Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Baliyatra 2025: ବାଲିଯାତ୍ରାରେ ଟଳିଲା ବଡ଼ ଧରଣର ଅଘଟଣ;ଦୋଳି ହେଲା ଅଚଳ…ଫସିଲେ ୧୬

କଟକ:ଐତିହାସିକ କଟକ ବାଲିଯାତ୍ରାରେ ଟଳିଲା ବଡ ବିପଦ । ଏକ ଦୋଳି ଅଚଳ ହେବାରୁ ଶୂନ୍ୟରେ ଏଥିରେ ବସିଥିବା ୧୬ ଜଣ ଲୋକ ଫସି ରହିଥିଲେ । ଏକ ଦୋଳିର ମଟରଟି ଖରାପ ହୋଇଯାଇଥିଲା । ଏଥିରେ ଲୋକଙ୍କ ସହ କୁନିକୁନି ପିଲା ଫସିଯାଇଥିଲେ । ୨ ଘଣ୍ଟା ଧରି ୭୦ ଫୁଟ୍‌ ଉପରେ ଏମାନେ ଫସି ରହିଥିବା ସୂଚନା…

ଓଡ଼ିଶାର କୃଷି ଐତିହ୍ୟ ଓ ଶ୍ରୀ ଅନ୍ନର ସଂରକ୍ଷଣ,ପ୍ରସାର ପଦକ୍ଷେପକୁ କେନ୍ଦ୍ର କୃଷିମନ୍ତ୍ରୀଙ୍କ ଭୁୟସୀ ପ୍ରଶଂସା

ଭୁବନେଶ୍ଵର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ନଭେମ୍ବର ୧୦ ଓ ୧୧ ରେ ଦୁଇଦିନିଆ ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ମହିଳା କୃଷକ ସମ୍ମିଳନୀ ୨୦୨୫ ଲୋକସେବା ଭବନ କନଭେନସନ ହଲଠାରେ ସଫଳତାର ସହ ସମାପ୍ତ ହୋଇଛି । ଏହି ସମ୍ମିଳନୀ “କୃଷି ଐତିହ୍ୟ ଓ ଜୈବ ବିବିଧତା ସଂରକ୍ଷଣରେ…

Film Heritage Foundation: ଓଡ଼ିଆ ଚଳଚ୍ଚିତ୍ରର ପୁନରୁଦ୍ଧାର ପାଇଁ ଫିଲ୍ମ ହେରିଟେଜ ଫାଉଣ୍ଡେସନ୍ ସହ ବୁଝାମଣାପତ୍ର…

ଭୁବନେଶ୍ୱର:ଆମ ଓଡ଼ିଆ ସିନେମା ଆମ ସାଂସ୍କୃତିକ ଐତିହ୍ୟର ପ୍ରତୀକ । ଏଥିରେ ଅନେକ ସ୍ମୃତି ଜଡ଼ିତ ହୋଇ ରହିଛି । ଆମେ ଯେତେବେଳେ ଏହାର ସରଂକ୍ଷଣ ପାଇଁ ଉଦ୍ୟମ କରୁଛୁ ନିଶ୍ଚିତ ରୂପେ ଏହି ସ୍ମୃତି ସବୁ ଜୀବିତ ହେବ ଏବଂ ଆଗାମୀ ପିଢ଼ି ଏଥିରୁ ପ୍ରେରଣା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Delhi Blast: କେନ୍ଦ୍ର ସରକାରଙ୍କ ବଡ ବୟାନ…ଦିଲ୍ଲୀ ବିସ୍ଫୋରଣ ଏକ ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି (CCS)ର ଏକ ବୈଠକ ଡାକିଥିଲେ । କ୍ୟାବିନେଟ ଦିଲ୍ଲୀ ବିସ୍ଫୋରଣକୁ ନିନ୍ଦା କରିବା ଏବଂ ପ୍ରାଣ ହରାଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏକ ପ୍ରସ୍ତାବ ପାରିତ କରିଛି। ଏଥିସହ…

ସ୍ବାମୀ ମୋବାଇଲ କିଣି ନଦେବାରୁ ୩ ଛୁଆଙ୍କ ସହ ଜୀବନ ହାରିଲେ ମହିଳା

ପାଟନା: ବିହାରର ବକ୍ସର ଜିଲ୍ଲାର ନୂଆ ଭୋଜପୁର ଥାନା ଅଞ୍ଚଳର ଏକ ଗାଁରେ ମଙ୍ଗଳବାର ସନ୍ଧ୍ୟାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ବହୁଦିନ ଧରି ମୋବାଇଲ କିଣିଦେବା ପାଇଁ ଜିଦି କରୁଥିଲା ସ୍ତ୍ରୀ । ହେଲେ ପତ୍ନୀର ଇଚ୍ଛା ପୂରଣ କରିନଥିଲା ସ୍ବାମୀ । ଫଳରେ ଜଣେ ବିବାହିତ ମହିଳା ତାଙ୍କ ତିନି…

ଗୁରୁବାର ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ

ପୁରୀ: ରାତିପାହିଲେ ମାର୍ଗଶିର କୃଷ୍ଣ ନବମୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସାଧାରଣ ଲୋକଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ…

୨୪ ଜଣ ଲେଖକଙ୍କୁ ମିଳିବ ବାଲ୍ ସାହିତ୍ୟ ପୁରସ୍କାର-୨୦୨୫

ଭୁବନେଶ୍ୱର: ସାହିତ୍ୟ ଏକାଡେମୀର ବାଲ୍ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପୁରସ୍କାର ପାଇଁ ୨୪ ଜଣ ଲେଖକଙ୍କୁ ମନୋନୀତ କରାଯାଇଛି । ୨୪ ଜଣ ପୁରସ୍କାର ବିଜେତାଙ୍କୁ ମାନପତ୍ର ସହିତ ୫୦ ହଜାର ଟଙ୍କାର ଚେକ୍ ଏବଂ ଏକ କାଂସ୍ୟ ଫଳକ ପ୍ରଦାନ କରାଯିବ । ବାର୍ଷିକ…

ବିଆଇପିଏଫ୍ ପକ୍ଷରୁ ଶାମ୍ଭବୀ ପୁରସ୍କାର ୨୦୨୬ ନିମନ୍ତେ ନାମାଙ୍କନ ପତ୍ର ଆହ୍ଵାନ

ଭୁବନେଶ୍ୱର: ବଂଶୀଧର ଏବଂ ଇଲା ପଣ୍ଡା ଫାଉଣ୍ଡେସନ୍ (ବିଆଇପିଏଫ୍) ୧୩ତମ ଶାମ୍ଭବୀ ପୁରସ୍କାର ପାଇଁ ସାମାଜିକ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି, ବ୍ୟକ୍ତିବିଶେଷଙ୍କ ଗୋଷ୍ଠୀ ଏବଂ ସଂଗଠନରୁ ଆବେଦନ ଆମନ୍ତ୍ରଣ କରାଯାଇଛି । ଏହି ପୁରସ୍କାରରେ ୫ ଲକ୍ଷ ଟଙ୍କା ନଗଦ ପୁରସ୍କାର, ଏକ…

ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲସର ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ଏଣିକି ସହଜ ହେବ ପଟ୍ଟା ସଂଶୋଧନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜମି କ୍ରେତା-ବିକ୍ରେତାଙ୍କ ସମସ୍ୟାକୁ ଦୂର କରିବା ପାଇଁ ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲସର ସଂଶୋଧନ ପାଇଁ ଅନୁମୋଦନ ଦେଇଛନ୍ତି । ବର୍ତ୍ତମାନ ପ୍ରାବଧାନ ଅନୁସାରେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ…

ପୂର୍ବଥର ପରି ସରକାରଙ୍କ କ୍ରିକେଟ ମ୍ୟାଚ ପାଇଁ ପ୍ରସ୍ତୁତି ଓ ରିଭିୟୁ ବୈଠକ ପ୍ରହସନ ନହେଉ: ବିଜେଡି

ଭୁବନେଶ୍ୱର: ଆସନ୍ତା ଡିସେମ୍ୱର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଯାଉଥିବା ଟି୨୦ କ୍ରିକେଟ ମ୍ୟାଚରେ ସୁରକ୍ଷା ବ୍ୟବସ୍ଥା ପାଇଁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା ।…