପ ଝଟକା ଥରିଲା ଲେହ ଲଦାଖ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୭ ରେକର୍ଡ କରାଯାଇଛି । ଭୂକମ୍ପର କେନ୍ଦ୍ରସ୍ଥଳ ୧୦ କିଲୋମିଟର ଗଭୀରତାରେ ଥିବା ଜଣାପଡିଛି । ଲୋକମାନେ ଶୋଇଥିବା ସମୟରେ ଭୂକମ୍ପ ଅନୁଭୂତ ହୋଇଥିଲା । ଏନସିଏସ୍ ପକ୍ଷରୁ ଭୂକମ୍ପରେ କୌଣସି ଜୀବନହାନି ଘଟିନଥିବା…

Dhenkanal Shutdown: ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ; ରେଳ ଅବରୋଧ ସହ ଗାଡ଼ି ଚଳାଚଳ ଠପ୍…

ଢେଙ୍କାନାଳ: ସୋମବାର ଢେଙ୍କାନାଳ ବନ୍ଦ । ସ୍ମାର୍ଟ ମିଟର ବିରୋଧରେ ବିଦ୍ୟୁତ୍ ଉପଭୋକ୍ତା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ପାଳନ ହେବ। ସକାଳ ୬ଟାରୁ ରାଜପଥ ଅବରୋଧ ସହ ରେଳ ଅବରୋଧ କରାଯାଇଛି । ଦୋକାନ ବଜାର,…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପଇତାଲାଗି ନୀତି, ସନ୍ଧ୍ୟା ୫ରୁ ରାତି ୧୦ ଯାଏଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ନୀତି ଓ ପରମ୍ପରା ମୁତାବକ ଏହି ନୀତି ଅନୁଷ୍ଠିତ ହେବ । ଏହି ସମୟରେ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଦୀର୍ଘ ୫ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ l ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

୨ ସନ୍ଦିଗ୍ଧ ବାଂଲାଦେଶୀ ଅଟକ; ଗୋଟିଏ ବନ୍ଧୁକ, ୧୦ଟି କଟୁରୀ ଜବତ

ଜଗତସିଂହପୁର: ରାଜ୍ୟରେ ଧରାପଡିଛନ୍ତି ଦୁଇ ବାଂଲାଦେଶୀ । ଜଗତସିଂହପୁର ସଦର ଥାନା ବେହେରାମପୁର ବସ୍ତିରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀଙ୍କୁ ଅଟକ ରଖାଯାଇଛି । ଚଢ଼ାଉ ବେଳେ ଗୋଟିଏ ବନ୍ଧୁକ ଜବତ ସହିତ ୫ଟି କଟୁରୀ ଓ ଆପତ୍ତି ଜନକ ସାମଗ୍ରୀ ଜବତ କରିଛି ପୋଲିସ । ପୋଲିସ ବିଶେଷ ସୂତ୍ରରୁ ଖବର…