Latest Odisha News

BREAKING NEWS

Browsing Category

Uncategorized

ତାଳଚେର-ବିମଳାଗଡ଼ ନୂଆ ରେଳ ପ୍ରକଳ୍ପ ଟନେଲର ବଡ ଧରଣର କାର୍ଯ୍ୟ ସମ୍ପାଦନରେ ପୂର୍ବତଟ ରେଳପଥର ମାଇଲ୍ ଖୁଣ୍ଟ

ଭୁବନେଶ୍ବର : ମାଇଲ ଖୁଣ୍ଟ ହାସଲ କରିଛି ପୂର୍ବତଟ ରେଳପଥ । ତାଳଚେର-ବିମଳାଗଡ଼ ନୂତନ ରେଳ ପ୍ରକଳ୍ପ ମଧ୍ୟରେ ଟନେଲର ବଡ ଧରଣର କାର୍ଯ୍ୟ ସମ୍ପାଦନରେ ପୂର୍ବତଟ ରେଳପଥକୁ ମିଳିଛି ଏକ ବଡ଼ ସଫଳତା । ଚାଲୁ ରହିଥିବା ରେଳ ପ୍ରକଳ୍ପକୁ ଶୀଘ୍ର ଶେଷ କରିବା ପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯାଉଛି ବୋଲି…

ପଲ୍ଲୀବାଣୀ ମିଶନ ପକ୍ଷରୁ ଓଡ଼ିଶା ସାମ୍ବାଦିକତା ପୁରସ୍କାର

ନୂଆଦିଲ୍ଲୀ : ପଲ୍ଲୀବାଣୀ ମିଶନ ପକ୍ଷରୁ ଓଡ଼ିଆ ସାମ୍ବାଦିକତା ପୁରସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୂଆଦିଲ୍ଲୀ କନଷ୍ଟିଚ୍ୟୁସନାଲ କ୍ଲବରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ, କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ…

ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର: ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ହେଉଛିି । ଏଥିରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ପ୍ରଭାରୀ ଡ଼ି ପୁରଣ୍ଡେଶ୍ୱରୀ, ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର, କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡ଼ୁ ତଥା ବିଜେପି…

୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ସ୍କୁଲ ରୂପାନ୍ତର ପର୍ବ । 5T ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ ଜଗତସିଂହପୁରର ୧୪ଟି ସ୍କୁଲ, ଦେବଗଡର ୩୨ଟି, ପୁରୀର…

ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର

ସୋନପୁର : ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ ।ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ଅନ୍ତଡା ଗାଁ ଠାରେ ଟ୍ରାକ୍ଟର ଓ ବାଇକ ମୁହାଁ ମୁହିଁ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ୨ ଜଣ ଗୁରୁତର ହୋଇପଡିଛନ୍ତି ।ମୃତକ ଜଣକ ହେଲେ ଶିବା ସୁନା । …

ଆନ୍ଧ୍ରପ୍ରଦେଶ କଡ଼ାପାରେ ଆକସ୍ମିକ ବନ୍ୟା ବିତ୍ପାତ ,୩ ମୃତ ୩୦ ନିଖୋଜ

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶରେ ପୁଣି ବନ୍ୟା ବିତ୍ପାତ । ଆନ୍ଧ୍ରପ୍ରଦେଶ କଡ଼ାପା ଜିଲ୍ଲାରେ ହଠାତ୍ ବନ୍ୟା ହେବା ଯୋଗୁଁ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ବ୍ୟକ୍ତି ନିଖୋଜ ଅଛନ୍ତି । ସୂଚନା ଅନୁସାରେ ଗୋଟିଏ ଜଳ ଭଣ୍ଡାରରେ ଘାଇ ହେବାରୁ ଚେୟୁର ନଦୀ କୂଳଲଙ୍ଘି କେତେକ ଅଞ୍ଚଳ…

ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନସଚିବ ରବିନାରାୟଣ ଦାସଙ୍କର ଆଜି ପରଲୋକ

ଭୁବନେଶ୍ବର: ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନସଚିବ ରବିନାରାୟଣ ଦାସଙ୍କର ଆଜି ପରଲୋକ ହୋଇଛି। ସେ ତାଙ୍କ ଫରେଷ୍ଟ ପାର୍କ ହାଉସ ବାସଭବନରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ୧୯୫୯ ବ୍ୟାଚର ଆଇଏଏସ୍ ଶ୍ରୀ ଦାସ ୧୯୯୨ ମସିହା ଡିସେମ୍ବର ୧ ତାରିଖରୁ ୧୯୯୫ ମସିହା ସେପ୍ଟେମ୍ବର ୩୦ ତାରିଖ…

ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ବିଜେପି ପକ୍ଷରୁ କଳା ପତାକା ପ୍ରଦର୍ଶନ

ପୁରୀ : ଗଣଶିକ୍ଷା ମନ୍ତ୍ରୀଙ୍କୁ କଳା ପତାକା ପ୍ରଦର୍ଶନ। ପୁରୀ ଗୋପ ମେଡିକାଲ କଲେଜ ଯିବା ସମୟରେ ବିଜେପି  ତରଫରୁ ମମିତା ମେହେରଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଗଣ ଶିକ୍ଷାମନ୍ତ୍ରୀ ସମୀର ଦାଶଙ୍କୁ କଳା ପତାକା ପ୍ରଦର୍ଶନ କରାଯାଇଛି। ଆଜି ମନ୍ତ୍ରୀ ଗୋପ ମେଡିକାଲ ଚକ୍ଷୁ ବିଭାଗ କେନ୍ଦ୍ର ଉଦଘାଟନ…

ଆଗାମୀ ଦୁଇଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ରୁ ଉର୍ଦ୍ଧ୍ୱ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, କନ୍ଧମାଳ, ପୁରୀ, ରାୟଗଡ଼ା,ନୟାଗଡ଼,ପୁରୀ,ଖୋର୍ଦ୍ଧା,ଝାରସୁଗୁଡା କେନ୍ଦ୍ରାପଡ଼ା ରହିଛି। ଏହି ସବୁ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବା ନେଇଁ ପାଣିପାଗ ବିଭାଗ…

[ଭିଡ଼ିଓ] ସାହିତ୍ୟ ସାଧନାରେ ସମାଜସେବୀ ତୃପ୍ତି

ପୁରୀ : ପୁରୀ ପାଇଁ ସେ ଗର୍ବ ଆଉ ଗୌରବ । ଏକାଧାରରେ ସେ ଜଣେ ସମାଜସେବୀ ଓ କବୟତ୍ରୀ । ସମାଜ ସେବା ସହିତ ସାହିତ୍ୟ ସାଧନାରେ ବ୍ରତୀ ହେଉଛନ୍ତି ତୃପ୍ତି ପଣ୍ଡା । ପୁରୀ ବଳଙ୍ଗାର ବାୟାବର ଗାଁରେ ଜନ୍ମ ଗ୍ରହଣ କରିଛନ୍ତି । ପିଲାବେଳରୁ ଲେଖା ଜୀବନୀ ଆରମ୍ଭ କରିଥିବା ବେଳେ ତାଙ୍କ ଦ୍ୱାରା ଅନେକ…