Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବିକ୍ରମ ପଣ୍ଡାଙ୍କ ବିରୋଧରେ ପୁଣି ରୁଜୁ ହେଲା ନୂଆ ମାମଲା, ସାକ୍ଷୀଙ୍କୁ ଧମକ ଦେବା ଅଭିଯୋଗ

ବ୍ରହ୍ମପୁର: ଜେଲରୁ ଜାମିନରେ ବାହାରିବାକୁ ମାସେ ପୁରିନି, ପୁଣି ଥରେ ରୁଜୁ ହେଲା ମାମଲା। ଜୀବନରୁ ମାରିଦେବାକୁ ଧମକ ଦେଇ ଏବେ ନୂଆ ମାମଲାରେ ଛନ୍ଦି ହୋଇଛନ୍ତି ପୂର୍ବତନ ବିଧାୟକ ତଥା ବିଜେଡି ନେତା ବିକ୍ରମ ପଣ୍ଡା। ୨ ସପ୍ତାହ ତଳେ ଜାମିନରୁ ମୁକୁଳିଥିବା ବିକ୍ରମ ପଣ୍ଡାଙ୍କ ପାଇଁ ପୁଣି ବଢ଼ିଛି…

କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ; ମୃତଦେହ ଧରି ପରିବାରର ଧାରଣା

ମାଲକାନଗିରି:ମାଲକାନଗିରି ଜିଲ୍ଲା କାରାଗାରରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ମୃତକଙ୍କ ପରିବାର ସଦସ୍ୟ ଓ ସମ୍ପର୍କୀୟମାନେ ମୃତଦେହକୁ ନେଇ ଜେଲ୍‌ ସମ୍ମୁଖରେ ଧାରଣା ଦେଇଛନ୍ତି। ମୃତ କଏଦୀ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗୌଡ଼ଗୁଡ଼ା ପଞ୍ଚାୟତର କଳାଗୁଡ଼ା ଗ୍ରାମର…

ଗାଜାରେ ଯୁଦ୍ଧବିଧ୍ୱସ୍ତ ବିଲ୍ଡିଂ ଭୁସୁଡିବାରୁ ୨୧ରୁ ଅଧିକ ମୃତ

ଗାଜା :ଗାଜା ଷ୍ଟ୍ରିପ୍‌ରେ ଆଉ ଏକ ହୃଦୟବିଦାରକ ଦୁର୍ଘଟଣା ସାମ୍ନାକୁ ଆସିଛି। ଇସ୍ରାଏଲ-ହମାସ ଯୁଦ୍ଧରେ ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଥିବା ଏକ ବହୁତଳ ଆବାସିକ କୋଠା ହଠାତ୍ ଭୁଶୁଡ଼ି ପଡ଼ିବାରୁ ୨୧ ଜଣରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୮ ଜଣ ଶିଶୁ ରହିଥିବା ଉଦ୍ଧାରକାରୀ…

Herbal garden:ଲୁଣା ନଦୀକୂଳରେ ହେବ ହର୍ବାଲ ଗାର୍ଡେନ;ସଂରକ୍ଷିତ ହେବ ଔଷଧୀୟ ଉଦ୍ଭିଦ,ଶିକ୍ଷଣୀୟ ଉଦ୍ଦେଶ୍ୟରେ…

ରାଜନଗର: କେନ୍ଦ୍ରାପଡ଼ାରେ ଆରମ୍ଭ ହୋଇଛି ଏକ ନୂଆ ପ୍ରୟାସ । କେନ୍ଦ୍ରାପଡ଼ାର ପ୍ରଥମ ହର୍ବାଲ ଗାର୍ଡେନ ଲୁଣା ନଦୀକୂଳରେ ଅଢେଇ ଏକର ଜମିରେ ହେବ  । ରାଜନଗର ବନବିଭାଗ ପକ୍ଷରୁ ଜିଲ୍ଲାର ପ୍ରଥମ 'ହର୍ବାଲ ଗାର୍ଡେନ୍' ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ରହିଛି । ମହାକାଳପଡ଼ା ବ୍ଲକ୍‌ର…

Pak Shahzad Bhatti Network:ଶାହଜାଦ ଭଟ୍ଟି ନେଟୱାର୍କକୁ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା; UAPA ଅଧୀନରେ…

ନୂଆଦିଲ୍ଲୀ: ଗୃହ ମନ୍ତ୍ରଣାଳୟ 'ବେଆଇନ କାର୍ଯ୍ୟକଳାପ (ପ୍ରତିରୋଧ) ଆଇନ' ଅଧୀନରେ 'ଶାହଜାଦ୍ ଭଟ୍ଟି ନେଟୱାର୍କ'କୁ ଏକ ଆତଙ୍କବାଦୀ ସଂଗଠନ ଭାବରେ ଘୋଷଣା କରିଛି। ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ,ଶାହଜାଦ୍ ଭଟ୍ଟିର ଗୋଷ୍ଠୀ ଅସ୍ତ୍ରଶସ୍ତ୍ର, ବିସ୍ଫୋରକ ସାମଗ୍ରୀ ଓ ନିଶାଦ୍ରବ୍ୟର ଚୋରା…

ଭାରତ – ନ୍ୟୁଜିଲ୍ୟାଣ୍ଡ ମୁକ୍ତ ବାଣିଜ୍ୟ ଚୁକ୍ତିକୁ ନ୍ୟୁଜିଲ୍ୟାଣ୍ଡ ସଂସଦର ମଞ୍ଜୁରୀ

ଅକଲ୍ୟାଣ୍ଡ: ନ୍ୟୁଜିଲ୍ୟାଣ୍ଡ ସଂସଦ ଭାରତ ସହିତ ସ୍ୱାକ୍ଷରିତ ମୁକ୍ତ ବାଣିଜ୍ୟ ଚୁକ୍ତିପତ୍ର ବା FTA କୁ ଅନୁମୋଦନ କରିଛି। ଏହି ବିଲ୍‌ ସଂସଦରେ ୯୩-୨୯ ଭୋଟ୍‌ରେ ଗୃହୀତ ହୋଇଛି। ଏହି ନୂତନ ନିୟମ ଅନୁସାରେ, ଭାରତରୁ ନ୍ୟୁଜିଲ୍ୟାଣ୍ଡକୁ ରପ୍ତାନି ହେଉଥିବା ଅଧିକାଂଶ ସାମଗ୍ରୀ ୧୦୦% ଶୁଳ୍କମୁକ୍ତ…

ପୁଣି ହସାଇବାକୁ ଆସୁଛନ୍ତି କପିଲ ଓ ସୁନୀଲ: ଖୁବଶୀଘ୍ର ଫେରୁଛି ‘ଦ ଗ୍ରେଟ୍ ଇଣ୍ଡିଆନ୍ କପିଲ୍ ଶୋ’ ସିଜନ ୫

ମୁମ୍ବାଇ: ହାସ୍ୟ ଅଭିନେତା କପିଲ ଶର୍ମା ପୁଣି ଥରେ ତାଙ୍କର ଲୋକପ୍ରିୟ କମେଡି ଗ୍ୟାଙ୍ଗ ସହିତ ଦର୍ଶକଙ୍କ ମନୋରଞ୍ଜନ କରିବାକୁ ପ୍ରସ୍ତୁତ ଅଛନ୍ତି। OTT ପ୍ଲାଟଫର୍ମ Netflix "The Great Indian Kapil Show" ର ପଞ୍ଚମ ସିଜିନ୍ ଘୋଷଣା କରିଛି। ଏହି ଖବର ଦର୍ଶକଙ୍କ ପାଇଁ ଏକ ଉପହାର ଯେଉଁମାନେ…

Subhadra Scheme Applications:ଏହି ଦିନ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ

ଭୁବନେଶ୍ବର: ଆସନ୍ତା ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ । ମାସେ ପାଇଁ ଖୋଲିବ ଏହି ପୋର୍ଟାଲ । ଯେଉଁ ହିତାଧିକାରୀମାନେ ଯୋଗ୍ୟ ସେମାନେ ଆବେଦନ କରିପାରିବେ । ସୂଚନାଥାଉକି, ଯେଉଁମାନେ ଆବେଦନ କରିନାହାନ୍ତି କିମ୍ବା ଯେଉଁମାନେ କୌଣସି କାରଣ ପାଇଁ ଏଥିରେ ବଞ୍ଚିତ ହୋଇଯାଇଥିଲେ ।…

୨୦୧୩ ଝିରମ ଘାଟି ନରସଂହାର ମାମଲାରେ ୧୦ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ

ରାୟପୁର: ୨୦୧୩ର ବହୁଚର୍ଚ୍ଚିତ ଝିରମ ଘାଟି ନରସଂହାର ମାମଲାରେ ଏକ ବଡ଼ ରାୟ ପ୍ରକାଶ ପାଇଛି। ଛତିଶଗଡ଼ର ଜଗଦଲପୁରସ୍ଥିତ ଏକ ସ୍ୱତନ୍ତ୍ର ଜାତୀୟ ତଦନ୍ତ ଏଜେନ୍ସି (NIA) ଅଦାଲତ ଏହି ବର୍ବର ମାଓବାଦୀ ଆକ୍ରମଣ ଘଟଣାରେ ସମସ୍ତ ୧୦ ଜଣ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡ ଶୁଣାଇଛନ୍ତି। ୨ ମହିଳା ସମେତ ୧୦…

Dahi Bara: ଦହିବରା ଖାଇ ୫୦ରୁ ଊର୍ଦ୍ଧ୍ବ ଅସୁସ୍ଥ

ପୁରୀ: ଦହିବରା ଖାଇ ୫୦ରୁ ଊର୍ଦ୍ଧ୍ବ ଲୋକ ଅସୁସ୍ଥ ହୋଇପଡ଼ିଥିବା ଅଭିଯୋଗ ହୋଇଛି। ପୁରୀ ଜିଲ୍ଲା କାକଟପୁର ବ୍ଲକ୍ ବାଙ୍ଗୁରିଗାଁ ପଞ୍ଚାୟତ ଅନ୍ତର୍ଗତ ତେନ୍ତୁଳିଆ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ ମଙ୍ଗଳବାର ସକାଳେ ବୁଲା ଦହିବରା ବିକାଳିଙ୍କ ଠାରୁ ଖାଇଥିଲେ ଦହିବରା।…