Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Cyclone Montha: ପାରାଦୀପ ବନ୍ଦରରେ ୨ ନଂ ବିପଦ ସଙ୍କେତ ଜାରି, ମୁଣ୍ଡଳିରୁ ବାହାରିଲେ NDRFର ଆଉ ୫ଟି ଟିମ୍

କଟକ: ସମ୍ଭାବ୍ୟ ବାତ୍ୟା ମୋନ୍ଥାକୁ ନେଇ ତତ୍ପର ହୋଇଛି ପ୍ରଶାସନ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି କଟକ ମୁଣ୍ଡଳୀରୁ ବାହାରିଲେ ଏନଡିଆରଏଫର ୫ଟି ଟିମ। ବାତ୍ୟା ପ୍ରଭାବିତ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ ବାହାରିଲେ। ମାଲକାନଗିରି, କୋରାପୁଟ, ଗଜପତି, କନ୍ଧମାଳ, ରାୟଗଡ଼ାକୁ ଗଲେ। ଅନ୍ୟପଟେ…

Cyclone Montha: ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା, ସମୀକ୍ଷା କରୁଛନ୍ତି ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା। ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଘଣ୍ଟାପ୍ରତି ୧୩ କିମି ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇ ମାଡ଼ିଆସୁଛି ବାତ୍ୟା। ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ମଧ୍ୟରାତ୍ରୀରେ ବାତ୍ୟାରେ ପରିଣତ…

ବାତ୍ୟା ଆସିନି ମାର୍କେଟରୁ ଗାୟବ ଆଳୁ, କଳାବଜାରୀ ନକରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଭୁବନେଶ୍ୱର: ବତ୍ୟା ନ ଆସୁଣୁ ବଜାରରୁ ଆଳୁ ଗାୟବ ହୋଇଯାଇଥିବା ଦେଖିବାକୁ ମିଳିଛି । ଶନିବାର ସକାଳୁ ନେଇ ବର୍ତ୍ତମାନ ସୁଦ୍ଧା କୋଲକାତାରୁ ଭୁବନେଶ୍ୱରକୁ କୌଣସି ଆଳୁ ଗାଡ଼ି ଆସିନି । ଫଳରେ ଆଳୁର ଅଭାବ ଚିନ୍ତା ସମସ୍ତଙ୍କୁ ଘାରିଛି । ରବିବାର କିଛି ହାଟରେ ଆଳୁ କିଲୋ ପ୍ରତି ୨୫ ଟଙ୍କା ଓ…

ନୌସେନାକୁ ମିଳିବ ବଡ଼ ଶକ୍ତି: CMS-03 ସାଟେଲାଇଟ୍ ଉତକ୍ଷେପଣ କରିବାକୁ ଯାଉଛି IRSO

ବେଙ୍ଗାଲୁରୁ: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ଭାରତୀୟ ନୌସେନା ପାଇଁ CMS-03 ଉପଗ୍ରହକୁ ଉତ୍‌କ୍ଷେପଣ କରିବାକୁ ଯାଉଛି। ଏଥିପାଇ LVM-3 ପ୍ରକ୍ଷେପଣ ଯାନକୁ ଶ୍ରୀହରିକୋଟାର ଲଞ୍ଚ ପ୍ୟାଡକୁ ସ୍ଥାନାନ୍ତର କରିଛି। ମୂଳତଃ ଏହା ୨୦୨୪ରେ ଉତ୍‌କ୍ଷେପଣ ପାଇଁ ସ୍ଥିର କରାଯାଇଥିଲା, ଏହାକୁ…

School Admission Rules: ପ୍ରଥମ ଶ୍ରେଣୀ ପାଇଁ ଏବେ ୬ ବର୍ଷ ବୟସ ବାଧ୍ୟତାମୂଳକ

ନୂଆଦିଲ୍ଲୀ: ଏଣିକି ପ୍ରଥମ ଶ୍ରେଣୀ ପାଇଁ ଏବେ ୬ ବର୍ଷ ବୟସ ବାଧ୍ୟତାମୂଳକ। ଦିଲ୍ଲୀ ସରକାର ନିଜର ସରକାରୀ ସ୍କୁଲରେ ଆଡମିସନ୍ ପକ୍ରିୟାକୁ ନେଇ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଶିକ୍ଷା ନିର୍ଦ୍ଦେଶାଳୟ ଶିକ୍ଷଣୀୟ ଅଧିବେଶନ ପାଇଁ ନୂଆ ନିୟମ ଜାରି କରିଛନ୍ତି। ଏହା ଅନୁସାରେ ପ୍ରଥମ…

ମା’ ଓ ଝିଅକୁ ବାନ୍ଧି ବନ୍ଧୁକ ଦେଖାଇ ଲୁଟି ନେଇଗଲେ ୪୦ ଭରି ସୁନା, ୨୫ ଲକ୍ଷ ଟଙ୍କା

ସୁନ୍ଦରଗଡ: ବନ୍ଧୁକ ଦେଖାଇ, ହାତଗୋଡ଼ ବାନ୍ଧି ୪୦ ଭରି ସୁନା ଅଳଙ୍କାର ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି l ସୁନ୍ଦରଗଡ ଜିଲ୍ଲା ବଣାଇ ଥାନା ହାଟପଦା ନିକଟରେ ଜଣେ ବ୍ୟବସାୟୀଙ୍କ ଘରେ ପଶି ବନ୍ଧୁକ ଦେଖାଇ ଏହି ଲୁଟ୍ କରିଛନ୍ତି ଦୁର୍ବୃତ୍ତ ମାନେ l ଗତକାଲି ବିଳମ୍ବିତ ରାତିରେ ୫ ମୁଖାପିନ୍ଧା…

IIC Suspended: ଥାନା ଅଧିକାରୀ ନିଲମ୍ବିତ, ବ୍ୟକ୍ତିଙ୍କୁ ଅଟକ ରଖି ଦେଉଥିଲେ ନିର୍ଯାତନା

କଟକ: କଟକ ଟାଙ୍ଗୀ ଥାନା ଅଧିକାରୀ ନିଲମ୍ବିତ । ଥାନା ଅଧିକାରୀ ଶିବ ପ୍ରସାଦ ଭଦ୍ର।ଙ୍କୁ ନିଲମ୍ବନ କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ । ଟାଙ୍ଗୀ ଥାନାରେ ଜଣେ ବ୍ୟକ୍ତିଙ୍କୁ ବେଆଇନ୍ ଭାବେ ଅଟକ ରଖିବା ସହ ନିର୍ଯାତନା ଦିଆଯାଇଥିବା ପରିବାର ପକ୍ଷରୁ ସଙ୍ଗୀନ ଅଭିଯୋଗ ହୋଇଥିଲା । ଏହାପରେ…

Weather Update: ବାତ୍ୟା ମୋନ୍ଥା ପ୍ରଭାବ: ଆଜି ଏହି ୯ ଜିଲ୍ଲାରେ ପ୍ରବଳ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ୨୮ ତାରିଖ ସୁଦ୍ଧା ବାତ୍ୟା ରୂପ ନେବ । ଆନ୍ଧ୍ରପ୍ରଦେଶର  କାକିନାଡ଼ା ଓ ୟାନାମ୍‌ ଦେଇ ସ୍ଥଳଭାଗରେ ପ୍ରବେଶ କରିବା ପରେ ସିଧା ମାଲକାନଗିରି ମୁହାଁ  ହେବ ବାତ୍ୟା ମୋନ୍ଥା । ୨୯ ତାରିଖ ଭୋର୍‌ ସମୟରେ ବାଲିମେଳା ଜଳଭଣ୍ଡାର ଦେଇ ପ୍ରବେଶ…

HIV positive in Chaibasa: ଶିଶୁମାନେ ଏଚଆଇଭି ପଜିଟିଭ୍‌ ଚିହ୍ନଟ;ମୁଖ୍ୟମନ୍ତ୍ରୀ ଦେଲେ ନିଲମ୍ବନ ନିର୍ଦ୍ଦେଶ

ରାଞ୍ଚି: ଝାଡଖଣ୍ଡର ପଶ୍ଚିମ ସିଂହଭୂମି ଜିଲ୍ଲାରେ ଥିବା ଚାଇବାସା ସରକାରୀ ହସ୍ପିଟାଲରେ ଥାଲାସେମିଆ ପୀଡିତ ଶିଶୁକୁ ଏଚଆଇଭି ସଂକ୍ରମିତ ରକ୍ତ ଦେବା ମାମଲାରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଚାଇବାସା ସଦର ହସ୍ପିଟାଲର ସିଭିଲ ସର୍ଜନ ଏବଂ ତାଙ୍କ ସହିତ ଥିବା…

Cyclone Montha: କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା; ୩ ଦିନ ବନ୍ଦ ରହିବ କଳିଙ୍ଗା ଘାଟି କାର୍ଯ୍ୟ

ଫୁଲବାଣୀ: ସମ୍ଭାବ୍ୟ ବାତ୍ୟା ‘ମନ୍ଥା’(Montha) ପାଇଁ କଳିଙ୍ଗା ଘାଟିରେ ଚାଲିଥିବା କାର୍ଯ୍ୟ ୩ ଦିନ ବନ୍ଦ ରଖିବାକୁ କନ୍ଧମାଳ ଜିଲାପାଳ ବେଦଭୂଷଣ ନିର୍ଦ୍ଦେଶ ଦେଇଛନ୍ତି । ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ପାଳନ ହେବ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଓଡ଼ିଶାର…