Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ନୂଆ ବିଲ୍ ଉପରେ ଟ୍ରମ୍ପଙ୍କ ମୋହର, ଭାରତ-ଚୀନ୍ ଉପରେ ଲାଗିପାରେ ୧୦୦% ଶୁଳ୍କ

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦିନ "ଲିଣ୍ଡସେ ଓ. ଗ୍ରାହାମ ସୀଙ୍କସନଙ୍ଗ୍ ରୁଷ ଆଣ୍ଡ ଇରାନ ଆକ୍ଟ ଅଫ୍ ୨୦୨୬" କୁ ଆଇନରେ ସ୍ୱାକ୍ଷର କରିଛନ୍ତି। ଏହି ଆଇନ ରାଷ୍ଟ୍ରପତିଙ୍କୁ ରୁଷରୁ ତେଲ ଏବଂ ଗ୍ୟାସ୍ କ୍ରୟ କରୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ…

କୁନୋରେ ସଫଳ ହେଉଛି ‘ଚିତା ପ୍ରକଳ୍ପ’; ୪ ଶାବକ ଜନ୍ମ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଶେଓପୁର ଜିଲ୍ଲାରେ ଅବସ୍ଥିତ କୁନୋ ଜାତୀୟ ଉଦ୍ୟାନରେ ୪ ନୂଆ ଅତିଥି। ଏହି ଚିତା ଶାବକଙ୍କ ଜନ୍ମ ପରେ ପାର୍କରେ ଭାରତୀୟ ଜନ୍ମିତ ଚିତାଙ୍କ ସଂଖ୍ୟା ୨୩କୁ ବୃଦ୍ଧି ହୋଇଛି। KGP 12 ହେଉଛି ପ୍ରଥମ ଥର ପାଇଁ ମାତୃତ୍ୱ ଲାଭ କରିଥିବା ଭାରତରେ ଜନ୍ମିତ ଦ୍ୱିତୀୟ ମାଈ…

ଆଜି ସନ୍ଧ୍ୟା ସୁଦ୍ଧା ଆଣ୍ଡାମାନ ସାଗରରେ ହୋଇପାରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର: ଥାଇଲ୍ୟାଣ୍ଡରୁ ଆଣ୍ଡାମାନ ସାଗର ଆଡ଼କୁ ଗତି କରୁଛି ଏକ ସମ୍ଭାବ୍ୟ ପାଣିପାଗ ପ୍ରଣାଳୀ। ଏହାର ପ୍ରଭାବରେ ଆଜି ସନ୍ଧ୍ୟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ପ୍ରଣାଳୀଟି କ୍ରମଶଃ ଶକ୍ତିଶାଳୀ ହେବ ଏବଂ ଆଗାମୀ ତିନିରୁ ଚାରି ଦିନ ମଧ୍ୟରେ ଦକ୍ଷିଣ…

ବାର୍ଷିକ ପ୍ରାୟ ୩,୦୦୦ କୋଟି ଟଙ୍କାର ଆୟକର ଦେଉଛି ବିସିସିଆଇ

ମୁମ୍ବାଇ: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଦେଶର ସବୁଠାରୁ ଅଧିକ କର ଦେଉଥିବା ସଂସ୍ଥାଗୁଡ଼ିକ ମଧ୍ୟରେ ନିଜର ସ୍ଥାନ ବଜାୟ ରଖିଛି। ବିସିସିଆଇର ସମ୍ପାଦକ ଦେବଜିତ୍ ସାଇକିଆଙ୍କ ସୂଚନା ଅନୁଯାୟୀ, ଭାରତୀୟ କ୍ରିକେଟ ବୋର୍ଡ ବାର୍ଷିକ ପ୍ରାୟ ୩,୦୦୦ କୋଟି ଟଙ୍କା ରାଜସ୍ୱ କର ବାବଦରେ ସରକାରଙ୍କୁ…

ଆସୁଛି ପାର୍ବଣ, କିଏ ସମ୍ଭାଳିବେ କମିଶନରେଟ୍ ପୋଲିସର ମଙ୍ଗ? ନୂଆ ଡିସିପି ପଦ ପାଇଁ ଏକାଧିକ ଆଇପିଏସଙ୍କ ନାଁ ଚର୍ଚ୍ଚାରେ

ଭୁବନେଶ୍ୱର: ଭୁବନେଶ୍ୱର ଡେପୁଟି କମିଶନର ଅଫ୍ ପୋଲିସ ତଥା ୨୦୧୩ ବ୍ୟାଚର ବରିଷ୍ଠ ଆଇପିଏସ୍ ଅଧିକାରୀ ଜଗମୋହନ ମୀନାଙ୍କ ଇସ୍ତଫା ପତ୍ରକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏକ ସ୍ୱତନ୍ତ୍ର ବିଜ୍ଞପ୍ତି ଜାରି କରାଯାଇ ଏହି…

ବିରୋଧର ନୂଆ ତରିକା: ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଗାଡ଼ିକୁ ଅଣ୍ଡା ଫିଙ୍ଗିଲେ ଅସନ୍ତୁଷ୍ଟ ଯୁବକ

ସୁବର୍ଣ୍ଣପୁର: ପୂର୍ବତନ ମନ୍ତ୍ରୀ ତଥା ସୋନପୁରର ବରିଷ୍ଠ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀଙ୍କ ଗାଡ଼ି ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଥିବା ଖବର ସାମ୍ନାକୁ ଆସିଛି । ତରଭା ସ୍ଥିତ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ କିଛି ଦୁର୍ବୃତ୍ତ ତାଙ୍କ ଗାଡ଼ି ଉପରକୁ ଅଣ୍ଡା ଫିଙ୍ଗିଥିବା ଅଭିଯୋଗ…

ଶ୍ରୀମନ୍ଦିରରେ ମହାପ୍ରସାଦର ମାନ ଓ ଦର ନିର୍ଦ୍ଧାରଣ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ପଦକ୍ଷେପ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରସାଦର ଗୁଣବତ୍ତା ବୃଦ୍ଧି, ସ୍ୱଚ୍ଛତା ରକ୍ଷା ଏବଂ ଆନନ୍ଦ ବଜାରରେ ବ୍ୟାପକ ଶୃଙ୍ଖଳା ଆଣିବା ଦିଗରେ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରର ସୁଆର…

ବିଜେପି ସରକାର ଆସିବା ପରେ ରାଜ୍ୟକୁ ଛୁଟୁଛି ନିବେଶର ସୁଅ:ଶିଳ୍ପ ମନ୍ତ୍ରୀ

ଭୁବନେଶ୍ବର:ୟୁଏଇ ଗସ୍ତ ଓଡିଶାର ଶିଳ୍ପ ଜଗତ ପାଇଁ ଏକ ଐତିହାସିକ ଏବଂ ଅତ୍ୟନ୍ତ ସଫଳ ଅଧ୍ୟାୟ ହୋଇ ରହିବ ବୋଲି ରାଜ୍ୟ ଶିଳ୍ପ ମନ୍ତ୍ରୀ ସଂପଦ ଚନ୍ଦ୍ର ସ୍ୱାଇଁ କହିଛନ୍ତି । ଏହା ଆଲୁମିନିୟମ୍ ଏବଂ ଡାଉନଷ୍ଟ୍ରିମ୍ ଶିଳ୍ପ, କ୍ରିଟିକାଲ ମିନେରାଲ୍ସ, ଗ୍ରୀନ ଏନର୍ଜି, ଲଜିଷ୍ଟିକ, ଫୁଡ୍ ପ୍ରୋସେସିଂ,…

କ୍ୟାଟ୍ରିନା ଓ ଐଶ୍ୱର୍ଯ୍ୟାଙ୍କୁ ବଡି ଶେମିଂ: ସମାଜରେ ମୋଟାପଣକୁ ନେଇ କାହିଁକି ଏତେ ଘୃଣା?

ଭୁବନେଶ୍ୱର: ବଲିଉଡ୍ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍ ନିଜର ବଢ଼ିଥିବା ଓଜନକୁ ନେଇ ସୋସିଆଲ୍ ମିଡିଆରେ ଟ୍ରୋଲିଂର ଶିକାର ହୋଇଛନ୍ତି । ସେପ୍ଟେମ୍ବର ୧୪ରେ ମୁମ୍ବାଇର ଆଣ୍ଟିଲିଆଠାରେ ଆୟୋଜିତ ଗଣେଶ ଚତୁର୍ଥୀ ଉତ୍ସବରେ କ୍ୟାଟ୍ରିନା ତାଙ୍କ ସ୍ୱାମୀ ଭିକି କୌଶଲ ଓ ପୁଅ ବିହାନଙ୍କ ସହ ସାମିଲ…

ୟୁପିଆଇ ନେଣଦେଣ ବିବାଦ ଉପରେ ନବୀନଙ୍କ ବଡ଼ ବୟାନ: ‘ସାଧାରଣ ଲୋକ ଓ କ୍ଷୁଦ୍ର ବ୍ୟବସାୟୀଙ୍କ ସ୍ୱାର୍ଥ ରକ୍ଷା…

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା ୟୁପିଆଇ କାରବାର ଉପରେ ଏମ୍‌ଡିଆର୍ ବା ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ୍ ଲାଗୁ କରିବା ପ୍ରସଙ୍ଗ ଏବେ ସାରା ଦେଶରେ ବିତର୍କର ରୂପ ନେଇଛି । ଏହି ନିଷ୍ପତ୍ତିକୁ ନେଇ ସାଧାରଣ ଗ୍ରାହକ ଏବଂ ଦୋକାନୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଉଥିବା ବେଳେ ରାଜ୍ୟର…