Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Road Accident: ହାଇୱା-କାର୍‌ ମୁହାଁମୁହିଁ ଧକ୍କା: ସାମ୍ବାଦିକ ଓ ତାଙ୍କ ପତ୍ନୀ ଗୁରୁତର…

ଢେଙ୍କାନାଳ: ହାଇୱା-କାର୍‌ ମୁହାଁମୁହିଁ ଧକ୍କା । ଏଥିରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ହୋଇଥିବା ସ୍ବାମୀ ସ୍ତ୍ରୀ ହେଲେ ସାମ୍ବାଦିକ ଦେବବ୍ରତ ପଟ୍ଟନାୟକ, ପତ୍ନୀ ଇତିଶ୍ରୀ ପଟ୍ଟନାୟକ ବୋଲି ଜଣାପଡିଛି । ଏଭଳି ଘଟଣା ଘଟିଛି ଢେଙ୍କାନାଳ ସଦର ଥାନା ଗେଙ୍ଗୁଟିଆ ନିକଟରେ ।…

Cold Wave: ପ୍ରବଳ ଜାଡ଼ରେ ଥରହର ରାଜ୍ୟବାସୀ, ସପ୍ତାହେ ଯାଏଁ ବଦଳିବନି ପାଗ..

ଭୁବନେଶ୍ୱର: ଖସୁଛି ପାରଦ ରାଜ୍ୟରେ ବଢୁଛି ଶୀତ । ଅସହ୍ୟ ଜାଡରେ ଥରହର ଓଡିଶାବାସୀ । ଗତ ସପ୍ତାହେ ଧରି ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରିସାରିଲାଣି । ଅନ୍ୟପଟେ, ଓଡଟିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଦାରିଙ୍ଗବାଡ଼ିରେ ପ୍ରବଳ ଶୀତ ସାଙ୍ଗକୁ ତୁଷାରପାତ…

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ସହ ଫୁଟବଲ୍ ଖେଳିଲେ, ରାହୁଲ ଗାନ୍ଧୀଙ୍କୁ ଆର୍ଜେଣ୍ଟିନା ଜର୍ସି ପ୍ରଦାନ କଲେ ମେସି

ହାଇଦ୍ରାବାଦ: ଭାରତ ଗସ୍ତରେ ଅଛନ୍ତି ଆର୍ଜେଣ୍ଟିନାର ଫୁଟବଲ ସୁପରଷ୍ଟାର ଲିଓନେଲ ମେସି । କୋଲକାତା ଗସ୍ତ ପରେ ସେ ଏବେ ହାଇଦ୍ରାବାଦରେ ପହଞ୍ଚିଛନ୍ତି । ଶନିବାର ରାତି ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଫୁଟବଲ୍ ପ୍ରଶଂସକଙ୍କ ହୃଦୟ ଏବଂ ମନରେ ଏକ ଅମିମାଂସିତ…

Roasted raisins: ଶୀତଦିନେ ପ୍ରତିଦିନ ଭଜା କିସମିସ୍ ଖାଆନ୍ତୁ;ପାଇବେ ଅନେକ ଲାଭ…

ଭୁବନେଶ୍ବର: କିଛି ଲୋକ ପାଣିରେ ଭିଜାଇ କିସମିସ୍ ଖାଇଥାନ୍ତି ତ ଆଉ କିଛିଜଣ ସାଧାରଣ ଭାବରେ ଖାଇବାକୁ ପସନ୍ଦ କରନ୍ତି। ଏଥିସହ ଅନ୍ୟ କିଛି ଲୋକ ଭାଜିକି କିସମିସ୍ ଖାଇବାକୁ ଭଲ ପାଆନ୍ତି । ତେବେ ଏହି ଭଜା କିସମିସ୍ କେବଳ ସ୍ୱାଦିଷ୍ଟ ନୁହେଁ ବରଂ ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ବହୁତ ଲାଭଦାୟକ…

Spying For Pakistan: ପାକ୍ ଗୁପ୍ତଚରଙ୍କୁ ଗୋପନୀୟ ତଥ୍ୟ ପଠାଉଥିବା ଅଭିଯୋଗରେ ଅବସରପ୍ରାପ୍ତ IAF ଅଧିକାରୀ ଗିରଫ

ନୂଆଦିଲ୍ଲୀ: ଶୁକ୍ରବାର ରାତିରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି  ଆସାମ ପୋଲିସ । ଜଣେ ଅବସରପ୍ରାପ୍ତ ଭାରତୀୟ ବାୟୁସେନା ଅଧିକାରୀଙ୍କୁ ପାକିସ୍ତାନୀ ଗୁପ୍ତଚର ନେଟୱାର୍କ ସହିତ ଲିଙ୍କ୍ ଥିବା ଅଭିଯୋଗରେ ଗିରଫ କରିଛି। ଅଭିଯୁକ୍ତ ଜଣକ ତେଜପୁରର ପଟିଆ ଅଞ୍ଚଳର ବାସିନ୍ଦା କୁଲେନ୍ଦ୍ର…

Odisha Masters 2025:ଡିସେମ୍ବର ୧୪ରେ ଫାଇନାଲ ମ୍ୟାଚ; ଏହି ଭାରତୀୟ ଖେଳାଳୀ ଦେଖାଇବେ ଦମ୍

କଟକ: କଟକ ସ୍ଥିତ ଜବାହାର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା "ଓଡିଶା ମାଷ୍ଟର୍ସ ୨୦୨୫" ଅନୁଷ୍ଠିତ ହେଉଛି। ପ୍ରତିଯୋଗିତାରେ ମହିଳା ସିଙ୍ଗଲସ, ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷ ଡବଲସ ଏବଂ ମିକ୍ସଡ଼ ଡବଲସ ଏ ସମସ୍ତ ବର୍ଗର ଫାଇନାଲ ମ୍ୟାଚ…

କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ

ଭୁବନେଶ୍ୱର: କୋଲ୍ଡ ଷ୍ଟୋରେଜ୍ କନକ୍ଲେଭ୍ ଏବଂ କ୍ରେତା-ବିକ୍ରେତା ସମ୍ମିଳନୀ ୨୦୨୫ ଅନୁଷ୍ଠିତ ହୋଇଯାଇଛି । APICOL, ASSOCHAMର ମିଳିତ ସହଯୋଗରେ ଏହି ସମ୍ମିଳନୀ ସଫଳତାର ସହିତ ଆୟୋଜନ ହୋଇଯାଇଛି, ଯାହା ନୀତି ନିର୍ଦ୍ଧାରକ, ଶିଳ୍ପ ନେତା, କୃଷି-ଉଦ୍ୟୋଗୀ, ଚାଷୀ ଗୋଷ୍ଠୀ, ଆର୍ଥିକ ପ୍ରତିଷ୍ଠାନ…

ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର

ଭୁବନେଶ୍ଵର: ଆଉ ନାହାନ୍ତି ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର । ଶନିବାର କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । । ଦୀର୍ଘ ଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ଅନ୍ତିମ ସମୟରେ ତାଙ୍କର ଦୁଇପୁତ୍ର ଦେବାଶିଷ ଓ ଶୁଭାଶିଷ…

ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପଠାଣୀ ସାମନ୍ତ ପ୍ଲାନେଟାରିୟମ୍‌ରେ ୧୯ତମ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ (ୟାଟ୍‌ସ)ର ଗ୍ରାଣ୍ଡ ଫିନାଲେ-୨୦୨୫ କାର୍ଯ୍ୟକ୍ରମ ଶନିବାର ଆୟୋଜିତ ହୋଇଯାଇଛି। ଏଥିରେ ସାରା ରାଜ୍ୟର ୩୦ ଜଣ ଯୁବ ଜ୍ୟୋତିର୍ବିଜ୍ଞାନୀଙ୍କୁ ଓଡ଼ିଶା ସରକାରଙ୍କ ବିଜ୍ଞାନ ଓ…

ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…

ଭୁବନେଶ୍ବର: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ରେଳ ଭବନରେ ଅଧିକାରୀମାନଙ୍କ ସହିତ ଏକ ସମୀକ୍ଷା ବୈଠକ କରିଥିଲେ । କେନ୍ଦ୍ରମନ୍ତ୍ରୀ ଅଧିକାରୀମାନଙ୍କୁ ବନ୍ଦେ ଭାରତ ଟ୍ରେନରେ ସ୍ଥାନୀୟ ଖାଦ୍ୟ ଉପଲବ୍ଧ କରାଇବାକୁ ନିର୍ଦ୍ଦେଶ ଦେଇଥିଲେ । ସ୍ଥାନୀୟ ଖାଦ୍ୟ ପରିବେଷଣ ଦ୍ୱାରା…