Latest Odisha News

BREAKING NEWS

Browsing Category

Uncategorized

ପଞ୍ଚାୟତସ୍ତରରେ କାମ କରୁଥିବା ୫୦ ହଜାର ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ଆର୍ଥିକ ପ୍ୟାକେଜ

ଭୁବନେଶ୍ବର : ପଞ୍ଚାୟତସ୍ତରରେ କାମ କରୁଥିବା ୫୦ ହଜାର ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ଆର୍ଥିକ ପ୍ୟାକେଜ । ମିଶନ ଶକ୍ତି ଆନ୍ଦୋଳନ ଓଡ଼ିଶାର ୭୦ ଲକ୍ଷ ମା ମାନଙ୍କ ଜୀବନରେ ଏକ ବଡ ଧରଣର ପରିବର୍ତ୍ତନ ଆଣିଛି । ଚଳିତ ବର୍ଷ ମିଶନ ଶକ୍ତି ମା ମାନଙ୍କୁ ରେକର୍ଡ ୬୦୦୦ କୋଟି…

କବିତା : ସିଂହଦ୍ଵାର

ମାନସ ରଞ୍ଜନ ମହାପାତ୍ର ରୋମାଞ୍ଚିତ ମନ ମୋର ବେଳେବେଳେ ଅରୋମାଞ୍ଚ ହୁଏ କେମିତି ଜାଣେନା ପ୍ରଭୁ, ତୁମକୁ ଦେଖିଲେ ଶରଧାରେ ମଥା ନଇଁଯାଏ ଜାଣେନା କେମିତି ପ୍ରଭୁ, ତୁମ ସହ ହେଲେ କେବେ ଦେଖା ଲିଭିଯାଏ ହୃଦୟରୁ ପାପ ସବୁ ଏବଂ ଜଳିଉଠେ ପୂଣ୍ୟର ଶିଖା ଜାଣେନା କେମିତି ପୁଣି ଆଖି…

ଜାତୀୟ ପୁରସ୍କାର ପାଇଲା ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆରମ୍ଭ କରାଯାଇଥିବା ଓଡ଼ିଶାର ‘ବ୍ଲୁଇସ୍’ ଆପ୍

ଭୁବନେଶ୍ବର : ଜାତୀୟ ପୁରସ୍କାର ପାଇଲା ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆରମ୍ଭ କରାଯାଇଥିବା ଓଡ଼ିଶାର ‘ବ୍ଲୁଇସ୍’ ଆପ୍ । ହାଇଦ୍ରାବାଦରେ ଅନୁଷ୍ଠିତ ୨୪ତମ ଜାତୀୟ ଇ-ଗଭର୍ଣ୍ଣାନ୍ସ ସମ୍ମେଳନରେ କେନ୍ଦ୍ରୀୟ କାର୍ମିକ ଓ ପ୍ରଶିକ୍ଷଣ ମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂ ଓଡ଼ିଶାକୁ ଏହି ପୁରସ୍କାର ପ୍ରଦାନ…

ସୋମବାରରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ

ପୁରୀ : ଆସନ୍ତା ସୋମବାରରୁ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ବଢୁଥିବା ସଂକ୍ରମଣକୁ ନଜରରେ ରଖି ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ୧୦ ତାରିଖରୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ ।…

ଗୁପଚୁପ ତିଆରିକୁ କେନ୍ଦ୍ର କରି ସ୍ତ୍ରୀକୁ ହତ୍ୟାକଲା ସ୍ୱାମୀ, ଥାନାରେ ଅଭିଯୋଗ ପାରିବାରିକ କଳହର କରୁଣ ପରିଣତି । ଗୁପଚୁପ ତିଆରି ବେଳେ ସ୍ତ୍ରୀକୁ ହତ୍ୟାକଲା ସ୍ୱାମୀ । ଏଭଳି ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଗାଁରେ । ବିହାର ସମସ୍ତିପୁର ଅଂଚଳର…

କଟକ ରେଲୱେ ଷ୍ଟେସନ ହେବ ବିଶ୍ୱ ସ୍ତରୀୟ ରେଳ ଷ୍ଟେସନ : ଅଶ୍ୱିନୀ ବୈଷ୍ଣବ

କଟକ : ସିଲଭର ସିଟି କଟକ ରେଳ ଷ୍ଟେସନ ହେବ ବିଶ୍ୱ ସ୍ତରୀୟ ରେଳ ଷ୍ଟେସନ । ବଦଳିବ ଷ୍ଟେସନ ରୂପ ରେଖ । ଆଜି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କଟକ ଯାଇ କଟକ ଚଣ୍ଡି ମନ୍ଦିରରେ ମା' ଙ୍କ ଦର୍ଶନ କରିଥିଲେ । ତାପରେ ଷ୍ଟେସନ ପରିସରରେ ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ…

ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ବିଜେପି କର୍ମୀ

ଭଦ୍ରକ : ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ବ୍ୟବସ୍ଥାକୁ ନେଇ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ନେତି ଉଗ୍ର ହୋଇଛି ବିଜେପି । ସଂରକ୍ଷଣ ବ୍ୟବସ୍ଥାକୁ ନେଇ ରାଜ୍ୟରେ ଅସନ୍ତୋଷ ପ୍ରକାଶ ପାଉଥିବା ବେଳେ, ଆଜି ଭଦକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଛନ୍ତି ବିଜେପି କର୍ମୀ । ଜୋର ଜବରଦସ୍ତ…

୧୦ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ପୁଣି ହେବ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା । ଆସନ୍ତା ୧୦ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା । ପଶ୍ଚିମ ଓଡିଶାର ପ୍ରାୟ ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି । ୧୦ ପରେ ବର୍ଷାର ପରିମାଣ ବଢିବା ନେଇ ଆକଳନ…

ସୁନ୍ଦରଗଡ଼ ଜିଲ୍ଲାରେ ସମନ୍ବିତ ଭୌତିକ ଚିକିତ୍ସା ସେବାର ଶୁଭାରମ୍ଭ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାର ଉଭୟ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳର ରୋଗୀଙ୍କୁ ମାଗଣାରେ ଅତ୍ୟାଧୁନିକ ଫିଜିଓଥେରାପି ସହ ଏବେ ମିଳିବ ସମନ୍ୱିତ ଭୌତିକ ଚିକିତ୍ସା ସେବା । ଏଥିପାଇଁ ସୁନ୍ଦରଗଡ଼ସ୍ଥିତ ଏନଟିପିସି ହସ୍ପିଟାଲ ପରିସରରେ ଏକ ଆଧୁନିକ ଭୌତିକ ଚିକିତ୍ସା କେନ୍ଦ୍ରର ଶୁଭାରମ୍ଭ ହୋଇଛି ।…

ମହିଳାଙ୍କୁ ଗଣ ଦୁଷ୍କର୍ମ ମାମଲା, ୧୦ ଦିନ ପରେ ଧରାପଡ଼ିଲା ଅଭିଯୁକ୍ତ

କୋରାପୁଟ : ସ୍ବାମୀ ଓ ପୁଅକୁ ବନ୍ଧୁକ ଦେଖାଇ ମହିଳାଙ୍କୁ ଗଣ ଦୁଷ୍କର୍ମ ଘଟଣାରେ କାର୍ଯ୍ୟାନୁଷ୍ଠାନ । ୧୦ ଦିନ ପରେ ମୁଖ୍ୟ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଛି ଜୟପୁର ସଦର ଥାନା ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲା ଜୟପୁର ସଦର ଥାନା ଅନ୍ତର୍ଗତ କୁସୁମପୁଟର ମୀନ ବାରିକ । ପାଡୁଆ ଜଙ୍ଗଲରୁ…