Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Women Asia Cup 2026: ନକଭିଙ୍କ ହାତରୁ ଟ୍ରଫି ନେବାକୁ ସିଧାସଳଖ ମନା କଲା ଟିମ୍ ଇଣ୍ଡିଆ, ଷ୍ଟେଜ୍ ଉପରେ ହାଇଡ୍ରାମା

ଦୁବାଇ: ରବିବାର ଦିନ ଦୁବାଇ ଇଣ୍ଟରନ୍ୟାସନାଲ୍ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ମହିଳା ଏସିଆ କପ୍ ଫାଇନାଲରେ ଭାରତୀୟ ଦଳ ଶ୍ରୀଲଙ୍କାକୁ ୭୨ ରନର ବଡ଼ ବ୍ୟବଧାନରେ ପରାସ୍ତ କରି ରେକର୍ଡ ଅଷ୍ଟମ ଥର ପାଇଁ ଟାଇଟଲ୍ ହାତେଇଛି । ଫାଇନାଲ୍ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ…

୧୯୯୮ରେ ଭାରତକୁ ଟାର୍ଗେଟ କରିବାକୁ ଯୋଜନା କରୁଥିଲା ଲାଡେନ

ନ୍ୟୁୟର୍କ:  ୯/୧୧ ଆମେରିକା ଆତଙ୍କବାଦୀ ଆକ୍ରମଣର ୨୫ ବର୍ଷ ପୂର୍ତ୍ତି ଅବସରରେ ଆମେରିକାର ଗୁପ୍ତଚର ସଂସ୍ଥା ସିଆଇଏ କିଛି ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ୍ ସାର୍ବଜନୀନ କରିଛି। ଏହି ରିପୋର୍ଟରୁ ଏକ ବଡ଼ ଖୁଲାସା ହୋଇଛି। ୧୯୯୮ ମସିହାରେ ଅଲ-କାଏଦା ମୁଖିଆ ଓସାମା ବିନ୍ ଲାଡେନ୍ ଭାରତ ସମେତ ବିଶ୍ୱର…

ବ୍ରିକ୍ସ୍ ସମ୍ମିଳନୀରେ ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ବଲିଉଡ୍ ଅନ୍ଦାଜ୍

ନୂଆଦିଲ୍ଲୀ : ଆର୍ନ୍ତଜାତୀୟ ମଞ୍ଚରେ ଏବେ ବେଶ୍ ଚର୍ଚ୍ଚାରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ। ଭାରତ ମଣ୍ଡପମରେ ଆୟୋଜିତ ରାତ୍ରିଭୋଜନ କାର୍ଯ୍ୟକ୍ରମ ମଞ୍ଚରେ ଉପସ୍ଥିତ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବିଶ୍ୱର ବହୁ ପ୍ରତିଷ୍ଠିତ ନେତା। ଏହି ସମୟରେ ମାଲେସିଆ…

ଜି – ୨୦ରେ ପୁଟିନ – ଜେଲେନସ୍କି ସାକ୍ଷାତକାର ଅସମ୍ଭବ : କ୍ରେମଲିନ

ନୂଆଦିଲ୍ଲୀ: ଆସନ୍ତା ଡିସେମ୍ବର ମାସରେ ଆମେରିକାର ମିଆମିଠାରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀ ଅବସରରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ମଧ୍ୟରେ କୌଣସି ଦ୍ବିପାକ୍ଷିକ ସାକ୍ଷାତକାର ହେବାର ସମ୍ଭାବନାକୁ ସିଧାସଳଖ…

ଓରାଙ୍ଗଉଟାନଙ୍କ ସୁରକ୍ଷା ପାଇଁ ୫ ଜଣିଆ ବୈଷୟିକ କମିଟି ଗଠନ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ଏକ ଜଙ୍ଗଲରୁ ଚଳିତ ସପ୍ତାହ ଆରମ୍ଭରେ ଉଦ୍ଧାର କରାଯାଇଥିବା ପାଞ୍ଚଟି ଓରାଙ୍ଗଉଟାନ ଛୁଆଙ୍କ ସେବା ଓ ଯତ୍ନ ପାଇଁ ଓଡ଼ିଶା ସରକାର ଏକ ପାଞ୍ଚ-ସଦସ୍ୟ ବିଶିଷ୍ଟ ବୈଷୟିକ କମିଟି ଗଠନ କରିଛନ୍ତି। ବିରଳ ଶ୍ରେଣୀଭୁକ୍ତ ଏହି ପ୍ରାଣୀମାନେ ଭାରତର ମୂଳ ବାସିନ୍ଦା…

Ganesh Puja Guidelines:ଗଣେଶ ପୂଜାରେ ଡିଜେ,ବାଣ ମନା: ରାତି ୧୦ଟା ଭିତରେ ସରିବ ମେଲୋଡି

ଭୁବନେଶ୍ବର: ଗଣେଶ ପୂଜା ପାଇଁ ଚଳିତବର୍ଷ ଭୁବନେଶ୍ୱରରେ କଟକଣା ଜାରି କରିଛି କମିଶନରେଟ ପୋଲିସ। କମିଶନରେଟ୍ ପୋଲିସ୍ (CP) ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ଗଣେଶ ପୂଜାକୁ ସୁରୁଖୁରୁରେ ଓ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରିବା ପାଇଁ ବିସ୍ତୃତ ନିର୍ଦ୍ଦେଶାବଳୀ ଜାରି କରିଛି। ଏଥର…

ଇସ୍ରୋର ଚେତାବନୀ; ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଆସିବ ୩ ବାତ୍ୟା!

ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଭାରତର ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ଏକ ଗମ୍ଭୀର ସତର୍କତା ଜାରି କରିଛି। ଇସ୍ରୋ ଅନୁଯାୟୀ, ଅକ୍ଟୋବର ଏବଂ ଡିସେମ୍ବର ୨୦୨୬ ମଧ୍ୟରେ ଉତ୍ତର ଭାରତ ମହାସାଗରରେ ତିନୋଟି ଶକ୍ତିଶାଳୀ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାର ସମ୍ଭାବନା ଅଛି। ଏହି…

୧୭ ଯାଏଁ ବର୍ଷାରୁ ନିସ୍ତାର ନାହିଁ…

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ଓ ବଜ୍ରପାତ ନେଇ ପୂର୍ବାନୁମାନ କରିଛି। ଯାହା ଫଳରେ ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ୟେଲୋ ଆଲର୍ଟ ଜାରି କରାଯାଇଛି। ରବିବାର ପାଇଁ ଆଇଏମଡି ଝଡ଼ବର୍ଷା ନେଇ ହଳଦିଆ ଚେତାବନୀ ଜାରି କରିଛି। ଯେଉଁଥିରେ ବାଲେଶ୍ୱର, ଭଦ୍ରକ,…

ବିଦେଶୀ ନେତାଙ୍କୁ କାହିଁକି ଦିଆଗଲା ଶାକାହାରୀ ଖାଦ୍ୟ? ମେନୁକୁ ନେଇ କଂଗ୍ରେସର ଆକ୍ଷେପ, ବର୍ଷିଲା ବିଜେପି

ନୂଆଦିଲ୍ଲୀ: ରାଜଧାନୀ ନୂଆଦିଲ୍ଲୀରେ ଆୟୋଜିତ ବହୁ ପ୍ରତୀକ୍ଷିତ ବ୍ରିକ୍ସ ଶିଖର ସମ୍ମିଳନୀରେ କେବଳ କୂଟନୈତିକ ତଥା ଅର୍ଥନୈତିକ ଆଲୋଚନା ହେଉନାହିଁ, ବରଂ ଏହାର ସ୍ୱତନ୍ତ୍ର ମେନୁକୁ ନେଇ ଏବେ ଦେଶରେ ରାଜନୀତି ସରଗରମ ହୋଇଛି । ବିଶ୍ୱସ୍ତରୀୟ ନେତାମାନଙ୍କୁ କେବଳ ଶୁଦ୍ଧ ଭେଜିଟେରିଆନ୍ ଖାଦ୍ୟ…

Trump Home: କୋଟି କୋଟି ଟଙ୍କାରେ ବିକ୍ରି ହେଲା ଟ୍ରମ୍ପଙ୍କ ପିଲାଦିନର ଘର, ଜାଣନ୍ତୁ ଏହାର ବିଶେଷତ୍ୱ

ନ୍ୟୁୟର୍କ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପିଲାଦିନର ଘର ଏବେ ପୁଣିଥରେ ନୂଆ ମାଲିକଙ୍କ ହାତକୁ ଯାଇଛି । ନ୍ୟୁୟର୍କ ସହରର କ୍ୱିନ୍ସ ଅଞ୍ଚଳରେ ଥିବା ଏହି ଐତିହାସିକ 'ଟ୍ୟୁଡର-ଷ୍ଟାଇଲ୍' ଘରଟି ନିକଟରେ ପ୍ରାୟ ୧୬ କୋଟି ଟଙ୍କାରେ ବିକ୍ରି ହୋଇଛି । ଗତ କିଛି ବର୍ଷ ଧରି ଅବହେଳିତ…