Latest Odisha News

BREAKING NEWS

Browsing Category

Uncategorized

ମହାନ ଜନନାୟକ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପାଳିତ ହେଉଛି ବିଜୁବାବୁଙ୍କ ୧୦୫ ତମ ଜୟନ୍ତୀ । ଏହି ପୂଣ୍ୟ ତିଥିରେ ବିଜୁବାବୁଙ୍କୁ ମନେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି- ଓଡ଼ିଆ ସ୍ଵାଭିମାନର ପ୍ରତୀକ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ବାବୁଙ୍କ…

ବିଷଧର ନାଗକୁ ପାଣି ପିଆଇଲା ବିଷ ହୀନ ବାଲି ବୋଆ

ଯାଜପୁର: ସାପ-ସାପ ମଧ୍ୟରେ ଲଢ଼େଇ । ବଡ଼ଚଣା ଥାନା ଅନ୍ତର୍ଗତ କୁଳହରିପୁର ଗାଁରେ ସାପ-ସାପ ମଧ୍ୟରେ ଲଢ଼େଇ ଦେଖିବାକୁ ମିଳିଛି । ରାସ୍ତା କଡ଼ରେ ୨ଟି ସାପ ପରସ୍ପରକୁ ଆକ୍ରମଣ କରିଥିରେ । ଗୋଟିଏ ୪ ଫୁଟ୍ ଲମ୍ବର ନାଗ ସାପ ଅନ୍ୟ ଏକ ଛୋଟ କମନ ସ୍ୟାଣ୍ଡ ବୋଆ ବା ବାଲି ବୋଆ ସାପକୁ କାମୁଡ଼ି…

ଆଜି ସବ୍ୟସାଚୀ-ଅର୍ଚ୍ଚିତାଙ୍କ ବାହାଘର; ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର: ଓଲିଉଡ୍‌ର ଚୁଲ୍‌ବୁଲି ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ସହ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ବାହାଘର ହେବାକୁ ଯାଉଛି। ଓଡ଼ିଆ ସିନେମା ଜଗତର ଦୁଇ ସୁପରହିଟ ଯୋଡ଼ି ସୋମବାର ଦିନ ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ସ୍ଥାନରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। …

ଧାନ କିଣାରେ ଅନିୟମିତତା ଅଭିଯୋଗ; କୃଷି ସମବାୟ ସମିତି କାର୍ଯ୍ୟାଳୟ ଘେରିଲେ ଚାଷୀ

ଯାଜପୁର: ଯାଜପୁର ଜିଲ୍ଲା ଦାନଗଦୀ ବ୍ଲକ ଗୋବର୍ଦ୍ଧନପୁର ପ୍ରାଥମିକ କୃଷି ସମବାୟ ସମିତିରେ ଧାନ କିଣାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଆଜି ସମବାୟ ସମିତି କାର୍ଯ୍ୟାଳୟ ଘେରାଉ କରିଛନ୍ତି ସ୍ଥାନୀୟ ଚାଷୀ। ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଅଭିଯୋଗ…

ବାରିପଦାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; ଜଣେ ଡାକ୍ତରଙ୍କ ସମେତ ୨ ମୃତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡ଼ିଆ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାରେ କୁଳିଅଣା ଆଡ଼ୁ ବାରିପଦା ଆସୁଥିବା ବେଳେ ଏକ ବାଇକ୍ ସହ ସାଇକେଲ୍ ଆରୋହୀ ଧକ୍କା…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଧିରେ ଧିରେ ହ୍ରାସ ପାଉଛି କରୋନା ସଂକ୍ରମଣ । ସ୍ଥିତିରେ ସୁଧାର ଆସୁଥିବା ବେଳେ, ରାଜ୍ୟରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଆଉ ୬୩ କରୋନା ଆକ୍ରାନ୍ତ । ସୁନ୍ଦରଗଡ଼ରୁ ସର୍ବାଧିକ ୧୪ ଜଣ ସୁସ୍ଥ ହୋଇଥିବା ବେଳେ, ମୟୂରଭଞ୍ଜରୁ ୭ ଜଣ, ଝାରସୁଗୁଡ଼ାରୁ ୬ ଜଣ ସୁସ୍ଥ…

ଅମୀରଙ୍କ ପୁଅ ଜୁନୈଦ ଅଭିନୀତ ମହାରାଜା ଫିଲ୍ମର ଶୁଟିଂ ଆରମ୍ଭ

ମୁମ୍ବାଇ: ବଲିଉଡର ପ୍ରତିଷ୍ଠିତ ଷ୍ଟାର ଅମୀର ଖାଁଙ୍କ ପୁତ୍ର ଜୁନୈଦ ଅଭିନୀତ ମହାରାଜା ଫିଲ୍ମର ଶୁଟିଂ ଆରମ୍ଭ ହୋଇଛି । ଏହି ଫିଲ୍ମ ଗୁଜରାଟର ପତ୍ରକାର ଓ ସମାଜସେବୀ କରସନଦାସ ମଲଜୀଙ୍କ ଜୀବନୀ ଉପରେ ଆଧାରିତ । ଶୁଟିଂ ପୂର୍ବରୁ ଜୁନୈଦଙ୍କ ଭଉଣୀ ଇରା ଖାଁ ଏଥିନେଇ ଭାଇଙ୍କୁ ଶୁଭେଚ୍ଛା…

ନିତ୍ୟାନନ୍ଦ ସାହୁଙ୍କ ତିନୋଟି ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର : ଭୁବନେଶ୍ୱର ରେଡ଼କ୍ରସ ଭବନରେ ବିଶିଷ୍ଟ ଭାଷାବିତ ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକ ପ୍ରଫେସର ନିତ୍ୟାନନ୍ଦ ସାହୁଙ୍କର ତିନୋଟି ପୁସ୍ତକ ଲଳିତ ମାନସ ( ପ୍ରବନ୍ଧ ) ଅପରାଜିତା (କାବ୍ୟ ) ଓ ସପନ ସାଗର ତୀରେ ( ନିଜ ଜୀବନର କର୍ମଧାରା) ଲୋକାର୍ପିତ କରିଛନ୍ତି। ଶାସ୍ତ୍ରୀୟ ଓଡ଼ିଆ…

ଜାଣନ୍ତୁ ,କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା୯-୨-୨୦୨୧ ମସିହା ମଙ୍ଗଳବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଫେବୃୟାରୀ ୯ ତାରିଖ ମଙ୍ଗଳବାର ମକର ୨୭ ଦିନ ମାଘ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ପୂର୍ବାଷାଢା ନକ୍ଷତ୍ର ଧନୁ ଚନ୍ଦ୍ର ଆଜିର ଘାତବାର- ମକର ରାଶିର ଆଜିର ଘାତଚନ୍ଦ୍ର -ତୁଳା କୁମ୍ଭ ରାଶିର…

CoWIN ପଞ୍ଜିକରଣ ଲାଗି ଆଧାର ବାଧ୍ୟତାମୂଳକ ନୁହେଁ: ମନ୍ତ୍ରୀ

ନୂଆଦିଲ୍ଲୀ: ଫ୍ରଣ୍ଟଲାଇନ କର୍ମଚାରୀଙ୍କୁ ଟୀକାକରଣ କରିବାର ପ୍ରଥମ ପର୍ଯ୍ୟାୟ ଭାରତରେ ସମ୍ପୂର୍ଣ୍ଣ ହୋଇଥିଲା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୫୦ ବର୍ଷରୁ ଅଧିକ ବୟସ୍କଙ୍କୁ ଦିଆଯିବ। ଯଦିଓ ସାଧାରଣ ଜନତା କିପରି ଏହି ଟିକା ପାଇଁ ପଞ୍ଜୀକୃତ ହେବେ ସେନେଇ ଏଯାଏଁ ସ୍ପଷ୍ଟ ହୋଇନାହିଁ। ତଥାପି…