Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Chemistry Nobel Prize 2025: ମରୁଭୂମି ବାୟୁରୁ ଜଳ ସଂଗ୍ରହ କରିବାର ଆବିଷ୍କାର ପାଇଁ ତିନି ବୈଜ୍ଞାନିକଙ୍କୁ ମିଳିବ…

ନୂଆଦିଲ୍ଲୀ: ରସାୟନ ବିଜ୍ଞାନ ପାଇଁ ବୁଧବାର ନୋବେଲ୍ ପୁରସ୍କାର ଘୋଷଣା ହୋଇଛି । ଚଳିତ ବର୍ଷ କେମିଷ୍ଟ୍ରି ପାଇଁ ସୁସୁମୁ କିଟାଗାୱା (ଜାପାନ), ରିଚାର୍ଡ ରବସନ୍ (ଅଷ୍ଟ୍ରେଲିଆ) ଏବଂ ଓମାର ଏମ୍. ୟାଘି (ଆମେରିକା)ଙ୍କୁ ନୋବେଲ ପ୍ରଦାନ କରାଯିବ ।ମେଟାଲ ଅର୍ଗାନିକ ଫ୍ରେମୱାର୍କ(MOFS) ସୃଷ୍ଟି…

ଶ୍ରୀଲଙ୍କାରେ ଓଡିଶା ପର୍ଯ୍ୟଟନର ପ୍ରଚାର ପ୍ରସାର କରୁଛନ୍ତି ଦୁଇ ଓଡିଆ ଯୁବକ

କଲମ୍ବୋ/ଭୁବନେଶ୍ବର: ଭାରତ ବାହାରେ ଶ୍ରୀଲଙ୍କାର ବିଭିନ୍ନ ସ୍ଥାନରେ ଓଡିଶା ପର୍ଯ୍ୟଟନର ପ୍ରଚାର ପ୍ରସାର କରୁଛନ୍ତି ଦୁଇ ଓଡିଆ ଯୁବକ । ବିଦେଶୀ ପର୍ଯ୍ୟଟକଙ୍କୁ ଓଡିଶା ବୁଲିଆସିବା ନିମନ୍ତେ ସପ୍ତାହ ବ୍ୟାପୀ କ୍ୟାମ୍ପେନ ଚଳାଇଛନ୍ତି ଦୁଇ ଓଡିଆ ଯୁବକ କୁମାରେଶ ନାୟକ ଓ ନିହାର ରଞ୍ଜନ ନନ୍ଦ ।…

ପ୍ରବଳ ବର୍ଷାରେ ବେହାଲ ରାଜଧାନୀ ଭୁବନେଶ୍ୱର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବୁଧବାର ଦିନ ପ୍ରାୟ ୨ ଘଣ୍ଟା ଧରି ପ୍ରବଳ ବର୍ଷା ଯୋଗୁଁ ଯାତାୟାତ ଠପ୍ ହୋଇଯାଇଛି। ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମି ରହିବା ସହିତ ସହରର ପ୍ରମୁଖ ରାସ୍ତାଗୁଡ଼ିକରେ ଭୟଙ୍କର ଟ୍ରାଫିକ୍ ଜାମ୍ ସୃଷ୍ଟି ହୋଇଥିଲା। ପାଣି ଜମି ରହିଥିବା…

RKM ପାୱାର ପ୍ଲାଣ୍ଟରେ ଦୁର୍ଘଟଣା: ଲିଫ୍ଟ ଖସି ୪ଶ୍ରମିକଙ୍କ ମୃତ୍ୟୁ

ରାୟପୁର:ମଙ୍ଗଳବାର ରାତିରେ ଛତିଶଗଡ଼ର ସକ୍ତି ଜିଲ୍ଲାର RKM ପାୱାର ପ୍ଲାଣ୍ଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଲିଫ୍ଟ ଚେନ୍ ଛିଡିଯିବାରୁ ଏହା ୪୦ମିଟର ଉଚ୍ଚତାରୁ ଖସି ପଡ଼ିଲା। ଘଟଣାସ୍ଥଳରେ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣଙ୍କର ହସ୍ପିଟାଲରେ ମୃତ୍ୟୁ ହୋଇଛି। ସକ୍ତି…

Breast cancer awareness: ଯୁବାବସ୍ଥାରେ କାହିଁକି ହେଉଛି ସ୍ତନ କର୍କଟ, କ’ଣ କସମେଟିକ୍ ଉତ୍ପାଦ ଏହାର କାରଣ?

ନୂଆଦିଲ୍ଲୀ: ସମୟ ବଦଳୁଛି ଏବଂ ତା ସାଙ୍ଗକୁ ଅଭ୍ୟାସ ମଧ୍ୟ ବଦଳୁଛି। କିନ୍ତୁ ଆମ ମାନସିକତା ବଦଳୁନି। ଏହା ଆମ ସ୍ୱାସ୍ଥ୍ୟକୁ ବିପଦରେ ପକାଉଛି। ଆଜି ଘରେ ଘରେ ଲୋକମାନେ ରୋଗରେ ପୀଡ଼ିତ । ତା’ ମଧ୍ୟରେ କ୍ୟାନସର ସବୁଠୁ ଭୟଙ୍କର। କୁହାଯାଏ, “ସ୍ୱାସ୍ଥ୍ୟ ହେଉଛି ସମ୍ପଦ,” କିନ୍ତୁ ଜଙ୍କ୍ ଫୁଡ୍ ଓ…

ରାୟଗଡ଼ା ପୌରସଂସ୍ଥା ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ, ବିପକ୍ଷରେ ଭୋଟ ଦେବାକୁ ଦଳୀୟ କାଉନସିଲରଙ୍କୁ…

ରାୟଗଡ଼ା: ରାୟଗଡ଼ା ପୌରପାଳିକା ଉପାଧ୍ୟକ୍ଷ ପଦ ବଜାୟ ପାଇଁ ବିଜେଡିର କସରତ। ହସ୍ତକ୍ଷେପ କରି ଚିଠି ଲେଖିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପୌର ଉପାଧ୍ୟକ୍ଷଙ୍କ ବିରୋଧରେ ଆସିଥିବା ଅନାସ୍ଥା ନେଇ କଡ଼ା ନିର୍ଦ୍ଦେଶ। ଆସନ୍ତାକାଲି ଅନାସ୍ଥା ବିପକ୍ଷରେ ଭୋଟ ଦେବାକୁ ଦଳୀୟ କାଉନସିଲରଙ୍କୁ…

Cuttack Bali Yatra: ବାଲିଯାତ୍ରା ଗ୍ରାଉଣ୍ଡ୍‌ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା

କଟକ: କଟକ ବାଲିଯାତ୍ରା ଗ୍ରାଉଣ୍ଡକୁ ‘ନୋ ଡ୍ରୋନ୍ ଜୋନ୍’ ଘୋଷଣା । ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି କଟକ ଜିଲ୍ଲାପାଳ । ନଭେମ୍ବର ୧ରୁ ୧୫ ତାରିଖ ମଧ୍ୟରେ ଏହି କଟକଣା ରହିବ। ବାଲିଯାତ୍ରା ଗ୍ରାଉଣ୍ଡ୍‌ର ୫ କିମି ପରିଧି ପାଇଁ କଟକଣା ଜାରି ହୋଇଛି। ସେହିପରି ପାରା ଗ୍ଲାଇଡର୍ସ, ପାରା…

Bihar Election 2025: ପ୍ରଥମ ପର୍ଯ୍ୟାୟରେ ଏହି ୧୨୧ ଆସନରେ ଲଢେଇ, ଜାଣନ୍ତୁ କେଉଁ ଦଳର ରହିଛି ଦବଦବା…

ପାଟନା: ବିହାର ବିଧାନସଭା ନିର୍ବାଚନ ନଭେମ୍ବର ୬ ଏବଂ ୧୧ ତାରିଖରେ ଅନୁଷ୍ଠିତ ହେବ, ନଭେମ୍ବର ୧୪ ରେ ଗଣନା ହେବ। ୨୪୩ ସଦସ୍ୟ ବିଶିଷ୍ଟ ବିଧାନସଭାରେ ୭୪ ନିୟୁତରୁ ଅଧିକ ଭୋଟର ଭୋଟ୍ ଦେବାକୁ ଯୋଗ୍ୟ। ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲ ଅକ୍ଟୋବର ୧୦ ତାରିଖରୁ ଆରମ୍ଭ ହେବ, ନାମାଙ୍କନ…

Shilpa Shetty 60 crore Fraud Case: ଶିଳ୍ପା ସେଟ୍ଟୀଙ୍କୁ ବମ୍ବେ ହାଇକୋର୍ଟରୁ ବଡ଼ ଝଟକା; ୬୦ କୋଟି ଜମା ନକରି…

ମୁମ୍ବାଇ: ଠକେଇ ମାମଲରେ ଶିଲ୍ପା ସେଟ୍ଟୀଙ୍କ ସମସ୍ୟା ଥମିବାର ନାଁ ନେଉନାହିଁ । ବମ୍ବେ ହାଇକୋର୍ଟ ଆଜି ଶିଳ୍ପା ସେଟ୍ଟୀ ଏବଂ ସ୍ବାମୀ ରାଜ କୁନ୍ଦ୍ରାଙ୍କ ସହିତ ଜଡିତ ୬୦ କୋଟି ଠକେଇ ମାମଲାର ଶୁଣାଣି କରିଛନ୍ତି। ବମ୍ବେ ହାଇକୋର୍ଟ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଏବଂ ତାଙ୍କ ସ୍ୱାମୀ ରାଜ…

ଜଙ୍ଗଲପାଡୁ ସୀମାନ୍ତ ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ, ୩ ଶ୍ରମିକ ମୃତ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ଜଙ୍ଗଲପାଡୁ ସୀମାନ୍ତ ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ। ଭୟଙ୍କର ବିସ୍ଫୋରଣରେ ୩ ଶ୍ରମିକଙ୍କ ମୃତ୍ୟୁ, ଅନେକ ଗୁରୁତର ହୋଇଥିବା ସୂଚନା । ମୃତକମାନେ ବିହାର, ରାଜସ୍ଥାନ ଓ ମଧ୍ୟପ୍ରଦେଶ ଅଂଚଳର ଶ୍ରମିକ। ଗୁରୁତରମାନେ ଶ୍ରୀକାକୁଲମ୍ ଟେକ୍କାଲି ହସ୍‌ପିଟାଲରେ…