Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆଦିବାସୀ ନାବାଳିକାଙ୍କୁ ଅସଦାଚରଣ ପ୍ରସଙ୍ଗ;ଜାତୀୟ ଅନୁସୂଚିତ ଜାତି ଆୟୋଗର ହସ୍ତକ୍ଷେପ ଲୋଡିଲା ବିଜେଡି

ଭୁବନେଶ୍ୱର: ଗୁରୁବାର ଜାତୀୟ ଅନୁସୂଚିତ ଜାତି ଆୟୋଗର ମାନ୍ୟବର ଅଧ୍ୟକ୍ଷଙ୍କୁ ବିଜେଡିର ଏକ ପ୍ରତିନିଧି ମଣ୍ଡଳୀ ସ୍ମାରକପତ୍ର ପ୍ରଦାନ କରିଛି । ଓଡିଶାର ବିଭିନ୍ନ ଜିଲ୍ଲାରେ ଆଦିବାସୀ ମହିଳା ଓ ନାବାଳିକାଙ୍କ ଉପରେ ଉଦ୍ବେଗଜନକ ଭାବେ ବୃଦ୍ଧି ପାଉଥିବା ଅତ୍ୟାଚାର ଘଟଣାକୁ ନେଇ ଗଭୀର…

ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର ହେଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର: ପଦ୍ମଶ୍ରୀ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି । ଜନଗଣନା ସଚେତନତାକୁ ଅଧିକ ପ୍ରଭାବୀ କରିବେ ବାଲୁକା ଶିଳ୍ପୀ ସୁଦର୍ଶନ। ବାଲୁକା କଳା ମଧ୍ୟରେ ସେ ଲୋକଙ୍କୁ ସଚେତନ କରାଇବେ । ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ…

‘ମୋ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ସହ ମୋର ଲଢ଼େଇ…ମୁଁ ଦିଲ୍ଲୀପ ରାୟଙ୍କୁ ଭୋଟ ଦେଲି’

ଭୁବନେଶ୍ବର:କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଲେ ସୁବାସିନୀ ଜେନା । ସୁବାସିନୀ ଜେନା କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି ।ଗୋଟିଏ ଭୋଟ୍‌ ସଂତୃପ୍ତ ମିଶ୍ରଙ୍କୁ ଦେଇଛି ।ଦ୍ବିତୀୟ ଭୋଟଟି ଦିଲ୍ଲୀପ ରାୟଙ୍କୁ ଦେଇଛି। ଦିଲ୍ଲୀପ…

ଏହି ୩ଟି ଷ୍ଟେସନରେ ଟ୍ରେନଗୁଡ଼ିକର ପରୀକ୍ଷାମୂଳକ ରହଣି ନେଇ ଅନୁମୋଦନ କରିଛି ରେଳ ମନ୍ତ୍ରଣାଳୟ

ଭୁବନେଶ୍ୱର: ଦୀର୍ଘ ଦିନର ଜନସାଧାରଣଙ୍କ ଦାବିକୁ ଦୃଷ୍ଟିରେ ରଖି ଏବଂ ଏହି ଅଞ୍ଚଳରେ ରେଳ ସଂଯୋଗୀକରଣକୁ ଉନ୍ନତ କରିବା ଉଦ୍ଦେଶ୍ୟରେ, ରେଳ ମନ୍ତ୍ରଣାଳୟ ହରିଶ୍ଚନ୍ଦ୍ରପୁରମ ପିଏଚ୍, ମନ୍ଦାସା ରୋଡ୍ ଏବଂ ପାତପଟନମ୍ ରେଳ ଷ୍ଟେସନରେ ପରୀକ୍ଷାମୂଳକ ଭାବରେ କିଛି ଯାତ୍ରୀବାହୀ ପାସେଞ୍ଜର ଏବଂ…

Gold Silver Rate Today: ଗ୍ରାହକଙ୍କ ପାଇଁ ଖୁସି ଖବର; କମିଲା ସୁନା-ରୂପା ଦର

ନୂଆଦିଲ୍ଲୀ: ଗ୍ରାହକଙ୍କ ପାଇଁ ଖୁସି ଖବର । କମିଲା ସୁନା, ରୂପା ଦର । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୦,୨୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧,୩୭,୭୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ୧୮ କ୍ୟାରେଟ୍ ସୁନା ମୂଲ୍ୟ…

ମୋଟର ଯାନ ନିୟମର ସଠିକ ଅନୁପାଳନକୁ ତଦାରଖ କରିବା ଉପରେ ‎ବାଣିଜ୍ୟ ଓ ପରିବହନ ବିଭାଗର ଗୁରୁତ୍ୱ

ଭୁବନେଶ୍ୱର: ଯାତ୍ରୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ମୋଟର ଯାନ ନିୟମର ସଠିକ ଅନୁପାଳନକୁ ତଦାରଖ କରିବା ଉପରେ ଗୁରୁତ୍ୱ ଦେଇଛି ‎ବାଣିଜ୍ୟ ଓ ପରିବହନ ବିଭାଗ । ବିଶେଷକରି, ବସ୍ ଗୁଡ଼ିକ ଯେପରି ଧାର୍ଯ୍ୟ ସୀମାଠାରୁ ଅଧିକ ଭଡ଼ା ଆଦାୟ ନ କରନ୍ତି ‎ଏହା ଉପରେ ନିୟମିତ ଯାଞ୍ଚ କରାଯାଉଛି । ସେହିଭଳି…

Diamond Mines Found: ଓଡିଶାର ଏହି ସ୍ଥାନରେ ରହିଛି ହୀରା ଖଣି, ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ବର: ଓଡିଶାର ନୂଆପଡା ଜିଲ୍ଲା ମାଟି ତଳେ ଅଛି ହୀରାର ଭଣ୍ଡାର । ନୂଆପଡା ବ୍ଲକ କାଲମିବାଦରେ ହୀରାପଥର ଥିବା ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ମନ୍ତ୍ରୀ ବିଭୁତି ଭୂଷଣ ଜେନା । ସେହିପରି କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକ ହିଞ୍ଜିଳିବାହାଲ ଜିଲିଙ୍ଗିବାରରେ ମାଣିକ ଥିବା ମଧ୍ୟ ଚିହ୍ନଟ…

Sending Sensitive Videos to Pak: ସାମରିକ ତଥ୍ୟ ସହ ଖାଟୁ ଶ୍ୟାମ ମନ୍ଦିରର ଭିଡିଓ ପାକିସ୍ତାନକୁ ପଠାଇଥିଲେ……

ନୂଆଦିଲ୍ଲୀ: ମାର୍ଚ୍ଚ ୧୪ ତାରିଖରେ ଗାଜିଆବାଦର କୌଶାମ୍ବୀ ଜିଲ୍ଲାରେ ପାକିସ୍ତାନ ପାଇଁ କାମ କରୁଥିବା ଏକ ଗୁପ୍ତଚର ନେଟୱାର୍କର ପର୍ଦ୍ଦାଫାଶ ହୋଇଥିଲା।ଏହି ମାମଲାରେ ଛଅ ଜଣଙ୍କୁ ଗିରଫ କରାଯାଇଛି । ଏହି ଗୁପ୍ତଚର ନେଟୱାର୍କ ଦେଶର ସାମରିକ ଘାଟି ଏବଂ ସାମରିକ କାର୍ଯ୍ୟକଳାପ, ଏବଂ ଧାର୍ମିକ…

ଜଙ୍ଗଲରୁ କଲେଜ ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ…

ଢେଙ୍କାନାଳ: ଯୁକ୍ତ ଦୁଇ ପଢ଼ୁଥିବା ଜଣେ ଛାତ୍ରୀଙ୍କ ମୃତଦେହ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ନିକଟସ୍ଥ ଜଙ୍ଗଲରୁ ଉଦ୍ଧାର ହୋଇଛି । ପାରିପାର୍ଶ୍ଵିକ ପରିସ୍ଥିତିରୁ ଛାତ୍ରୀ ଜଣକୁ ଦୁଷ୍କର୍ମ ପରେ ହତ୍ୟା କରଯାଇଥିବା ନେଇ ସନ୍ଦେହ କରାଯାଉଛି l ସୂଚନା ଅନୁସାରେ ନାବାଳିକାଜଣକ…

SIR କାର୍ଯ୍ୟରେ ଅବହେଳା ଅଭିଯୋଗ; ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

ଭୁବନେଶ୍ବର: କାର୍ଯ୍ୟରେ ଅବହେଳା ପାଇଁ ଚନ୍ଦ୍ରଶେଖରପୁର ଫେଜ-୨ ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ରଶ୍ମି ସାହୁଙ୍କୁ ନିଲମ୍ବିତ କରାଯାଇଛି । ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟରେ ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରାଯାଇଛି ।…