Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କୌନ୍ ବନେଗା କରୋଡ଼ପତିରେ କଟକ ଝିଅ, ଅମିତାଭ ବଚ୍ଚନଙ୍କୁ ଶିଖାଇଲେ ଓଡ଼ିଶୀ ନୃତ୍ୟ

କଟକ: କଟକବାସୀଙ୍କ ପାଇଁ ଗୌରବର ଆଣିଛନ୍ତି ବିଦ୍ୟାଧରପୁର ନିବାସୀ ଶୀତଲ ସ୍ନିଗ୍ଧା ମହାରଣା। କୌନ୍ ବନେଗା କରୋଡ଼ପତି ୧୭ର ସଦ୍ୟତମ ଏପିସୋଡ୍ କଟକ ଝିଅ ଶୀତଲଙ୍କ ଆଗମନ ସହିତ ଆରମ୍ଭ ହୋଇଛି। ଶୀତଲ ବର୍ତ୍ତମାନ ତାଙ୍କ ପାଠପଢ଼ା ଜାରି ରଖିଛନ୍ତି। ହୋଷ୍ଟ ଅମିତାଭ ବଚ୍ଚନ ତାଙ୍କୁ ସ୍ୱାଗତ କରି…

କଙ୍ଗୋର ଦକ୍ଷିଣ କିଭୁରେ ରୱାଣ୍ଡା-ସମର୍ଥିତ ଏମ୍୨୩ ବିଦ୍ରୋହୀମାନଙ୍କ ବଡ଼ ଆକ୍ରମଣ, ୪୦୦ରୁ ଉର୍ଦ୍ଧ୍ବ ନାଗରିକ ମୃତ

ଗୋମା: କଙ୍ଗୋ ଏବଂ ରୱାଣ୍ଡା ମଧ୍ୟରେ ସଂଘର୍ଷ ତୀବ୍ର ହୋଇଛି । ଆଞ୍ଚଳିକ ଅଧିକାରୀମାନେ ଶୁକ୍ରବାର କହିଛନ୍ତି ଯେ, ରୱାଣ୍ଡା-ସମର୍ଥିତ M23 ବିଦ୍ରୋହୀ ଗୋଷ୍ଠୀଗୁଡ଼ିକ ପୂର୍ବ କଙ୍ଗୋର ଦକ୍ଷିଣ କିଭୁ ପ୍ରଦେଶରେ ସେମାନଙ୍କର ଆକ୍ରମଣକୁ ତୀବ୍ର କରିଛନ୍ତି, ଗତ କିଛି ଦିନ ମଧ୍ୟରେ ୪୦୦ ରୁ ଅଧିକ…

କଥା ହେଲେ ମୋଦି ଓ ଟ୍ରମ୍ପ, ବାଣିଜ୍ୟ ଚୁକ୍ତି ଉପରେ କଲେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ: ଗୁରୁବାର ଦିନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା କରିଛନ୍ତି। ଉଭୟ ନେତା ଭାରତ-ଆମେରିକା ବ୍ୟାପକ ବିଶ୍ୱ ରଣନୈତିକ ସହଭାଗୀତାର ଅଗ୍ରଗତି ସମୀକ୍ଷା କରିଛନ୍ତି ଏବଂ ସମସ୍ତ କ୍ଷେତ୍ରରେ…

ରାଜଧାନୀର ଏକ ବାର୍‌ରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଭୟାବହ ଅଗ୍ନିକାଣ୍ଡ। ହୁତୁହୁତୁ ହୋଇ ଜଳୁଛି ବାର୍‌, ଧୂଆଁମୟ ପରିବେଶ। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ହୋଟେଲ୍ ପାରାଡାଇଜ୍ ରେ ଅଗ୍ନିକାଣ୍ଡ ଘଟିବା ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

Cold Wave: ହାଡ଼ଭଙ୍ଗା ଶୀତରେ ଥରୁଛି ଓଡ଼ିଶା: ଆହୁରି କଲବଲ କରିବ ଥଣ୍ଡା

ଭୁବନେଶ୍ୱର: ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ଶୀତ ଲହରୀରୁ ନାହିଁ ନିସ୍ତାର। ଆସନ୍ତା ଦୁଇ ସପ୍ତାହ ଯାଏ ରାଜ୍ୟରେ ଶୀତ ଲହରି ବହିପାରେ। ୧୨ରୁ ୧୮ ତାରିଖ ଯାଏ ରାଜ୍ୟରେ ଶୀତ ଲହରିର ସମ୍ଭାବନା ଅଧିକ। ପାହାଡିଆ ଅଞ୍ଚଳରେ ୫ ଡିଗ୍ରୀ ତଳେ ରହିପାରେ ତାପମାତ୍ରା। ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଗୁଡ଼ିକରେ…

ମୋକିମଙ୍କ ବୟାନକୁ ନେଇ ତେଜୁଛି କଂଗ୍ରେସ କନ୍ଦଳ, ଦଳ ଭିତରେ ଛକାପଞ୍ଝା

ଭୁବନେଶ୍ବର: ରାଜ୍ୟ କଂଗ୍ରେସରେ ପୁଣି ବାହାରିଲା ପୁରୁଣା ରୋଗ। କଂଗ୍ରେସରେ ଦେଖା ଦେଲାଣି ନେତୃତ୍ବ ସଂକଟ। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ନିଜ ଦଳର ନେତା। ଦଳ ଭିତରେ ଚାଲିଛି ଛକାପଞ୍ଝା। ମୋକିମଙ୍କ ବୟାନକୁ ନେଇ ତେଜୁଛି କଂଗ୍ରେସ କନ୍ଦଳ।…

‘ମାଲ୍ୟବନ୍ତ ମହୋତ୍ସବ’ ସ୍ଥଗିତ, ହଟିନି ଇଣ୍ଟରନେଟ୍ କଟକଣା

ମାଲକାନଗିରି: ଜିଲ୍ଲାରେ ସ୍ଥଗିତ ରହିଲା ‘ମାଲ୍ୟବନ୍ତ ମହୋତ୍ସବ’। ମାଲକାନଗିରିରେ ବଢ଼ିଲା କଟକଣା। ବହୁ ପ୍ରସିଦ୍ଧ ମାଲ୍ୟବନ୍ତ ମହୋତ୍ସବକୁ ସ୍ଥଗିତ ରଖିଛି ଜିଲ୍ଲା ପ୍ରଶାସନ। ୧୪ରୁ ୧୮ ପର୍ଯ୍ୟନ୍ତ ହେବାକୁ ଥିବା ‘ମାଲ୍ୟବନ୍ତ ମହୋତ୍ସବ’କୁ ଏବେ ପାଇଁ ରୋକା ଯାଇଛି। ତାସହ ଇଣ୍ଟରନେଟ୍ କଟକଣାକୁ…

ବାଂଲାଦେଶରେ ଘୋଷଣା ହେଲା ସାଧାରଣ ନିର୍ବାଚନ ତାରିଖ, ଏହି ଦିନ ପଡିବ ଭୋଟ୍…

ଢାକା: ବାଂଲାଦେଶରେ ୧୩ତମ ସଂସଦୀୟ ନିର୍ବାଚନର ତାରିଖ ଆନୁଷ୍ଠାନିକ ଭାବରେ ଘୋଷଣା କରାଯାଇଛି । ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ ଗୁରୁବାର ଏହି ତାରିଖ ଘୋଷଣା କରିଛନ୍ତି । ଦେଶରେ ୨୦୨୬ ଫେବୃଆରୀ ୧୨ ତାରିଖରେ ଭୋଟ୍ ଦିଆଯିବ । ତେବେ ଭୋଟ୍ ପ୍ରକ୍ରିୟା ଶେଷ ହେବା ପରେ…

ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ‘ଓଡିଶା ମାଷ୍ଟର୍ସ ୨୦୨୫’; ଯୋଗଦେଲେ ମୁଖ୍ୟମନ୍ତ୍ରୀ

କଟକ: କଟକ ସ୍ଥିତ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା "ଓଡିଶା ମାଷ୍ଟର୍ସ ୨୦୨୫" ଅନୁଷ୍ଠିତ ହୋଇଯାଇଛି । ପ୍ରି କ୍ଵାଟର ରାଉଣ୍ଡର ମହିଳା ସିଙ୍ଗଲସ, ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷ ଡବଲସ ଏବଂ ମିକ୍ସଡ଼ ଡବଲସ ଏ ସମସ୍ତ ବିଭାଗର…

Jajpur Buddhist Tourism: ବିକଶିତ ହେବ ଯାଜପୁରର ବୌଦ୍ଧ ପର୍ଯ୍ୟଟନ କ୍ଷେତ୍ର…

ଯାଜପୁର: ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ବଳବନ୍ତ ସିଂ ଦିନିକିଆ ଯାଜପୁର ଗସ୍ତ କରିଛନ୍ତି । ପ୍ରଥମେ ସଚିବ ସିଂ ବଡ଼ଚଣା ବ୍ଲକ ଅନ୍ତର୍ଗତ ଓଳାଶୁଣି ଗୁମ୍ଫା ଗସ୍ତ କରିବା ସହ ପ୍ରତ୍ନତାତ୍ତ୍ୱିକ ସଂଗ୍ରହାଳୟ ଏବଂ ଲଳିତଗିରି ପରିଦର୍ଶନ କରି ସ୍ଥିତି ସମୀକ୍ଷା…