Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଏଏସ୍‌ଆଇ

ଭୁବନେଶ୍ୱର: ରାଜ୍ୟରେ ଦୁର୍ନୀତିଗ୍ରସ୍ତ ସରକାରୀ ବାବୁଙ୍କ ବିରୋଧରେ ରାଜ୍ୟ ସରକାର ଓ ଭିଜିଲାନ୍ସ ବିଭାଗ କଡ଼ା ଆଭିମୁଖ୍ୟ ଗ୍ରହଣ କରିଥିଲେ ସୁଦ୍ଧା ଲାଞ୍ଚୁଆ ଅଧିକାରୀଙ୍କ ପ୍ରାଦୁର୍ଭାବ କମିବାର ନାଁ ନେଉନାହିଁ । ଏହି କ୍ରମରେ ଆଉ ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଫସିଛନ୍ତି। ଓଡ଼ିଶା…

MMDR Bill 2026: MMDR ସଂଶୋଧନ ବିଲ୍-୨୦୨୬କୁ ନେଇ ସାଂସଦଙ୍କ ପ୍ରତିକ୍ରିୟା;ନବୀନଙ୍କ ପତ୍ରର ଉତ୍ତର ରଖିଲେ…

ଭୁବନେଶ୍ବର:MMDR ସଂଶୋଧନ ବିଲ୍-୨୦୨୬(MMDR Amendment Act, 2026)କୁ ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପତ୍ରର ଉତ୍ତର ରଖିଛନ୍ତି ସାଂସଦ ଧର୍ମେନ୍ଦ୍ର ପ୍ରଧାନ। ତଥ୍ୟକୁ ଗୋପନ ରଖି ମିଛରେ ଭୟ ସୃଷ୍ଟି କରି ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରିବା ଅନୁଚିତ୍ ବୋଲି ଧର୍ମେନ୍ଦ୍ର ପ୍ରଧାନ…

ନେପାଳରେ ପ୍ରକୃତିର ପ୍ରଳୟଙ୍କରୀ ତାଣ୍ଡବ: ସଙ୍କଟ କାଳରେ ହିମାଳୟ ଦେଶର ପ୍ରକୃତ ବନ୍ଧୁ ସାଜିଲା ନୂଆଦିଲ୍ଲୀ

କାଠମାଣ୍ଡୁ: ନେପାଳ ଓ ତିବ୍ବତ ସୀମାରେ ଥିବା ଗ୍ଲେସିୟର ଫାଟିବା ଯୋଗୁଁ ନେପାଳରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ପ୍ରକୃତିର ଏହି ପ୍ରଳୟଙ୍କରୀ ତାଣ୍ଡବରେ ଏଯାବତ୍ ୬୨୬ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୨୪୦୦ରୁ ଊର୍ଦ୍ଧ୍ୱ ଲୋକ ନିଖୋଜ ଥିବା ସୂଚନା ମିଳିଛି । ଏଭଳି ଏକ…

କୋର୍ଟଙ୍କ ନିୟମ ଭାଙ୍ଗିବା ପଡ଼ିଲା ମହଙ୍ଗା: ଟିଏମସି ସୁପ୍ରିମୋ ମମତା ବାନାର୍ଜୀ ଓ ଆୟୋଜକଙ୍କ ବିରୋଧରେ…

କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ସୁପ୍ରିମୋ ମମତା ବାନାର୍ଜୀଙ୍କ ପାଇଁ ପୁଣି ଏକ ନୂଆ ଅଡୁଆ ସୃଷ୍ଟି ହୋଇଛି । ଶନିବାର ଦିନ କୋଲକାତା ପୋଲିସ ପକ୍ଷରୁ ମମତାଙ୍କ ବିରୋଧରେ ଏକ ଏଫଆଇଆର ରୁଜୁ କରାଯାଇଛି। କୋଲକାତା ହାଇକୋର୍ଟଙ୍କ ଆଦେଶ ଉଲ୍ଲଂଘନ…

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ପ୍ରବଳ ବର୍ଷା ନେଇ ଓଡ଼ିଶାକୁ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବାକୁ ଯାଉଛି । ବଙ୍ଗୋପସାଗର ଉପକୂଳରେ ସୃଷ୍ଟି ହୋଇଥିବା ଏକ ସକ୍ରିୟ ଘୂର୍ଣ୍ଣିବଳୟ ଏବେ କ୍ରମଶଃ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର…

FSSAI in Action: FSSAIର ବଡ଼ କାର୍ଯ୍ୟାନୁଷ୍ଠାନ: ଏଭରେଷ୍ଟ ଓ ଏଲଜି ହେଙ୍ଗୁ ବିକ୍ରି ଉପରେ କଟକଣା

ନୂଆଦିଲ୍ଲୀ: ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ ଗୋଟିଏ ପରେ ଗୋଟିଏ କମ୍ପାନୀ ଉପରେ ଚଢା଼ଉ କରୁଛି ଓ ପ୍ରଡକ୍ଟ ବ୍ୟାନ୍ କରୁଛି। । ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଜିମ୍ବାୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମିନିବସ୍ ଦୁର୍ଘଟଣାଗ୍ରସ୍ତ, ୨୭ ମୃତ

ହରାରେ: ମଧ୍ୟ ଜିମ୍ବାୱେରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ୨୭ ଜଣ ଶ୍ରଦ୍ଧାଳୁଙ୍କ ଜୀବନ ଯାଇଛି। ମିନିବସ୍ 'କୋମ୍ବି' ଚର୍ଚ୍ଚର ସଦସ୍ୟମାନଙ୍କୁ ନେଇ ଏକ ସମ୍ମିଳନୀକୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ପୋଲିସ ସୂଚନାନୁସାରେ, ରାଜଧାନୀ ହରାରେଠାରୁ ପ୍ରାୟ ୧୪୦ କିଲୋମିଟର ଦୂର ଚିଭୁ…

ସୁଭଦ୍ରା ଟଙ୍କା ଦେଲାନି ବୋଲି ସ୍ତ୍ରୀକୁ ମାରି ବାଡ଼ିପଟେ ପୋତିଦେଲା ସ୍ୱାମୀ !

ଇନ୍ଦିପୁର:ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗ। ସ୍ତ୍ରୀକୁ ପିଟି ପିଟି ହତ୍ୟା ପରେ ପାଇଖାନା ଟାଙ୍କିରେ ପୋତି ଦେଇଛି ମଦ୍ୟପ ସ୍ବାମୀ । ଢେଙ୍କାନାଳ ଜିଲ୍ଲା ଇନ୍ଦିପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ମହିଳା ଜଣଙ୍କ ଇନ୍ଦିପୁର ଜୁଆଙ୍ଗ…

PG Dentists:ଦନ୍ତ ଚିକିତ୍ସକଙ୍କ ପାଇଁ ୨୦ ହଜାର ପ୍ରୋତ୍ସାହନ ରାଶି ଘୋଷଣା

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକମାନଙ୍କ ପାଇଁ ଏକ ବଡ଼ ପ୍ରୋତ୍ସାହନ ଘୋଷଣା କରାଯାଇଛି। ସରକାରଙ୍କ ନୂତନ ନିଷ୍ପତ୍ତି ଅନୁସାରେ, ଏନଏମସି ଦ୍ୱାରା ସ୍ୱୀକୃତ…

ମହିଳା ବିରୋଧୀ ହିଂସାରେ ଦଣ୍ଡବିଧାନ ହାର ୪୦ରୁ ଅତି କମ୍‌ରେ ୭୫%କୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର:ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର ପୋଲିସିଂ ବ୍ୟବସ୍ଥାର ବ୍ୟାପକ ସମୀକ୍ଷା କରିଛନ୍ତି। ପୋଲିସ ସଂସ୍କାର…