Latest Odisha News

BREAKING NEWS

Browsing Category

Uncategorized

ନଭେମ୍ବର ୧୫ରୁ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲା ସ୍କୁଲ ଯିବେ : ଗଣଶିକ୍ଷା ମନ୍ତ୍ରୀ

ସୋନପୁର : ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଖୋଲିବ ବିଦ୍ୟାଳୟ। ନଭେମ୍ବର ୧୫ରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ସ୍କୁଲ ଖୋଲିବା ନେଇ ଗଣଶିକ୍ଷାମନ୍ତ୍ରୀ ସୂଚନା ଦେଇଛନ୍ତି । ସୁବର୍ଣ୍ଣପୁର ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

ମରୁଡ଼ି ଅଞ୍ଚଳ ପାଇଁ ଉପଯୋଗୀ ଧାନ ଯୋଗାଇ ଦେବାପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ

ବଲାଙ୍ଗୀର : ବଲାଙ୍ଗୀର ଲର୍କିପାଲି ଠାରେ ଧାନ ଗବେଷଣା କରାଯାଇଛି। ଯେଉଁ ଧାନ ମରୁଡ଼ି ଅଞ୍ଚଳ ପାଇଁ ଉପ ଯୋଗୀ ତାହା ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି ଚାଷୀ। ବଲାଙ୍ଗିର ଲର୍କିପାଲି ଠାରେ ଥିବା ବିହନ ଗବେଷଣା କେନ୍ଦ୍ରରେ ଫିଲିପାଇନସ ଠାରେ ଥିବା ଆର୍ନ୍ତଜାତୀୟ ବିହନ…

ଆସନ୍ତାକାଲି ନବୀନ-ଜଗନମୋହନ ଆଲୋଚନା

ଭୁବନେଶ୍ବର : ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ । ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ମୋହନ । ଏହି ଅବସରରେ ଉଭୟଙ୍କ ମଧ୍ୟରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନ ହେବ । ଦୁଇ…

ଆମେରିକାରେ ୨ରୁ ୧୮ବର୍ଷରୁ କମ୍ ବୟସର ପିଲାଙ୍କୁ କୋଭାକ୍ସିନ ଦେବା ନେଇ ଆସିପାରେ ନିଷ୍ପତ୍ତି

ନୂଆଦିଲ୍ଲୀ : କୋଭାକ୍ସିନକୁ ନେଇ ପୁଣି ଖୁସି ଖବର । ଆମେରିକାରେ ୨ରୁ ୧୮ବର୍ଷରୁ କମ୍ ବୟସର ପିଲାଙ୍କୁ କୋଭାକ୍ସିନ ଦେବା ନେଇ ଖୁବଶୀଘ୍ର ଆସିପାରେ ନିଷ୍ପତ୍ତି । ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ଦେବା ସକାଶେ ଆମେରିକା ଔଷଧ ଓ ଖାଦ୍ୟ ପ୍ରଶାସନ ବା ଏଫଡିଏ ନିକଟରେ ଆବେଦନ କରିଛି ଭାରତ…

ପୁନର୍ବାର ବିବାଦରେ ଅଷ୍ଟ୍ରେଲୀୟ କ୍ରିକେଟର ଶେନ ୱାର୍ଣ୍ଣେ

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ପୂର୍ବତନ ଲେଗ ସ୍ପିନର ଶେନ ୱାର୍ଣ୍ଣେ ପୁନର୍ବାର ଆଉ ଏକ ବିବାଦରେ ପଡିଛନ୍ତି । ଅଷ୍ଟ୍ରେଲିଆର ରିୟାଲିଟି ଟିଭି ଷ୍ଟାର ଜେସିକା ପାୱାର ତାଙ୍କ ବିରୋଧରେ ଅଭଦ୍ର ମେସେଜ ପଠାଇବା ଅଭିଯୋଗ ଆଣିଛନ୍ତି । ଏପରିକି ୱାର୍ଣ୍ଣେଙ୍କ ମୁଣ୍ଡ ବୋଧେ ଠିକ ନାହିଁ ବୋଲି କହିଛନ୍ତି ।…

ଚୁକ୍ତିଭିତ୍ତିରେ ନିୟୋଜିତ ବ୍ୟକ୍ତିଙ୍କ ପାଇଁ ରାଜ୍ୟ ସରକାରଙ୍କ ଦୀପାବଳି ଭେଟି, ୨୫% ବଢ଼ିବ ପାରିଶ୍ରମିକ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋରସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତିଙ୍କ ବଢ଼ିବ ପାରିଶ୍ରମିକ । ୨୫ ପ୍ରତିଶତ ପାରିଶ୍ରମିକ ବୃଦ୍ଧି ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ…

ଭୁବନେଶ୍ବରରୁ ଅପହୃତ ନାବାଳିକା ଗଞ୍ଜାମ ରମ୍ଭାରୁ ଉଦ୍ଧାର, ମୁଖ୍ୟ ଅଭିଯୁକ୍ତ ଫେରାର

ଭୁବନେଶ୍ବର : ଭୁବନେଶ୍ବରରୁ ନିଖୋଜ ନାବାଳିକା ଗଞ୍ଜାମ ଜିଲ୍ଲା ରମ୍ଭାରୁ ଉଦ୍ଧାର । ନାବାଳିକାକୁ ଏକ ଘର ଭିତରୁ ଉଦ୍ଧାର କରିଛି କମିଶନରେଟ ପୋଲିସ । ଘଟଣାରେ ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ବେଳେ, ଅନ୍ୟ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଗତ ୨୭ ତାରିଖରେ ୟୁନିଟ୍-୬…

ଶିକାର ପାଇଁ ଉଦ୍ୟମ ବେଳେ ୨ ବାରାହା ଶିକାରି ଗିରଫ

କେନ୍ଦୁଝର : ବନ୍ୟଜନ୍ତୁ ଶିକାର ପାଇଁ ଉଦ୍ୟମ ବେଳେ ୨ ଶିକାରି ଗିରଫ । ଗିରଫ ୨ ଶିକାରି ହେଲେ ଜେନାଦର ଗାଁର ଯଦୁମଣି କିଷାନ ଓ ଲିଙ୍ଗରାଜ କିଷାନ । ତେଲକୋଇ ଫରେଷ୍ଟ ବିଟ ଅଧିନ ଢିଙ୍କେଶ୍ବରି ସଂରକ୍ଷିତ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ୩ ଜଣ ଶିକାରୀ ଉଦ୍ୟମ କରୁଥିଲେ । ଖବରପାଇ ଘଟଣାସ୍ଥଳରେ…

କ୍ରୁଜ ଡ୍ରଗ୍ସ ପାର୍ଟି ମାମଲା, ଶେଷରେ ଆର୍ଯ୍ୟନ୍ ଖାନଙ୍କୁ ମିଳିଲା ଜାମିନ

ମୁମ୍ବାଇ : ବହୁଚର୍ଚ୍ଚିତ କ୍ରୁଜ ଡ୍ରଗ୍ସ ପାର୍ଟି ମାମଲାରେ ଶେଷରେ ଆର୍ଯ୍ୟନ ଖାନଙ୍କୁ ମିଳିଲା ଜାମିନ । ତର୍କ ବିତର୍କ ପରେ ଶେଷରେ ଆର୍ଯ୍ୟନଙ୍କ ଜାମିନ ପ୍ରଦାନ କରିଛନ୍ତି ବମ୍ବେ ହାଇକୋର୍ଟ । ୨୬ ଦିନ ଧରି ପୋଲିସ ହେପାଜତରେ ରହିବା ପରେ ଆଶ୍ବସ୍ଥ ହୋଇଛନ୍ତି ଆର୍ଯ୍ୟନ । ଆର୍ଯ୍ୟନଙ୍କ ସହ…

ଅଗ୍ନି-୫ ମିସାଇଲର ସଫଳ ଉତକ୍ଷେପଣ, ଚୀନ-ପାକିସ୍ତାନକୁ ସତର୍କଘଣ୍ଟି

ଭଦ୍ରକ: ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଭାରତକୁ ବଡ଼ ସଫଳତା। ବାଲିଷ୍ଟିକ ମିସାଇଲ ଅଗ୍ନି ୫ର ଆଜି ସଫଳ ପରୀକ୍ଷଣ ହୋଇଛି। ଭଦ୍ରକ ଜିଲ୍ଲା ଧାମରା ଅବଦୁଲ କଲାମ ଦ୍ୱୀପର ୪ ନମ୍ବର ଲଞ୍ଚ ପ୍ୟାଡରୁ ସନ୍ଧ୍ୟା ୭ତ ୫୦ ମିନିଟରେ ଏହାର ଉତକ୍ଷେପଣ କରାଯାଇଥିଲା। ଭାରତୀୟ ପ୍ରତିରକ୍ଷା ଓ ଗବେଷଣା…