Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Weather Update: ପୁଣି ଦାନା ବାନ୍ଧୁଛି ଲଘୁଚାପ, ୪ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଦକ୍ଷିଣପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ…

Naxal Surrender:ରାମଧେରଙ୍କ ସମେତ ଆତ୍ମସମର୍ପଣ କଲେ ୫୦ ନକ୍ସଲ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଉତ୍ତର ବସ୍ତର ଅଞ୍ଚଳରେ ସକ୍ରିୟ ସିସି ସଦସ୍ୟ ରାମଧେର ୫୦ ଜଣ ନକ୍ସଲ ସାଥୀଙ୍କ ସହ ଆତ୍ମସମର୍ପଣ କରିଛନ୍ତି। ମହଲା ଶିବିରରେ ଏହି ଆତ୍ମସମର୍ପଣ କରାଯାଇଥିଲା। ରାମଧେର ନାମରେ ସରକାର ୫୦ ଲକ୍ଷ ଟଂକାର ପୁରସ୍କାର ଘୋଷଣା କରିଥିଲେ। ବୁଧବାର ଦିନ…

ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି

ଭୁବନେଶ୍ବର: ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି । ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍‌ଓପି । ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସି ମେୟର ସୁଲୋଚନା ଦାସ । ସବୁ ହାଟ ଦୋକାନୀଙ୍କ ପାଇଁ ହେବ ଗ୍ରୁପ ଇନ୍ସୁରାନ୍ସ । BMC ଅଧିକରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି…

Cyber ​​Security: ସଫଳତାର ସହ ଆଗକୁ ବଢ଼ୁଛି ସାଇବର ସୁରକ୍ଷା ଅଭିଯାନ; ହେଇଛି ‘ସାଇବର ମ୍ୟୁଜିୟମ’ର ବ୍ୟବସ୍ଥା

ଭୁବନେଶ୍ବର: ରାଜ୍ୟରେ ସାଇବର ସୁରକ୍ଷା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ - ୨୦୨୫ ବେଶ୍ ସଫଳତାର ସହ ଆଗକୁ ବଢ଼ୁଛି। ଗତ ଅକ୍ଟୋବର ୧୮, ୨୦୨୫ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭୁବନେଶ୍ୱର…

ଡିସେମ୍ବରରେ ଓଡ଼ିଶାରେ ହେବ ଗ୍ଲୋବାଲ ଏନର୍ଜି ଲିଡ଼ର୍ସ ସମ୍ମିଳନୀ 

ଭୁବନେଶ୍ୱର: ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଓ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଆସନ୍ତା ଡିସେମ୍ବର ମାସ ୬-୭ ରେ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ଗ୍ଲୋବାଲ ଏନର୍ଜି ଲିଡ଼ର୍ସ ସମ୍ମିଳନୀ । ଏଥିରେ ଦେଶ ବିଦେଶରୁ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ । ଏମାନଙ୍କ ମଧ୍ୟରେ ୟୁକେର ପୂର୍ବତନ…

ଓପିଟିସିଏଲ କଲୋନୀରେ ଅତ୍ୟାଧୁନିକ କ୍ରୀଡା କ୍ଷେତ୍ରର ଶିଳାନ୍ୟାସ; ରହିବ ଅଲିମ୍ପିକ୍-ମାନକ ନିର୍ଦ୍ଧାରିତ ସୁଇମିଂ ପୁଲ୍…

ଭୁବନେଶ୍ୱର:ଓଡିଶା ପାୱାର ଟ୍ରାନ୍ସମିସନ କର୍ପୋରେସନ ଲିମିଟେଡ (OPTCL) ଏହାର ସ୍ପୋର୍ଟସ ଆରେନା - ସ୍ୱାସ୍ଥ୍ୟ, ମନୋରଞ୍ଜନ ଏବଂ କ୍ରୀଡା ଉତ୍କର୍ଷତାକୁ ପ୍ରୋତ୍ସାହିତ କରିବା ପାଇଁ ଡିଜାଇନ୍ କରାଯାଇଥିବା ଏକ ଆଧୁନିକ, ଏକାଧିକ-କ୍ରୀଡା ସୁବିଧାର ଶିଳାନ୍ୟାସ ସହିତ କର୍ମଚାରୀ କଲ୍ୟାଣ ଏବଂ…

Nuapada bypoll: ମା’ବଞ୍ଜାରୀ ଦେବୀ ମନ୍ଦିରରୁ ନୂଆପଡ଼ାରେ ପ୍ରଚାର ଅଭିଯାନ ଆରମ୍ଭ କଲା ବିଜେଡି

ନୂଆପଡା: ବିଜୁ ଜନତା ଦଳ ଗୁରୁବାର ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରଚାର ଅଭିଯାନର ଶୁଭାରମ୍ଭ କରିଛି । ମା' ବଞ୍ଜାରୀ ଦେବୀ ମନ୍ଦିରରେ ବିଜେଡିର ବରିଷ୍ଠ ନେତାମାନେ ନୂଆପଡ଼ା ଉପନିର୍ବାଚନ ପାଇଁ ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ବିପୁଳ ବିଜୟ ତଥା ନୂଆପଡ଼ାର…

ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ ବେଦାନ୍ତ, ମିଳିବ ୧ ଲକ୍ଷ ନିଯୁକ୍ତି 

ଭୁବନେଶ୍ବର: ଆଜି ବେଦାନ୍ତ ଗ୍ରୁପ୍‌ର ଅଧ୍ୟକ୍ଷ ଅନିଲ ଅଗ୍ରୱାଲ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ନୂଆ ଶିଳ୍ପ ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି। ସୂଚନା ଅନୁଯାୟୀ, ଆଗାମୀ ଦିନରେ ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି…

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା; ଆଉ ଜଣେ ସହଯୋଗୀ ଗିରଫ 

ବ୍ରହ୍ମପୁର: ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଜେଡି ବିଧାୟକ ବିକ୍ରମ ପଣ୍ଡାଙ୍କ ଘନିଷ୍ଠ ସହଯୋଗୀ ସୁଦର୍ଶନ ଜେନା ଗୁରୁବାର ବୈଦ୍ୟନାଥପୁର ଥାନାରେ ଆତ୍ମସମର୍ପଣ କରିଛନ୍ତି। ଅକ୍ଟୋବର ୬ ତାରିଖ ରାତିରେ ବରିଷ୍ଠ ଓକିଲ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ…

ଦ୍ୱିତୀୟଥର ବାପା ହେବେ ରାମଚରଣ

ହାଇଦ୍ରାବାଦ: ଦ୍ୱିତୀୟଥର ପାଇଁ ବାପା ହେବାକୁ ଯାଉଛନ୍ତି ସାଉଥ ସୁପରଷ୍ଟାର ରାମଚରଣ । ସୋସିଆଲ ମିଡିଆରେ ରାମଚରଣ ଓ ଉପାସନା ବାପା-ମା ହେବାକୁ ଯାଉଛନ୍ତି ବୋଲି ପୋଷ୍ଟ କରିଛନ୍ତି । ଗୋଦଭରାଇ ସମୟର ଫଟୋ ଉପାସନା ସୋସିଆଲ ମିଡିଆରେ ଫ୍ୟାନ୍ସଙ୍କ ସହିତ ସେୟାର କରିଛନ୍ତି । ପୁରା ପରିବାର ସହିତ…