Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସାନ୍ତାଳୀ ଭାଷାରେ ଭାରତୀୟ ସମ୍ବିଧାନ ଉନ୍ମୋଚନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ ଏହା ସମସ୍ତ ସାନ୍ତାଳୀ ଲୋକଙ୍କ ପାଇଁ ଗର୍ବ ଏବଂ ଖୁସିର ବିଷୟ। ଭାରତର ସମ୍ବିଧାନ ଏବେ…

Air Quality: ପ୍ରଦୂଷଣ ମାମଲାରେ ଦିଲ୍ଲୀକୁ ପଛରେ ପକାଇଲା ଓଡିଶାର ଏହି ୩ ସହର…

ଭୁବନେଶ୍ବର: ଭାରତର ରାଜଧାନୀ ଦିଲ୍ଲୀକୁ ବି ପଛରେ ପକାଇଦେଲା ଓଡ଼ିଶାର ବାୟୁ ପ୍ରଦୂଷଣ । ଓଡ଼ିଶାର କିଛି ସହରର ପ୍ରଦୂଷଣ ସ୍ତର ପୂର୍ବାହ୍ନ ୧୧ଟା ସୁଦ୍ଧା ଏତେ ମାତ୍ରାରେ ରହିଛି ଯେ, ଯାହା ଦିଲ୍ଲୀକୁ ବି ଟପିଯାଇଛି । ବାୟୁ ମାନ ସୂଚକାଙ୍କ (AQI) ରିପୋର୍ଟ ଅନୁଯାୟୀ, ଦେଶର ୫ଟି ସବୁଠାରୁ…

Raja Chakra: ବିଜେଡି ନେତା ରାଜା ଚକ୍ର ସମେତ ୧୧ ଜଣଙ୍କ ନାଁରେ ଚାର୍ଜସିଟ୍‌ ଦାଖଲ

ଭୁବନେଶ୍ବର: ବିଜେଡି ନେତା ରାଜା ଚକ୍ର ସମେତ ୧୧ ଜଣଙ୍କ ନାମରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଚାର୍ଜସିଟ୍‌ ଦାଖଲ କରିଛି । ‌ମାମଲାରେ ତଦନ୍ତ କରି ଇଡି ଅଭିଯୁକ୍ତର ୨୨.୨୬ କୋଟି ଟଙ୍କା ତଦନ୍ତକାରୀ ସଂସ୍ଥା ଜବତ କରିଛି । ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ନାଁରେ ଖଣିଜ ପରିବହନ କରିବା…

Pakistan Sells PIA:ଋଣ ଭାରରେ ଛନ୍ଦି ହୋଇ ୪୩୦୦ କୋଟିରେ ଏୟାରଲାଇନ୍ ବିକ୍ରିକଲା ପାକିସ୍ତାନ

ନୂଆଦିଲ୍ଲୀ:ପାକିସ୍ତାନର ଆର୍ଥିକ ସ୍ଥିତି ଦିନକୁ ଦିନ ବିଗୁଡ଼ୁଛି । ଋଣ ଭାରରେ ଛନ୍ଦି ହୋଇ ହୋଇଗଲାଣି ପାକିସ୍ତାନ । ସେଥିପାଇଁ ଏୟାରଲାଇନ୍ସ(ପିଆଇଏ) ବିକ୍ରି କରିଛି । ପାକିସ୍ତାନର ସରକାରୀ ଏୟାରଲାଇନ୍ସ କମ୍ପାନୀ ପାକିସ୍ତାନ ଅନ୍ତର୍ଜାତୀୟ ଏୟାରଲାଇନ୍ସ(ପିଆଇଏ) ବିକ୍ରି ହୋଇଛି। ଆରିଫ୍…

India to Get 3 New Airlines: ୩ ନୂତନ ବିମାନ କମ୍ପାନୀକୁ ଉଡିବା ପାଇଁ ମିଳିଲା ମଞ୍ଜୁରୀ…

ନୂଆଦିଲ୍ଲୀ: ଦେଶର ଆକାଶ ମାର୍ଗରେ ଉଡାଣ ଭରିବାକୁ ପ୍ରସ୍ତୁତ ହେଉଥିବା ତିନୋଟି ନୂତନ ବିମାନ କମ୍ପାନୀକୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ନୋ-ଅବଜେକ୍ସନ ସାର୍ଟିଫିକେଟ୍ (NOC) ପ୍ରଦାନ କରିଛି। ଶଙ୍ଖ ଏୟାର, ଅଲ୍ ହିନ୍ଦ ଏୟାର ଏବଂ ଫ୍ଲାଏଏକ୍ସପ୍ରେସକୁ ଦିଆଯାଇଥିବା ମଞ୍ଜୁରୀକୁ ବିମାନ…

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା: ୬ ସାକ୍ଷୀଙ୍କ ବୟାନ ରେକର୍ଡ ଶେଷ

ବ୍ରହ୍ମପୁର: ବହୁଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ୬ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରିଛନ୍ତି କୋର୍ଟ । ଖୁବ୍‌ଶୀଘ୍ର ଦାଖଲ ହେବ ଚାର୍ଜସିଟ୍ । ନିର୍ଦ୍ଧାରିତ ସମୟରେ ଚାର୍ଜସିଟ ଦାଖଲ କରିବାକୁ ପୋଲିସ ପକ୍ଷରୁ ପ୍ରସ୍ତୁତି ଚାଲିଛି । ଗତ ଅକ୍ଟୋବର ୬ରେ ପୀତବାସ ପଣ୍ଡାଙ୍କୁ…

Sand Art: ବାଲୁକା କଳାରେ ଖ୍ରୀଷ୍ଟମାସ ଶୁଭେଚ୍ଛା, ସାରା ବିଶ୍ୱକୁ ‘ଓ୍ବାର୍ଲଡ ପିସ୍’ର ବାର୍ତ୍ତା

ପୁରୀ: ଆଜି ପବିତ୍ର ବଡ଼ିଦନ । ମଧ୍ୟରାତ୍ରରେ ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁ । ବଡ଼ଦିନ ପାଇଁ ଚଳଚଞ୍ଚଳ ସାରାବିଶ୍ବ । ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ବଡ ଦିନ ଉପଲକ୍ଷେ ପୁରୀର ଲାଇଟ ହାଉସ ନିକଟସ୍ଥ ବେଳାଭୂମିରେ ଥିବା ମାନସ ସାହୁ ସ୍ୟାଣ୍ଡ ଆର୍ଟ ପାର୍କରେ ବାଲୁକା କଳା ନିର୍ମାଣ…

Maoist: ପୋଲିସ-ଲାଲବାହୀନି ମୁହାଁମୁହିଁ, ୨୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ୨ ମାଓବାଦୀ ନିହତ

କନ୍ଧମାଳ: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଗୁମ୍ମା ଜଙ୍ଗଲରେ ପୋଲିସ ମାଓବାଦୀ ମୁହାଁମୁହିଁ । ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ପୋଲିସ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ଘଟି ଏଥିରେ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ସେମାନଙ୍କ ନିକଟରୁ ଗୋଟିଏ ରିଭଲଭର,…

Aravalli Hills; ସମ୍ପୂର୍ଣ୍ଣ ଆରାବଳୀକୁ ସୁରକ୍ଷା ଦେବେ କେନ୍ଦ୍ର ସରକାର, ଖଣି ଲିଜ୍‌ ଉପରେ ଲାଗୁ ହେବ ପୂର୍ଣ୍ଣ…

ନୂଆଦିଲ୍ଲୀ: ଦିଲ୍ଲୀରୁ ଗୁଜରାଟ ପର୍ଯ୍ୟନ୍ତ ବ୍ୟାପୀ ରହିଥିବା ସମ୍ପୂର୍ଣ୍ଣ ଆରାବଳୀ ପର୍ବତମାଳାକୁ ବେଆଇନ ଖଣି ଖନନରୁ ସଂରକ୍ଷଣ ଏବଂ ସୁରକ୍ଷା ଦେବେ କେନ୍ଦ୍ର ସରକାର । ଏ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଆରାବଳୀରେ…

ଜାନୁୟାରୀ ୧୦ ସୁଦ୍ଧା ସବୁ ଜିଲ୍ଲାରେ ଧାନକିଣା ପ୍ରକ୍ରିୟା ଆରମ୍ଭ, ଏଥିରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ସୁନିଶ୍ଚିତ କରିବା…

ଭୁବନେଶ୍ୱର: ରାଜ୍ୟର ଧାନ କ୍ରୟ ପ୍ରକ୍ରିୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଧାନ କ୍ରୟ ପ୍ରକ୍ରିୟା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ମଣ୍ଡଳର ସଦସ୍ୟ…