Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଅପରେସନ ସାଇବର କବଚ: ୩୪,୧୦୧ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୩୬ ଜଣ ଗିରଫ

ଭୁବନେଶ୍ବର: ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ବିଶେଷ ଅଭିଯାନ ‘ଅପରେସନ ସାଇବର କବଚ’ ସମଗ୍ର ରାଜ୍ୟରେ ଜାରି ରହିଛି । ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଏସ୍‌ପି ଓ ଡିସିପି ମାନଙ୍କ…

Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ବରର ୟୁନିଟ୍-୩ ସ୍ଥିତ ଇଡ୍‌‌କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ବୁଲି ଦେଖିବା ସହିତ ଏହି ପ୍ରଦର୍ଶନୀକୁ ଆଉ ଦୁଇ ଦିନ ବଢାଇବା ପାଇଁ ଘୋଷଣା କରିଛନ୍ତି। ସୂଚନାଥାଉକି, ଆଜି ସମାପ୍ତ ହେବାକୁ…

ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ

ଭୁବନେଶ୍ୱର: ଜନସଂଖ୍ୟା ଓ କ୍ଷେତ୍ରଫଳରେ ଓଡିଶା ଓ ଆନ୍ଧ୍ର ପ୍ରାୟ ସମାନ। ଓଡିଶାର ଜନସଂଖ୍ୟା ୪୬.୪୫ ନିୟୁତ ଏବଂ ଆନ୍ଧ୍ରର ୫୩.୨୬ ନିୟୁତ । ସେହିପରି କ୍ଷେତ୍ରଫଳରେ ଦୁଇ ପଡୋଶୀ ରାଜ୍ୟ ଓଡିଶା ଓ ଆନ୍ଧ୍ର ଯଥାକ୍ରମେ ୧.୫୬ ଲକ୍ଷ ବର୍ଗ କିଲାମିଟର ଓ ୧.୬୩ ଲକ୍ଷ ବର୍ଗ କିଲାମିଟର । କିନ୍ତୁ…

ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ

ଭୁବନେଶ୍ବର: ରାଜ୍ୟରେ ବଢ଼ୁଛି ଦାଦାନ ଶ୍ରମିକଙ୍କ ସଂଖ୍ୟା। ରାଜ୍ୟ ବାହାରଙ୍କୁ ଯାଇ କାମ କରୁଥିବା ଓଡ଼ିଆଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗୋଟିଏ ବର୍ଷରେ ଏହି ସଂଖ୍ୟା ୨୨ ହଜାର ପର୍ଯ୍ୟନ୍ତ ବଢ଼ିଛି। ଭୋଗରାଇ ବିଜେଡ଼ି ବିଧାୟକ ଗୌତମବୁଦ୍ଧ ଦାସଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଶ୍ରମ ମନ୍ତ୍ରୀ…

Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା

ପୁରୀ: ପୋଲିସର ନିର୍ଯାତନା ଅସହ୍ୟ ହେଲା। ଶେଷରେ ନିଜ ଜୀବନ ହାରିଲେ ଯୁବକ। ଏଭଳି ଅଭିଯୋଗ ଆସିଛି ପୁରୀ ଜିଲ୍ଲା ନିମାପଡାରୁ। ପୋଲିସର ନିର୍ଯାତନା ସହି ନପାରି ଯୁବକ ଆତ୍ମହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ଅନ୍ୟପଟେ ନ୍ୟାୟ ଦାବିରେ ଗ୍ରାମବାସୀ ଥାନା ଆଗରେ ଧାରଣା ଦେଇଛନ୍ତି।।…

ଏବର୍ଷ ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା

ଭୁବନେଶ୍ୱର: ଏବର୍ଷ ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା । ରାଜ୍ୟରେ ବର୍ତ୍ତମାନ ୨୧୯୩ ଟି କୁମ୍ଭୀର ରହିଛନ୍ତି ଯାହାକି ଗତବର୍ଷ ତୁଳନାରେ ୪.୫୪ ପ୍ରତିଶତ ବୃଦ୍ଧି ହୋଇଛି । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି…

“Rahul Gandhi ‘urban naxal'”: ରାହୁଲଙ୍କ ଉପରେ ବର୍ଷିଲେ କେନ୍ଦ୍ର ମନ୍ତ୍ରୀ, କହିଲେ,…

ନୂଆଦିଲ୍ଲୀ: କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀ ଗିରିରାଜ ସିଂହ ପୁଣି ଥରେ ଲୋକସଭାରେ ବିରୋଧୀ ଦଳ ନେତା (LoP)ଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସ ନେତାଙ୍କ ଉପରେ କଠୋର ଆକ୍ରମଣ କରି ସେ କହିଛନ୍ତି, "ମୁଁ ଏପରି ବିରୋଧୀ ଦଳ ନେତା କେବେ ଦେଖିନାହିଁ। ତାଙ୍କର କୌଣସି ଦୃଷ୍ଟିକୋଣ ନାହିଁ। ସେ କେବଳ…

ବିପୁଳ ପରିମାଣର ଗଞ୍ଜେଇ ସହ ନଗଦ ୪ ଲକ୍ଷ ଟଙ୍କା ଜବତ, ଦୁଇ ଗିରଫ

ବାଲେଶ୍ୱର: ରାଜ୍ୟରେ ଏବେ ବି ଥମିନି ଗଞ୍ଜେଇ ଚାଲାଣ। ବାଲେଶ୍ୱର ଜିଲ୍ଲାରେ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଧରାପଡିଛନ୍ତି ୨ ବେପାରୀ। ବାଲେଶ୍ୱର-୨ ଓ ବସ୍ତା ଅବକାରୀ ଥାନା ପକ୍ଷରୁ ମଙ୍ଗଳବାର ଅଚାନକ ଚଢାଉ କରାଯାଇଛି । ଦୁଇଟି ବାଇକ ସହ ୭୫ କିଗ୍ରା ଗଞ୍ଜେଇ ଓ ନଗଦ ୪ ଲକ୍ଷ ଟଙ୍କା ଜବତ ହୋଇଛି…

ବଡ଼ ପରଦାରେ ‘ମଧୁବାଲା’: ଏହି ଅଭିନେତ୍ରୀ ପାଲଟିବେ ‘ହୁସନ୍ କି ମଲ୍ଲିକା’

ମୁମ୍ବାଇ: ହିନ୍ଦୀ ସିନେମାର ସବୁଠାରୁ ସୁନ୍ଦରୀ ଏବଂ ଚର୍ଚ୍ଚିତ ଅଭିନେତ୍ରୀ ମଧୁବାଲାଙ୍କ ଜୀବନୀକୁ ନେଇ ଦୀର୍ଘ ଦିନରୁ ଚାଲିଥିବା କଳ୍ପନାଜଳ୍ପନାର ଏବେ ଅନ୍ତ ଘଟିଛି। ସଞ୍ଜୟ ଲୀଲା ଭଂସାଲୀଙ୍କ ବହୁ ପ୍ରତୀକ୍ଷିତ ବାୟୋପିକ୍‌ରେ ମଧୁବାଲାଙ୍କ ଭୂମିକାରେ କିଏ ନଜର ଆସିବେ, ତାକୁ ନେଇ ଏକ ବଡ଼ ଖବର…

ଟ୍ରମ୍ପଙ୍କ ଭୟଙ୍କର ଚେତାବନୀ, ତେଲ ରୋକିଲେ ନିଆଁ ବର୍ଷିବ

ୱାଶିଂଟନ: ସାରା ବିଶ୍ୱ ଏବେ ଏକ ବଡ଼ ଧରଣର ଯୁଦ୍ଧ ଆଶଙ୍କାରେ ଥରୁଛି । ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ 'ଷ୍ଟ୍ରେଟ୍ ଅଫ୍ ହୋର୍ମୁଜ୍' କୁ ନେଇ ଆରମ୍ଭ ହୋଇଛି ମହାସମରର ପଦଧ୍ୱନି। ଇରାନର ଧମକ ପରେ ଆମେରିକା…