Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Illegal immigration:’ଦେଶାନ୍ତର କରିବାର ଅଧିକାର ଅଛି…’, ଅବୈଧ ପ୍ରବାସୀ ଉପରେ ଦୃଢ଼…

ନୂଆଦିଲ୍ଲୀ:କଂଗ୍ରେସ ସାଂସଦ ଶଶି ଥରୁର ଭାରତର ସୀମାକୁ ପ୍ରଭାବଶାଳୀ ଭାବରେ ପରିଚାଳନା କରିବା ପାଇଁ ସରକାରଙ୍କ ଦାୟିତ୍ୱ ଉପରେ ଗୁରୁତ୍ୱାରୋପ କରିଛନ୍ତି। କଂଗ୍ରେସ ନେତା କହିଛନ୍ତି ଯେ ଅବୈଧ ପ୍ରବାସୀମାନଙ୍କ ଉପସ୍ଥିତି ବ୍ୟବସ୍ଥାର ବିଫଳତାକୁ ପ୍ରତିଫଳିତ କରେ। କଂଗ୍ରେସ ସାଂସଦ ଶଶି ଥରୁର…

ରେଡ୍ ଫ୍ଲାଗ ଘୋଷଣା ହେଲା ଚାନ୍ଦବାଲି ଦୁଷ୍କର୍ମ ଓ ହତ୍ୟା ମାମଲା…

ଭୁବନେଶ୍ୱର: ଭଦ୍ରକ ଜିଲ୍ଲାର ଚାନ୍ଦବାଲି ଅଞ୍ଚଳର ଗୁରୁବାର ଦିନ ଜଣେ ଦଶ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାକୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ ବି ଖୁରାନିଆ ନିନ୍ଦା କରିଛନ୍ତି। ଏହି ମାମଲାର ଖୁବଶୀଘ୍ର ତଦନ୍ତ କରାଯିବ। ଏଥିସହିତ ଏହି ଘଟଣାକୁ 'ରେଡ୍ ଫ୍ଲାଗ୍'…

ଅପରେସନ ଚକ୍ର ଅଭିଯାନ: ବ୍ରାଉନସୁଗାର ଓ କୋରେକ୍ସ ବିକ୍ରି ଅଭିଯୋଗରେ ବନ୍ଧା ହେଲେ ଅନେକ

ପୁରୀ: ପୁରୀ ପୋଲିସର ଅପରେସନ ଚକ୍ର ଅଭିଯାନ ଜାରି । ଅପରାଧୀ ଓ ନିଶା ବେପାରୀଙ୍କ ଉପରେ ପୋଲିସ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ବ୍ରାଉନସୁଗାର ଓ କୋରେକ୍ସ ବିକ୍ରି ଅଭିଯୋଗରେ ବିଭିନ୍ନ ଥାନା ଅଞ୍ଚଳରେ ଥିବା ବ୍ୟବସାୟୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି ।…

ଘର ବାହାରେ ଖରାରେ ବସିଥିବା ବେଳେ ଚଢ଼ିଗଲା ଟ୍ରାକ୍ଟର; ଶିଶୁ ମୃତ,ମାଆ ଗୁରୁତର

ଅନୁଗୁଳ:ପ୍ରବଳ ଶୀତରୁ ରକ୍ଷା ପାଇବା ପାଇଁ ଘର ସାମ୍ନାରେ ବସି ଖରା ପୁଉଁଥିବା ବେଳେ ମା’ ପୁଅଙ୍କ ଉପରେ ଚଢ଼ିଗଲା ଟ୍ରାକ୍ଟର । ଅନୁଗୁଳ ଜିଲ୍ଲା କିଶୋର ନଗର ଥାନା କରମକଟା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ଗାଁ ଦାଣ୍ଡର ଡ୍ରେନ କଡ଼ରେ ବସିଥିଲେ ମାଆ ଓ ପୁଅ । ସେତିକିବେଳେ ଉପରକୁ ମାଡ଼ିଗଲା…

ଥାଇଲ୍ୟାଣ୍ଡ-କମ୍ବୋଡିଆ ସୀମାରେ ବୁଲଡୋଜରରେ ଭଙ୍ଗାଗଲା ବିଷ୍ଣୁ ମୂର୍ତ୍ତି, ଦୃଢ଼ ଆଭିମୁଖ୍ୟ ଗ୍ରହଣ କଲା ଭାରତ

ନୂଆଦିଲ୍ଲୀ: କିଛି ଦିନ ପୂର୍ବେ, ଥାଇ ସେନା କାମ୍ବୋଡିଆ ସହିତ ଏକ ବିବାଦୀୟ ସୀମାବର୍ତ୍ତୀ ଅଞ୍ଚଳରେ ଭଗବାନ ବିଷ୍ଣୁଙ୍କ ଏକ ମୂର୍ତ୍ତିକୁ ନଷ୍ଟ କରିଦେଇଥିଲା । ବୁଲଡୋଜର ବ୍ୟବହାର କରି ମୂର୍ତ୍ତିଟିକୁ ଭାଙ୍ଗି ଦିଆଯାଇଥିଲା । ଏହି ଭିଡିଓଟି ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ଯାହା ପରେ…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ବନ୍ଧା ହେଲେ ବରିଷ୍ଠ ରାଜସ୍ୱ ସହାୟକ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଗୁରୁବାର ଦିନ ସମ୍ବଲପୁରର ମେଜର ସେଟଲମେଣ୍ଟର ସେଟଲମେଣ୍ଟ ଅଫିସରଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ବରିଷ୍ଠ ରାଜସ୍ୱ ସହାୟକ ବାସୁଦେବ ଭୋଇଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି। ଡିସେମ୍ବର ୨୪ ତାରିଖରେ ତାଙ୍କ ସହ ଜଡିତ ବିଭିନ୍ନ ସ୍ଥାନରେ…

ନୂଆବର୍ଷର ପ୍ରଥମ ସପ୍ତାହରେ ଲଘୁଚାପ ସମ୍ଭାବନା

ଭୁବନେଶ୍ବର:ରାଜ୍ୟ ଉପରୁ ପଶ୍ଚିମାଝଡ଼ ପ୍ରଭାବ ଅପସରି ଯିବା ପରେ ଗତ ଦୁଇଦିନ ହେଲା ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା କମୁଛି । ୨୫ତାରିଖ ରାତିରୁ ପାରଦ ଆହୁରି ତଳମୁହାଁ ହେବା ସହ ଶୀତ ପ୍ରକୋପ ବଢ଼ିବ। ୨୦୨୬ ଜାନୁଆରୀ ପ୍ରଥମ ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗର ରେ ଏକ ଲଘୁଚାପ ସୃଷ୍ଟି…

ସାନ୍ତାଳୀ ଭାଷାରେ ଭାରତୀୟ ସମ୍ବିଧାନ ଉନ୍ମୋଚନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ ଏହା ସମସ୍ତ ସାନ୍ତାଳୀ ଲୋକଙ୍କ ପାଇଁ ଗର୍ବ ଏବଂ ଖୁସିର ବିଷୟ। ଭାରତର ସମ୍ବିଧାନ ଏବେ…

Air Quality: ପ୍ରଦୂଷଣ ମାମଲାରେ ଦିଲ୍ଲୀକୁ ପଛରେ ପକାଇଲା ଓଡିଶାର ଏହି ୩ ସହର…

ଭୁବନେଶ୍ବର: ଭାରତର ରାଜଧାନୀ ଦିଲ୍ଲୀକୁ ବି ପଛରେ ପକାଇଦେଲା ଓଡ଼ିଶାର ବାୟୁ ପ୍ରଦୂଷଣ । ଓଡ଼ିଶାର କିଛି ସହରର ପ୍ରଦୂଷଣ ସ୍ତର ପୂର୍ବାହ୍ନ ୧୧ଟା ସୁଦ୍ଧା ଏତେ ମାତ୍ରାରେ ରହିଛି ଯେ, ଯାହା ଦିଲ୍ଲୀକୁ ବି ଟପିଯାଇଛି । ବାୟୁ ମାନ ସୂଚକାଙ୍କ (AQI) ରିପୋର୍ଟ ଅନୁଯାୟୀ, ଦେଶର ୫ଟି ସବୁଠାରୁ…