Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Chariot Of Lord Baladevjew : ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧କୋଟି ଟଙ୍କା ଅନୁଦାନ ମଞ୍ଜୁର

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରସିଦ୍ଧ ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କୋଟି ଟଙ୍କାର ସ୍ୱତନ୍ତ୍ର ଅନୁଦାନ ମଞ୍ଜୁର ହୋଇଛି । ଏଥିନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି…

Explosives cache in J-K:ସୁରକ୍ଷାବାହିନୀର ବଡ଼ କାର୍ଯ୍ୟାନୁଷ୍ଠାନ; ଜଙ୍ଗଲରୁ ଅସ୍ତ୍ରଶସ୍ତ୍ର ଓ IED ଉଦ୍ଧାର

ଶ୍ରୀନଗର: ଜମ୍ମୁ ଏବଂ କଶ୍ମୀରରେ ଆତଙ୍କବାଦୀଙ୍କୁ ନିପାତ କରିବା ପାଇଁ ନିରନ୍ତର ଅଭିଯାନ ଚାଲିଛି । ଏଥିସହ ସେମାନଙ୍କୁ ସମର୍ଥନ କରୁଥିବା ଲୋକଙ୍କ ବିରୁଦ୍ଧରେ ମଧ୍ୟ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ତେବେ ଏହି ମଧ୍ୟରେ ସୁରକ୍ଷା ବାହିନୀ ଏକ ବଡ଼ ସଫଳତା ହାସଲ କରିଛି। ପୁଞ୍ଚ…

ଟୋକନ୍‌ ଲାପ୍ସର ୧୫ ଦିନ ପର୍ଯ୍ୟନ୍ତ ଧାନ କିଣା; ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର: ଧାନ ସଂଗ୍ରହ ପାଇଁ ପଞ୍ଜିକରଣ କରିଥିବା ଚାଷୀମାନଙ୍କୁ ସହାୟତା କରିବା ପାଇଁ ବୁଧବାର ଦିନ ଓଡ଼ିଶା ସରକାର ଟୋକନର ବୈଧତା ବୃଦ୍ଧି କରିଛନ୍ତି। ଏନେଇ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ପାତ୍ର ଘୋଷଣା କରିଛନ୍ତି। ରାଜ୍ୟ ସରକାର ଏପର୍ଯ୍ୟନ୍ତ ୬୩,୬୫,୦୦୦…

ମାର୍ଚ୍ଚ ପ୍ରଥମ ସପ୍ତାହରେ ରତ୍ନ ଭଣ୍ଡାର ଗଣତି ମଣତି

ପୁରୀ: ପୁରୀରେ ଶ୍ରୀ ଜଗନ୍ନାଥ ମନ୍ଦିରର ରତ୍ନ ଭଣ୍ଡାରରେ ଥିବା ମୂଲ୍ୟବାନ ସାମଗ୍ରୀର ଗଣତି ମଣତି ମାର୍ଚ୍ଚ ପ୍ରଥମ ସପ୍ତାହରେ ଆରମ୍ଭ ହେବ ବୋଲି ବୁଧବାର ଦିନ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ତେବେ ରତ୍ନ ଭଣ୍ଡାରର ମୂଲ୍ୟବାନ ଜିନିଷଗୁଡ଼ିକର କୌଣସି ମୂଲ୍ୟାଙ୍କନ…

‘ମହାନଦୀ ଟ୍ରିବୁନାଲର ଓଡିଶା ଗସ୍ତ କଣ ପାଇଁ…ପିକନିକ ପାଇଁ ନୁହେଁ ତ?’

ଭୁବନେଶ୍ୱର: ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ୟୁନିଟ -୬ ସ୍ଥିତ ନେତାଜୀ ଭବନ ଠାରେ ମହାନଦୀ ଟ୍ରିବୁନାଲଙ୍କ ଗସ୍ତ ପରିପ୍ରେକ୍ଷୀରେ ଏକ ଗୁରୁତ୍ୱପୂର୍ଣ ବୈଠକ ସୁଦର୍ଶନ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇ ଯାଇଛି । ମହାନଦୀ ଟ୍ରିବୁନାଲ ଆସନ୍ତା ଫେବୃଆରୀ ୨୬ ତାରିଖରୁ ମାର୍ଚ୍ଚ ୨ ତାରିଖ…

ଉପମୁଖ୍ୟମନ୍ତ୍ରୀଙ୍କ ନାଁରେ ଠକେଇ, ଲୋକଙ୍କୁ ମାଗୁଛନ୍ତି ଟଙ୍କା…

ଭୁବନେଶ୍ବର: ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀଙ୍କ ନାଁରେ ଲୋକଙ୍କୁ ଟଙ୍କା ମାଗୁଛନ୍ତି ଠକ। ଯାହାକୁ ନେଇ ଜନସାଧାରଣଙ୍କୁ ଏକ ବାର୍ତ୍ତାରେ ସଚେତନ କରାଯାଇଛି। ସୂଚନା ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ନାଁ ରେ କିଛି ଅସାଧୁ…

୨୨ ବର୍ଷ ପରେ ଭୁଲ ମାନିଲେ ଷ୍ଟିଭ୍ ବକନର; ସଚିନ୍‌ଙ୍କୁ ଦେଇଥିଲେ ଭୁଲ୍ ଆଉଟ୍…

ନୂଆଦିଲ୍ଲୀ: କ୍ରିକେଟର ଭଗବାନ କୁହାଯାଉଥିବା ସଚିନ୍ ତେନ୍ଦୁଲକରଙ୍କ କ୍ୟାରିୟରରେ ଅନେକ ଉତଥାନ ପତନ ଆସିଛି। କିନ୍ତୁ କିଛି ଏମିତି ନିଷ୍ପତ୍ତି ଥିଲା ଯାହା କୋଟି କୋଟି ଭାରତୀୟଙ୍କ ହୃଦୟ ଭାଙ୍ଗି ଦେଇଥିଲା। ସେଥିମଧ୍ୟରୁ ସବୁଠାରୁ ଚର୍ଚ୍ଚିତ ଥିଲା ୱେଷ୍ଟଇଣ୍ଡିଜ୍ ଅମ୍ପାୟାର ଷ୍ଟିଭ୍ ବକନରଙ୍କ…

Priyanka Gandhi Demands To PM Modi: ନେତାନ୍ୟାହୁଙ୍କ ନିମନ୍ତ୍ରଣରେ ଇସ୍ରାଏଲ ଗସ୍ତରେ ପ୍ରଧାନମନ୍ତ୍ରୀ,…

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଇ ଦିନିଆ ଇସ୍ରାଏଲ ଗସ୍ତ ସମ୍ପର୍କରେ ଏକ ପ୍ରମୁଖ ବୟାନ ଦେଇଛନ୍ତି। ପ୍ରିୟଙ୍କା ଗାନ୍ଧୀ କହିଛନ୍ତି, "ମୁଁ ଆଶା କରୁଛି ଯେ ତାଙ୍କର ଆଗାମୀ ଇସ୍ରାଏଲ ଗସ୍ତ ସମୟରେ, ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…