Latest Odisha News

BREAKING NEWS

Browsing Category

Uncategorized

ସମସ୍ୟାରେ ଗାଁ…

ମହାସିନ୍ଧୁ: ଗାଁରେ ଅନେକ ସମସ୍ୟା । ବିଭିନ୍ନ ମୌଳିକ ସୁବିଧାରୁ ବଂଚିତ ରହିଛନ୍ତି ଗାଁର ଲୋକେ । ଏହେଉଛି ଦେବଗଡ଼ ଜିଲ୍ଲାର ବଣପାହାଡ ଘେରା ମହାସିନ୍ଧୁ ଗାଁ । ପାହାଡ ତଳେ ବସବାସ କରନ୍ତି ବହୁ ଆଦିବାସୀ ପରିବାର । ମୁଣ୍ଡ ଗୁଂଜିବାକୁ ଭଲ ଘର ଖଣ୍ଡିଏ ନଥିବା ବେଳେ ଯିବାଆସିବା ପାଇଁ ଭଲ…

କାର୍ତ୍ତିକ ଚିତାରେ ପ୍ରତୀକ

ଦେବୀ ପ୍ରସନ୍ନ ନନ୍ଦଙ୍କ ନିୟମିତ ସମ୍ଭ ” ଅନନ୍ୟ ଶଙ୍ଖକ୍ଷେତ୍ର ”  ବୈଷ୍ଣବୀୟ ରୀତିରେ ଯେଉଁ ଉପାସନା ଶୈଳୀ ଅନୁସୃତ ହୋଇଥାଏ ସେଥିରେ ପ୍ରତୀକାତ୍ମକ ରୂପର ବ୍ୟବହାର ବହୁଳ ଭାବେ ଦେଖାଯାଏ । ଏହି ରୂପର ଅବତାରଣା ଦୁଇ ପ୍ରକାରର ଯଥା ବିଗ୍ରହ-ରୂପ ଓ ଚିତ୍ର-ରୂପ । ବିଗ୍ରହ ରୂପ ମୂର୍ତ୍ତି…

କଂଗ୍ରେସରୁ ଇସ୍ତଫା ଦେଲେ ପ୍ରଦୀପ ମାଝୀ

ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ଦେଲେ ପ୍ରଦୀପ ମାଝୀ । କଂଗ୍ରେସର ବରିଷ୍ଠ ନେତା ପ୍ରଦୀପ ମାଝୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିକଟରୁ ପଠାଇଛନ୍ତି । ଖୁବ ଶୀଘ୍ର ସେ ବିଜେଡିରେ ଯୋଗ ଦେବାର ସମ୍ଭାବନା ରହିଛି ।…

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି : ଜିଲ୍ଲାପାଳଙ୍କ ସହ ଆଲୋଚନା କଲେ ରାଜ୍ୟ ନିର୍ବାଚନ କମିଶନର

ଭୁବନେଶ୍ବର : ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ ପ୍ରସ୍ତୁତିକୁ ଜୋରଦାର କଲେ ରାଜ୍ୟ ନିର୍ବାଚନ ଆୟୋଗ । ଆସନ୍ତା ବର୍ଷ ପ୍ରାରମ୍ଭରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ନେଇ ସମସ୍ତ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ।…

ଭୟଙ୍କର ବନ୍ୟାରେ ଉତ୍ତରାଖଣ୍ଡର ସ୍ଥିତି ବେହାଲ ,ମୃତ୍ୟୁ ସଂଖ୍ୟା ୬୪ କୁ ବୃଦ୍ଧି

ଉତ୍ତରାଖଣ୍ଡ : ଭୟଙ୍କର ବନ୍ୟାରେ ଉତ୍ତରାଖଣ୍ଡର ସ୍ଥିତି ବେହାଲ ହୋଇପଡ଼ିଛି। ପ୍ରଳୟଙ୍କାରୀ ବନ୍ୟା ଯୋଗୁଁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ବନ୍ୟାରେ ମୃତ୍ୟୁ ସଂଖ୍ୟା ୬୪ରେ ପହଁଚିଲାଣି । ଏବେବି ଅନେକ ନିଖୋଜ ଅଛନ୍ତି । ସେମାନଙ୍କୁ ଖୋଜା ଚାଲିଛିା ସେପଟେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ…

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍, ଜାଣନ୍ତୁ କେଉଁଠି କେତେ ?

ନୂଆଦିଲ୍ଲୀ: ଦୁଇ ଦିନ ସ୍ଥିର ରହିବା ପରେ ଦେଶରେ ପୁଣି ବଢ଼ିଛି ପେଟ୍ରୋଲ ଓ ଡିଜେଲ୍ ଦାମ୍ । ଆଜି ପେଟ୍ରୋଲ ଓ ଡିଜେଲ୍ ଲିଟର ପିଛା ଦାମ୍ ୩୫ ପଇସା ଲେଖାଏ ବଢ଼ିଛି । ଫଳରେ ସର୍ବୋଚ୍ଚ ସ୍ତର ଛୁଇଁଛି ତୈଳ ଦର । ବର୍ଦ୍ଧିତ ଦର ପରେ ଦେଶର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଦାମ୍ ୧୦୬ ଟଙ୍କା ୧୯ ପଇସା…

ମନୀଷ ମୃତ୍ୟୁ ମାମଲା, ୪ ଦିନିଆ ରିମାଣ୍ଡରେ ଗଲେ ୩ ଅଭିଯୁକ୍ତ

ଭୁବନେଶ୍ବର : ମନୀଷ ଅନୁରାଗ ହତ୍ୟା ମାମଲାରେ ପଦାକୁ ଆସିବ ଆହୁରି ଗୁମର । ଆଜିଠୁ ୩ ଅଭିଯୁକ୍ତକୁ ୪ ଦିନିଆ ରିମାଣ୍ଡରେ ନେଇଛି ପୋଲିସ । ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବାକୁ ଗତକାଲି ଅନୁମତି ଦେଇଥିଲେ ଜେଏମଏଫସି କୋର୍ଟ । ଝାରପଡ଼ା ଜେଲରେ ଇନଫୋସିଟି ଥାନା ପୋଲିସର ସ୍ପେଶାଲ୍ ଟିମ୍ ପହଞ୍ଚି ୩…

ଭୁବନେଶ୍ୱରରୁ ଜମ୍ମୁ ଓ ଗୌହାଟିକୁ ବିମାନ ଚଳାଚଳ ପ୍ରସଙ୍ଗ ନେଇ ସିନ୍ଧିଆଙ୍କୁ ଭେଟିଲେ ସାଂସଦ ଅପରାଜିତା

ଭୁବନେଶ୍ୱର : ସାଂସଦ ଅପରାଜିତା ଷଡଙ୍ଗୀ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ସେଠାରେ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟିଛନ୍ତି ଅପରାଜିତା । ଭୁବନେଶ୍ୱରରୁ ଜମ୍ମୁ ଓ ଗୌହାଟିକୁ ସିଧାସଳଖ ବିମାନ ଉଡାଣକୁ ନେଇ ସାଂସଦ ଅପରାଜିତା ଷଡଙ୍ଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି…

ପୁଣି ବର୍ଷିବ ଜୋର୍, ୪ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ପୁଣି ବର୍ଷିବ ଜୋର୍ । ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମେତ ୧୬ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ଲଘୁଚାପ କ୍ଷେତ୍ର ଆଜି ଉତ୍ତର ତେଲେଙ୍ଗାନା ଓ…

ରେଭେନ୍ସା ପୂର୍ବ ଛାତ୍ରାବାସ ଶତବାର୍ଷିକୀ ପାଳନ ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ବର : ଆସନ୍ତା ଡିସେମ୍ବର ୨୪ ତାରିଖରେ ରେଭେନ୍ସା ବିଶ୍ବବିଦ୍ୟାଳୟର ଐତିହ୍ୟ ସମ୍ପନ୍ନ ପୂର୍ବ ଛାତ୍ରାବାସର ଶତବାର୍ଷିକୀ । ଏଥିପାଇଁ ଅନୁଷ୍ଠିତ ହୋଇଛି ପ୍ରାକ୍ ପ୍ରସ୍ତୁତି ବୈଠକ । ଭୁବନେଶ୍ବର ଉପକଣ୍ଠ ଆସୋଟେକ୍ ପ୍ରାଇଡ ସଭାଗୃହରେ ଅନୁଷ୍ଠିତ ବୈଠକରେ ଶତବାର୍ଷିକୀ ପାଳନ ନେଇ…