Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୫’ ଉଦଘାଟିତ, ଯୋଗ ଦେଲେ ୨ହଜାରରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ କ୍ୟାପିଟାଲ ହାଇସ୍କୁଲ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ…

Delhi Blast Victims:ଭୁଟାନରୁ ଫେରି ଦିଲ୍ଲୀ ବିସ୍ଫୋରଣର ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଦୁଇ ଦିନିଆ ଭୁଟାନ ଗସ୍ତରୁ ଫେରିଛନ୍ତି। ଦିଲ୍ଲୀରେ ଅବତରଣ କରିବା ପରେ ପ୍ରଥମେ ଏଲଏନଜେପି ହସ୍ପିଟାଲ ପରିଦର୍ଶନ କରିଥିଲେ । ସେ ଦିଲ୍ଲୀ ବୋମା ବିସ୍ଫୋରଣର ପୀଡିତମାନଙ୍କୁ ଭେଟିଛନ୍ତି । ପ୍ରଧାନମନ୍ତ୍ରୀ ଆହତମାନଙ୍କୁ ଭେଟି ସେମାନଙ୍କ…

Nuapada Bypoll: ଭୋଟ୍‌ ଗଣତି ପାଇଁ ତ୍ରିସ୍ତରୀୟ ସୁରକ୍ଷା, ନୂଆପଡ଼ା ନ୍ୟାସନାଲ୍‌ କଲେଜରେ ହେବେ କାଉଣ୍ଟିଂ

ନୂଆପଡ଼ା: ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଉପନିର୍ବାଚନରେ ୮୧.୯୪ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍‌, ଗୋପାଳନ୍। ଗତକାଲି ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଉପନିର୍ବାଚନରେ ଶାନ୍ତିପୂର୍ଣ୍ଣ ମତଦାନ ଶେଷ…

ସିବିଆଇ ପଞ୍ଝାରେ ଠକ ଅଜିତ ପାତ୍ର, ବଡ଼ ବଡ଼ ଅଫିସରଙ୍କୁ ଲଗାଉଥିଲା ଚୂନା

ଭୁବନେଶ୍ବର: ନିଜକୁ କେନ୍ଦ୍ର ସରକାରଙ୍କ ବଡ଼ ଅଧିକାରୀର ପରିଚୟ ଦେଇ ଅନେକ ଅଫିସର ଓ ଠିକା ସଂସ୍ଥାମାନଙ୍କୁ ଠକେଇ କରୁଥିବା ଅଜିତ ପାତ୍ରଙ୍କୁ ଗିରଫ କରିଛି ସିବିଆଇ । ଏହା ସହ ଅଜିତଙ୍କ ବିଭିନ୍ନ ଠିକଣାରେ ଚଢାଉ ମଧ୍ୟ କରିଛି ସିବିଆଇ ଟିମ୍ । ଏହି ଚଢାଉରେ ସିବିଆଇ ୭ ଗୋଟି ଦାମୀ ଗାଡ଼ି ସହ…

ଦିଲ୍ଲୀ ବିସ୍ଫୋରଣ ଘଟଣା: ପୁରୀ ଆସି ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ ସହ ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଡିଆଇଜି

ପୁରୀ: ଦିଲ୍ଲୀ ବିସ୍ଫୋରଣ ଘଟଣା ପରେ ପୁରୀ ଆସି ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ ସହିତ ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଡିଆଇଜି ସତ୍ୟଜିତ୍ ନାୟକ। ପୁରୀ ଏସପି ପ୍ରତୀକ ସିଂ, ଶ୍ରୀମନ୍ଦିର ସୁରକ୍ଷା ବାହିନୀର କମାଣ୍ଡାଣ୍ଟ, ସ୍ପେଶାଲ ବ୍ରାଞ୍ଚର ଅତିରିକ୍ତ ଏସପି, କୋଷ୍ଟ ଗାର୍ଡ ଅଧିକାରୀ, ଜିଆରପି…

cricket betting: କ୍ରିକେଟରେ ସଟ୍ଟା ଲଗାଇବା ପାଇଁ ନେଲେ ଋଣ…ହାରିବା ପରେ ଯୁବକଙ୍କ ଆତ୍ମହତ୍ୟା

ହାଇଦ୍ରାବାଦ: ଜୁଆ ନିଶା ଯେକୌଣସି ବ୍ୟକ୍ତିକୁ ନଷ୍ଟ କରିଦିଏ । ଆମେ ସମାଜରେ ପ୍ରାୟତଃ ଏପରି ଖବର ଶୁଣିଥାଉ। ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲ୍ଲାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଯୁବକ ଏକ ହୋଟେଲରେ ଆତ୍ମହତ୍ୟା କରିଛନ୍ତି। ସାଙ୍ଗାରେଡ୍ଡି ଜିଲ୍ଲା(Sangareddy)ର…

Operation Green Clean: ଅପରେସନ୍ ଗ୍ରୀନ କ୍ଲିନ୍: ୪ କୋଟିର ଗଞ୍ଜେଇ ଜବତ, ୬ ଗିରଫ

ଭୁବନେଶ୍ୱର: ଗଞ୍ଜେଇ ହବ୍ ପାଲଟିଛି ଓଡ଼ିଶା। ରାଜ୍ୟର ବିଭିନ୍ନ ସ୍ଥାନରୁ ଗଞ୍ଜେଇ ଚାଲାଣ ମାମଲା ସାମ୍ନାକୁ ଆସିଛି। ଆଜି ସୋନପୁରରୁ ୪କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଏହି ମାମଲାରେ ୬ ଗିରଫ ହୋଇଥିବା ବେଳେ ୪ଟି କାର୍ ଜବତ କରାଯାଇଛି। ବେଆଇନ ଗଂଜେଇ ଚାଲାଣ ବେଳେ ମାଡିବସିଲା ପୋଲିସ। ଜବତ…

ଦିଲ୍ଲୀ ବିସ୍ଫୋରଣ ପରେ ସାମୁଦ୍ରିକ ଥାନାଞ୍ଚଳରେ ହାଇ ଆଲର୍ଟ, ମଝି ସମୁଦ୍ରରେ ପୋଲିସର ପଇଁତରା

କେନ୍ଦ୍ରାପଡ଼ା: ନୂଆଦିଲ୍ଲୀରେ ସୋମବାର ରାତିରେ ବିସ୍ଫୋରଣ ପରେ ସାରା ଭାରତୀୟଙ୍କ ମଧ୍ୟରେ ଛନକା ପଶିଛି। ୧୦/୧୧ ମୁମ୍ବାଇ ଆକ୍ରମଣ ଦିନରେ ଏହି ଆକ୍ରମଣ ହୋଇଥିବା ଯୋଗୁଁ ସମୁଦ୍ରପଥରେ କଡ଼ାକଡ଼ି ଯାଞ୍ଚ୍‌ ଆରମ୍ଭ ହୋଇଛି । ଉପକୂଳ କେନ୍ଦ୍ରାପଡ଼ା ଜିଲ୍ଲାରେ ତଟରକ୍ଷୀ ବାହିନୀ, ସାମୁଦ୍ରିକ ଥାନା…

ବିର୍ସା ମୁଣ୍ଡାଙ୍କ ଜନ୍ମବାର୍ଷିକୀରେ କୋଟିଆରେ ଆନ୍ଧ୍ର ଆୟୋଜନ କଲା ଆଦିବାସୀ ମେଳା

କୋଟିଆ: କଳେବଳେ କୌଶଳେ କୋଟିଆର ନିରିହ ଲୋକଙ୍କୁ ନିଜର କରିବାକୁ ଉଦ୍ୟମ ଜାରି ରଖିଛି ପଡୋଶୀ ରାଜ୍ୟ । ବିଭିନ୍ନ ସମୟରେ ଆନ୍ଧ୍ର ପ୍ରଶାସନ ଭିନ୍ନଭିନ୍ନ କାର୍ଯ୍ୟକ୍ରମ ଜରିଆରେ କୋଟିଆ ଗ୍ରାମରେ ପଶିବାକୁ ଉଦ୍ୟମ ଚଳାଇଛନ୍ତି । ପୁଣି କୋଟିଆରେ ଆନ୍ଧ୍ର ଅଧିକାରୀଙ୍କ ଉପସ୍ଥିତି ଦେଖିବାକୁ ମିଳିଛି…

ନୂଆପଡା ଉପନିର୍ବାଚନ; ମାଓ ପ୍ରବଣ ସୁନାବେଡାରେ ୭୦% ମତଦାନ…

ନୂଆପଡା/ଭୁବନେଶ୍ୱର: ନୂଆପଡା ଉପନିର୍ବାଚନରେ ୮୧.୬୩ ପ୍ରତିଶତ ଭୋଟର ମତଦାନ କରିଛନ୍ତି। ସବୁଠୁ ଖାସ କଥା ହେଉଛି ଚଳିତ ବର୍ଷ ସୁନାବେଡା ବନ୍ୟପ୍ରାଣୀ ଅଭୟାରଣ୍ୟ ଭିତରେ ଥିବା ବୁଥଗୁଡ଼ିକରେ ଯଥେଷ୍ଟ ଅଧିକ ମତଦାନ ହୋଇଥିବା ନେଇ ସୂଚନା ମିଳିଛି। ଗତ ମଙ୍ଗଳବାର ଦିନ ଶାନ୍ତିପୂର୍ଣ୍ଣ ଭାବରେ…