Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Fire At Cashew Factory: କାଜୁ ଫ୍ୟାକ୍ଟ୍ରିରେ ବଡ଼ ଧରଣର ଅଗ୍ନିକାଣ୍ଡ

ପାରଳାଖେମୁଣ୍ଡି: କାଜୁ ଫ୍ୟାକ୍ଟ୍ରିରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଷାଣୀ ବ୍ଲକ ଲାବଣ୍ୟଗଡ଼ରେ କାଜୁ ଫ୍ୟାକ୍ଟ୍ରି ଜଳିଗଲା। ନିଆଁ ଲାଗି ସମ୍ପୂର୍ଣ୍ଣ ଫ୍ୟାକ୍ଟ୍ରି ନଷ୍ଟ ହୋଇଥିବା ସୂଚନା। ସର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ଅନୁମାନ କରାଯାଉଛି। ନିଆଁ ଲିଭାଇବାକୁ ଉଦ୍ୟମ କରାଯାଉଛି।…

ପୀତବାସ ପଣ୍ଡା ହତ୍ୟା ମାମଲାରେ ଖୁବ୍‌ଶୀଘ୍ର ହେବ ପର୍ଦ୍ଦାଫାସ, ପୂର୍ବତନ ମେୟରଙ୍କୁ ଉଠାଇ ନେଲା ପୋଲିସ

ବ୍ରହ୍ମପୁର: ପୀତବାସ ପଣ୍ଡା ହତ୍ୟା ମାମଲାରେ ଖୁବ୍‌ଶୀଘ୍ର ହେବ ପର୍ଦ୍ଦାଫାସ। ଏନେଇ ଦକ୍ଷିଣାଞ୍ଚଳ IG ନୀତି ଶେଖରଙ୍କ ବଡ଼ ସୂଚନା। ଦକ୍ଷିଣାଞ୍ଚଳ ଆଇଜି କହିଛନ୍ତି, 'ପୋଲିସ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦିନେ କିମ୍ବା ଦୁଇ ଦିନ ଭିତରେ ସାମ୍ବାଦିକ ସମ୍ମିଳନୀ ହେବ। ବ୍ରହ୍ମପୁର ଏସ୍‌ପି…

ବାଣଫୁଟାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୫ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ସୁବର୍ଣ୍ଣପୁର: ଦୀପାବଳିରେ ଅଘଟଣ। ବାଣଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଗୁରୁତର । ସୁବର୍ଣ୍ଣପୁର ଜିଲ୍ଲା ବିନିକାରେ ଗୋଷ୍ଠୀ ସଂଘର୍ଷ ହୋଇଛି। ମନୋହରୀପଡା ଓ ପାତକାରୀପଡା ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଗୁରୁତର ଯୁବକ ହେଲେ କାଳିଆ ମଲ୍ଲିକ । ଆହତ ହେଲେ ରାଜୁ ମଲ୍ଲିକ, ବବଲୁ ମଲ୍ଲିକ, ଅନାମ…

ସେକ୍ସ ରାକେଟ ଠାବ: ରାଣୀ ମହୁମାଛି ସହ ଦଲାଲ ଗିରଫ, ୫ ଯୁବତୀ ଉଦ୍ଧାର

କେନ୍ଦୁଝର: କେନ୍ଦୁଝର ଟାଉନ ଥାନା ଅଞ୍ଚଳରୁ ଏକ ସେକ୍ସ ରାକେଟ ଠାବ ହୋଇଛି। ଦେହ ବ୍ୟବସାୟରେ ନିୟୋଜିତ ୫ ଜଣ ଯୁବତୀ ଉଦ୍ଧାର ହୋଇଛନ୍ତି। ୬ ଜଣ ଗିରଫ ହୋଇଛନ୍ତି। ରାଣୀ ମହୁମାଛି ରାନୀ ଓ ରଫ ବନରାଣୀ ବାରିକ ସହିତ ୨ ଜଣ ଗ୍ରାହାକ ଓ ୩ ଜଣ ଦଲାଲ ଗିରଫ। ୨ ଜଣ ଗ୍ରାହାକଙ୍କ ମଧ୍ୟରୁ ଜଣେ ନରଣପୁର ଓ…

Nuapada Bypoll: ସରିଲା ନାମାଙ୍କନ, ଆଜିଠୁ ଜମିବ ପ୍ରଚାର

ନୂଆପଡା: ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ଶେଷ ହେଲା ନାମାଙ୍କନ ପତ୍ର ଦାଖଲ। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜିଠୁ ନୂଆପଡ଼ାରେ ଜମିବ ପ୍ରଚାର। ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ସୋମବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ୧୯ ଜଣ ପ୍ରାର୍ଥୀଙ୍କ…

Air Pollution: ଦୀପାବଳି ରାତିରୁ ବଢ଼ିବାରେ ଲାଗିଛି ବାୟୁ ପ୍ରଦୂଷଣ, ‘ବିପଦପୂର୍ଣ୍ଣ’ ବର୍ଗରେ…

ନୂଆଦିଲ୍ଲୀ: 'ବିପଦପୂର୍ଣ୍ଣ' ବର୍ଗରେ ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ। ଦିଲ୍ଲୀ-NCR ଅଞ୍ଚଳର ବିଭିନ୍ନ ସ୍ଥାନରେ AQI ୫୦୦ ପାର୍। ଦିଲ୍ଲୀର ନରେଲା ଅଞ୍ଚଳରେ AQI ୫୫୦ ଡେଇଁଲା। ଦୀପାବଳି ରାତିରୁ ବଢ଼ିବାରେ ଲାଗିଛି ବାୟୁ ପ୍ରଦୂଷଣ। ମଙ୍ଗଳବାର ସକାଳେ ଦିଲ୍ଲୀର ଆନନ୍ଦ ବିହାରରେ…

Weather Updte: ବଙ୍ଗୋପସଗାରରେ ଦାନା ବାନ୍ଧୁଛି ଲଘୁଚାପ, ସପ୍ତାହେ ଯାଏଁ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆଜି ସୃଷ୍ଟି ହେବ ଲଘୁଚାପ। ବଙ୍ଗୋପସଗାରରେ ଦାନା ବାନ୍ଧୁଛି ଲଘୁଚାପ। ଘନୀଭୂତ ହୋଇ ଆସନ୍ତାକାଲି ଅବପାତରେ ପରିଣତ ହେବା ସମ୍ଭାବନା। ପ୍ରଭାବରେ ଆଜିଠୁ ସପ୍ତାହେ ଯାଏଁ ପ୍ରବଳ ବର୍ଷା ଆଶଙ୍କା ରହିଛି। ୨୦ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ କରାଯାଇଛି। ବାତ୍ୟାର ମାସ…

ଦୀପାବଳିରେ ଆତଙ୍କବାଦୀଙ୍କ ବଡ ଯୋଜନା ପଣ୍ଡ; ଖଞ୍ଜାଯାଇଥିବା ଆଇଡି ନଷ୍ଟ କଲା ସେନା

କଶ୍ମୀର: ଦୀପାବଳିରେ ଆତଙ୍କବାଦୀମାନଙ୍କ ବଡ ଯୋଜନା ପଣ୍ଡ କଲେ ଭାରତୀୟ ସେନା । ଭାରତରେ ଏକ ବଡ଼ ଆକ୍ରମଣ ଯୋଜନା କରୁଥିବାବେଳେ, ସୁରକ୍ଷା ବାହିନୀର ସତର୍କତା ଏହାକୁ ପଣ୍ଡ କରିଥିଲା । ଦୀପାବଳି ପୂର୍ବରୁ ସୁରକ୍ଷା ବାହିନୀ ଏକ ସର୍ଚ୍ଚ ଅପରେସନ୍ କରିଥିଲା । ଏହି ସମୟରେ, ସୋମବାର ଦକ୍ଷିଣ…

ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ୧୯ ପ୍ରାର୍ଥୀ

ନୂଆପଡା: ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ଶେଷ ହେଲା ନାମାଙ୍କନ ପତ୍ର ଦାଖଲ । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେମାନେ ହେଲେ ଭାରତୀୟ ଜନତା ପାର୍ଟି (ବିଜେପି)ର ଜୟ ଢୋଲକିଆ, ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ…

ରାଜଧାନୀରେ ସେକ୍ସ ରାକେଟ ଘର ସିଲ୍ କଲା ପୋଲିସ, ଆଉ ଜଣେ ମହିଳା ଅଟକ

ଭୁବନେଶ୍ବର: ରାଜଧାନୀରେ ଝାଡଖଣ୍ଡର ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଆଉ ଜଣେ ମହିଳାଙ୍କୁ ଥାନାରେ ଅଟକ ରଖିଛି ପୋଲିସ । ଏହା ସହିତ ସଂପୃକ୍ତ ଘରକୁ ସିଲ୍‌ କରିବା ସହିତ ଘର ଭିତରେ ଥିବା ସମସ୍ତ କାଗଜପତ୍ରକୁ ମଧ୍ୟ ଜବତ କରିଛି ପୋଲିସ । ସିଲ୍‌ ହୋଇଥିବା ଘର ସାମ୍ନାରେ ବ୍ୟାପକ ପୋଲିସ…