Latest Odisha News

BREAKING NEWS

Browsing Category

Uncategorized

ବିଧାୟକ ମୋହନ ମାଝିଙ୍କୁ ଆକ୍ରମଣ ମାମଲା: ସିସିଟିଭି ଫୁଟେଜ ଜାରି କଲା ପୋଲିସ

କେନ୍ଦୁଝର: ସଦର ବିଧାୟକ ମୋହନ ମାଝିଙ୍କୁ ଆକ୍ରମଣ ଘଟଣା। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ସିସିଟିଭି ଫୁଟେଜ ଜାରି କଲା କେନ୍ଦୁଝର ପୋଲିସ। ଆକ୍ରମଣ ପରେ ବାଇକରେ ଖସି ପଳାଇବା ସମୟରେ ଏହି ଚିତ୍ର ଉଠାଯାଇଥିଲା। ଏହାକୁ ଚିହ୍ନଟ କଲେ ବା ଧରାଇଦେଲେ ଉପଯୁକ୍ତ ପୁରସ୍କାର ଦିଆଯିବ ବୋଲି ପୋଲିସ୍…

ପାରାଦୀପ ବନ୍ଦରର ନୂତନ ଅଧ୍ୟକ୍ଷ ହେଲେ ପୋଲାମରାଜୁ ଲକ୍ଷ୍ମୀ ହାରାନ୍ଦ

ପାରାଦୀପ :  ପାରାଦୀପ ପୋର୍ଟ ଟ୍ରଷ୍ଟର ନୂଆ ଅଧ୍ୟକ୍ଷ ପୋଲାମରାଜୁ ଲକ୍ଷ୍ମୀ ହାରାନ୍ଦ ଦାୟିତ୍ୱ ଗ୍ରହଣ କରିଛନ୍ତି । ପାରାଦୀପରେ ପହଁଚିବା ପରେ ବନ୍ଦର ପ୍ରଶାସନିକ କାର୍ଯ୍ୟାଳୟରେ ବନ୍ଦର ପକ୍ଷରୁ ତାଙ୍କୁ ସ୍ୱାଗତ କରାଯିବା ସହ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ଭାରତର ଦ୍ଵିତୀୟ ମେଜର ପୋର୍ଟର…

ମା’ ସୁରେଶ୍ବରୀଙ୍କ ଧବଳମୁଖୀ ବେଶ

ସୁବର୍ଣ୍ଣପୁର: ଆଜିଠୁ ଆରମ୍ଭ ହେଉଛି ସୁବର୍ଣ୍ଣପୁରର ଐତିହାସିକ ବଳିଯାତ୍ରା । ଆଜିଠୁ ମା' ସୁରେଶ୍ବରୀ ଭିନ୍ନ ଭିନ୍ନ ବେଶ ଧାରଣ କରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ବଳିଯାତ୍ରାର କେନ୍ଦ୍ରବିନ୍ଦୁ ପାଲଟିଥିବା ଗଡଜାତର ଇଷ୍ଟଦେବୀ ମା' ସୁରେଶ୍ବରୀ ଭିନ୍ନ ଭିନ୍ନ ବେଶ ଧାରଣ କରି ଶ୍ରଦ୍ଧାଳୁଙ୍କୁ…

ଖଟିଆରେ ରୋଗୀଙ୍କୁ ୧ କି.ମି. ବୋହିଲେ ଆମ୍ବୁଲାନ୍ସ କର୍ମଚାରୀ

ବରଗଡ : ବରଗଡ ଜିଲ୍ଲା ପଦ୍ମପୁରରେ ସାମନାକୁ ଆସିଲା ଆମ୍ବୁଲାନ୍ସ କର୍ମଚାରୀଙ୍କ ମହାନତା । ରୋଗୀଙ୍କୁ ଖଟିଆରେ ପ୍ରାୟ ୧ କି.ମି ବୋହି ଆମ୍ବୁଲାନ୍ସ ପାଖକୁ ନେଲେ ଆମ୍ବୁଲାନ୍ସ କର୍ମଚାରୀ । ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କାଂସଡା ପଂଚାୟତ ଗମନାଗମନର ସୁବିଧା ହୋଇ ପାରିନାହିଁ ।  କାଂସଡା…

ମିଶନ ଶକ୍ତି ଋଣମେଳା:୧୨,୦୧୬ ଏସଏଚଜିଙ୍କୁ ୩୦୫.୭୦କୋଟି ଟଙ୍କାର ଋଣ ପ୍ରଦାନ

। ବାଲେଶ୍ୱର:ବାଲେଶ୍ୱର ଜିଲ୍ଲା ପ୍ରଶାସନ ପକ୍ଷରୁ ମିଶନ ଶକ୍ତି ଋଣମେଳା ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମିଶନ ଶକ୍ତିର ନିର୍ଦ୍ଦେଶକ ତଥା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାକୁ ମୁଖ୍ୟଅତିଥିଭାବେ…

ଜାଭେଦ ଅଖତର୍‌ଙ୍କ ବିରୋଧରେ ମାମଲା ରୁଜୁ କଲା ପୋଲିସ

ନୂଆଦିଲ୍ଲୀ: ସୂଚନା ଅନୁଯାୟୀ ରାଷ୍ଟ୍ରୀୟ ସ୍ବୟଂସେବାକ ସଂଗଠନ (ଆରଏସଏସ) ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ନେଇ ମୁମ୍ବାଇ ପୋଲିସ ସୋମବାର ଗୀତିକାର ଜାଭେଦ ଅଖତରଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିବା ଜଣାପଡ଼ିଛି। ଓକିଲ ସନ୍ତୋଷ ଦୁବେଙ୍କ ଦ୍ୱାରା ଦାଖଲ କରାଯାଇଥିବା…

ସାଇବର ଅପରାଧ ଓ ଦୁଷ୍କର୍ମ ବୃଦ୍ଧିକୁ ନେଇ ଉଦବେଗ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି ସାଇବର ଅପରାଧ ଠକେଇ ଓ ଦୁଷ୍କର୍ମ ମାମଲା । ଯାହାକୁ ନେଇ ବିଭିନ୍ନ ମହଲରେ ଉଦବେଗ ପ୍ରକାଶ ପାଇଛି । ଅକ୍ଟୋବର ମାସ ପ୍ରଥମ ସପ୍ତାହ ପ୍ରଥମ ତିନି ଦିନରେ ଜିଲ୍ଲାର ୭ଟି ଥାନାରେ ୭ଟି ଦୁଷ୍କର୍ମ ମାମଲା ରୁଜୁ କରାଯାଇଥିବା ବେଳେ,…

କବି ମାନସରେ ବଡ଼ଦାଣ୍ଡ

ଦେବୀ ପ୍ରସନ୍ନ ନନ୍ଦଙ୍କ ନିୟମିତ ସମ୍ଭ ” ଅନନ୍ୟ ଶଙ୍ଖକ୍ଷେତ୍ର ”  ବଡ଼ଦାଣ୍ଡର ଆକର୍ଷଣ ଭକ୍ତ ମନରେ ନିଆରା ଅନୁଭବ ଆଣିଥାଏ । ଏହାର ବିସ୍ତୃତ ରୂପ, ପ୍ରଶସ୍ଥ ଅବୟବ ଦୁଇ ପାଶ୍ୱର୍ର ସୌନ୍ଦର୍ଯ୍ୟ ସହିତ ସଦାପ୍ରବହମାନ ଶୀତଳ ପବନ ସମସ୍ତଙ୍କୁ ଆନନ୍ଦ ଦେଇଥାଏ । ବିଶେଷକରି ଶ୍ରୀଗୁଣ୍ଡିଚା…

ଭିଜିଲାନ୍ସ ଜାଲରେ ସୁପରଭାଇଜର

ନୀଳଗିରି: ପୁଣି ଭିଜିଲାନ୍ସ ରେଡ୍ । ବାଲେଶ୍ୱର ନୀଳଗିରି ବରହମପୁର ସେକ୍ଟରରେ ଜଣେ ଅଙ୍ଗନୱାଡି କର୍ମୀଙ୍କ ସମ୍ପର୍କରେ ତଥ୍ୟ ପାଇଁ ଟଙ୍କା ଲାଞ୍ଚ ଅଭିଯୋଗ । ତଥ୍ୟର ଯାଞ୍ଚ ରିପୋର୍ଟ ପ୍ରଦାନ ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଇସିଡିଏସ ବିଭାଗ ସୁପରଭାଇଜରଙ୍କୁ ଗିରଫ କରାଯାଇଛି ।…

ହକିକୁ ଅଲବିଦା କହିଲେ ବୀରେନ୍ଦ୍ର ଲାକ୍ରା

ଭୁବନେଶ୍ୱର : ହକିରୁ ଅବସର ନେଲେ ବୀରେନ୍ଦ୍ର ଲାକ୍ରା । ଏବାବଦରେ ହକି ଇଣ୍ଡିଆ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମର ସଦସ୍ୟ ରହିଥିବା ଓଡ଼ିଆ ପୁଅ ବୀରେନ୍ଦ୍ର ଲାକା ଅନ୍ତର୍ଜାତୀୟ ହକିକୁ ଅଲବିଦା କହିଛନ୍ତି।  ବୀରେନ୍ଦ୍ର…