Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

CRPF Jawan: ନକ୍ସଲଙ୍କ ବଡ ହିଂସାତ୍ମକ ଯୋଜନା ପଣ୍ଡ; ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ଜବତ

ବିଜାପୁର: ନକ୍ସଲ-ପ୍ରବଣ ଛତିଶଗଡ ରାଜ୍ୟର ବିଜାପୁର ଜିଲ୍ଲାରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି । ଏଠାରେ CRPFର ୮୫ତମ ବାଟାଲିୟନର ଯବାନମାନେ ବହୁ ମାତ୍ରାରେ ନକ୍ସଲଙ୍କ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ଜବତ କରିଛନ୍ତି । ମିଳିଥିବା ସୂଚନା…

Delhi Blast: ଲାଲକିଲ୍ଲା ବିସ୍ଫୋରଣ ଘଟଣା, ୨ ଜଣଙ୍କୁ ଉଠାଇନେଲା ଦିଲ୍ଲୀ ପୋଲିସ

ଭୁବନେଶ୍ୱର: ଦିଲ୍ଲୀ କାର୍ ବୋମା ବିସ୍ଫୋରଣ ଘଟଣାରେ ତଦନ୍ତ ଜାରି ରହିଛି । ଆତଙ୍କବାଦୀମାନେ ବ୍ୟବହାର କରିଥିବା ମୋବାଇଲ୍ ସିମ୍ ଯାଜପୁର ଓ ଭଦ୍ରକରୁ କିଣାଯାଇଥିବା ଜଣାପଡ଼ିବା ପରେ ଦିଲ୍ଲୀ ପୋଲିସ ଏ ସଂପର୍କରେ ଖୋଳତାଡ଼ ଜାରି ରଖିଥିଲା । କାଲି ରାତିରେ ଯାଜପୁର ଓ ଭଦ୍ରକ ମଞ୍ଜୁରୀରୋଡ୍…

Road Accident: ହାଇୱା-କାର୍‌ ମୁହାଁମୁହିଁ ଧକ୍କା: ସାମ୍ବାଦିକ ଓ ତାଙ୍କ ପତ୍ନୀ ଗୁରୁତର…

ଢେଙ୍କାନାଳ: ହାଇୱା-କାର୍‌ ମୁହାଁମୁହିଁ ଧକ୍କା । ଏଥିରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ହୋଇଥିବା ସ୍ବାମୀ ସ୍ତ୍ରୀ ହେଲେ ସାମ୍ବାଦିକ ଦେବବ୍ରତ ପଟ୍ଟନାୟକ, ପତ୍ନୀ ଇତିଶ୍ରୀ ପଟ୍ଟନାୟକ ବୋଲି ଜଣାପଡିଛି । ଏଭଳି ଘଟଣା ଘଟିଛି ଢେଙ୍କାନାଳ ସଦର ଥାନା ଗେଙ୍ଗୁଟିଆ ନିକଟରେ ।…

Cold Wave: ପ୍ରବଳ ଜାଡ଼ରେ ଥରହର ରାଜ୍ୟବାସୀ, ସପ୍ତାହେ ଯାଏଁ ବଦଳିବନି ପାଗ..

ଭୁବନେଶ୍ୱର: ଖସୁଛି ପାରଦ ରାଜ୍ୟରେ ବଢୁଛି ଶୀତ । ଅସହ୍ୟ ଜାଡରେ ଥରହର ଓଡିଶାବାସୀ । ଗତ ସପ୍ତାହେ ଧରି ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରିସାରିଲାଣି । ଅନ୍ୟପଟେ, ଓଡଟିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଦାରିଙ୍ଗବାଡ଼ିରେ ପ୍ରବଳ ଶୀତ ସାଙ୍ଗକୁ ତୁଷାରପାତ…

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ସହ ଫୁଟବଲ୍ ଖେଳିଲେ, ରାହୁଲ ଗାନ୍ଧୀଙ୍କୁ ଆର୍ଜେଣ୍ଟିନା ଜର୍ସି ପ୍ରଦାନ କଲେ ମେସି

ହାଇଦ୍ରାବାଦ: ଭାରତ ଗସ୍ତରେ ଅଛନ୍ତି ଆର୍ଜେଣ୍ଟିନାର ଫୁଟବଲ ସୁପରଷ୍ଟାର ଲିଓନେଲ ମେସି । କୋଲକାତା ଗସ୍ତ ପରେ ସେ ଏବେ ହାଇଦ୍ରାବାଦରେ ପହଞ୍ଚିଛନ୍ତି । ଶନିବାର ରାତି ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଫୁଟବଲ୍ ପ୍ରଶଂସକଙ୍କ ହୃଦୟ ଏବଂ ମନରେ ଏକ ଅମିମାଂସିତ…

Roasted raisins: ଶୀତଦିନେ ପ୍ରତିଦିନ ଭଜା କିସମିସ୍ ଖାଆନ୍ତୁ;ପାଇବେ ଅନେକ ଲାଭ…

ଭୁବନେଶ୍ବର: କିଛି ଲୋକ ପାଣିରେ ଭିଜାଇ କିସମିସ୍ ଖାଇଥାନ୍ତି ତ ଆଉ କିଛିଜଣ ସାଧାରଣ ଭାବରେ ଖାଇବାକୁ ପସନ୍ଦ କରନ୍ତି। ଏଥିସହ ଅନ୍ୟ କିଛି ଲୋକ ଭାଜିକି କିସମିସ୍ ଖାଇବାକୁ ଭଲ ପାଆନ୍ତି । ତେବେ ଏହି ଭଜା କିସମିସ୍ କେବଳ ସ୍ୱାଦିଷ୍ଟ ନୁହେଁ ବରଂ ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ବହୁତ ଲାଭଦାୟକ…

Spying For Pakistan: ପାକ୍ ଗୁପ୍ତଚରଙ୍କୁ ଗୋପନୀୟ ତଥ୍ୟ ପଠାଉଥିବା ଅଭିଯୋଗରେ ଅବସରପ୍ରାପ୍ତ IAF ଅଧିକାରୀ ଗିରଫ

ନୂଆଦିଲ୍ଲୀ: ଶୁକ୍ରବାର ରାତିରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି  ଆସାମ ପୋଲିସ । ଜଣେ ଅବସରପ୍ରାପ୍ତ ଭାରତୀୟ ବାୟୁସେନା ଅଧିକାରୀଙ୍କୁ ପାକିସ୍ତାନୀ ଗୁପ୍ତଚର ନେଟୱାର୍କ ସହିତ ଲିଙ୍କ୍ ଥିବା ଅଭିଯୋଗରେ ଗିରଫ କରିଛି। ଅଭିଯୁକ୍ତ ଜଣକ ତେଜପୁରର ପଟିଆ ଅଞ୍ଚଳର ବାସିନ୍ଦା କୁଲେନ୍ଦ୍ର…

Odisha Masters 2025:ଡିସେମ୍ବର ୧୪ରେ ଫାଇନାଲ ମ୍ୟାଚ; ଏହି ଭାରତୀୟ ଖେଳାଳୀ ଦେଖାଇବେ ଦମ୍

କଟକ: କଟକ ସ୍ଥିତ ଜବାହାର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା "ଓଡିଶା ମାଷ୍ଟର୍ସ ୨୦୨୫" ଅନୁଷ୍ଠିତ ହେଉଛି। ପ୍ରତିଯୋଗିତାରେ ମହିଳା ସିଙ୍ଗଲସ, ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷ ଡବଲସ ଏବଂ ମିକ୍ସଡ଼ ଡବଲସ ଏ ସମସ୍ତ ବର୍ଗର ଫାଇନାଲ ମ୍ୟାଚ…

କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ

ଭୁବନେଶ୍ୱର: କୋଲ୍ଡ ଷ୍ଟୋରେଜ୍ କନକ୍ଲେଭ୍ ଏବଂ କ୍ରେତା-ବିକ୍ରେତା ସମ୍ମିଳନୀ ୨୦୨୫ ଅନୁଷ୍ଠିତ ହୋଇଯାଇଛି । APICOL, ASSOCHAMର ମିଳିତ ସହଯୋଗରେ ଏହି ସମ୍ମିଳନୀ ସଫଳତାର ସହିତ ଆୟୋଜନ ହୋଇଯାଇଛି, ଯାହା ନୀତି ନିର୍ଦ୍ଧାରକ, ଶିଳ୍ପ ନେତା, କୃଷି-ଉଦ୍ୟୋଗୀ, ଚାଷୀ ଗୋଷ୍ଠୀ, ଆର୍ଥିକ ପ୍ରତିଷ୍ଠାନ…

ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର

ଭୁବନେଶ୍ଵର: ଆଉ ନାହାନ୍ତି ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର । ଶନିବାର କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । । ଦୀର୍ଘ ଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ଅନ୍ତିମ ସମୟରେ ତାଙ୍କର ଦୁଇପୁତ୍ର ଦେବାଶିଷ ଓ ଶୁଭାଶିଷ…