Latest Odisha News

BREAKING NEWS

Browsing Category

Uncategorized

ଭୁବନେଶ୍ବରରୁ ଅପହୃତ ନାବାଳିକା ଗଞ୍ଜାମ ରମ୍ଭାରୁ ଉଦ୍ଧାର, ମୁଖ୍ୟ ଅଭିଯୁକ୍ତ ଫେରାର

ଭୁବନେଶ୍ବର : ଭୁବନେଶ୍ବରରୁ ନିଖୋଜ ନାବାଳିକା ଗଞ୍ଜାମ ଜିଲ୍ଲା ରମ୍ଭାରୁ ଉଦ୍ଧାର । ନାବାଳିକାକୁ ଏକ ଘର ଭିତରୁ ଉଦ୍ଧାର କରିଛି କମିଶନରେଟ ପୋଲିସ । ଘଟଣାରେ ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ବେଳେ, ଅନ୍ୟ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଗତ ୨୭ ତାରିଖରେ ୟୁନିଟ୍-୬…

ଶିକାର ପାଇଁ ଉଦ୍ୟମ ବେଳେ ୨ ବାରାହା ଶିକାରି ଗିରଫ

କେନ୍ଦୁଝର : ବନ୍ୟଜନ୍ତୁ ଶିକାର ପାଇଁ ଉଦ୍ୟମ ବେଳେ ୨ ଶିକାରି ଗିରଫ । ଗିରଫ ୨ ଶିକାରି ହେଲେ ଜେନାଦର ଗାଁର ଯଦୁମଣି କିଷାନ ଓ ଲିଙ୍ଗରାଜ କିଷାନ । ତେଲକୋଇ ଫରେଷ୍ଟ ବିଟ ଅଧିନ ଢିଙ୍କେଶ୍ବରି ସଂରକ୍ଷିତ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ୩ ଜଣ ଶିକାରୀ ଉଦ୍ୟମ କରୁଥିଲେ । ଖବରପାଇ ଘଟଣାସ୍ଥଳରେ…

କ୍ରୁଜ ଡ୍ରଗ୍ସ ପାର୍ଟି ମାମଲା, ଶେଷରେ ଆର୍ଯ୍ୟନ୍ ଖାନଙ୍କୁ ମିଳିଲା ଜାମିନ

ମୁମ୍ବାଇ : ବହୁଚର୍ଚ୍ଚିତ କ୍ରୁଜ ଡ୍ରଗ୍ସ ପାର୍ଟି ମାମଲାରେ ଶେଷରେ ଆର୍ଯ୍ୟନ ଖାନଙ୍କୁ ମିଳିଲା ଜାମିନ । ତର୍କ ବିତର୍କ ପରେ ଶେଷରେ ଆର୍ଯ୍ୟନଙ୍କ ଜାମିନ ପ୍ରଦାନ କରିଛନ୍ତି ବମ୍ବେ ହାଇକୋର୍ଟ । ୨୬ ଦିନ ଧରି ପୋଲିସ ହେପାଜତରେ ରହିବା ପରେ ଆଶ୍ବସ୍ଥ ହୋଇଛନ୍ତି ଆର୍ଯ୍ୟନ । ଆର୍ଯ୍ୟନଙ୍କ ସହ…

ଅଗ୍ନି-୫ ମିସାଇଲର ସଫଳ ଉତକ୍ଷେପଣ, ଚୀନ-ପାକିସ୍ତାନକୁ ସତର୍କଘଣ୍ଟି

ଭଦ୍ରକ: ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଭାରତକୁ ବଡ଼ ସଫଳତା। ବାଲିଷ୍ଟିକ ମିସାଇଲ ଅଗ୍ନି ୫ର ଆଜି ସଫଳ ପରୀକ୍ଷଣ ହୋଇଛି। ଭଦ୍ରକ ଜିଲ୍ଲା ଧାମରା ଅବଦୁଲ କଲାମ ଦ୍ୱୀପର ୪ ନମ୍ବର ଲଞ୍ଚ ପ୍ୟାଡରୁ ସନ୍ଧ୍ୟା ୭ତ ୫୦ ମିନିଟରେ ଏହାର ଉତକ୍ଷେପଣ କରାଯାଇଥିଲା। ଭାରତୀୟ ପ୍ରତିରକ୍ଷା ଓ ଗବେଷଣା…

ଓଡିଶାର ପ୍ରମୋଦଙ୍କ ସମେତ ୧୧ ଆଥଲେଟ ପାଇବେ ମେଜର ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାର

ଭୁବନେଶ୍ୱର: ଓଡିଶାର ଷ୍ଟାର ପାରା ଅଲିମ୍ପିଆନ ବ୍ୟାଡମିଂଟନ ଖେଳାଳି ପ୍ରମୋଦ ଭଗତଙ୍କ ସମେତ ୧୧ ଜଣ ଆଥଲେଟଙ୍କୁ ଏଥର କେନ୍ଦ୍ର ସରକାର ସମ୍ମାନଜନକ ମେଜର ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାର ପ୍ରଦାନ କରିବେ । ଜାତୀୟ କ୍ରୀଡା ପୁରସ୍କାର କମିଟି ବୁଧବାର ଏ ନେଇ ବିଧିବଦ୍ଧ ଭାବେ ସୁପାରିଶ କରିଛି ।…

୬ ବର୍ଷ ପରେ ମୈଦାନକୁ ଓହ୍ଲାଇଲେ ଲାଲୁ, ବିଜେପିକୁ କଲେ କଡ଼ା ସମାଲୋଚନା

ପାଟନା : ୬ ବର୍ଷ ପରେ ନିର୍ବାଚନ ମଇଦାନରେ ଲାଲୁ । ଚାରା ଘୋଟାଲା କେସ୍‌ରେ ଜେଲରୁ ଫେରିବା ପରେ ମଇଦାନକୁ ଓହ୍ଲାଇଛନ୍ତି ଲାଲୁ ପ୍ରସାଦ ଯାଦବ । ଲାଲୁ ବିହାର ଫେରିବା ପରେ ରାଜନୀତି ଏବେ ସରଗରମ ହୋଇଛି । ତାରପୁର ଓ କୁଶେଶ୍ବରସ୍ଥାନ ବିଧାନସଭା ନିର୍ବାଚନମଣ୍ଡଳୀ ଅଞ୍ଚଳରେ ଆରଜେଡି ପକ୍ଷରୁ…

[ଭିଡ଼ିଓ] ରହସ୍ୟମୟ ଦେବଗିରି ଦୁର୍ଗ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଭାରତ ଇତିହାସରେ ବେଶ ଗୁରୁତ୍ୱପୁର୍ଣ୍ଣ । ଏବେ ବି ରାଜାରାଜୁଡା ଅମଳର ଇତିହାସ ବହନ କରୁଛି । ଶହ ଶହ ବର୍ଷ ଧରି ମୁକ ସାକ୍ଷୀ ପାଲଟିଛି ବିଭିନ୍ନ ଦୁର୍ଗ । ସେହି ଦୁର୍ଗ ମଧ୍ୟରୁ ସବୁଠୁ ଏକ ଶକ୍ତିଶାଳୀ ଦୁର୍ଗ ହେଉଛି ଦେବଗିରି ଦୁର୍ଗ । ମହାରାଷ୍ଟ୍ର ଔରଙ୍ଗାବାଦରେ…

ସମସ୍ୟାରେ ଗାଁ…

ମହାସିନ୍ଧୁ: ଗାଁରେ ଅନେକ ସମସ୍ୟା । ବିଭିନ୍ନ ମୌଳିକ ସୁବିଧାରୁ ବଂଚିତ ରହିଛନ୍ତି ଗାଁର ଲୋକେ । ଏହେଉଛି ଦେବଗଡ଼ ଜିଲ୍ଲାର ବଣପାହାଡ ଘେରା ମହାସିନ୍ଧୁ ଗାଁ । ପାହାଡ ତଳେ ବସବାସ କରନ୍ତି ବହୁ ଆଦିବାସୀ ପରିବାର । ମୁଣ୍ଡ ଗୁଂଜିବାକୁ ଭଲ ଘର ଖଣ୍ଡିଏ ନଥିବା ବେଳେ ଯିବାଆସିବା ପାଇଁ ଭଲ…

କାର୍ତ୍ତିକ ଚିତାରେ ପ୍ରତୀକ

ଦେବୀ ପ୍ରସନ୍ନ ନନ୍ଦଙ୍କ ନିୟମିତ ସମ୍ଭ ” ଅନନ୍ୟ ଶଙ୍ଖକ୍ଷେତ୍ର ”  ବୈଷ୍ଣବୀୟ ରୀତିରେ ଯେଉଁ ଉପାସନା ଶୈଳୀ ଅନୁସୃତ ହୋଇଥାଏ ସେଥିରେ ପ୍ରତୀକାତ୍ମକ ରୂପର ବ୍ୟବହାର ବହୁଳ ଭାବେ ଦେଖାଯାଏ । ଏହି ରୂପର ଅବତାରଣା ଦୁଇ ପ୍ରକାରର ଯଥା ବିଗ୍ରହ-ରୂପ ଓ ଚିତ୍ର-ରୂପ । ବିଗ୍ରହ ରୂପ ମୂର୍ତ୍ତି…

କଂଗ୍ରେସରୁ ଇସ୍ତଫା ଦେଲେ ପ୍ରଦୀପ ମାଝୀ

ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ଦେଲେ ପ୍ରଦୀପ ମାଝୀ । କଂଗ୍ରେସର ବରିଷ୍ଠ ନେତା ପ୍ରଦୀପ ମାଝୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିକଟରୁ ପଠାଇଛନ୍ତି । ଖୁବ ଶୀଘ୍ର ସେ ବିଜେଡିରେ ଯୋଗ ଦେବାର ସମ୍ଭାବନା ରହିଛି ।…