Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Forest Fire Control: ବନାଗ୍ନି ନିୟନ୍ତ୍ରଣ ପାଇଁ ବ୍ୟବହାର କରାଯିବ କ୍ୟାମେରା ଓ ଡ୍ରୋନ;ନିଆଁ ଲାଗିଲେ ଏହି ନଂରେ…

ଭୁବନେଶ୍ବର:ଗ୍ରୀଷ୍ମ ପୂର୍ବରୁ ଜଙ୍ଗଲ ନିଆଁ ରୋକିବାକୁ ପ୍ରାକ୍‌ ପ୍ରସ୍ତୁତି । ରାଜ୍ୟରେ ଆସନ୍ତା ବନାଗ୍ନି ଋତୁକୁ ସଫଳତାର ସହ ମୁକାବିଲା କରିବା ପାଇଁ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏନେଇ ଭୁବନେଶ୍ୱରସ୍ଥିତ 'ଅରଣ୍ୟ ଭବନ'ଠାରେ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ…

ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ୟୁମନାମ ଖେମଚାନ୍ଦ 

ଇମ୍ଫାଲ: ଦୀର୍ଘ ଦିନ ଧରି ରାଷ୍ଟ୍ରପତି ଶାସନ ପରେ ହିଂସାଗ୍ରସ୍ତ ମଣିପୁରକୁ ନୂଆ ମୁଖ୍ୟମନ୍ତ୍ରୀ ମିଳିଛି। ମୈତେଇ ସମ୍ପ୍ରଦାୟର ଜଣେ ସାମରିକ କଳା ବିଶେଷଜ୍ଞ ୟୁମନାମ ଖେମଚାନ୍ଦ ସିଂହ ଆଜି ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହା ବ୍ୟତୀତ ସେ ମଣିପୁର…

Baloch Rebels Have US Weapons: ପାକିସ୍ତାନ ସେନା ପାଖରେ ନାହିଁ ଅସ୍ତ୍ର;ବିଦ୍ରୋହୀଙ୍କ ହାତରେ ଅତ୍ୟାଧୁନିକ ହତିଆର…

ନୂଆଦିଲ୍ଲୀ: ପାକିସ୍ତାନ ସେନାର ଅସଲ ମୁଖା ଖୋଲିଯାଇଛି। ନିଜକୁ ଶକ୍ତିଶାଳୀ ବୋଲି ଦାବି କରୁଥିବା ପାକ୍ ସେନା ଏବେ ବଲୋଚ୍ ବିଦ୍ରୋହୀଙ୍କ ଆଗରେ ଆଣ୍ଠୁ ମାଡ଼ିଛି। ନିଜେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫ୍ ସଂସଦରେ ଏହି ସାଂଘାତିକ ସତ୍ୟକୁ ସ୍ୱୀକାର କରିଛନ୍ତି । ପାକିସ୍ତାନ…

ରାଜ୍ୟରେ ସାଙ୍ଘାତିକ ଭାବେ ବଢୁଛି କ୍ୟାନ୍ସର ରୋଗୀଙ୍କ ସଂଖ୍ୟା, ଏହି ଜିଲ୍ଲାରେ ସର୍ବାଧିକ..

ଭୁବନେଶ୍ଵର: ଦିନକୁ ଦିନ କ୍ୟାନସର ହଟ ସ୍ପଟ ବନୁଛି ଓଡିଶା । ବିଶ୍ଵ କ୍ୟାନ୍ସର ଦିବସରେ ଓଡିଶାକୁ ନେଇ ଆସିଥିବା ତଥ୍ୟ ଅନୁସାରେ, ରାଜ୍ୟରେ ବର୍ଷକୁ ବାହାରୁଛନ୍ତି ୫୫ ହଜାର କ୍ୟାନ୍ସର ରୋଗୀ । ୨୦୨୫-୨୬ ବର୍ଷରେ ରାଜ୍ୟରେ ସର୍ବାଧିକ ମୁଖ ଗହ୍ୱର କର୍କଟ ଚିହ୍ନଟ ହେଉଛନ୍ତି । ୨୦୨୫-୨୬ ଜାନୁଆରୀ…

ଓଡ଼ିଶା ପୋଲିସର ଅପରେସନ ଅନ୍ଵେଷଣ-୨, ୫୪୫୧ ଜଣ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ପୋଲିସ

ଭୁବନେଶ୍ୱର: ପରିବାରଠାରୁ ବିଚ୍ଛିନ୍ନ ହୋଇଯାଇଥିବା ନିଖୋଜ ଶିଶୁ ଓ ମହିଳାମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ପୁନଃ ପରିବାର ସହ ମିଳନ କରାଇବାରେ ଓଡ଼ିଶା ପୋଲିସ ଅଗ୍ରଣୀ ଭୂମିକା ଗ୍ରହଣ କରିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଗତ…

Caravan Tourism: ବିଳାସପୂର୍ଣ୍ଣ କାରାଭାନ୍‌ର ଶୁଭାରମ୍ଭ; କାରାଭାନ୍‌ ଟୁରିଜିମ୍‌ ଯୁବ ପର୍ଯ୍ୟଟକଙ୍କୁ କରିବ ଆକର୍ଷିତ

ଭୁବନେଶ୍ବର:ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପର୍ଯ୍ୟଟନ କାରାଭାନକୁ ଲୋକାର୍ପିତ କରିଛନ୍ତି । ଶାନ୍ତିସ୍ତୂପ ଧଉଳି ଠାରେ ଏହି ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାରାଭାନ ମାଧ୍ୟମରେ ନିଜ ସ୍ବଚ୍ଛନ୍ଦରେ ପର୍ଯ୍ୟଟକମାନେ ଭ୍ରମଣ କରିବାର ମଜା ନେଇପାରିବେ । ନିଜେ କିମ୍ବା ନିଜ…

ସୁପ୍ରିମକୋର୍ଟରେ ବର୍ଷିଲେ ଦିଦି, ଇସିଆଇଙ୍କୁ ତାଚ୍ଛଲ୍ୟ

କୋଲକତା: ପଶ୍ଚିମବଙ୍ଗରେ SIR ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ ମାମଲାର ସୁପ୍ରିମକୋର୍ଟରେ ଶୁଣାଣି ଥିବା ବେଳେ ଦିଲ୍ଲୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସୁପ୍ରିମକୋର୍ଟ ପରିସରରେ ଉପସ୍ଥିତ ରହି ବର୍ଷିଲେ ଦିଦି। ଏସଆଇଆର ପ୍ରକ୍ରିୟାରେ ଅନିୟମିତା ଅଭିଯୋଗ ମାମଲାରେ ବୁଧବାର…

TPSODLର କନିଷ୍ଠ ଯନ୍ତ୍ରୀଙ୍କ ଘରେ ରେଡ୍, ଏତିକି ସମ୍ପତି ଠାବ…

ଭୁବନେଶ୍ୱର: TPSODLର ଜଣେ କନିଷ୍ଠ ଯନ୍ତ୍ରୀ (ଜେଇ) ୨୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ ହେବାର ଦିନକ ପରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କ ଠାରୁ ବିପୁଳ ସମ୍ପତ୍ତି ଠାବ କରିଛନ୍ତି। ଆୟବର୍ହିଭୂତ ସମ୍ପତି ଦୃଷ୍ଟିକୋଣରୁ ପ୍ରଦେଶ ପ୍ରସାଦ ନାୟକଙ୍କ ସହିତ ଜଡ଼ିତ ସ୍ଥାନଗୁଡ଼ିକରେ…

କୋଣାର୍କ ଉପକୂଳରେ ବିରଳ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ, ୨୦୭୭ ଅଣ୍ଡା ସଂଗ୍ରହ

କୋଣାର୍କ: କୋଣାର୍କ ସମୁଦ୍ର ଉପକୂଳରେ ବିରଳ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ଫେବୃୟାରୀ ୨ ତାରିଖ ପର୍ଯ୍ୟନ୍ତ ୧୯ଟି ବସାରେ ସମୁଦାୟ ୨୦୭୭ ଅଣ୍ଡା ସଂଗୃହିତ କରାଯାଇ ଅସ୍ଥାୟୀ ପ୍ରଜନନ କେନ୍ଦ୍ରରେ ରଖାଯାଇଛି । ଏହି ଅଣ୍ଡାଗୁଡିକ ୪ଟି ଅସ୍ଥାୟୀ ପ୍ରଜନନ କେନ୍ଦ୍ରର…

Sundarpada Explosion Case:ନିୟୁ ଆଜାଦ ନଗର ବିସ୍ଫୋରଣ ଘଟଣା; ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ

ଭୁବନେଶ୍ବର:ଏୟାରଫିଲ୍ଡ ଥାନା ନିୟୁ ଆଜାଦ ନଗର ବିସ୍ଫୋରଣ ଘଟଣାରେ ଜଣେ ମୃତ । ମୁଖ୍ୟ ଅଭିଯୁକ୍ତ ତଥା ଗୁରୁତର ଆହତ ସେହନବାଜଙ୍କ ମୃତ୍ୟୁ ଘଟିଛି। ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ସୂଚନାଥାଉକି, ଭୁବନେଶ୍ବର ସୁନ୍ଦରପଦା ନିୟୁ ଆଜାଦ ନଗର ବୋମା ବିସ୍ଫୋରଣ ଘଟଣାରେ…