Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Chinese National Detained: କାଶ୍ମୀରରେ ଚୀନ୍ ନାଗରିକ ଅଟକ; ଫୋନ୍ ରୁ ମିଳିଲା ସମ୍ବେଦନଶୀଳ ସୂଚନା…

ନୂଆଦିଲ୍ଲୀ:କାଶ୍ମୀରର ସୁରକ୍ଷା ଏଜେନ୍ସିଗୁଡ଼ିକ ଜଣେ ଚୀନ୍ ନାଗରିକଙ୍କୁ ଅଟକ ରଖିଛନ୍ତି । ଉକ୍ତ ଅଟକ ଚୀନ ନାଗରିକ ବିନା ଅନୁମତିରେ ଲଦାଖ ଏବଂ କାଶ୍ମୀରର ସମ୍ବେଦନଶୀଳ ଅଞ୍ଚଳରେ ବୁଲୁଥିଲା। ୨୯ ବର୍ଷୀୟ ହୁ କଙ୍ଗଟାଇ (Hu Congtai)ନଭେମ୍ବର ୧୯ ତାରିଖରେ ଏକ ପର୍ଯ୍ୟଟନ ଭିସାରେ ଦିଲ୍ଲୀ…

Vigilance Raid: ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ASI ବାବୁ

ଯାଜପୁର: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଯାଜପୁର ଟାଉନ ଥାନା ଏଏସଆଇ ନନ୍ଦକିଶୋର ଦାସ। ଜମିବାଡି ମାମଲାକୁ ନେଇ ଜଣେ ବ୍ୟକ୍ତିଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଭିଜିଲାନ୍ସ ବିଭାଗ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ କାର୍ଯ୍ୟାଳୟକୁ ନେଇ ପଚରାଉଚରା…

Odisha Masters 2025: ଆସନ୍ତାକାଲିଠୁ କଟକରେ ଟପ୍ ରାଙ୍କିଙ୍ଗ ବ୍ୟାଡ଼ମିଣ୍ଟନ ଖେଳାଳୀ ଦେଖାଇବେ ଦମ୍;୧୭ଟି…

କଟକ: କଟକ ସ୍ଥିତ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମରେ ଆୟୋଜିତ ହେବ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟ। ବ୍ୟାଡ଼ମିଣ୍ଟନ ୱାର୍ଲଡ଼ ଫେଡ଼େରେସନ୍‌, ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଅଫ୍ ଇଣ୍ଡିଆ, ଓଡ଼ିଶା ଷ୍ଟେଟ୍ ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଏବଂ…

ପ୍ରଭାତ ଓ ବିରଞ୍ଚିଙ୍କୁ ଶ୍ରେଷ୍ଠ ପ୍ରୁଫ୍-ସଂଶୋଧକ ପୁରସ୍କାର

କଟକ: ଚଳିତ ବର୍ଷ ପାଇଁ ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍-ସଂଶୋଧକ ପୁରସ୍କାର ଭୁବନେଶ୍ୱର ନିବାସୀ ପ୍ରଭାତ ରଞ୍ଜନ ବେହୁରା ଓ ରାଉରକେଲା ନିବାସୀ ବିରଞ୍ଚି ନାରାୟଣ ମିଶ୍ରଙ୍କୁ ମିଳିତ ଭାବେ ଦିଆଯିବ ବୋଲି ଅଧ୍ୟାପିକା ନୀହାରିକା ଦାସ ସ୍ମୃତି ନ୍ୟାସ ପକ୍ଷରୁ ଘୋଷଣା କରାଯାଇଛି। ନ୍ୟାସର ଆବାହକ…

Delhi Blast case: ଲାଲକିଲ୍ଲା ବିସ୍ଫୋରଣ ମାମଲା: NIA ହେପାଜତରେ ଚାରି ଅଭିଯୁକ୍ତ, ପୁଣି ବଢିଲା ରିମାଣ୍ଡ ଅବଧି

ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣର ତଦନ୍ତ ଜାରି ରହିଛି। ତେବେ ଦିଲ୍ଲୀର ପଟିଆଲା ହାଉସ କୋର୍ଟ ଲାଲକିଲ୍ଲା ବିସ୍ଫୋରଣ ମାମଲାରେ ଚାରି ଅଭିଯୁକ୍ତଙ୍କ ଏନଆଇଏ ହେପାଜତକୁ ଆଉ ଚାରି ଦିନ ବୃଦ୍ଧି କରିଛନ୍ତି। ଏହି ଅଭିଯୁକ୍ତମାନଙ୍କ ନାମ ହେଉଛି ଡକ୍ଟର ମୁଜାମ୍ମିଲ,…

Internet Suspension: ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ, ଆଜି ସନ୍ଧ୍ୟା ୬ଟାରୁ ଲାଗୁ…

ମାଲକାନଗିରି:ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣା ପରଠୁ ମୁହାଁମୁହିଁ ହୋଇଛନ୍ତି ମାଲକାନଗିରିର ଦୁଇ ଗାଁ ବାସୀ। ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ଲାଗି ରହିଛି ଉତ୍ତେଜନା । ତେଣୁ ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ଘୋଷଣା କରାଯାଇଛି। ଏମଭି-୨୬ ଓ…

ଡିସେମ୍ବର ୧୦ ରୁ ରାଜ୍ୟସ୍ତରୀୟ କଳିଙ୍ଗ ହର୍ବାଲ ମେଳା;ଖୋଲିବ ୧୩୦ ଷ୍ଟଲ୍

ଭୁବନେଶ୍ବର:ଓଡ଼ିଶା ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧୀନରେ କାର୍ଯ୍ୟରତ ରାଜ୍ୟ ଔଷଧୀୟ ଉଦ୍ଭିଦ ପରିଷଦ, ଓଡ଼ିଶା (SMPB) ଦ୍ବାରା ୧୮ତମ ରାଜ୍ୟସ୍ତରୀୟ କଳିଙ୍ଗ ହର୍ବାଲ ମେଳା-୨୦୨୫ ୨୬, ଆସନ୍ତା ୧୦ରୁ ୧୬ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ଇଡ଼କୋ ପ୍ରଦର୍ଶନୀ ପଡିଆ, ୟୁନିଟ-୩,…

ଗୋଆ ଅଗ୍ନିକାଣ୍ଡ ପରେ ଚେତିଲା ଓଡ଼ିଶା ; ସମସ୍ତ କ୍ଲବ୍‌,ପବ୍‌ରେ ଫାୟାର ସେଫ୍ଟି ସିକ୍ୟୁରିଟି ଯାଞ୍ଚ କରିବାକୁ…

ଭୁବନେଶ୍ବର: ଗୋଆ ନାଇଟ୍‌ କ୍ଲବ 'ବର୍ଚ ବାଇ ରୋମିଓ ଲେନ୍‌ 'ରେ ଅଗ୍ନିକାଣ୍ଡ ଘଟଣାରେ ୨୫ ଜଣଙ୍କ ଜୀବନ ଚାଲିଯାଇଛି । ଏହାପରେ ସଜାଗ ହୋଇଛି ଓଡିଶା । ଗୋଆ ନାଇଟ୍‌ କ୍ଲବ୍‌ ଦୁର୍ଘଟଣା ପରେ ଓଡ଼ିଶା ଅଗ୍ନିଶମ ବାହିନୀ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ…

‘ଏବେ ବଙ୍ଗଳାର ପାଳି’… ମୋଦିଙ୍କ ଏଣ୍ଟ୍ରି ବେଳେ ବିଜେପି ସାଂସଦଙ୍କ ନାରାରେ କମ୍ପିଲା ଗୃହ

ନୂଆଦିଲ୍ଲୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ଲୋକସଭାରେ "ବନ୍ଦେ ମାତରମ୍"ର ୧୫୦ତମ ବାର୍ଷିକୀ ଉପରେ ଆଲୋଚନା ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକସଭାରେ ପ୍ରବେଶ କରିବା ମାତ୍ରେ ବିଜେପି ସାଂସଦମାନେ ସ୍ଲୋଗାନ ଦେବା ଆରମ୍ଭ କରିଥିଲେ। ସ୍ଲୋଗାନରେ ଥିଲା- "ବିହାର କି…

Odisha Assembly: ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦ ପ୍ରତିଶତ ପଦବୀ ଖାଲି

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି। ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମଞ୍ଜୁରୀପ୍ରାପ୍ତ ୧୫୭୭୪ରୁ ଖାଲି ପଡ଼ିଛି ୯୫୦୩ ଡାକ୍ତର ପଦବୀ। କାର୍ଯ୍ୟରତ ଅଛନ୍ତି ୬୨୭୧ ଡାକ୍ତର, ଏମାନଙ୍କ ଭିତରୁ ୧୧୩୫ ଠିକା ନିଯୁକ୍ତି।…