Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Women’s Hero Hockey India League 2025-26: ଆରମ୍ଭ ହେଲା ମହିଳା ହିରୋ ହକି ଇଣ୍ଡିଆ ଲିଗର ୨ୟ ସିଜିନ୍,…

ରାଞ୍ଚି: ମହିଳା ହିରୋ ହକି ଇଣ୍ଡିଆ ଲିଗର ଦ୍ୱିତୀୟ ସିଜିନ୍ ଆରମ୍ଭ ହୋଇଯାଇଛି । ମହିଳା ହକିକୁ ପୁଣି ଥରେ ନୂତନ ଶିଖରରେ ପହଞ୍ଚାଇବାକୁ ପ୍ରସ୍ତୁତ ହୋଇଯାଇଛି ହକି ଇଣ୍ଡିଆ । ଏହି ଟୁର୍ଣ୍ଣାମେଣ୍ଟ ରାଞ୍ଚିରେ ୨୮ ଡିସେମ୍ବର, ୨୦୨୫ ରୁ ୧୦ ଜାନୁଆରୀ, ୨୦୨୬ ପର୍ଯ୍ୟନ୍ତ ଖେଳାଯିବ। ଝାଡ଼ଖଣ୍ଡର…

ରଘୁରାଜପୁର ଆସି ଶିଳ୍ପୀମାନଙ୍କର ଅନନ୍ୟ କଳାକୃତି ଉପଭୋଗ କରନ୍ତୁ ଦେଶବାସୀ: ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର: ଓଡିଶା ଗସ୍ତରେ ଆସିଥିବା ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର କଳାଗ୍ରାମ ରଘୁରାଜପୁର ପରିଦର୍ଶନ କରି ସେଠାକାର କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ନିଖୁଣ ପଟ୍ଟଚିତ୍ର, ଟସର ଓ କାଠ ଶିଳ୍ପ ଆଦି କଳାକୃତିର ପ୍ରତ୍ୟକ୍ଷ ଅନୁଭୂତି ନେବା ସହିତ କାରିଗରମାନଙ୍କ ସହ ଆଲୋଚନା…

କଳାକାରଙ୍କ ମାସିକ ସହାୟତା ଭତ୍ତା ବୃଦ୍ଧି କଲେ ସରକାର; ଉପକୃତ ହେବେ ୪୭ ହଜାର ୭୦୪ କଳାକାର

ଭୁବନେଶ୍ବର:ରାଜ୍ୟର ପାରମ୍ପରିକ କଳାକାରଙ୍କ ପାଇଁ ଖୁସିର ଖବର । ୨୦୨୫ ଶେଷ ହୋଇ ୨୦୨୬ ଆରମ୍ଭ ହେଉଥିବା ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଳାକାର ମାନଙ୍କ ଭତ୍ତା ବୃଦ୍ଧି କରିଛନ୍ତି। କଳାକାର ସହାୟତା ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ସରକାର । ମୁଖ୍ୟମନ୍ତ୍ରୀ କଳାକାର…

କୋରାପୁଟରେ ୨ନୂଆ ସବଡିଭିଜନ କାର୍ଯ୍ୟାଳୟ କୋଠା ଉଦଘାଟନ କଲା TPSODL

ବ୍ରହ୍ମପୁର:ଗୁଣାତ୍ମକ ତଥା ଉପଭୋକ୍ତା କୈନ୍ଦ୍ରିକ ବିଦ୍ୟୁତ ସେବାକୁ ପ୍ରାଥମିକତା ଦେଇ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍ଓଡିଏଲ୍) କୋରାପୁଟ ଜିଲ୍ଲାରେ ଦୁଇ ସବଡିଭିଜନ ଅଫିସ ନିମନ୍ତେ ନୂତନ କୋଠା ନିର୍ମାଣ କରିଛି । କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ…

NCERT ଢାଞ୍ଚାରେ ଏସ୍‌ସିଇଆରଟି ହେବ, ୧୦ମ ଯାଏଁ ମାଗଣା ପାଠ୍ୟ ପୁସ୍ତକ ମିଳିବ:ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ଭାରତୀୟ ସଂସ୍କୃତି ଓ ପରମ୍ପରାକୁ ମୂଳଭିତ୍ତି ରୂପରେ ଗ୍ରହଣ କରି ଶିକ୍ଷାଦାନ କରିଥାଏ ସରସ୍ବତୀ ଶିଶୁ ମନ୍ଦିର। ଉତ୍ତମ ଶିକ୍ଷା ପରିବେଶ ଓ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନକୁ ଶିଶୁ ମନ୍ଦିର ଶିକ୍ଷରା ପ୍ରଣାଳୀ ସବୁଠୁ ଅଧିକ ଗୁରୁତ୍ବ ଦେଇଥାଏ ବୋଲି କେନ୍ଦୁଝରରେ ବଣିଆପାଟ ସରସ୍ୱତୀ…

Pakistan President:’ଭାରତୀୟ ସେନା ଭୟରେ ବଙ୍କରରେ ଲୁଚି ରହିବାକୁ ପରାମର୍ଶ ଦିଆଯାଇଥିଲା,’…

ଇସଲାମାବାଦ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କୀ ଆକ୍ରମଣର ଜବାବରେ ମେ ମାସରେ ଭାରତୀୟ ସେନା ଆରମ୍ଭ କରିଥିଲା ଅପରେସନ ସିନ୍ଦୂର। ତେବେ ଅପରେସନ୍ ସିନ୍ଦୂର ସମୟରେ ପାକିସ୍ତାନକୁ ବହୁତ କ୍ଷତି ସହିବାକୁ ପଡିଥିଲ। ପାକିସ୍ତାନୀ ରାଷ୍ଟ୍ରପତି ଆସିଫ୍ ଅଲ୍ଲୀ ଜର୍ଦ୍ଦାରୀ ଏହା ପ୍ରକାଶ…

‘ବିକାଶ ରାଜନୀତି କରନ୍ତି ନାହିଁ ରାହୁଲ, ବଙ୍ଗଳା ଏବଂ ତାମିଲନାଡୁରେ ମଧ୍ୟ କଂଗ୍ରେସ ହାରିବା ନିଶ୍ଚିତ’

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କଂଗ୍ରେସ ସାଂସଦ ଏବଂ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଉପରେ କଠୋର ଆକ୍ରମଣ କରିଛନ୍ତି। ଗୁଜରାଟର ଏକ କାର୍ଯ୍ୟକ୍ରମରେ ଶାହ କହିଛନ୍ତି ଯେ ରାହୁଲ ଗାନ୍ଧୀ କେବେ ବିକାଶ ରାଜନୀତି କରନ୍ତି ନାହିଁ ଏବଂ ସର୍ବଦା ସେ ସାଧାରଣ ପ୍ରସଙ୍ଗରୁ…

Bir Billing Paragliding Crash: ପାରାଗ୍ଲାଇଡିଂ କରୁଥିଲେ ସାବଧାନ! ପାରାଗ୍ଲାଇଡର ଦୁର୍ଘଟଣାଗ୍ରସ୍ତ, ଅଭିଜ୍ଞ…

ନୂଆଦିଲ୍ଲୀ: ଶନିବାର ଦିନ ହିମାଚଳ ପ୍ରଦେଶର କାଙ୍ଗଡ଼ା ଜିଲ୍ଲାର ବୀର ବିଲିଂ(Bir Billing )ରେ ପାରାଗ୍ଲାଇଡିଂ(Paragliding) ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ପାରାଗ୍ଲାଇଡରଙ୍କ ମୃତ୍ୟୁ ଘଟିଛି ଓ ପର୍ଯ୍ୟଟକ ଅଳ୍ପକେ ବଞ୍ଚି ଯାଇଛନ୍ତି। ଘଟଣା ପରେ ପୋଲିସ ଘଟଣାସ୍ଥଳରେ…

ରାଜ୍ୟର ୨୩ ଜିଲ୍ଲାରେ ସରିଲାଣି ସରକାରୀ ଓକିଲ ନିଯୁକ୍ତି

ଭୁବନେଶ୍ବର: ରାଜ୍ୟର ୨୩ ଜିଲ୍ଲାରେ ସରିଲାଣି ସରକାରୀ ଓକିଲ ନିଯୁକ୍ତି। ବାକି ୭ ଜିଲ୍ଲାରେ ଖୁବ୍‌ଶୀଘ୍ର ନିଯୁକ୍ତି ସରିବ କହିଲେ ରାଜ୍ୟ ବିଜେପି ସଭାପତି। ନିଯୁକ୍ତି ନେଇ ୧୨ ଜିଲ୍ଲାରେ ପ୍ରକାଶ ପାଇଛି ବିଜ୍ଞପ୍ତି। ଛୁଟି ପରେ ବାକି ୧୧ ଜିଲ୍ଳାରେ ବିଜ୍ଞପ୍ତି ପ୍ରକାଶ ପାଇବ। ବୋର୍ଡ ନିଗମ…

ରଥଯାତ୍ରା ପୂର୍ବରୁ ଗଣତି ମଣତି: ଆଇନ ମନ୍ତ୍ରୀ

ପୁରୀ: ରତ୍ନଭଣ୍ଡାର ଗଣତି ମଣତି SOP ନେଇ ଆଇନମନ୍ତ୍ରୀ ଦେଲେ ପ୍ରତିକ୍ରିୟା। ରତ୍ନଭଣ୍ଡାର ଗଣତି ମଣତି ନେଇ SOP ଫାଇନାଲ୍‌ ଷ୍ଟେଜ୍‌ରେ ପହଞ୍ଚିଛି। ଉଚ୍ଚସ୍ତରୀୟ କମିଟିରେ ଏନେଇ ଆଲୋଚନା ହୋଇଛି। କମିଟି ଏକ ପୂର୍ଣ୍ଣ୍ରାଙ୍ଗ SOP ସରକାରଙ୍କ ପାଖକୁ ପଠାଇବେ। ସରକାରଙ୍କ ପାଖରୁ SOP ଆସିଲେ ଗଣତି…