Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ

ଭୁବନେଶ୍ୱର: ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ବିନା ମୁରବିରେ ଚାଲିଛି ସ୍କୁଲ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକ୍ରେ ପଦବୀ ଖାଲି ପଡିଛି। ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେହିଭଳି ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାର ୭…

Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି

ଭୁବନେଶ୍ବର:  ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର…

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ବର: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଉତ୍ତର ରଖି କହିଲେ ଅସ୍ମିତା ବି ମୁଁ ପଣ, ଅହଂଜ୍ଞାନ, ମୁଁ ଭାବ, ମୁଁ ଅଛି-…

ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ପୁଟିନଙ୍କ ଭାରତ ଗସ୍ତର ଦ୍ୱିତୀୟ ଦିନ। ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଦ୍ବିପାକ୍ଷିକ ଆଲୋଚନା ପରେ ମୋଦି-ପୁଟିନ୍‌ଙ୍କ ମିଳିତ ପ୍ରେସ୍‌ ବିବୃତି ଜାରି କରିଛନ୍ତି। ବହୁ…

Suspended: ଥାନା ଅଧିକାରୀ ନିଲମ୍ବିତ, ନିକଟରେ ଇନ୍ସପେକ୍ଟରରୁ ଡିଏସପିକୁ ହୋଇଥିଲା ପଦୋନ୍ନତି

ଫୁଲବାଣୀ: କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକ । ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଛି । ଆଦେଶ ଅନୁସାରେ ବର୍ତ୍ତମାନ ସେ ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ…

ଶିଶୁକନ୍ୟାକୁ ମାରି ମାଆ ଫେରାର !

ପୁରୀ:ପାରିବାରିକ କଳହର ଦୁଃଖଦ ପରିଣାମ । ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁକନ୍ୟାକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗୁରୁବାର ଘଟିଥିବା ଏହି ହୃଦୟ ବିଦାରକ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଡେଲାଙ୍ଗର ସଡଙ୍ଗଇ ଗ୍ରାମର ମହିଳା ଜଣକ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବନ୍ଧବାହାଲ ସେକ୍ସନ ଫରେଷ୍ଟର

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ବନ ଅଧିକାରୀ। ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବନ୍ଧବାହାଲ ସେକ୍ସନ ଫରେଷ୍ଟର ଗୌରାଙ୍ଗ ସାହୁ। ଏହି ଘଟଣାରେ ଫରେଷ୍ଟରଙ୍କୁ ଅଟକ ରଖାଯାଇଥିବା ବେଳେ ଭିଜିଲାନ୍ସ ଏକ ମାମଲା ରୁଜୁ କରି ଦୁଇଟି…

Barrage: ବୈତରଣୀ ନଦୀରେ ନିର୍ମାଣ ହେବ ବ୍ୟାରେଜ୍‌: ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବ । ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଅଣ ତାରକା ପ୍ରଶ୍ନ ସଂଖ୍ୟା ୧୫୮୯ର ଲିଖିତ ଉତ୍ତରରେ ବିଧାନସଭାରେ ଉତ୍ତର ରଖିଛନ୍ତି…

ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖାଲି ପଡିଛି ପଦବୀ: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉତ୍ତର

ଭୁବନେଶ୍ବର: ବିଶ୍ଵବିଦ୍ୟାଳୟରେ ପ୍ରାଧ୍ୟାପକ ମରୁଡ଼ି। ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ । ଖାଲି ପଡିଛି ୧୪୩୦ ପଦବୀ। ଏଥିରୁ ୨୬୧ ପ୍ରାଧ୍ୟାପକ, ୪୫୯ ସହଯୋଗୀ ପ୍ରାଧ୍ୟାପକ ଓ ୭୧୦ ସହକାରୀ ପ୍ରାଧ୍ୟାପକ ପଦବୀ ଖାଲି ପଡିଛି। ଗୃହରେ ଉତ୍ତର ରଖିଛନ୍ତି…

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ନନ୍ଦନକାନନକୁ ସୁରଟରୁ ଆସିଲେ ନୂଆ ଅତିଥି

ଭୁବନେଶ୍ବର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ଜୀବଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ନନ୍ଦକାନନକୁ ନୂଆ ଅତିଥିଙ୍କୁ ଅଣାଯାଇଛି । ସୁରଟର ଶ୍ୟାମପ୍ରସାଦ ମୁଖାର୍ଜୀ ପ୍ରାଣୀ ଉଦ୍ୟାନରୁ ଆସିଲେ ଜୀବଜନ୍ତୁ । ଅଦଳବଦଳ ପ୍ରକ୍ରିୟାରେ ଆସିଲେ ୫ ଓଧ, ୨ ଧୂସର ଗଧିଆ, ୧୦…