Latest Odisha News

BREAKING NEWS

Browsing Category

Uncategorized

ପାହୁର ପରମ୍ପରାରେ ନୂଆଁଖାଇ

ସୋନପୁର: କୋଭିଡ କଟକଣା ଭିତରେ ପାଳିତ ହୋଇଯାଇଛି ସୁବର୍ଣ୍ଣପୁରର ନୂଆଁଖାଇ l ସୋନପୁର ଗଡଜାତରେ ଲୋକେ ଆନନ୍ଦ ଉଲ୍ଲାସରେ ନିର୍ଦ୍ଧାରିତ ଲଗ୍ନରେ ନବାନ୍ନ ଭକ୍ଷଣ କରିଛନ୍ତି l ନୂଆଁଖାଇରେ ଖାଲି ଯେ ଅନ୍ୟବ୍ୟଞ୍ଜନ , ପୀଠାପଣା ଆଦି ତିଆରି କରି ଖାଆନ୍ତି ତାହା ନୁହେଁ , ଇଷ୍ଟଦେବୀ ମାଆ…

ଆଧୁନିକ ଏଲଏଚବି କୋଚ୍ ସହିତ ହୀରାଖଣ୍ଡ ଏକ୍ସପ୍ରେସର ଶୁଭାରମ୍ଭ

ଭୁବନେଶ୍ବର : ଯାତ୍ରୀଙ୍କ ସୁରା ଉପରେ ରେଳବାଇର ଗୁରୁତ୍ବ । ଏହାକୁ ଦୃଷ୍ଟିରେ ରଖି ଆଜି ଭୁବନେଶ୍ବର-ଜଗଦଲପୁର-ଭୁବନେଶ୍ବର ହୀରାଖଣ୍ଡ ଏକ୍ସପ୍ରେସର ନୂତନ ଏଲଏଚବି ରେକର ଶୁଭାରମ୍ଭ ହୋଇଛି । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଶ୍ରେଷ୍ଠ ବିଶ୍ବବିଦ୍ୟାଳୟ ତାଲିକାର ୨୧ତମ ସ୍ଥାନରେ କିଟ୍‍

ଭୁବନେଶ୍ବର : କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଛି ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନ୍ଆଇଆରଏଫ) । ଏଥିରେ ଭାରତର ସମସ୍ତ ସରକାରୀ ଓ ଘରୋଇ ବିଶ୍ବବିଦ୍ୟାଳୟକୁ ନେଇ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ, ବିଶ୍ବବିଦ୍ୟାଳୟ ତାଲିକାର ଶ୍ରେଷ୍ଠ ୨୧ ତମ…

ବିଧାନସଭାରେ ଦୁଷ୍ମନ୍ତଙ୍କ ମୃତ୍ୟୁ ପ୍ରସଙ୍ଗକୁ ନେଇ ହୋହାଲ୍ଲା , ଅପହାହ୍ନ ୪ ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ଆଜି ମୌସୁମୀ ଅଧିବେସନର ଶେଷ ଦିନ ହେଲେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିପାରୁନି। ପ୍ରଶ୍ନ କାଳ ଆରମ୍ଭରୁ ଦୁଷ୍କନ୍ତ ମୃତ୍ୟୁ ପ୍ରସଙ୍ଗ ଓ ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇ ହଙ୍ଗାମା କରିଥିଲେ ବିରୋଧୀ। ସେପଟେ କଂଗ୍ରେସ ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇଉ ହୋହାଲ୍ଲା କରିଛନ୍ତିା ସେନେଇ…

ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ୩ ଗିରଫ,ଏକ ଟନ୍ ୮ କେ.ଜି ଗଞ୍ଜେଇ ଜବତ

ଜୟପୁର : ଜୟପୁର ପୋଲିସକୁ ସଫଳତା । ଜୟପୁର ସଦର ଅଞ୍ଚଳରେ ଗଞ୍ଜେଇ ଚୋରାଚାଲାଣ ବେଳେ ଗଞ୍ଜେଇ ଜବତ କରିବା ସହ ଅଭିଯୁକ୍ତଙ୍କୁ ଧରିଛି ପୋଲିସ। ଏହି ଘଟଣାରେ ପୋଲିସ ତିନି ଜଣଙ୍କୁ ଗିରଫ କରିଛି । ଦୁଇ ଜଣ ଗଞ୍ଜେଇ ସପ୍ଲାୟର ହୋଇଥିବା ବେଳେ ଜଣେ ବସ୍ ମାଲିକ ମଧ୍ୟ ଅଛନ୍ତି ବୋଲି ପୋଲିସ ସୂଚନା…

ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ନେଇ ଆସନ୍ତା ୮ ତାରିଖରେ ବସିବ ବୈଠକ

ପୁରୀ : ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସବୁଦିନ ସର୍ବସାଧାରଣ ଦର୍ଶନ ନେଇ ଆସନ୍ତା ୮ ତାରିଖରେ ବସିବ ବୈଠକ । ନୀଳାଦ୍ରି ଭକ୍ତ ନିବାସରେ ହେବାକୁ ଥିବା ବୈଠକରେ ପୂର୍ବରୁ ନିର୍ଦ୍ଧାରିତ ଗାଇଡ ଲାଇନ୍ ସମ୍ପର୍କରେ ଆଲୋଚନା କରାଯିବ । ପୂର୍ବରୁ ଶନିବାର ଓ ରବିବାର ସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ…

ଭୁବନେଶ୍ବରରେ ଭାରତୀୟ ରେଳବାଇ ମହିଳା କବାଡି ଟିମ୍ ପାଇଁ ପ୍ରଶିକ୍ଷଣ ଶିବିର

ଭୁବନେଶ୍ବର : ଆସନ୍ତା ଡିସେମ୍ବରରେ ଅନୁଷ୍ଠିତ ହେବ ସିନିୟର ନ୍ୟାସନାଲ କବାଡି ଚାମ୍ପିଅନସିପ । ଏହାକୁ ଦୃଷ୍ଟିରେ ରଖି ଭାରତୀୟ ରେଳ କ୍ରୀଡା ପ୍ରୋତ୍ସାହନ ବୋର୍ଡ ପକ୍ଷରୁ ଭୁବନେଶ୍ବର ପୂର୍ବତଟ ରେଳପଥ ଇଣ୍ଡୋର ଷ୍ଟାଡିୟମରେ ମହିଳା କବାଡି ଦଳ ପାଇଁ ଆୟୋଜନ କରାଯିବ ପ୍ରଶିକ୍ଷଣ ଶିବିର ।…

କ୍ରିକେଟକୁ ଅଲବିଦା କହିଲେ ଭାରତୀୟ ଅଲରାଉଣ୍ଡର ଷ୍ଟୁଆର୍ଟ ବିନ୍ନି

ମାଡ୍ରାସ: ଭାରତୀୟ କ୍ରିକେଟର ଅଲରାଉଣ୍ଡର ଷ୍ଟୁଆର୍ଟ ବିନ୍ନି ଆଜି କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି । ଭାରତ ପକ୍ଷରୁ ୬ ଟେଷ୍ଟ, ୧୪ ଦିନିକିଆ ଓ ୩ଟି ଟି୨୦ ମ୍ୟାଚ ଖେଳିଥିବା ବିନ୍ନି ତାଙ୍କ ଶେଷ ମ୍ୟାଚ ୨୦୧୬ରେ ଖେଳିଥିଲେ । ବାଂଲାଦେଶ ବିପକ୍ଷରେ ସେ ୨୦୧୪ରେ ସେ ମାତ୍ର ୪…

ଆକାଂକ୍ଷୀ ଜିଲ୍ଲାର ଶିକ୍ଷା ଆକାଂକ୍ଷାକୁ ପୂରଣ କରୁଛି କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ

ଭୁବନେଶ୍ବର : ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ୧୩ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଛି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିଡିଓ କନଫରେନ୍ସ ଜରିଆରେ ଯୋଗଦେଇ ଆକାଂକ୍ଷୀ ଜିଲ୍ଲାର ଶିକ୍ଷା ଆକାଂକ୍ଷାକୁ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ପୂରଣ କରୁଛି ବୋଲି କହିଛନ୍ତି ।…

ଆସୁଛି ତୃତୀୟ ଲହର, ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଭୁବନେଶ୍ବର ଏମସ୍

ଭୁବନେଶ୍ବର : ଆଗକୁ ଆସୁଛି କରୋନାର ତୃତୀୟ ଲହର । ଏହା ଶିଶୁମାନଙ୍କ ଅଧିକ ଘାତକ ହେବ ବୋଲି ଆକଳନ କଲେଣି ସ୍ବାସ୍ଥ୍ୟ ବିଶେଷଜ୍ଞ । ତେଣୁ ଏହାର ମୁକାବିଲା ପାଇଁ ସରକାର ଆରମ୍ଭ କରିଦେଲେଣି ସମସ୍ତ ପ୍ରସ୍ତୁତି । ଖାସକରି ତୃତୀୟ ଲହର ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ଭୁବନେଶ୍ବର ଏମସ ।…