Latest Odisha News

BREAKING NEWS

Browsing Category

Uncategorized

ମଇ୨୬ରେ ବ୍ଲଡ ମୁନ୍

ଭୁବନେଶ୍ୱର :ଚନ୍ଦ୍ର ଗ୍ରହଣ କଣ? କାହିଁକି ହୁଏ? ଏକଥା ଆମେ ସମସ୍ତେ ଜାଣିଛେ । ହେଲେ ବ୍ଳଡ଼ ମୁନ୍ ବା ରକ୍ତ ଚନ୍ଦ୍ର କଣ? ଏହି କଥା ଉଠିଲେ ସମସ୍ତଙ୍କ ମନରେ ଅନେକ ପ୍ରଶ୍ନ? ତେବେ କଣ ଏହି ବ୍ଲଡ ମୁନ୍ । ପୃଥିବୀର ଛାଇ ଯେତେବେଳେ ଚନ୍ଦ୍ର ଉପରେ ପଡିଥାଏ ତାହା ସମ୍ପୁର୍ଣ୍ଣ ଅଦୃଶ୍ୟ ହୋଇନଥାଏ ।…

ସର୍ବସାଧାରଣଙ୍କ ପାଇଁ ଖୋଲିଲା ସ୍ବର୍ଗଦାର

ପୁରୀ : ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହେଲା ପୁରୀ ସ୍ବର୍ଗଦ୍ବାର । ନବୀକରଣ ପରେ ଏହି ନୂଆ ସ୍ବର୍ଗଦ୍ବାରକୁ ଲୋକାର୍ପିତ କରାଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମା ଏହି ନୂଆ ସ୍ବର୍ଗଦ୍ବାରକୁ ଲୋକାର୍ପଣ କରିଛନ୍ତି । ପ୍ରାୟ ୬ କୋଟି ୩୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଛି…

ରାଉରକେଲାରେ ଟିକାକରଣ, ୧୮+ ବର୍ଗରେ ୩୮୦୦ ବ୍ୟକ୍ତି ନେଲେ ପ୍ରଥମ ଡୋଜ

ରାଉରକେଲା: ରାଉରକେଲା ସହରର ୮ଟି କେନ୍ଦ୍ରରେ ଆଜି ୧୮ରୁ ୪୪ ବର୍ଷ ବର୍ଗର ବ୍ୟକ୍ତି ପ୍ରଥମ ଡୋଜ୍ ଟିକା ନେଇଛନ୍ତି। ସୂଚନା ଅନୁସାରେ ନିର୍ଦ୍ଧାରିତ ସମୟ ସକାଳ ୮ଟାରୁ ଦିନ ୧୨ଟା ଭିତରେ କୋଭିଡ୍ ନିୟମ ପାଳନ କରି ମୋଟ ୩୮୦୦ ଲୋକ ଟିକା ନେଇଛନ୍ତି। ସବୁ କେନ୍ଦ୍ରରେ ଟିକାଦାନ…

ପୁରୀ ଚନ୍ଦନ ଯାତ୍ରାରେ ଜାରି ହେବ ୧୪୪ ଧାରା

ପୁରୀ: ଆସନ୍ତା ୧୫ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନରୁ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ ଅନୁକୂଳ ସହ ୨୧ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏସଓପି ପ୍ରସ୍ତୁତ ହୋଇଛି। ତଦନୁଯାୟୀ,…

ଓଡ଼ିଶାରେ ୭ ଅକ୍ସିଜେନ୍ ପ୍ଲାଣ୍ଟ ପ୍ରତିଷ୍ଠା କରିବ ଡିଆରଡିଓ

ଭୁବନେଶ୍ୱର: କରୋନା ରୋଗୀଙ୍କ ଅକ୍ସିଜେନ୍ ଆବଶ୍ୟକତାକୁ ପୂରଣ କରିବା ପାଇଁ ପ୍ରତିରକ୍ଷା ଅନୁସନ୍ଧାନ ବିକାଶ ସଂଗଠନ (ଡିଆରଡିଓ) ପକ୍ଷରୁ ଓଡ଼ିଶାରେ ୭ଟି ପ୍ଲାଣ୍ଟ ସ୍ଥାପନ ଲାଗି ନିଷ୍ପତ୍ତି ହୋଇଛି। ଏନେଇ ମଙ୍ଗଳବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ ନ୍ୟାସନାଲ୍ ହାଇଓ୍ବେ ଅଥୋରିଟି ଅଫ୍…

ସ୍ଥପତି ରଘୁନାଥଙ୍କ ନିଆରା ସଉକ…

ଭୁବନେଶ୍ୱର:ନିରବୀ ଯାଇଛି ନିହଣ ସ୍ୱର । ନିରବୀ ଯାଇଛି ସେଇ ନିହଣ ଧରି ଜୀବନ୍ତ କରି ଗଢି ତୋଳୁଥିବା ସ୍ଥପତିର କାରିଗର । ଆଉ ଶୁଭିବ ନାହିଁ ନିହଣ ଶଦ୍ଦ । ଜୀବନ ଯୁଦ୍ଧରେ ହାରିଯାଇଛି ଲଢୁଆ ଶିଳ୍ପୀ । କରୋନା ଲଢେଇରେ ହାର୍ ମାନି ଯାଇଛନ୍ତି ଦ୍ୱିତୀୟ କୋଣାର୍କର ସ୍ୱପ୍ନ ଦେଖିଥିବା ସେହି ଶିଳ୍ପୀ…

କରୋନା ପାଇଁ ୬ ଯୋଡ଼ା ମେମୁ ଓ ପାସେଞ୍ଜର ଟ୍ରେନ୍ ବାତିଲ

ଭୁବନେଶ୍ବର : କରୋନା ସଂକ୍ରମଣକୁ ରୋକିବା ପାଇଁ ରେଳବାଇର ନୂଆ ପଦକ୍ଷେପ । କରୋନା ସଂକ୍ରମଣର ଚେନକୁ ଭାଙ୍ଗିବା ପାଇଁ ଦୈନିକ ଚଳାଚଳ କରୁଥିବା ୬ ଯୋଡ଼ା ମେମୁ ଓ ପାସେଞ୍ଜର ଟ୍ରେନ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି । ବାତିଲ ହୋଇଥିବା ଏହି ଟ୍ରେନ୍ ଗୁଡିକ ହେଲା -…

ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ଆଉ ନାହାନ୍ତି ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ର । କରୋନାରେ ଆଜି ରଘୁନାଥ ମହାପାତ୍ରଙ୍କର ବିୟୋଗ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବର ଏମସରେ ତାଙ୍କର ପରଲୋକ ହୋଇଛି । ସାଂସଦ ରଘୁନାଥ ମହାପାତ୍ରଙ୍କ ଅକାଳ ବିୟୋଗରେ ଶୋକ…

ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରୁ ଫେରିଲେ କ୍ବାରେଣ୍ଟାଇନ୍‌ ବାଧ୍ୟତାମୂଳକ

ଭୁବନେଶ୍ବର : ମହାମାରୀ କରୋନା ପାଇଁ ସଜାଗ ରାଜ୍ୟ ସରକାର । ସଂକ୍ରମଣକୁ ରୋକିବା ପାଇଁ କାଲିଠୁ ଆରମ୍ଭ ହେଉଛି ଲକଡାଉନ୍ । କିନ୍ତୁ ଏହି ଏବେ ଆହୁରି କଡ଼ା ପଦକ୍ଷେପ ନେଉଛନ୍ତି ସରକାର । ପୂର୍ବରୁ ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ କଟକଣା ଜାରି କରିଥିଲେ ସ୍ବତନ୍ତ୍ର ରିଲିଫ୍‌ କମିଶନର । ଆଉ…

ମନୋଜ ଦାସଙ୍କ ସ୍ମୃତିରେ ଦିଆଯିବ ଆନ୍ତର୍ଜାତୀୟ ପୁରସ୍କାର ଓ ପ୍ରତିଷ୍ଠା ହେବ ଲାଇବ୍ରେରୀ ଓ ମ୍ୟୁଜିୟମ

ଭୁବନେଶ୍ବର : ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କୁ ସମ୍ମାନ । ତାଙ୍କ ସ୍ମୃତିରେ ‘ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡ଼ିଆ…