Latest Odisha News

BREAKING NEWS

Browsing Category

Uncategorized

ଡରାଉଛି ଓମିକ୍ରନ୍, ଚିନ୍ତା ବଢ଼ାଉଛନ୍ତି ବିଦେଶ ଫେରନ୍ତା

ଭୁବନେଶ୍ବର : ଓମିକ୍ରନ ଭୂତାଣୁକୁ ନେଇ ବଢ଼ିଲା ଚିନ୍ତା । ୩୮ ଦେଶକୁ ଭୂତାଣୁ ବ୍ୟାପି ସାରିଥିବା ବେଳେ, ଏବେ ଚିନ୍ତା ବଢାଇଛନ୍ତି ବିଦେଶ ଫେରନ୍ତା । ଠିକଣା ବଦଳାଇ ଓଡିଶା ଆସୁଛନ୍ତି ଲୋକ । ଏଯାଏଁ ବିଦେଶରୁ ରାଜ୍ୟକୁ ୮୦୦ରୁ ଅଧିକ ଲୋକ ଫେରିଛନ୍ତି । ହେଲେ ଏମାନଙ୍କ ମଧ୍ୟରୁ ୪୦ ପ୍ରତିଶତ…

[ଭିଡ଼ିଓ] ମଶା ବଂଶ ବୃଦ୍ଧି ନେଇ ବଢୁଛି ଚିନ୍ତା,ଡେଙ୍ଗୁ ପାଇଁ ଆତଙ୍କିତ ସହରବାସୀ

କଟକ: ପୁତିଗନ୍ଧମୟ ପରିବେଶରେ ମଶାଙ୍କ ପ୍ରାଦୁର୍ଭାବ ବଢିଚାଲିଛି । ସଂଜ ହୋଇଗଲେ ଘରେ କି ବାହାରେ ରହିବା ମୁସ୍କିଲ ହୋଇପଡ଼ୁଛି । ନାଳନଦ୍ଦର୍ମା ପରିଷ୍କାର ହେଉନଥିବା ବେଳେ ରାସ୍ତାଘାଟ ବି ଆବର୍ଜନାମୟ । ଏହି ଦୃଶ୍ୟ ଦେଖିବାକୁ ମିଳିଛି କଟକ ସହରରେ । ଡେଙ୍ଗୁ ଆତଙ୍କ ବଢିଚାଲିଥିବା ବେଳେ ସହର…

ଜଓ୍ବାଦ ପ୍ରଭାବରେ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା, ଚାଷ ଜମିରେ ଲହଡି ମାରୁଛି ପାଣି

ଭଦ୍ରକ : ଟଳିଛି ବାତ୍ୟା ବିପଦ, ହେଲେ ଅବପାତ ପ୍ରଭାବରେ ଭଦ୍ରକ ଜିଲ୍ଲାରେ ତୁହାକୁ ତୁହା ବର୍ଷା ଜାରି ରହିଛି । କିନ୍ତୁ ଲଗାଣ ବର୍ଷାକୁ ନେଇ ଚିନ୍ତାରେ ପଡିଛନ୍ତି ଚାଷୀ । ବର୍ଷା ଯୋଗୁଁ ଚାଷ ଜମିରେ ଲହଡି ମାରୁଛି ପାଣି । ବର୍ତ୍ତମାନ ଧାନ ଅମଳ ସମୟ । ହେକ୍ଟର ହେକ୍ଟର ଜମିରେ ପାଚିଲା ଧାନ…

ଦୁର୍ବଳ ହେଉଛି ଜଓ୍ବାଦ୍, ପୁରୀ ଉପକୂଳ ଦେଇ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରୁଛି

ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ଜଓ୍ବାଦ । ଅବପାତରେ ପରିଣତ ହେଲା ବାତ୍ୟା । ବର୍ତ୍ତମାନ ଏହା ପୁରୀ ଉପକୂଳ ଦେଇ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଏବେ ପୁରୀ ଉପକୂଳରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗର ୭୦ କିଲୋମିଟର ଓ ଗୋପାଳପୁର ଠାରୁ ୧୦୦ କିମି ଦୂରରେ ରହିଛି । ଘଣ୍ଟାକୁ ୧୮…

୩୮ ଦେଶକୁ ବ୍ୟାପିଲା ନୂଆ ଭ୍ୟାରିଆଣ୍ଟ ଓମିକ୍ରନ୍

ନୂଆଦିଲ୍ଲୀ : ୩୮ଟି ଦେଶକୁ ବ୍ୟାପିଲା କରୋନାର ନୂଆ ଭ୍ୟାରିଆଣ୍ଟ ଓମିକ୍ରନ । ତେବେ ବର୍ତ୍ତମାନ ସୁଦ୍ଧା କୌଣସି ଓମିକ୍ରନ ଜନିତ ମୃତ୍ୟୁ ହୋଇନାହିଁ ବୋଲି କହିଛି ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ । ଏବେ ବି ଓମିକ୍ରନ ସମ୍ପର୍କରେ ସବିଶେଷ ତଥ୍ୟ ଜଣାପଡିନି ଏବଂ ଆସନ୍ତା କିଛି ସପ୍ତାହ ମଧ୍ୟରେ ଏହି…

ରାଜସ୍ଥାନରୁ ବ୍ରାଉନ୍‌ସୁଗର ମାଫିଆ ଅଜବହର ଗିରଫ

ଭୁବନେଶ୍ୱର : କ୍ରାଇମ୍‌ବ୍ରାଞ୍ଚ ଏସଟିଏଫ୍‌କୁ ବଡ଼ ସଫଳତା । ରାଜସ୍ଥାନରୁ ବ୍ରାଉନ୍‌ସୁଗାର ମାଫିଆ ଅଜବହରକୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ । ଗିରଫ ପରେ ରାଜସ୍ଥାନ ଯୋଧପୁରରୁ ଅଜବହରକୁ ଓଡିଶା ଆଣୁଛି ଏସ୍‌ଟିଏଫ୍‌ର ସ୍ୱତନ୍ତ୍ର ଟିମ୍‌ । ଆନ୍ତଃରାଜ୍ୟ ବ୍ରାଉନସୁଗାର ବେପାରୀଙ୍କ …

ବିଶ୍ୱ ଏଡ୍‌ସ ଦିବସ: ଚଳିତ ବର୍ଷର ବାର୍ତ୍ତା ‘ଅସମାନତା ସମାପ୍ତ କର ଏଡ୍‌ସ ହଟାଅ’

ଭୁବନେଶ୍ୱର: ଆଜି ବିଶ୍ୱ ଏଡ୍‌ସ ଦିବସ । ଦିନଥିଲା ବିଶ୍ବରେ ମହାମାରୀ ଏଚ୍ଆଇଭି ଏଡ୍ସ ଭୟଙ୍କର ରୂପ ଧାରଣ କରିଥିଲା । ବର୍ତ୍ତମାନ କରୋନା ମହାମାରୀର ପ୍ରକୋପ ଚାଲିଛି । ଯଦିଓ ଏଚ୍ଆଇଭିର ମାତ୍ରା ଟିକେ କମ୍ ଅଛି ତଥାପି ଏଡ୍‌ସ ଭୟ ସମ୍ପୂର୍ଣ୍ଣ ରୂପେ ଯାଇନାହିଁ । ଆଜି ବି ନିରବ ମୁଦ୍ରାରେ…

IPS ଅରୁଣ ରାୟଙ୍କୁ ଅଗ୍ନିଶମ ବିଭାଗ ଡିଜି ଦାୟିତ୍ୱ,

ଭୁବନେଶ୍ୱର:  ବରିଷ୍ଠ IPS ଅରୁଣ ରାୟଙ୍କୁ ଗୁରୁ ଦାୟିତ୍ୱ । ଅଗ୍ନିଶମ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏହାସହ ହୋମଗାର୍ଡ ଡିଜି, ସିଭିଲ୍ ଡିଫେନ୍ସ ନିର୍ଦ୍ଦେଶକ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

ଘୁଞ୍ଚିବନି ପଞ୍ଚାୟତ ନିର୍ବାଚନ : ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ବର : କରୋନା ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ବଢ଼ିଲାଣି ଚିନ୍ତା । ସଂକ୍ରମଣ ଭୟ ଥିବାରୁ ଏଭଳି ସ୍ଥିତିରେ ପଞ୍ଚାୟତ ନିର୍ବାଚନ ହେବ ନା ନାହିଁ ତାକୁ ନେଇ ପ୍ରଶ୍ନ ଉଠିଲାଣି । ତେବେ ଏଭଳି ଆଶଙ୍କା ଦେଖା ଦେଉଥିଲେ ବି ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନିର୍ଦ୍ଧାରିତ ସମୟରେ ହେବ । ଏନେଇ…

‘ସୁପର ମଡେଲ୍ ଅଫ୍ ଦ ଇୟର ସିଜିନ ୨’ ରେ ଜିତିଲେ ଢେଙ୍କାନାଳ ଝିଅ ସ୍ୱପ୍ନା

'ସୁପର ମଡେଲ୍ ଅଫ୍ ଦ ଇୟର ସିଜିନ ୨’ ରେ ଜିତିଲେ ଢେଙ୍କାନାଳ ଝିଅ ସ୍ୱପ୍ନା ଢେଙ୍କାନାଳର ଝିଅ ସ୍ୱପ୍ନା ପ୍ରିୟଦର୍ଶିନୀ ‘ସୁପର ମଡେଲ୍ ଅଫ୍ ଦ ଇୟର ସିଜିନ ୨’ ରେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଏକ ଘରୋଇ ଟିଭି ଚ୍ୟାନେଲ ପକ୍ଷରୁ ଆୟୋଜିତ ରିୟାଲିଟି ସୋ’ ସୁପର ମଡେଲ୍ ଅଫ୍ ଦ ଇୟର ସିଜନ୍…