Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମହିଳା ବିରୋଧୀ ହିଂସାରେ ଦଣ୍ଡବିଧାନ ହାର ୪୦ରୁ ଅତି କମ୍‌ରେ ୭୫%କୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର:ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର ପୋଲିସିଂ ବ୍ୟବସ୍ଥାର ବ୍ୟାପକ ସମୀକ୍ଷା କରିଛନ୍ତି। ପୋଲିସ ସଂସ୍କାର…

ୟୁକ୍ରେନ ଉପରେ ରୁଷର ପ୍ରଚଣ୍ଡ ପ୍ରହାର : ଭୟଙ୍କର ବିସ୍ଫୋରଣରେ ୨୭ ମୃତ

କିଭ୍: ୟୁକ୍ରେନ ରାଜଧାନୀ କିଭ୍ ନିକଟସ୍ଥ ମାଇଲା ଗ୍ରାମରେ ଥିବା ଏକ ଗୋଦାମ ଘର ଉପରେ ରୁଷିଆ ଭୟଙ୍କର ଡ୍ରୋନ୍ ଆକ୍ରମଣ କରିଛି। ଏହି ଆକ୍ରମଣ ଯୋଗୁଁ ଗୋଦାମ ଘରେ ଶକ୍ତିଶାଳୀ ବିସ୍ଫୋରଣ ସହ ଅଗ୍ନିକାଣ୍ଡ ସହ ଘଟି ଅନ୍ତତଃ ୨୭ ଜଣ ପ୍ରାଣ ହରାଇଛନ୍ତି ଏବଂ ୪୨ ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି।…

Neeraj To Miss Asian Games:ଭାରତ ପାଇଁ ବଡ଼ ଝଟକା: ଡାଇମଣ୍ଡ ଲିଗ୍ ଫାଇନାଲ୍ ଓ ଏସୀୟ କ୍ରୀଡ଼ାରୁ ବାଦ୍ ପଡ଼ିଲେ…

ନୂଆଦିଲ୍ଲୀ:ଭାରତର ଦୁଇଥର ଅଲିମ୍ପିକ୍ ପଦକ ବିଜେତା ତଥା ଷ୍ଟାର୍ ଜାଭେଲିନ୍ ଥ୍ରୋଅର୍ ନୀରଜ ଚୋପ୍ରା ସୋସିଆଲ୍ ମିଡିଆରେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଚଳିତ ସିଜିନ୍‌ରୁ ଓହରିଥିବା ନେଇ ଘୋଷଣା କରିଛନ୍ତି। ସେ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ଡାଇମଣ୍ଡ ଲିଗ୍ ଫାଇନାଲ୍ ଏବଂ ଏସୀୟ…

Burla Firing:ବିଚ୍‌ ରାସ୍ତାରେ ଗୁଳିମାଡ଼;ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ,ଦୁର୍ବୃତ୍ତ ଅଟକ

ବୁର୍ଲା:ଦୁର୍ବୃତ୍ତଙ୍କ ଗୁଳିରେ ମାଂସ ଦୋକାନୀ ମହମ୍ମଦ୍ ଅନିଶ(୩୬)ଙ୍କର ମୃତ୍ୟୁ। ଦୁର୍ବୃତ୍ତମାନେ ତାଙ୍କୁ ତିନିଟି ଗୁଳି ମାରିଛନ୍ତି। ସମ୍ବଲପୁରର ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି । ମୁଣ୍ଡ, ଛାତି ଓ ପେଟରେ…

ରାଜ୍ୟସଭା ସାଂସଦଙ୍କୁ ଠକି ଗିରଫ ହେଲେ ପୂର୍ବତନ ମନ୍ତ୍ରୀଙ୍କ ପୁଅ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ନୃସିଂହ ସାହୁଙ୍କ ପୁଅକୁ ଗିରଫ କରିଛି ପୁଲିସ। ରାଜ୍ୟସଭା ସାଂସଦଙ୍କୁ ଠକି ବନ୍ଧାହେଲେ ପୂର୍ବତନ ମନ୍ତ୍ରୀଙ୍କ ପୁଅ ଅଜିତ ସାହୁ। ମନ୍ତ୍ରୀଙ୍କ ପୁଅକୁ ଗିରଫ କଲା ନୟାପଲ୍ଲୀ ପୋଲିସ। ଜାଗା ଦେବାକୁ କହି ଠକେଇ ଅଭିଯୋଗରେ ବନ୍ଧା…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ ଜିଲ୍ଲାପାଳ

କଟକ: ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାରେ ଆସନ୍ତା ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିଲ୍ଲାପାଳ। ଆଜି କୋର୍ଟରେ ପକ୍ଷ ରଖିଲେ କଟକ ମହାନଗର ନିଗମ କମିଶନର। ଖୁବଶୀଘ୍ର ବିଜୁ ପଟ୍ଟନାୟକ ପାର୍କ ଆଲୋକୀକରଣ କାମ ଶେଷ ହେବ। ଅନ୍ୟାନ୍ୟ ମୌଳିକ ସୁବିଧା କାମ ସରିବ ବୋଲି…

ଆର୍‌ଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ଗୁରୁତ୍ୱପୂର୍ଣ୍ଣ ଫାଇଲ୍, ଆସବାବପତ୍ର

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ। ଶନିବାର ପୂର୍ବାହ୍ଣ ପ୍ରାୟ ୯ଟା ୩୦ ସମୟରେ ପାରଳାଖେମୁଣ୍ଡିସ୍ଥିତ ଗଜପତି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ହଠାତ୍ ନିଆଁ ଲାଗିଥିଲା। ଅଗ୍ନିକାଣ୍ଡରେ କାର୍ଯ୍ୟାଳୟର ବହୁ ଅଂଶ…

ଟାଟା ପାୱାର ପକ୍ଷରୁ ‘ଓଃ ମାଇଁ ବିୟୁଟିଫୁଲ ଓଡ଼ିଶା ୪.୦’ ପ୍ରତିଯୋଗିତା ଆରମ୍ଭ; ବିଜେତାଙ୍କୁ ମିଳିବ ନଗଦ ପୁରସ୍କାର

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସହଭାଗୀତାରେ ଓଡ଼ିଶାରେ ବିଦ୍ୟୁତ୍ ବିତରଣ କାର୍ଯ୍ୟ ପରିଚାଳନା କରୁଥିବା ଭାରତର ଅଗ୍ରଣୀ ସମନ୍ୱିତ ଶକ୍ତି କମ୍ପାନୀ ଟାଟା ପାୱାର ପକ୍ଷରୁ ଏହାର ପ୍ରମୁଖ ଫଟୋଗ୍ରାଫି ପ୍ରତିଯୋଗିତାର ଚତୁର୍ଥ ସଂସ୍କରଣ ‘ଓଃ ମାଇଁ ବିୟୁଟିଫୁଲ ଓଡ଼ିଶା ୪.୦’ ଘୋଷଣା କରାଯାଇଛି ।…

ଜେନ୍-ଜିଙ୍କୁ ଆକୃଷ୍ଟ କରିବାକୁ ବିଜେପିର ଇନଷ୍ଟାଗ୍ରାମ୍ ଜାଲ୍

ଭୁବନେଶ୍ୱର: ଯୁବପିଢ଼ି ବା (ଜେନ୍-ଜି)ଙ୍କୁ ଦଳ ସହ ଯୋଡ଼ିବା ପାଇଁ ଭାରତୀୟ ଜନତା ପାର୍ଟି ନିଜର ସୋସିଆଲ୍ ମିଡିଆ ରଣନୀତିରେ ବଡ଼ ପରିବର୍ତ୍ତନ କରିଛି। ପାରମ୍ପରିକ ରାଜନୈତିକ ଭାଷଣ ବଦଳରେ ଦଳ ଏବେ ଇନଷ୍ଟାଗ୍ରାମ୍ ମିମ୍ସ, ପପ୍-କଲଚର ଏବଂ କାର୍ଟୁନ୍ ଚରିତ୍ରର ସାହାରା ନେଉଛି। ଦଳର ନୂଆ…

ଚରମ୍ପାରେ ୨ କିନ୍ନର ଗୋଷ୍ଠୀ ମୁହାଁମୁହିଁ, ୧୦ରୁ ଅଧିକ ଆହତ

ଭଦ୍ରକ: ଚରମ୍ପା ୨ କିନ୍ନର ଗୋଷ୍ଠୀ ମୁହାଁମୁହିଁ। ରେଳ ଓଭରବ୍ରିଜ୍‌ ନିକଟରେ ରକ୍ତାକ୍ତ ସଂଘର୍ଷ। ଉଭୟ କିନ୍ନର ଗୋଷ୍ଠୀର ୧୦ ଜଣ ଆହତ ହୋଇଛନ୍ତି। ଆହତମାନେ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁସାରେ ଗୋଟାଏ କିନ୍ନର ଗୋଷ୍ଠୀଙ୍କର ଆକ୍ରମଣରେ ଅନ୍ୟ ଏକ କିନ୍ନର ଗୋଷ୍ଠୀର ୭ ଜଣ…